ମେଟ୍ରୋ

ସ୍ମାର୍ଟ ସିଟି ସର୍ବସାଧାରଣ ସ୍ଥାନର ଜାତୀୟ ମାନ ନିର୍ଦ୍ଧାରଣ ହେବ

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ମୋବାଇଲରେ ଜାଣିହେବ ଦେଶରେ ଥିବା ସ୍ମାର୍ଟସିଟିଗୁଡ଼ିକର ସବିଶେଷ ତଥ୍ୟ। ବିଶେଷକରି ପାର୍କ, ମାର୍କେଟ, ଐତିହ୍ୟସ୍ଥଳ, ଜଳାଶୟ, ରାସ୍ତା ଆଦି ସର୍ବସାଧାରଣ ସ୍ଥାନ ସଂକ୍ରାନ୍ତରେ ଜାଣିବା ପାଇଁ ସ୍ମାର୍ଟ ସିଟି ମିଶନ ପକ୍ଷରୁ ନୂଆ ଆପ୍‌ କାର୍ଯ୍ୟକାରୀ କରାଯିବ। ସ୍ମାର୍ଟସିଟି…

କାହିଁ ଏତେ ଅନୁକମ୍ପା

ଭୁବନେଶ୍ୱର,୨୦।୭: ଗ୍ରାମାଞ୍ଚଳ କଥା ଛାଡ଼ନ୍ତୁ, ଖୋଦ୍‌ ରାଜଧାନୀ ଭୁବନେଶ୍ୱରର ସବୁ ଅଞ୍ଚଳରେ ୨୪ ଘଣ୍ଟା ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ହୋଇପାରୁନାହିଁ। ଏନେଇ ପ୍ରତିକ୍ରିୟା ପ୍ରକାଶ ପାଇଲେ ରାଜ୍ୟରେ ବିଦ୍ୟୁତ୍‌ ସଂଯୋଗୀକରଣ, ବଣ୍ଟନ ଓ ଶୁଳ୍କ ଆଦାୟ ପାଇଁ ଦାୟିତ୍ୱ ନେଇଥିବା ସଂସ୍ଥା…

କୋର୍ଟ, ସରକାରଙ୍କ ନିର୍ଦ୍ଦେଶ ମାନୁନାହାନ୍ତି ଘରୋଇ ହସ୍ପିଟାଲ

ଭୁବନେଶ୍ୱର,୨୦।୭(ବ୍ୟୁରୋ): ଘରୋଇ ହସ୍ପିଟାଲରେ ରୋଗୀଙ୍କୁ ଲୁଟ କରାଯାଉଛି। ଏପରି କି ମୃତ୍ୟୁ ପରେ ମଧ୍ୟ ଟଙ୍କା ନ ଦେଲେ ମୃତଦେହ ଛଡ଼ା ଯାଉନାହିଁ। ଦୀର୍ଘ ସମୟ ଧରି ମୃତଦେହ ଅଟକ ରଖାଯାଉଛି। ସରକାରଙ୍କଠାରୁ ଜମି ନେଇ ହସ୍ପିଟାଲ କରୁଥିବା ଘରୋଇ ସଂସ୍ଥା…

ଯକୃତ ପତିରୋପଣ ୟୁନିଟ୍‌: ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ପ୍ରସ୍ତୁତି ସାରିବାକୁ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୯ା୭(ବ୍ୟୁରୋ)- ଆସନ୍ତା ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଯକୃତ ପ୍ରତିରୋପଣ ପାଇଁ ସମସ୍ତ ପ୍ରସ୍ତୁତି ସାରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର…

ଆଜି ଯୁକ୍ତ୨ ସ୍ପଟ୍‌ ସିଲେକ୍ସନ ମେରିଟ୍‌ ଲିଷ୍ଟ

ଭୁବନେଶ୍ୱର, ୧୯ା୭(ବ୍ୟୁରୋ)- ଯୁକ୍ତ୨ ପ୍ରଥମ ବର୍ଷରେ ନାମଲେଖା ପାଇଁ ଦୁଇଟି ପର୍ଯ୍ୟାୟ ନାମଲେଖା ଶେଷ ହୋଇଯାଇଛି। ଶନିବାର ସ୍ପଟ୍‌ ସିଲେକ୍ସନ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଏଥିରେ ମନୋନୀତ ହୋଇଥିବା ଛାତ୍ରୀଛାତ୍ରମାନେ ୨୫ରୁ ୨୭ ତାରିଖ ମଧ୍ୟରେ ନାମଲେଖାଇବେ। ଏଥିରେ ନାମଲେଖାଇଥିବା…

ସ୍ମାର୍ଟସିଟି ସର୍ବସାଧାରଣ ସ୍ଥାନର ଜାତୀୟ ମାନ ନିର୍ଦ୍ଧାରଣ ହେବ: ପ୍ରସ୍ତୁତି ଚାଲିଛି ନୂଆ ଆପ୍‌, ମିଳିବ ସମସ୍ତ ତଥ୍ୟ

ଭୁବନେଶ୍ୱର, ୧୯।୭(ବ୍ୟୁରୋ)- ମୋବାଇଲରେ ଜାଣିହେବ ଦେଶରେ ଥିବା ସ୍ମାର୍ଟସିଟିଗୁଡ଼ିକର ସବିଶେଷ ତଥ୍ୟ। ବିଶେଷକରି ପାର୍କ, ମାର୍କେଟ, ଐତିହ୍ୟସ୍ଥଳ, ଜଳାଶୟ, ରାସ୍ତା ଆଦି ସର୍ବସାଧାରଣ ସ୍ଥାନ ସଂକ୍ରାନ୍ତରେ ଜାଣିବା ପାଇଁ ସ୍ମାର୍ଟ ସିଟି ମିଶନ ପକ୍ଷରୁ ନୂଆ ଆପ୍‌ କାର୍ଯ୍ୟକାରୀ କରାଯିବ। ସ୍ମାର୍ଟସିଟି…

ସୁନା ଚେନ୍‌ ଲୁଟ୍‌ ଘଟଣା, ୪ ଗିରଫ: ୬ ସୁନା ଚେନ, ଏକ ଅଟୋ, ବାଇକ୍‌ ଜବତ

ଫୁଲନଖରା,୧୯।୭(ଡି.ଏନ୍‌.ଏ.)- କଟକ ସଦର ପୋଲିସ ଫୁଲନଖରା ଓଭରବ୍ରିଜଠାରୁ ଗୋପାଳପୁର ମଧ୍ୟରେ ନିୟମିତ ରାସ୍ତାରେ ସୁନାଚେନ ଚୋରି କରୁଥିବା ଦୁଇ ଲୁଟେରାଙ୍କୁ ଓ ଚୋରି ସୁନା କିଣୁଥିବା ଦୁଇ ଦୋକାନୀଙ୍କୁ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିିିଛି। ସେମାନେ ହେଲେ ବାରଙ୍ଗ ଥାନା…

ଫନୀକୁ ବିତିଲା ୨ମାସ, ସଳଖିପାରୁନି ସୂଚନାଫଳକ

ନରାଜ,୧୯।୭(ଡି.ଏନ୍‌.ଏ.)- ବାରଙ୍ଗ ଅଞ୍ଚଳରେ ବିଭିନ୍ନ ଅଞ୍ଚଳକୁ ରାସ୍ତା ଜଣାଇବା ପାଇଁ ଥିବା ସୂଚନାଫଳକଗୁଡିକ ଭାଙ୍ଗିଯାଇଥିବା ବାତ୍ୟା ଫନୀରେ ଭାଙ୍ଗି ଯାଇଥିଲା। ଫନୀ ଯିବାର ଦୁଇମାସରୁ ଊର୍ଦ୍ଧ୍ୱଦିନ ହୋଇଯାଇଥିଲେ ବି ଭଙ୍ଗା ସୂଚନାଫଳକଗୁଡିକ ଏପର୍ଯ୍ୟନ୍ତ ଠିକ କରାଯାଇନାହିଁ। ତ୍ରିଶୁଳିଆ ଛକରୁ ବାଙ୍କୀ ଓ…

ପ୍ରଶାସନର ନଜର ପଡ଼ିଲାନି; ଆବର୍ଜନା ସଫେଇ କଲେ କିନ୍ନର

ପୁରୀ ଅଫିସ, ୧୯। ୭:ବାତ୍ୟା ଫନୀକୁ ଇତିମଧ୍ୟରେ ଅଢେଇ ମାସ ବିତିଲାଣି। ହେଲେ ପୁରୀ ସହର ଉପକଣ୍ଠ କେତେକ ଗଁାରେ ଏବେ ବି ବାତ୍ୟାର ଚିହ୍ନ ସ୍ପଷ୍ଟ ବାରି ହୋଇପଡୁଛି। ବହୁ ଗଛରୁ ଡାଳ ଭାଙ୍ଗିଥିଲେ ମଧ୍ୟ ତାହାକୁ କଟାଯାଇନାହିଁ। ଅଧାଭଙ୍ଗା…

କନ୍ଦରପୁର ଲେଭଲକ୍ରସିଂ ଓଭରବ୍ରିଜ୍‌ ନିର୍ମାଣ ବିଳମ୍ବ

କଟକସଦର, ୧୯।୭(ଡି.ଏନ୍‌.ଏ.)-କଟକ-ପାରାଦ୍ୱୀପ ରେଳପଥରେ ପ୍ରତି ୧୦ମିନିଟ୍‌ ଅନ୍ତରାଳରେ ମାଲ ଓ ଯାତ୍ରୀବାହୀ ଗାଡ଼ି ଚଳାଚଳ କରୁଛି। ସେଥିପାଇଁ କଟକ-ଏରସମାନୂଆଗଁା ଏନ୍‌ଏଚ୍‌ ଜାତୀୟ ରାଜପଥ ନଂ ୫୫ରେ ଯାନବାହନ ଚଳାଚଳରେ ବାଧା ସୃଷ୍ଟି ହୋଇଛି। କନ୍ଦରପୁର ନିକଟରେ ଏନ୍‌ଏଚଟି କେଉଁସ୍ଥାନରେ ରେଳପଥକୁ ଅତିକ୍ରମ…

ଘରୋଇ ହସ୍ପିଟାଲରେ ରୋଗୀ ହନ୍ତସନ୍ତ: କୋର୍ଟ, ସରକାରଙ୍କ ନିର୍ଦ୍ଦେଶ ମାନୁନାହାନ୍ତି ହସ୍ପିଟାଲ

ଭୁବନେଶ୍ୱର,୧୯।୭(ବ୍ୟୁରୋ): ଘରୋଇ ହସ୍ପିଟାଲରେ ରୋଗୀମାନଙ୍କୁ ନିର୍ଯାତନା ଦିଆଯାଉଛି, ଏପରି କି ମୃତ୍ୟୁ ପରେ ମଧ୍ୟ ମୃତଦେହ ଛଡ଼ାଯାଉନାହିଁ। ଟଙ୍କା ଡିପୋଜିଟ୍‌ ନ କଲେ ଦୀର୍ଘ ସମୟ ଧରି ମୃତଦେହ ଅଟକ ରଖାଯାଉଛି। ସରକାରଙ୍କଠାରୁ ଜମି ନେଇ ହସ୍ପିଟାଲ କରୁଥିବା ଘରୋଇ ସଂସ୍ଥା…

ଭାଜପାର ‘ସଦସ୍ୟତା ଅଭିଯାନ’, ସାମିଲ ହେବେ ୧୦ ଲକ୍ଷ ଯୁବକ

ଭୁବନେଶ୍ୱର,୧୯।୭(ବ୍ୟୁରୋ): ଭାଜପା ପକ୍ଷରୁ ସଂଗଠନ ପର୍ବ ‘ସଦସ୍ୟତା ଅଭିଯାନ’ ଆରମ୍ଭ କରାଯାଇଛି। ଏଥିରେ ଦେଶ ତଥା ରାଜ୍ୟର ଯୁବପୀଢ଼ୀଙ୍କୁ ସାମିଲ କରାଯିବ। ନୂଆ ଭାରତ ତଥା ନୂଆ ଓଡ଼ିଶା ଲକ୍ଷ୍ୟ ରଖିଥିବା ୧୦ ଲକ୍ଷ ଯୁବକଙ୍କୁ ଜୁଲାଇ ୨୬ରୁ ଅଗଷ୍ଟ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?