କଂଗ୍ରେସ ଭବନରେ ହଠାତ୍ ଉତ୍ସବ
ଭୁବନେଶ୍ୱର, ୨୪-୫(ବ୍ୟୁରୋ):ଭୋଟ ଗଣତିର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ବୁଧବାର କଂଗ୍ରେସ ଭବନରେ ଯେଉଁ ଭିଡ଼ ଦେଖିବାକୁ ମିଳିଥିଲା ଗୁରୁବାର ତାହା ନ ଥିଲା। ସକାଳ ୮ଟାରେ ଭୋଟ ଗଣତି ପ୍ରକ୍ରିୟା ଆରମ୍ଭ ହେବାମାତ୍ରେ କଂଗ୍ରେସ ନେତା ଓ କର୍ମୀଙ୍କ ମଧ୍ୟରେ…
ଲୋକ ସଭା ଫଳାଫଳ:କାମ ଦେଲା ନବୀନଙ୍କ ମହିଳା କାର୍ଡ
ଭୁବନେଶ୍ୱର, ୨୪-୫9 (ବ୍ୟୁରୋ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ୩୩ ପ୍ରତିଶତ ମହିଳାଙ୍କୁ ଲୋକ ସଭା ଆସନରେ ପ୍ରାର୍ଥୀ କରିଥିଲେ। ସେମାନଙ୍କ ମଧ୍ୟରୁ ସୁନ୍ଦରଗଡ ଆସନରୁ ପ୍ରାର୍ଥୀ ହୋଇଥିବା ସୁନୀତା ବିଶ୍ୱାଳ ଓ କୋରାପୁଟରୁ କୌଶଲ୍ୟା ହିକ୍କକା…
ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ନବୀନ
ଭୁବନେଶ୍ୱର,୨୪-୫(ବ୍ୟୁରୋ):ରାଜ୍ୟରେ ଲଗାତର ପଞ୍ଚମଥର ପାଇଁ ସରକାର ଗଢ଼ିବାକୁ ବିଜେଡି ସଂଖ୍ୟାଗରିଷ୍ଠତା ହାସଲ କରିଛି। ଉଭୟ ଲୋକ ସଭା ଏବଂ ବିଧାନସଭାରେ ବିଜେଡିକୁ ଜନ ସମର୍ଥନ ମିଳିଛି। ଏଥିପାଇଁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ…
ବିଜୟ ପରେ ପରସ୍ପରକୁ ଅଭିନନ୍ଦନ
ଭୁବନେଶ୍ୱର,୨୪-୫- (ବ୍ୟୁରୋ):ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟଥର ନିର୍ବାଚିତ ହୋଇଛନ୍ତି। ଅନୁରୂପଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ୫ମ ଥର ପାଇଁ ବିଜୟୀ ହୋଇଛନ୍ତି। ରାଜ୍ୟର ବିଧାନସଭା ଆସନଗୁଡିକରେ ବିଜେଡି ଉତ୍ତମ ପ୍ରଦର୍ଶନ କରିଛି। ନବୀନଙ୍କ ଏହି ସଫଳତାକୁ ନେଇ ଚାରିଆଡୁ…
ପଞ୍ଚମରେ ନବୀନ
ଭୁବନେଶ୍ୱର,୨୪-୫(ବ୍ୟୁରୋ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିଦ୍ୱନ୍ଦ୍ୱୀ। ଜଣେ ଅପରାଜେୟ ନେତା ଭାବେ ସେ ନିଜକୁ ପୁଣି ଥରେ ପ୍ରମାଣିତ କରିଛନ୍ତି। ପଞ୍ଚମ ଥର କ୍ଷମତାକୁ ଫେରି ରେକର୍ଡ ସୃଷ୍ଟି କରିଛନ୍ତି। ଦୀର୍ଘ ୧୯ ବର୍ଷ ଶାସନରେ ରହିବା ପରେ…
ଜୁନ୍ ୮ରୁ ଓଜେଇଇ ଅନ୍ଲାଇନ୍ ପରୀକ୍ଷା
ଭୁବନେଶ୍ୱର,୨୪।୫(ବ୍ୟୁରୋ)-ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)ର ଅନ୍ଲାଇନ୍ ପରୀକ୍ଷା ଆସନ୍ତା ଜୁନ୍ ୮ ଓ ୯ରେ ଅନୁଷ୍ଠିତ ହେବ। ୮ତାରିଖରେ ଏମ୍.ଟେକ୍, ଏମ୍.ଆର୍କ, ଏମ୍ସିଏ, ଏଲ୍ଇ-ଏମ୍ସିଏ, ଏମ୍.ଫାର୍ମ, ଏମ୍.ପ୍ଲାନ୍ ଆଦି ବିଷୟରେ ପରୀକ୍ଷା ହେବ। ସେହିପରି ୯ତାରିଖରେ ଏମ୍ବିଏ ପରୀକ୍ଷା ହେବ। ଏ…
ନିର୍ବାଚନ ଫଳ ଦେଖିବା ପାଇଁ ଏଲ୍ଇଡି ସ୍କ୍ରିନ୍ ବ୍ୟବସ୍ଥା: ପ୍ରସାରଣରେ ବାଧା
ଭୁୁବନେଶ୍ୱର,୨୪।୫(ବ୍ୟୁରୋ)-ସାଧାରଣ ନିର୍ବାଚନ ଫଳାଫଳକୁ ଭୁବନେଶ୍ୱରବାସୀ ପାର୍କ ଏବଂ ଟ୍ରାଫିକ୍ରେ ଦେଖିବାକୁ ପାଇଛନ୍ତି। ବିଜୁ ପଟ୍ଟନାୟକ ପାର୍କ ସହ ହକି ବିଶ୍ୱକପ୍ ସମୟରେ ସହରର ବିଭିନ୍ନ ଟ୍ରାଫିକ୍ରେ ଲାଗିଥିବା ଏଲ୍ଇଡି ସ୍କ୍ରିନ୍ରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପକ୍ଷରୁ ଏହି ବ୍ୟବସ୍ଥା କରାଯାଇଥିଲା। ଏହାସହ…
ଆଜି ୭ ଜିଲାକୁ କାଳବୈଶାଖୀ: ସତର୍କ ସୂଚନା ଜାରି କଲା ପାଣିପାଗ କେନ୍ଦ୍ର
ଭୁବନେଶ୍ୱର,୨୪।୫(ବ୍ୟୁରୋ)-ଅସହ୍ୟ ତାତିରୁ ମୁକ୍ତି ପାଇଛନ୍ତି ରାଜ୍ୟବାସୀ। ଗତ କିଛିଦିନ ହେବ ରାଜ୍ୟରେ ପ୍ରବଳ ଗରମ ଯୋଗୁ ଲୋକେ ଛଟପଟ ହେଉଥିଲେ। କିନ୍ତୁ ଗୁରୁବାର ପାଗରେ ପରିବର୍ତ୍ତନ ହୋଇଛି। ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସହରରେ ବର୍ଷା ହୋଇଥିଲା। କୋହଲା ପାଗକୁ ବର୍ଷା…
ବେଗୁନିଆ ନିର୍ବାଚନମଣ୍ଡଳୀ : ବିଜେଡିର ରାଜେନ୍ଦ୍ର କୁମାର ସାହୁ ଆଗୁଆ
ଖୋର୍ଦ୍ଧା ଅଫିସ, ୨୩।୫: ୧୧ ରାଉଣ୍ଡ ସୁଦ୍ଧା ବେଗୁନିଆ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁ ୯,୧୨୪ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ରାଜେନ୍ଦ୍ର ୩୦,୪୩୭ଖଣ୍ଡ ଭୋଟ ପାଇଥିବାବେଳେ କଂଗ୍ରେସର ପ୍ରଦୀପ କୁମାର ସାହୁ ୨୧,୩୧୩ ଖଣ୍ଡ ଭୋଟ ସହ…
ବିପୁଳ ବିଜୟ ପଥରେ ବିଜେଡି : ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି
ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଓଡ଼ିଶାର ୧୪୬ଟି ବିଧାନସଭା ଏବଂ ୨୧ଟି ଲୋକ ସଭା ଆସନ ପାଇଁ ଚାଲିଛି ଭୋଟ ଗଣତି। ବର୍ତ୍ତମାନ ଟ୍ରେଣ୍ଡ୍ ଅନୁଯାୟୀ, ଭାଜପା ଓ କଂଗ୍ରେସକୁ ବହୁ ପଛରେ ପକାଇ ବିଜେଡି ଆଗରେ ରହିଛି। ଟ୍ରେଣ୍ଡରୁ ଯାହା ଜଣାପଡୁଛି, ୫ମ ଥର…
ଖୋର୍ଦ୍ଧାର ୩ ବିଧାନସଭାରେ ବିଜେଡି ଆଗୁଆ
ଖୋର୍ଦ୍ଧା ଅଫିସ, ୨୩।୫: ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀରେ ଅଷ୍ଟମ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ୧୦ହଜାରରୁ ଊର୍ଦ୍ଧ୍ୱ ଭୋଟରେ ଭାଜପା ପ୍ରାର୍ଥୀଙ୍କଠାରୁ ଆଗୁଆ ଅଛନ୍ତି। ବିଜେଡି ପ୍ରାର୍ଥୀ ଜ୍ୟୋତିନ୍ଦ୍ରନାଥ ମିତ୍ର ୩୦,୯୭୧ ଖଣ୍ଡ ଭୋଟ…
କାକଟପୁରରେ ବିଜେଡି ଆଗୁଆ
କାକଟପୁର, ୨୩।୫(ଡି.ଏନ୍.ଏ.)-ଜଗତସିଂପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କାକଟପୁର ବିଧାନସଭାରେ ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ତୁଷାରକାନ୍ତି ବେହେରା ୯୦୫୫ ଭୋଟ ପାଇ ଆଗୁଆ ଅଛନ୍ତି। ତାଙ୍କ ପଛକୁ କଂଗ୍ରେସ ପ୍ରାର୍ଥୀ ବିଶ୍ୱଭୂଷଣ ଦାସ ୪୯୬୮ ଏବଂ ଭାଜପା ପ୍ରାର୍ଥୀ…
Archives


