ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ସାକ୍ଷୀଗୋପାଳ, ୨୨।୫(ଡି.ଏନ୍.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତର ବଡ଼ବିଲ ସାହିର କୁମୁଦୀନି ମଲ୍ଲିକ(୪୦)ଙ୍କର ବିଷଧର ସାପ କାମୁଡାରେ ମୃତ୍ୟୁ ଘଟିଛି। ବାତ୍ୟାରେ ଭାଙ୍ଗି ଯାଇଥିବା ଘରେ ମଙ୍ଗଳବାର ସେ ବସି ଭାତ ଖାଉଥିବା ବେଳେ ଘର ଭିତରକୁ ଗୋଟିଏ…
ଫନୀ ଦେଇଛି ଦୁଃଖ: ଟିଭିରୁ ଜାଣିହେବନି ନିର୍ବାଚନ ଫଳାଫଳ
ପୁରୀ ଅଫିସ, ୨୨।୫: ୨୩ ସକାଳୁ ଆରମ୍ଭ ହେବ ଭୋଟ ଗଣତି। ନିର୍ବାଚନ ଫଳାଫଳ କଣ ହେବ, କାହା ସପକ୍ଷରେ ଯିବ ମତଦାନ ତାହାକୁ ସମସ୍ତେ ଚାହିଁ ରହିଛନ୍ତି। ବିଭିନ୍ନ ସ୍ଥାନରେ ଏବେ ନିର୍ବାଚନ ଫଳାଫଳକୁ ନେଇ ଚର୍ଚ୍ଚା ଆଲୋଚନା ଚାଲିଛି।…
ଜଟଣୀ ଗୋଶାଳାରେ ବ୍ୟାପକ କ୍ଷତି: ବିଦ୍ୟୁତ୍ ନ ଥିବାରୁ ପାଣି, ଖାଦ୍ୟର ଅଭାବ
ଜଟଣୀ,୨୨।୫(ଡି.ଏନ୍.ଏ.): ବାତ୍ୟା ‘ଫନୀ’ରେ ଜଟଣୀରେ ଥିବା ଶ୍ରୀଜଗନ୍ନାଥ ପୁରୀ ଗୋଶାଳାରେ ବ୍ୟାପକ କ୍ଷତି ଘଟିଛି। ପ୍ରାୟ ଦୁଇ ଶହରୁ ଅଧିକ ଗାଈ, ବାଛୁରି ଓ ବଳଦ ଏବେ ବି ଯନ୍ତ୍ରଣା ରହିଛନ୍ତି। ବିଦ୍ୟୁତ୍ ନ ଥିବାରୁ ପାଣି ଓ ଖାଦ୍ୟର ଅଭାବ…
ନିର୍ବାଚନରେ ହାରିବି ଅଥବା ଜିତିବି ଜଣାନାହିଁ, ହେଲେ ଲୋକଙ୍କ ସେବା ଜାରି ରଖିବି: ଦାମ
ଭୁବନେଶ୍ୱର,୨୨।୫(ବ୍ୟୁରୋ): ଗୁରୁବାର ଭୋଟ ଗଣତି। ଏହା ପରେ କିଏ ଜିତିବ, କିଏ ହାରିବ ତାହା ସ୍ପଷ୍ଟ ହୋଇଯିବ। ମାତ୍ର ଏବେଠାରୁ ଆରମ୍ଭ ହେଲାଣି ଅଙ୍କକଷା। ବିଭିନ୍ନ ଗଣମାଧ୍ୟମରେ ଏକଜିଟ୍ ପୋଲ ପ୍ରକାଶ ପାଇବା ପରେ ଚର୍ଚ୍ଚା ଆହୁରି ବଢ଼ିଯାଇଛି। ତେବେ ଏ…
ଦାନ୍ତ ଖୁଣ୍ଟୁଖୁଣ୍ଟୁ ପେଟରେ ପହଞ୍ଚତ୍ଲା ୭ ସିଏମ୍ର ଛୁଞ୍ଚି : ବିନା ଅସ୍ତ୍ରୋପଚାରରେ ବାହାର କରାଗଲା
କଟକ ଅଫିସ, ୨୨।୫: ବିନା ଅସ୍ତ୍ରୋପଚାରରେ ଜଣେ ଯୁବକଙ୍କ ପେଟ ଭିତରୁ ବାହାର କରାଯାଇଛି ୭ସେଣ୍ଟିମିଟର ଲମ୍ବର ଏକ ଛୁଞ୍ଚି । ଏସ୍ସିବି ମେଡିକାଲର ଗ୍ୟାଷ୍ଟ୍ରୋଏଣ୍ଟରୋଲୋଜି ବିଭାଗରେ ଏହି ସଫଳ ଚିକିତ୍ସା କରାଯାଇଛି। ବିଭାଗୀୟ ଡାକ୍ତର କୈବଲ୍ୟ ରଞ୍ଜନ ଦାଶଙ୍କ ଏହି…
୨୦୧୭-୧୮ ବର୍ଷରେ ନିର୍ବାଚନ ଚାନ୍ଦା: ବିଜେଡିକୁ ମିଳିଛି ୧୩ କୋଟି ୪ ଲକ୍ଷ
ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ କ୍ଷମତାସୀନ ବିଜେଡି ୨୦୧୭-୧୮ ଆର୍ଥିକ ବର୍ଷରେ ୧୩ କୋଟି ୪ ଲକ୍ଷ ଟଙ୍କା ଚାନ୍ଦା ପାଇଛି। ଉକ୍ତ ସମୟରେ ମିଳିଥିବା ଦେଶର ସମସ୍ତ ଆଞ୍ଚଳିକ ଦଳର ଚାନ୍ଦାଠାରୁ ଅଧିକ। ବିଜେଡି ପଛକୁ ବିହାରରେ କ୍ଷମତାସୀନ ଜେଡି(ୟୁ) ରହିଛି। ଭାରତୀୟ…
ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ ମାମଲା: ୪ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବ ପୋଲିସ
ଭୁବନେଶ୍ୱର, ୨।୨୫(ବ୍ୟୁରୋ): ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରିକ୍ଷାର୍ଥୀ ଧରାପଡିବା ପରେ ଏଥିପାଇଁ ଏକ ବଡ଼ ର଼୍ୟାକେଟ କାର୍ଯ୍ୟ କରୁଥିବା ପୋଲିସ ଜାଣିବାକୁ ପାଇଛି। ଏ ସମ୍ପର୍କରେ ଅଧିକ ଖୋଳତାଡ଼ ପାଇଁ ଗିରଫ ୪ଜଣ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ଆଣିବାକୁ…
ଓଏନ୍ଜିସି ସହାୟତାକୁ ଧର୍ମେନ୍ଦ୍ରଙ୍କ ପ୍ରଶଂସା
ଭୁବନେଶ୍ୱର,୨୨।୫(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ଫନୀ’ ପ୍ରଭାବରେ ପୁରୀ ଜଗନ୍ନାଥ ମନ୍ଦିର ଓ ସୂର୍ଯ୍ୟ ମନ୍ଦିରର ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହାର ମରାମତି କାର୍ଯ୍ୟ ତଥା ପୁନରୁଦ୍ଧାର ପାଇଁ ଓଏନ୍ଜିସି ଗତ ମଙ୍ଗଳବାର ଭାରତୀୟ ପ୍ରତ୍ନତତ୍ତ୍ୱ ସଂସ୍ଥା (ଏଏସଆଇ)କୁ ଆର୍ଥିକ ସହାୟତା ସ୍ବରୂପ…
କ୍ଷତିଗ୍ରସ୍ତଙ୍କ ପାଖରେ ପହଞ୍ଚିନାହାନ୍ତି ସରକାର: ଭାଜପା
ଭୁବନେଶ୍ୱର,୨୨।୫(ବ୍ୟୁରୋ): ବାତ୍ୟା ଫନୀକୁ ୧୮ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କ୍ଷତିଗ୍ରସ୍ତଙ୍କ ପାଖରେ ”ଜିରୋ କାଜୁଆଲିଟିର“ ନାରା ଦେଉଥିବା ସରକାର ପହଞ୍ଚିପାରି ନାହାନ୍ତି। ରାଜ୍ୟରେ ହଜାର ହଜାର ଲୋକ ବିଶେଷ କରି ପୁରୀ, ଖୋର୍ଦ୍ଧା,ଜଗତ୍ସିଂହପୁର, କଟକ, କେନ୍ଦ୍ରାପଡ଼ା ଜିଲାରେ ବିପନ୍ନ ହୋଇଥିଲେ ମଧ୍ୟ…
କେନ୍ଦ୍ର ଅର୍ଥ ଲୁଟିବାକୁ ଯୋଜନା: ଭାଜପା
ଭୁବନେଶ୍ୱର,୨୨।୫(ବ୍ୟୁରୋ): ଦୁଇଦିନ ତଳେ ରାଜ୍ୟ କ୍ୟାବିନେଟ୍ରେ ପୂର୍ତ୍ତ ବିଭାଗରେ ବିନା ଟେଣ୍ଡରରେ ୫ ଲକ୍ଷ ଟଙ୍କାର କାମ ପାଇଁ କାର୍ଯ୍ୟାଦେଶ ଦିଆଯାଇ ପାରିବ ବୋଲି ନିଷ୍ପତ୍ତି ହୋଇଛି। ଏହାସହ ବାତ୍ୟା ‘ଫନୀ’ର ପୁନଃ ଉଦ୍ଧାର ପାଇଁ ହୋଇଥିବା ୨୦ଲକ୍ଷ ଟଙ୍କାର କାର୍ଯ୍ୟ…
ବିଭିନ୍ନ ବିଦ୍ୟାଳୟର ପରୀକ୍ଷା ଫଳ
ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ୟୁନିଟ୍-୮ ବିଦ୍ୟାଳୟର ମୋଟ ୧୮୬ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩ଜଣ ଏ୧ ଗ୍ରେଡ୍ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ୧୪ଜଣ ଏ୨, ୮ଜଣ ବି୧, ୨୭ଜଣ ବି୨, ୩୮ଜଣ ସି, ୩୭ଜଣ…
ଆଜିଠୁ ସ୍ବାଭାବିକ ହେବ ପାର୍କ
ଭୁବନେଶ୍ୱର,୨୨।୫(ବ୍ୟୁରୋ): ବାତ୍ୟା ‘ଫନୀ’ ଦ୍ୱାରା ବିଶେଷ କ୍ଷତିଗ୍ରସ୍ତ ହୋଇଥିବା ଭୁବନେଶ୍ୱରର ପାର୍କଗୁଡ଼ିକ ସ୍ବାଭାବିକ ହେବ। ବିଡିଏ ଦ୍ୱାରା ରକ୍ଷଣାବେକ୍ଷଣା କରାଯାଉଥିବା ପାର୍କଗୁଡ଼ିକ ବୁଧବାରଠାରୁ ସକାଳେ ଏବଂ ସନ୍ଧ୍ୟାରେ ଜନସାଧାରଣଙ୍କ ଲାଗି ଖୋଲା ରହିବ। ପୂର୍ବରୁ ବିଡିଏ ଦ୍ୱାରା ପରିଚାଳିତ ମୁଖ୍ୟ ପାର୍କଗୁଡ଼ିକ…
Archives


