ମେଟ୍ରୋ

ଓଡ଼ିଶାରେ ବିଜେଡି ଆଗରେ: ବିଧାନ ସଭାରେ ୯୪, ଲୋକ ସଭାରେ ୧୪ଟି ଆସନରେ ଆଗୁଆ

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଓଡ଼ିଶାର ୧୪୬ଟି ବିଧାନ ସଭା ଏବଂ ୨୧ଟି ଲୋକ ସଭା ଆସନ ପାଇଁ ଚାଲିଛି ଭୋଟ ଗଣତି। ପ୍ରାଥମିକ ଟ୍ରେଣ୍ଟ ଅନୁଯାୟୀ ଉଭୟ ବିଧାନସଭା ଏବଂ ଲୋକ ସଭାରେ ବିଜେଡି ବିରୋଧୀ ଭାଜପା ଏବଂ କଂଗ୍ରେସଠାରୁ ଢେର୍‌ ଆଗୁଆ…

ଓଡ଼ିଶା ବିଧାନସଭା ଟ୍ରେଣ୍ଡ୍‌: ବିଜେଡି ୭୫, ଭାଜପା ୨୩, କଂଗ୍ରେସ ୯ଟି ଆସନରେ ଆଗୁଆ

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ୧୪୬ଟି ବିଧାନସଭା ଆସନ ମଧ୍ୟରୁ ୧୦୮ଟି ଫଳାଫଳ ସାମ୍ନାକୁ ଆସୁଛି। ଏହି ସବୁ ଆସନରେ ଏବେବି ଗଣତି ଚାଲିଥିବା ବେଳେ ୭୫ଟି ଆସନରେ ବିଜେଡି ଆଗରେ ରହିଥିବାବେଳେ ଭାଜପା ୨୩ଟି, କଂଗ୍ରେସ ୯ଟି ଏବଂ ଅନ୍ୟାନ୍ୟ…

ପୁରୀ ନିର୍ବାଚନ ମଣ୍ଡଳୀରେ ବିଜେଡି ଆଗୁଆ

ପୁରୀ ଅଫିସ,୨୩।୫: ପୁରୀ ଲୋକ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚିଲିକା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀ ପିନାକୀ ମିଶ୍ର ୩୯୫ ଭୋଟରେ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ପିନାକୀ ମିଶ୍ର ୨୩୮୯ ଭାଜପାର ସମ୍ବିତ ପାତ୍ର ୧୯୯୫, କଂଗ୍ରେସର ସତ୍ୟପ୍ରକାଶ…

ଚିଲିକା ନିର୍ବାଚନ ମଣ୍ଡଳୀରେ ବିଜେଡି ଆଗୁଆ

ଖୋର୍ଦ୍ଧା ଅଫିସ,୨୩।୫: ଖୋର୍ଦ୍ଧା ଜିଲାର ଚିଲିକା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ପ୍ରଶାନ୍ତ କୁମାର ଜଗଦେବ ୩ଶହ ୯୯ଭୋଟରେ ଆଗୁଆ ଥିବା ସୂଚନା ମିଳିଛି। ଏଠାରେ ପ୍ରଶାନ୍ତ ୨୬୫୨,ଭାଜପାର ପୃଥ୍ବୀରାଜ ହରିଚନ୍ଦନ ୨୨୫୩, କଂଗ୍ରେସର…

ଓଡ଼ିଶା ଲୋକ ସଭା ଟ୍ରେଣ୍ଡ୍‌: ବିଜେଡି ୯, ଭାଜପା ୬ରେ ଆଗୁଆ

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଗୁରୁବାର ସାରା ଦେଶରେ ଭୋଟ ଗଣତି ଚାଲିଥିବାବେଳେ ଭାଜପା ଆଗୁ ରହିଛି। ଓଡ଼ିଶାର ୨୧ଟି ଲୋକ ସଭା ଆସନରୁ ୧୫ଟିର ଫଳାଫଳ ଆସୁଛି। ଏଥିରେ ୯ଟି ଆସନରେ ବିଜେଡି ଆଗୁଆ ରହିଥିବା ବେଳେ ଭାଜପା ୬ଟିରେ ଆଗରେ ରହିଛି।…

ପୁରୀ ଭୋଟ ଗଣତିରେ ବିଳମ୍ବ

ପୁରୀ ଅଫିସ.୨୩।୫: ପ୍ରଶାସନିକ ଅବହେଳା ପାଇଁ ପୁରୀରେ ଭୋଟ ଗଣତି ବିଳମ୍ବ ହୋଇଛି। ବାତ୍ୟାରେ ଇଭିଏମ ଏବଂ ଭିଭିପାଟର ସୁରକ୍ଷା ପାଇଁ ଷ୍ଟ୍ରଙ୍ଗ ରୁମରେ ଏକ ଅସ୍ଥାୟୀ କାନ୍ଥ ତିଆରି କରାଯାଇଥିଲା। କିନ୍ତୁ ସେହି କାନ୍ଥ ଭାଙ୍ଗିବା ପାଇଁ ବିଳମ୍ବ ହେବାରୁ…

୩ ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ,୩ଇଭିଏମ୍‌ ଅଚଳ

ଖୋର୍ଦ୍ଧା ଅଫିସ,୨୩।୫: ଖୋର୍ଦ୍ଧା ଜିଲା ସଦରମହକୁମାରେ ଭୋଟ ଗଣତି କେନ୍ଦ୍ରରେ ପ୍ରଥମ ରାଉଣ୍ଡରେ ଖୋର୍ଦ୍ଧା, ଚିଲିକା ଓ ବେଗୁନିଆ ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀମାନେ ଆଗୁଆ ରହିଥିବା ସୂଚନା ମିଳିଛି। ଏଥିରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀରେ ଜ୍ୟୋତିରିନ୍ଦ୍ର ନାଥ ମିତ୍ର…

ମାଟ୍ରିକ ପରୀକ୍ଷାରେ ଟି.ଏସ୍‌.ଜି. ଗୁରୁକୁଳର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର,୨୩।୫(ବ୍ୟୁରୋ) : ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଟି.ଏସ୍‌.ଜି ଗୁରୁକୁଳର ଓଡ଼ିଆ ମାଧ୍ୟମ ଛାତ୍ରୀଛାତ୍ର ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି। ଏହି ଧାରା ବିଗତ ୯ବର୍ଷ ଧରି ଅପ୍ରତିହତ ରହିଛି। ସ୍କୁଲର ଏହି ସଫଳତାରେ ଖୁସି ପ୍ରକାଶ କରି ଏହାର ପ୍ରତିଷ୍ଠାତା…

ଆଶା ଆଶଙ୍କାରେ ବହୁ ହେଭିୱେଟ୍‌

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ପ୍ରତୀକ୍ଷାର ଅନ୍ତଘଟାଇ ଗୁରୁବାର ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ନିର୍ବାଚନ ମଇଦାନରେ ଥିବା ସବୁ ଦଳର ହେଭିୱେଟ୍‌ଙ୍କ ରାଜନୈତିକ ଭାଗ୍ୟ ସଂକ୍ରାନ୍ତ ନିଷ୍ପତ୍ତି ଭୋଟର ନେଇସାରିଛନ୍ତି। ତେଣୁ କେଉଁ ହେଭିୱେଟ୍‌ ସଫଳ ହେଉଛନ୍ତି, କିଏ ପଛରେ ପଡିଯାଉଛନ୍ତି,…

ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ର କିଡ୍‌ସ ସୁପର ମଡେଲ ଖୋଜା ଅଭିଯାନ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଓ୍ବିମେନ୍ସ ଡେ’ ସେଲିବ୍ରେଶନ ପରେ କୁନି କୁନି ପିଲାଙ୍କ ପାଇଁ ଏକ ନୂଆ କ୍ୟାମ୍ପେନ୍‌ ଆରମ୍ଭ କରିଛି ରସୁଲଗଡ଼ସ୍ଥିତ ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ ମଲ୍‌। ପିଲାଙ୍କ ଲାଗି ଉଦ୍ଦିଷ୍ଟ ପୋଷାକ ବ୍ରାଣ୍ଡ୍‌ର ପ୍ରମୋଟ କରିବା ସହ ସୁପର ମଡେଲ ହେବା ପାଇଁ…

‘ଗେଲ୍‌ ଉତ୍କର୍ଷ’କୁ ଶତପ୍ରତିଶତ ସଫଳତା : ଜେଇଇ ମେନ୍‌ରେ ସଫଳ ହେଲେ ସମସ୍ତ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଗେଲ୍‌ ଇଣ୍ଡିଆ ଲିମିଟେଡ୍‌ ପକ୍ଷରୁ ଏହାର ଫ୍ଲାଗ୍‌ସିପ୍‌ କର୍ପୋରେଟ୍‌ ସୋସିଆଲ ରେସ୍‌ପନ୍ସିବିଲିଟି(ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ କାନପୁର ସେଣ୍ଟରଠାରେ ଜେଇଇ ମେନ୍‌ ୨୦୧୯ ପରୀକ୍ଷା ପାଇଁ କୋଚିଂ ନେଉଥିବା ସମସ୍ତ ଛାତ୍ରୀଛାତ୍ର ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ଆର୍ଥିକ ସ୍ତରରେ ପଛୁଆବର୍ଗ…

ଅଙ୍ଗାରରେ ଚିତ୍ର ଆଙ୍କୁଥିବା ଚିତ୍ରଶିଳ୍ପୀ

ଭୁବନେଶ୍ୱର,୨୩।୫(ବ୍ୟୁରୋ) : ପ୍ରକୃତିର ବାସ୍ତବତାକୁ କାନ୍‌ଭାସରେ ରୂପ ଦେଇ ମନର ଭାବାବେଗ ଓ ସୃଜନଶୀଳତାକୁ ଜୀବନ୍ତ ପ୍ରତିଛବିର ରୂପ ଦେଇଥାଆନ୍ତି ଯୁବ ଚିତ୍ରଶିଳ୍ପୀ ଶୁଭମୟ ବିଶ୍ୱାଳ। କେତେବେଳେ ରଙ୍ଗ ସହିତ କାନ୍‌ଭାସ ତ ପୁଣି କେତେବେଳେ କାନ୍‌ଭାସ ସହିତ ଅଙ୍ଗାରରେ ମନର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri