ମେଟ୍ରୋ

ଅନନ୍ତ ବାସୁଦେବ ମନ୍ଦିର ପରିସରରେ ବେଆଇନ ନିର୍ମାଣ : ବିରୋଧ କରିବାରୁ ଏଏସ୍‌ଆଇ କର୍ମଚାରୀଙ୍କୁ ନାଲିଆଖି

ପୁରୁଣା ଭୁବନେଶ୍ୱର,୧୯।୭(ଡି.ଏନ.ଏ.) : ଏକାମ୍ର କ୍ଷେତ୍ରର ବିଭିନ୍ନ ମଠ ମନ୍ଦିର ନିକଟରେ ବେଆଇନ ଭାବେ ନିର୍ମାଣ କାର୍ଯ୍ୟ ଚାଲିଛି। ଏହି ପରିପ୍ରେକ୍ଷୀରେ ଐତିହ୍ୟ ଅନନ୍ତବାସୁଦେବ ମନ୍ଦିର ମଧ୍ୟ ବେଆଇନ ନିର୍ମାଣ ଓ ଜବରଦଖଲରୁ ବର୍ତ୍ତି ନାହିଁ। ଏଠାରେ ପ୍ରସାଦ ପ୍ରସ୍ତୁତ ହେବା…

ଅସରାଏ ବର୍ଷାରେ ସହରାଞ୍ଚଳ ରାସ୍ତାରେ ବନ୍ୟା

କଟକ ରୋଡ,୧୯।୭(ଡି.ଏନ୍‌.ଏ.) :ରାଜଧାନୀରେ ଅସରାଏ ବର୍ଷାରେ ଅଧିକାଂଶ ଅଞ୍ଚଳ ଜଳମଗ୍ନ ହେଉଛି। ସ୍ମାର୍ଟ ସିଟି ଘୋଷଣା ହେବା ସତ୍ତ୍ୱେ କେତେକ ସ୍ଥାନରେ ସୃଷ୍ଟି ହେଉଥିବା ଏଭଳି ପରିସ୍ଥିତି ନିୟନ୍ତ୍ରଣ ହୋଇପାରୁନି। ସହରର ପ୍ରମୁଖ ରାସ୍ତା ମରାମତି ଓ ରକ୍ଷଣାବେକ୍ଷଣ ଦାୟିତ୍ୱ ଭୁବନେଶ୍ୱର…

ଉଠାଦୋକାନୀଙ୍କ କବ୍‌ଜାରେ ଫୁଟ୍‌ପାଥ୍‌

ଭୁବନେଶ୍ୱର,୧୯।୭(ବ୍ୟୁରୋ) : ରାଜଧାନୀର ଫୁଟପାଥ୍‌ଗୁଡ଼ିକ ପଥଚାରୀ ଏବଂ ସାଇକେଲ ଚାଳକଙ୍କ ପାଇଁ ଉଦ୍ଦିଷ୍ଟ। କେହି ବି ଫୁଟପାଥ୍‌ ଉପରେ ଦୋକାନ କରି କିମ୍ବା ଗାଡ଼ି ପାର୍କିଂ କରି ତାହାକୁ ଜବରଦଖଲ କରିପାରିବେ ନାହିଁ। ଯିଏ ଜବରଦଖଲ କରିବେ ତାଙ୍କୁ ଭୁବନେଶ୍ୱର ମହାନଗର…

ଏସ୍‌ସିବି ମେଡିକାଲରେ ୬ ଡେଙ୍ଗୁ ରୋଗୀ

କଟକ ଅଫିସ,୧୯।୭ : ଏସ୍‌ସିବି ମେଡିକାଲରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗୁରୁବାର ସନ୍ଧ୍ୟା ମେଡିକାଲରେ ମୋଟ ୬ ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣ ୱାର୍ଡରେ ଓ ଜଣେ ଆଇସିୟୁରେ ଭର୍ତ୍ତି ହୋଇଥିଲେ।…

ତାଳଧ୍ୱଜ ରଥରୁ କନା ଖୋଲାଗଲା

ପୁରୀ ଅଫିସ,୧୯ା୭ : ଘୋଷଯାତ୍ରା ସାରି ଚତୁର୍ଦ୍ଧାବିଗ୍ରହ ରତ୍ନସିଂହାସନରେ ବିରାଜମାନ କରିଛନ୍ତି। ହେଲେ ତିନିରଥ ଏବେ ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ। ଗୁରୁବାର ରଥରୁ କନା ଖୋଲା ଆରମ୍ଭ ହୋଇଛି। କୋଠସୁଅଁାସିଆ ସେବକମାନେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥରୁ କନା ଖୋଲି ଶ୍ରୀମନ୍ଦିର…

ପଟ୍ଟନାୟିକିଆ ଟ୍ରିପଲ ମର୍ଡର ଘଟଣା ସହ ଲିଙ୍କ୍‌ ସନ୍ଦେହ : ଅଜୟ ମୃତ୍ୟୁ ମାମଲାର ପୁନଃ ତଦନ୍ତ ଆରମ୍ଭ

ପୁରୀ ଅଫିସ, ୧୯ା୭ : ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥର ସତ୍ୟବାଦୀ ଥାନା ଅଧୀନ ପଟ୍ଟନାୟିକିଆ ଛକରେ ଗତ ୧୫ତାରିଖ ଅପରାହ୍ନ ୪ଟାରେ ଟ୍ରିପଲ ମର୍ଡର ଘଟିଥିଲା। ସ୍ଥାନୀୟ ସଦାନନ୍ଦପୁର ଗ୍ରାମର ଦୁଇ ଭାଇ ପୂର୍ଣ୍ଣ ଓ କୃଷ୍ଣ ବେହେରା ଏବଂ ଦାଦା…

ଦନ୍ତାହାତୀ ୪ ଘର ଭାଙ୍ଗିଲା

ଟାଙ୍ଗୀ(କଟକ),୧୯ା୭(ଡି.ଏନ୍‌.ଏ.): ଟାଙ୍ଗୀ-ଚୌଦ୍ୱାର ବ୍ଲକ କହ୍ନେଇପୁର ପଞ୍ଚାୟତ ବଡ଼ପୋଖରୀ ମୌଜା ଧାନବେଣୀ ଆଦିବାସୀ ବସ୍ତିର ଧୁନା ପିଙ୍ଗୁଆ, କଇରି ପିଙ୍ଗୁଆ, ରଶ୍ମି ସିଦ୍ଧୁ ଓ ନାଲୁଆ ପୂର୍ତ୍ତିଙ୍କ ଘର ଭାଙ୍ଗିଦେଇଛି। ଖାଦ୍ୟ ଅନ୍ବେଷଣରେ ହାତୀ ଗ୍ରାମ ମୁହଁା ହୋଇ ଫେରିଯାଇଥିବା ବନପାଳ ଚନ୍ଦ୍ରଶେଖର…

ବ୍ରାଉନ୍‌ସୁଗାର ବେପାର: ମହିଳାଙ୍କ ସମେତ ୫ ଧରାପଡ଼ିଲେ

ଜଟଣୀ,୧୯ା୭(ଡି.ଏନ.ଏ.): ବ୍ରାଉନ୍‌ସୁଗାର ବ୍ରିକ୍ରି କରୁଥିବା ଅଭିଯୋଗରେ ଜଟଣୀ ଥାନା ପୋଲିସ ନୂଆଗଁା ଅଞ୍ଚଳରୁ ଜଣେ ମହିଳା, ତାଙ୍କ ସ୍ବାମୀ, ପୁଅ ସମେତ ୫ରୁ ଉର୍ଦ୍ଧ୍ୱ ଲୋକଙ୍କୁ ଧରି ନେଇଛି। ପୋଲିସ ପ୍ରଥମେ ତାଙ୍କ ଘର ଚତୁଃପାର୍ଶ୍ୱରେ ଘେରାଉ କରି ନେଇଥିଲା। ତେବେ…

କଠିନ ବର୍ଜ୍ୟବସ୍ତୁ ପରିଚାଳନାରେ ବିଏମ୍‌ସି ବିଫଳ : ସହରରୁ ନୀଳ, ସବୁଜ ଡଷ୍ଟବିନ୍‌ ଉଭାନ

ଭୁବନେଶ୍ୱର,୧୯ା୭(ବ୍ୟୁରୋ) : କଠିନ ବର୍ଜ୍ୟବସ୍ତୁ ପରିଚାଳନାରେ ବିଏମ୍‌ସିକୁ ବିଭିନ୍ନ ସମୟରେ ନାନା ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି। ଫଳସ୍ବରୂପ ସ୍ବଚ୍ଛ ଭାରତ ମିଶନ ପକ୍ଷରୁ ହେଉଥିବା ସ୍ବଚ୍ଛ ସର୍ଭେକ୍ଷଣରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବହୁତ ପଛରେ ରହିଛି। ସ୍ମାର୍ଟସିଟି ପ୍ରକଳ୍ପରୁ…

ଲିଙ୍କ୍‌ ଫେଲ୍‌ ଯୋଗୁ ବ୍ୟାଙ୍କ ସେବା ଅଚଳ: ଗ୍ରାହକ ଅସନ୍ତୋଷ

କଣାସ, ୧୮।୭(ସ୍ବ.ପ୍ର.)-ଗ୍ରାମାଞ୍ଚଳର ଲୋକମାନଙ୍କୁ ସହଜରେ ବ୍ୟାଙ୍କସେବା ଯୋଗାଇଦେବା ପାଇଁ ଗ୍ରାମାଞ୍ଚଳରେ ଅଧିକରୁ ଅଧିକ ଶାଖା ଖୋଲିବା ଉପରେ ଗୁରୁତ୍ୱ ଦିଆଯାଉଛି। ମାତ୍ର ଅନେକ ସମୟରେ ବ୍ୟାଙ୍କ ଗୁଡ଼ିକ ଲୋକମାନଙ୍କୁ ଉତ୍ତମ ସେବା ଯୋଗାଇବାରେ ବିଫଳ ହେଉଥିବା ଦେଖିବାକୁ ମିଳୁଛି। ପୁରୀ ଜିଲା…

ବିଦ୍ୟୁତ୍‌ କର୍ମଚାରୀଙ୍କର ନିଘା ନାହିଁ: ଦିନ ଦିନ ଧରି ଅନ୍ଧାରରେ କଣାସ ଅଞ୍ଚଳ

କଣାସ, ୧୮।୭(ସ୍ବ.ପ୍ର.)-ଫନୀ ପରେ ଦୁଇମାସ ଧରି କଣାସ ଅଞ୍ଚଳ ଅନ୍ଧାରେ ରହିବାପରେ କେତେକ ଅଞ୍ଚଳକୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଥିଲା। ମାତ୍ର ସାମାନ୍ୟ ପବନ ହୋଇ ଗଛରୁ ପତ୍ର ହଲିଲେ ସଙ୍ଗେ ସଙ୍ଗେ ବିଦ୍ୟୁତ୍‌ କାଟ୍‌ କରାଯାଉଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।…

ପାଟକୁରାରେ ଖବରଦାତାଙ୍କୁ ଦୁର୍ବ୍ୟବହାର ଘଟଣା : ବିଧାନସଭାରେ ହଟ୍ଟଗୋଳ; କେନ୍ଦ୍ରାପଡ଼ା ଏସ୍‌ପିଙ୍କ ନିଲମ୍ବନ ଦାବି

ଭୁବନେଶ୍ୱର,୧୮।୭(ବ୍ୟୁରୋ) : ଖବରଦାତାଙ୍କୁ ଦୁର୍ବ୍ୟବହାର କରିଥିବା କେନ୍ଦ୍ରାପଡ଼ା ଏସ୍‌ପିଙ୍କୁ ହଟାଯାଉ, ନଚେତ୍‌ ଗୃହ ଚଳାଇ ଦେବୁ ନାହିଁ। ଏହି ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ବିଧାନସଭାରେ ହଙ୍ଗାମା କରିଥିଲେ। ପ୍ରସଙ୍ଗ ଗୋଟିଏ ହେଲେ ମଧ୍ୟ ଭାଜପା ଏବଂ କଂଗ୍ରେସ ଭିନ୍ନ ଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?