ମେଟ୍ରୋ

ଚାକରାଣୀଙ୍କ ଛୁରା ମାଡ଼ରେ ବୃଦ୍ଧ ଗୁରୁତର

ଭୁବନେଶ୍ୱର, ୧୯ା୭(ବ୍ୟୁରୋ): ଏୟାରଫିଲ୍ଡ ଥାନା ଅନ୍ତର୍ଗତ କପିଳପ୍ରସାଦ ଅଞ୍ଚଳରେ ଚାକରାଣୀଙ୍କ ଛୁରା ମାଡ଼ରେ ଜଣେ ୯୦ ବର୍ଷୀୟ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ବେକ, ହାତ, ନାକ ଆଦି ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଆହତ…

ଭରସା ସାଜିଛି ବିପଦସଙ୍କୁଳ ବାଉଁଶ ପୋଲ

ସାକ୍ଷୀଗୋପାଳ, ୨୦ା୭(ଡି.ଏନ୍‌.ଏ.): ରତ୍ନଚିରା ଖଲାସୀ ନାଳପାରି ହେବାପାଇଁ ସ୍ଥାୟୀ ସେତୁଟିଏ ନାହିଁ। ଫଳରେ ପୁରୀଜିଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ଶ୍ରୀରାମଚନ୍ଦ୍ରପୁର ଗ୍ରାମପଞ୍ଚାୟତ ମଧୁବନ ମାଳର ଲୋକମାନେ ବିପଦସଙ୍କୁଳ ଭାବେ ବାଉଁଶ ପୋଲରେ ପାରି ହେଉଛନ୍ତି। ବର୍ଷବର୍ଷ ଧରି ସେମାନେ ଏହି ଅସ୍ଥାୟୀ…

୧୭ ଫାଇଲ୍‌ ଗାଏବ ଚର୍ଚ୍ଚା: ଭିଜିଲାନ୍ସ ତଦନ୍ତ ଦାବି

ଗୋପ, ୨୦ା୭(ଡି.ଏନ୍‌.ଏ.): ଗୋପ ବ୍ଲକରେ ଫନୀ ସହାୟତା ରାଶି ବଣ୍ଟନରେ ବ୍ୟାପକ ଦୁର୍ନିତୀ ହୋଇଥିବା ନେଇ ଅଭିଯୋଗ ଆସିଛି। ସହାୟତା ରାଶି ବଣ୍ଟନରେ ଅନ୍ତର୍ଭୁକ୍ତ ୧୭ ଗୋଟି ଫାଇଲ୍‌ ଗାଏବ ହେବା ଘଟଣା ସାଧାରଣରେ ଚର୍ଚ୍ଚା ହେଉଥିବାବେଳେ ଭିଜିଲାନ୍ସ ତଦନ୍ତ କରାଗଲେ…

ଶ୍ରମ କମିଶନରଙ୍କ କାର୍ଯ୍ୟାଳୟ ଘେରିଲେ ନିର୍ମାଣ ଶ୍ରମିକ

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ନିର୍ମାଣ ଶ୍ରମିକଙ୍କ ପାଇଁ ଉଦ୍ଦିଷ୍ଟ ସହାୟତା କଲ୍ୟାଣ ବୋର୍ଡର ପ୍ରତ୍ୟାହାର ନିଷ୍ପତ୍ତି ବିରୋଧରେ ଶୁକ୍ରବାର ଶ୍ରମ କମିଶନରଙ୍କ କାର୍ଯ୍ୟାଳୟ ଘେରାଉ ହୋଇଛି। ନିର୍ମାଣ ଶ୍ରମିକମାନଙ୍କ ପିଲାଙ୍କ ଶିକ୍ଷା ଲାଗି ପ୍ରଚଳିତ ସହାୟତା ରାଶି କେବଳ ସରକାରୀ ଶିକ୍ଷାନୁଷ୍ଠାନରେ ଅଧ୍ୟୟନ…

ବିକାଶରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ବର୍ତ୍ତମାନ ସାରା ଦେଶରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଶାଖା ୧.୪୧ ଲକ୍ଷ ଛୁଇଁଛି। ବ୍ୟାଙ୍କଗୁଡିକ ଦେଶର ୯୫% ଲୋକଙ୍କ ନିକଟରେ ପହଞ୍ଚି ପାରିଛନ୍ତି। ଦେଶର ଭିତ୍ତିଭୂମି ବିକାଶ, ଶିଳ୍ପ, କୃଷି ଏବଂ ଅନ୍ୟ କ୍ଷେତ୍ର ବିକାଶରେ ବ୍ୟାଙ୍କଗୁଡିକ ପ୍ରମୁଖ ଭୂମିକା…

ମାତିଛନ୍ତି ନିଶାଦିଆ ଲୁଟେରା ଗ୍ୟାଙ୍ଗ୍‌: ଯାତ୍ରୀଙ୍କୁ ଖାଦ୍ୟରେ ନିଶାଦେଇ ଲୁଟ୍‌

କଟକ ଅଫିସ,୨୦ା୭: ଟ୍ରେନରେ ମାତିଛନ୍ତି ନିଶାଦିଆ ଲୁଟେରା ଗ୍ୟାଙ୍ଗ। ରାଜ୍ୟ ବାହାରୁ ଟ୍ରେନରେ ଓଡ଼ିଶା ଆସୁଥିବା ଯାତ୍ରୀମାନଙ୍କୁ ଏହି ଗ୍ୟାଙ୍ଗର ସଦସ୍ୟମାନେ ଟାର୍ଗେଟ କରୁଛନ୍ତି। ଟ୍ରେନ୍‌ରେ ଯାତ୍ରୀଙ୍କ ସହ ଭାବ ବିନିମୟ କରୁଛନ୍ତି। ତାଙ୍କ ବିଷୟରେ ସବୁକିଛି ଜାଣିବା ପରେ ଖାଦ୍ୟ…

ରେଭେନ୍‌ଶା ବିଶ୍ୱବିଦ୍ୟାଳୟ: ନାମଲେଖାରେ ଅସନ୍ତୋଷ: ନିର୍ଦ୍ଧାରିତ ସିଟ୍‌ର ଦୁଇଗୁଣା ଛାତ୍ରୀଛାତ୍ରଙ୍କୁ ନିମନ୍ତ୍ରଣ

କଟକ ଅଫିସ,୨୦ା୭: ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ଆଇଏସ୍‌ଟି ଓ ଆଇଟିଏମ୍‌ ବିଭାଗରେ ନାମଲେଖା ସମୟରେ ଅଭିଭାବକ ଏବଂ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ନିର୍ଦ୍ଧାରିତ ସିଟ୍‌ଠାରୁ ଅଧିକ ଛାତ୍ରୀଛାତ୍ରଙ୍କୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ନାମଲେଖା ନିମନ୍ତେ ନିମନ୍ତ୍ରଣ କରିଥିଲେ। ସିଟ୍‌ ପୂରଣ ହୋଇଯିବା…

ପଦ୍ମଶ୍ରୀ ଭବାନୀ ପଟ୍ଟନାୟକ ପାଇବେ ଗାନ୍ଧୀ ସେବା ସମ୍ମାନ

କଟକ ଅଫିସ, ୨୦ା୭: ସ୍ବାଧୀନତା ସଂଗ୍ରାମୀ ଓ ପ୍ରାକ୍ତନ ଏମ୍‌ପି ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ମର୍ଯ୍ୟାଦାଜନକ ଗାନ୍ଧୀ ସେବା ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଆସନ୍ତା ୨୨ ତାରିଖ ସନ୍ଧ୍ୟା ୬ଟାରେ ବିଜୁ ପଟ୍ଟନାୟକ ଛକସ୍ଥିତ ସାରସ୍ବତ ପୀଠ…

ଲିଙ୍ଗରାଜଙ୍କ ଜମିକୁ ନେଇ ହାଇକୋର୍ଟରେ ମାମଲା

କଟକ ଅଫିସ, ୨୦ା୭: ଭୁବନେଶ୍ୱରର ଭୀମପୁର ମୌଜାରେ ମହାପ୍ରଭୁ ଲିଙ୍ଗରାଜଙ୍କ ୨ ଏକର ୩୫୬ ଡେସିମିଲ ଜମିକୁ ଦିଲ୍ଲୀର ଏକ ଘରୋଇ ସଂସ୍ଥାକୁ ୯୯ ବର୍ଷ ପାଇଁ ଲିଜ୍‌ ଆକାରରେ ଟେକି ଦିଆଯାଇଛି। ସରକାରୀ ଧାର୍ଯ୍ୟ ମୂଲ୍ୟରୁ ଅଧା ଦାମ୍‌ରେ ଏହି…

ମହାପ୍ରଭୁଙ୍କୁ ଦର୍ଶନ କଲେ ବିଶ୍ୱଭୂଷଣ

ପୁରୀ ଅଫିସ, ୨୦ା୭: ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତି ପାଇଥିବା ବିଶ୍ୱଭୂଷଣ ହରିଚନ୍ଦନ ଶୁକ୍ରବାର ଅପରାହ୍ନରେ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପ୍ରାୟ ଅଧଘଣ୍ଟା ମନ୍ଦିରରେ ବିତାଇବା ପରେ ସେ ଫେରିଥିଲେ। ସିଂହଦ୍ୱାରଠାରେ ଗଣମାଧ୍ୟମକୁ କହିଥିଲେ, ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ…

ନନ୍ଦନକାନନରୁ ସାତକୋଶିଆ ଗଲେ ୫ ଘଡ଼ିଆଳ କୁମ୍ଭୀର

ବାରଙ୍ଗ,୨୦ା୭(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରୁ ଶୁକ୍ରବାର ୫ଟି ଘଡିଆଳ କୁମ୍ଭୀର ସାତକୋଶିଆରେ ଛଡାଯାଇଛି। ନନ୍ଦନକାନନର ତିନିଜଣିଆ ଟିମ ଏହି ଘଡିଆଳ କୁମ୍ଭୀରଙ୍କୁ ସାଙ୍ଗରେ ନେଇ ଅପରାହ୍ନରେ ଯାତ୍ରା ଆରମ୍ଭ କରିଛନ୍ତି। ନନ୍ଦନକାନନରେ ଘଡିଆଳ କୁମ୍ଭୀରମାନଙ୍କ ସଂଖ୍ୟା ବୃଦ୍ଧିପାଇବା ପରେ ନନ୍ଦନକାନନ କର୍ତ୍ତୃପକ୍ଷ…

ଲୋକ ସଭା ପ୍ରାର୍ଥିନୀଙ୍କ ଫଟୋ ଭାଇରାଲ ଘଟଣା: ୩ ଅଭିଯୁକ୍ତଙ୍କୁ ହାଇକୋର୍ଟରୁ ଜାମିନ ମିଳିଲା

କଟକ ଅଫିସ,୨୦ା୭: ସାଧାରଣ ନିର୍ବାଚନ ସମୟରେ ଜଣେ ଲୋକ ସଭା ପ୍ରାର୍ଥିନୀଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହି ଘଟଣାରେ ଗିରଫ ହୋଇଥିବା ୩ ଅଭିଯୁକ୍ତ ସୀମାଞ୍ଚଳ ପାତ୍ର, ଚିନ୍ମୟ ସେନାପତି ଓ ଜୟଦୀପ ଗିରିଙ୍କୁ ହାଇକୋର୍ଟ ଜାମିନ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?