ମେଟ୍ରୋ

ଶିଳ୍ପ ପାଇଁ ଜମି ନେଇ ସ୍କୁଲ, କଲେଜ ହୋଇଛି , ଏହାର ଯାଞ୍ଚ କରାଯାଉ: ସୁରେଶ ରାଉତରାୟ

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ଖୋର୍ଦ୍ଧା ଜିଲାରେ ରାଜ୍ୟସ୍ତରୀୟ ସିଙ୍ଗିଲ ଓ୍ବିଣ୍ଡୋ କମିଟି କର୍ତ୍ତୃପକ୍ଷଙ୍କ ଅନୁମୋଦିତ ଦ୍ୱାରା ୯ଟି ବୃହତ୍‌ ଶିଳ୍ପ ସ୍ଥାପିତ ହୋଇଛି। ସେଗୁଡିକ ହେଲା ହିନ୍ଦୁସ୍ଥାନ ଅର୍ବାନ୍‌ ଇନ୍‌ଫ୍ରାଷ୍ଟ୍ରକ୍‌ଚର, ବ୍ରିଟାନିଆ ଇଣ୍ଡଷ୍ଟ୍ରିଜ୍‌, ଏସ୍‌ଏମ୍‌ଏସ୍‌ ଇଣ୍ଡିଆ, ଇନ୍‌ଣ୍ଡୋ ମେଶିଫ୍‌ ଫୁଡ୍‌ସ୍‌, ଅନ୍‌ମୋଲ ବିସ୍କୁଟ୍‌ସ୍‌,…

କ୍ରୀଡ଼ାକୁ ପ୍ରୋତ୍ସାହନ: ଖୁବ୍‌ଶୀଘ୍ର ଆସିବ ନୂଆ କ୍ରୀଡ଼ା ନୀତି

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ନୂତନ କ୍ରୀଡ଼ା ନୀତି (ସ୍ପୋର୍ଟସ୍‌ ପଲିସି) ଆସିବ। ଏଥିପାଇଁ ଚିଠା ନୀତି ପ୍ରସ୍ତୁତି ଚାଲିଛି। କ୍ରୀଡ଼ା ଓ କ୍ରୀଡ଼ା ବ୍ୟକ୍ତିଙ୍କୁ ପ୍ରୋତ୍ସାହନ ଦେବା ସକାଶେ ଏଭଳି ପ୍ରଥମ ଥର ପାଇଁ ଏକ ସ୍ପୋର୍ଟସ୍‌ ପଲିସି ପ୍ରସ୍ତୁତ…

ରାଜ୍ୟରେ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପ ପାଇଁ ୮୭ ସ୍ଥାନ ଚିହ୍ନଟ: ଉତ୍ପାଦନ ହେବ ୩୪୦ ମେଗାଓ୍ବାଟ୍‌

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ରାଜ୍ୟରେ ୧ରୁ ୨୫ ମେଗାଓ୍ବାଟ୍‌ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପ ପାଇଁ ୮୭ଟି ସ୍ଥାନ ଚିହ୍ନଟ କରାଯାଇଛି। ଏହିସବୁ ପ୍ରକଳ୍ପ କେନ୍ଦ୍ରାପଡ଼ା, ରାୟଗଡ଼ା, ଫୁଲବାଣୀ, କୋରାପୁଟ, ଦେଓଗଡ଼, ଜଗତ୍‌ସିଂହପୁର, ସମ୍ବଲପୁର, ଅନୁଗୋଳ, ବରଗଡ଼, କେନ୍ଦୁଝର, କଳାହାଣ୍ଡି, ନୂଆପଡ଼ା, ଗଜପତି…

ପାଟକୁରାବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌: ଆପଣଙ୍କ ପସନ୍ଦର ପ୍ରାର୍ଥୀଙ୍କୁ ଚୟନ କରିଛି; ଅଞ୍ଚଳର ବିକାଶ ପାଇଁ ଶଙ୍ଖ ଚିହ୍ନରେ ଭୋଟ ଦିଅନ୍ତୁ

ଭୁବନେଶ୍ୱର,୧୯।୭(ବ୍ୟୁରୋ): ଶନିବାର ପାଟକୁରା ବିଧାନସଭା ନିର୍ବାଚନ। ଏହାର ୪୮ ଘଣ୍ଟା ପୂର୍ବରୁ ଅର୍ଥାତ ଗୁରୁବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଗୋଟିଏ ପଟେ ଉକ୍ତ ଆସନକୁ ଭାଜପା ସ୍ବାଭିମାନ ଭାବେ ନେଇଥିବା ବେଳେ ବିଜେଡି ପାଇଁ ଏହା ସମ୍ମାନର ପ୍ରଶ୍ନ…

ସିଇଓଙ୍କୁ ଭାଜପାର ଫେରାଦ: ଡେରାବିଶ ବ୍ଲକରେ ହେଉଛି ମଦ କାରବାର; ଏବେ ବି ପାଟକୁରାରେ ବୁଲୁଛନ୍ତି ବିଜେଡି ବିଧାୟକ

ଭୁବନେଶ୍ୱର,୧୯।୭(ବ୍ୟୁରୋ): ଶନିବାର ପାଟକୁରାରେ ନିର୍ବାଚନ ହେବାକୁ ଯାଉଛି। କିନ୍ତୁ ବାରମ୍ବାର ଅଭିଯୋଗ କରିବା ସତ୍ତ୍ୱେ ବିଜେଡିର ବିଧାୟକ ତଥା ନେତାମାନେ ଭୋଟରଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରୁଛନ୍ତି। ପ୍ରଚାର ଅବଧି ଶେଷ ହୋଇଥିବା ବେଳେ ଏବେ ବି ବିଜେଡିର ନେତାମାନେ ସେଠାରେ…

ଶନିବାର ପାଟକୁରା ନିର୍ବାଚନ: ଭାଜପା ବୁଥ୍‌ ଦଖଲ କରିବା ଆଶଙ୍କାରେ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି

ଭୁବନେଶ୍ୱର,୧୯।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ଶନିବାର ଭୋଟ ଗ୍ରହଣ କରାଯିବ। ଏଥିନିମନ୍ତେ ଗୁରୁବାର ସନ୍ଧ୍ୟାରୁ ପ୍ରଚାର ଶେଷ ହୋଇଛି। ସାରା ରାଜ୍ୟର ନଜର ଏବେ ଉକ୍ତ ଆସନ ଉପରେ ଥିବା ବେଳେ ବିଜେଡି ଏହାକୁ ହାତେଇବାକୁ ପୂରା ଦମ୍‌ରେ…

ମିସେସ୍‌ ଇଣ୍ଡିଆ ପାଇଁ ଭୁବନେଶ୍ୱର ଚୟନ ପ୍ରକ୍ରିୟା ୨୧ରେ

ଭୁବନେଶ୍ୱର,୧୯।୭(ବ୍ୟୁରୋ) : ମିସେସ୍‌ ଇଣ୍ଡିଆ ୨୦୧୯ ପ୍ରତିଯୋଗିତା ପାଇଁ ଭୁବନେଶ୍ୱରରେ ଅଡିସନ ବା ଚୟନ ପ୍ରକ୍ରିୟା ସ୍ଥାନୀୟ ହୋଟେଲ ହିନ୍ଦୁସ୍ତାନ ଇଣ୍ଟରନ୍ୟାଶନାଲ (ଏଚ୍‌ଏଚ୍‌ଆଇ) ଠାରେ ଆସନ୍ତା ଜୁଲାଇ ୨୧ରେ ଅପରାହ୍ନ ୧୨.୩୦ରୁ ୪ଟା ମଧ୍ୟରେ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା ଏଆର…

ଅର୍ଥ ଥାଇ ହୋଇପାରିନି ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍‌

କଟକ ଅଫିସ,୧୯ା୭: ୨୦୧୬-୧୭ରୁ ୨୦୧୮-୧୯ ମଧ୍ୟରେ ଏସ୍‌ସିବି ମେଡିକାଲକୁ ଆସିଥିବା ଲିଭର୍‌ ରୋଗୀମାନଙ୍କ ମଧ୍ୟରୁ ୧୧୯୬ ଜଣଙ୍କ ଲିଭର ପ୍ରତିରୋପଣ (ଲିଭର ଟ୍ରାନ୍ସପ୍ଲାଣ୍ଟ)ର ଆବଶ୍ୟକତା ଥିବା ଜଣାପଡ଼ିଛି। ବର୍ଷଓ୍ବାରୀ ଦେଖିଲେ ଏହି ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି। କାରଣ ୨୦୧୬-୧୭ରେ ୩୫୨…

ଡବ୍ଲ୍ୟୁଓଡିସି କାର୍ଯ୍ୟାଳୟ : ପଶ୍ଚିମ ଓଡ଼ିଶା ସ୍ଥାନ୍ତାନ୍ତର ନ ହେବା ନେଇ ଉଦ୍‌ବେଗ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ପଶ୍ଚିମ ଓଡ଼ିଶା ବିକାଶ ପରିଷଦ(ଡବ୍ଲ୍ୟୁଓଡିସି)ର ମୁଖ୍ୟାଳୟ ପଶ୍ଚିମ ଓଡ଼ିଶାକୁ ସ୍ଥାନ୍ତାନ୍ତରିତ ହୋଇପାରିଲା ନାହିଁ। ଦକ୍ଷ ଲୋକଙ୍କୁ ଅଧ୍ୟକ୍ଷ କରିବା ବଦଳରେ ହାରିଥିବା ଅଥବା ଦଳୀୟ ଟିକେଟ୍‌ରୁ ବଞ୍ଚିତ ହୋଇଥିବା ନେତାଙ୍କୁ ସେହି ପଦପଦବୀରେ ଥଇଥାନ କରାଯାଉଛି। ପରିଷଦକୁ ଅଧିକ ପରିମାଣରେ…

ନିଶା ବେପାରୀଙ୍କ ବେଆଇନ ଦୋକାନ ଉଚ୍ଛେଦ କରିବ ବିଡିଏ: ଡିସିପି

ଭୁବନେଶ୍ୱର, ୧୯ା୭(ବ୍ୟୁରୋ) : ରାଜଧାନୀର ବିଭିନ୍ନ ସରକାରୀ ସ୍ଥାନକୁ ଜବରଦଖଲ କରି ବେଆଇନ ନିଶା କାରବାର ଚାଲୁଛି। ବିଭିନ୍ନ ଦୋକାନ ଖୋଲି ସେଥିରେ ନିଶାଦ୍ରବ୍ୟ ବ୍ୟବସାୟ କରାଯାଉଛି। ସେହି ଦୋକାନଗୁଡିକ ଚିହ୍ନଟ କରି ତାହାକୁ ଉଚ୍ଛେଦ କରିବା ପାଇଁ ବିଏମସିକୁ ଚିଠି…

ଲୁଟ୍‌ ବେଳେ ବାଇକ୍‌ ପଡ଼ିଗଲା: ଲୁଟେରା ଲୁଟ୍‌ ସାମଗ୍ରୀ, ବାଇକ୍‌ ଛାଡ଼ି ଫେରାର

ଖୋର୍ଦ୍ଧା ଅଫିସ/ଯାଁଳା, ୧୮।୭(ଡି.ଏନ.ଏ.) : ଜଟଣୀ ଥାନା ଯାଁଳା ଫାଣ୍ଡି ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥର କେ.କେ. ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ରାତି ୮ଟାରେ ଲୁଟ୍‌ ବେଳେ ବାଇକ୍‌ରୁ ଦୁଇଜଣ ଲୁଟେରା ଖସି ପଡିଥିଲେ। ସେମାନେ ପଲସର ବାଇକ୍‌…

ବିଜ୍ଞାପନ ପ୍ରଦାନ ନେଇ ମନ୍ତ୍ରୀ ରଖିଲେ ତଥ୍ୟ

ଭୁବନେଶ୍ୱର,୧୯ା୭(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ(ବିଶେଷ କରି ୬ ମାସ ପୂର୍ବରୁ) ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଗଣମାଧ୍ୟମ ସଂସ୍ଥାକୁ ବିଜ୍ଞାପନ ବାବଦରେ ଅର୍ଥ ପ୍ରଦାନ କରାଯାଇଥିଲା। କଂଗ୍ରେସ ସଭ୍ୟ ତାରାପ୍ରସାଦ ବାହିନୀପତିଙ୍କ ଅଣତାରକା ପ୍ରଶ୍ନ ନଂ-୧୨୪୮ର ଉତ୍ତର ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?