ମେଟ୍ରୋ

ଗଛରେ ପିଟି ହୋଇ ବାଇକ୍‌ ଚାଳକଙ୍କ ମୃତ୍ୟୁ: ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ, ରାସ୍ତାରୋକୋ

ନିମାପଡ଼ା,୧୮ା୭(ଡି.ଏନ୍‌.ଏ.): ଚଅଁରପଦା ପଞ୍ଚାୟତ ଅଫିସ ଛକ ନିକଟରେ ବୁଧବାର ଏକ ବାଇକ୍‌ ଗଛରେ ପିଟି ହେବା ଫଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତ ବାଇକ୍‌ ଚାଳକ ହେଲେ ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ…

ପଟ୍ଟନାୟିକିଆ ଛକ ଟ୍ରିପଲ ମର୍ଡର ଘଟଣା: ଜେଲ୍‌ ଗଲେ ୬ ଅଭିଯୁକ୍ତ

ସାକ୍ଷୀଗୋପାଳ,୧୮ା୭(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅଧୀନ ପଟ୍ଟନାୟିକିଆ ଛକ ଟ୍ରିପଲ ମର୍ଡର ଘଟଣାରେ ଗିରଫ ୬ ଅଭିଯୁକ୍ତଙ୍କୁ ପୋଲିସ ବୁଧବାର ଏସ୍‌ଡିଜେଏମ କୋର୍ଟରେ ହାଜର କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ପୁରୀ ଜେଲକୁ ପଠାଇ ଦିଆଯାଇଛି। ଏହି ଘଟଣାରେ…

ନିଶା କାରବାର ଲିଙ୍କରେ ୨ ମହିଳା ଏଜେଣ୍ଟ: ଏସ୍‌ଟିଏଫ୍‌ ଲିଷ୍ଟରେ ସଞ୍ଜୁ, ପାକୁ ଓ କାକା

ଖୋର୍ଦ୍ଧା ଅଫିସ,୧୮ା୭: କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟାର୍ଗେଟରେ ଏବେ ନିଶା ମାଫିଆ। ବ୍ରାଉନ୍‌ସୁଗାର କାରବାରର ମାଷ୍ଟରମାଇଣ୍ଡ୍‌ ତଥା ଖୋର୍ଦ୍ଧା ପଥରଖଣି ଉପତ୍ୟକାରେ ରାଜ୍‌ କରୁଥିବା ସୁଧାଂଶୁ ପରିଡ଼ା ଓରଫ ଛୋଟା ଆତ୍ମସମର୍ପଣ କରି ଏବେ ଜେଲ୍‌ରେ ଅଛନ୍ତି। ତାଙ୍କର ୩ ସହଯୋଗୀଙ୍କୁ ଏସ୍‌ଟିଏଫ୍‌…

ନବୀନ ନିବାସ ସମ୍ମୁଖରେ ଦିବ୍ୟାଙ୍ଗ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର, ୧୮ା୭(ବ୍ୟୁରୋ): ନ୍ୟାୟ ପାଇଁ ସବୁଠି ନିରାଶ ହେବା ପରେ ଶେଷରେ ଜଣେ ଦିବ୍ୟାଙ୍ଗ ଛାତ୍ର ବୁଧବାର ନବୀନ ନିବାସ ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ମାତ୍ର ସେଠାରେ ଉପସ୍ଥିତ ପୋଲିସ ଫୋର୍ସ ତାଙ୍କୁ କାବୁ କରିନେଇଥିଲେ। ତାଙ୍କୁ ପଚରାଉଚରା ପରେ…

୧୫ ଗ୍ରାମ ବ୍ରାଉନସୁଗାର ଜବତ

ଖୋର୍ଦ୍ଧା ଅଫିସ,୧୮ା୭: ଖୋର୍ଦ୍ଧା ଅବକାରୀ ସ୍କ୍ବାଡ୍‌ ପକ୍ଷରୁ ଖୋର୍ଦ୍ଧା ଆଦର୍ଶ ଥାନାର ଭାଲିଆବାଡିରେ ବୁଧବାର ପୂର୍ବାହ୍ନରେ ଅବକାରୀ ବିଭାଗ ଚଢ଼ାଉ କରି ୧୫ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏହାର ମୂଲ୍ୟ ଦେଢ଼ ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ବିଭାଗ…

‘ଓଡ଼ିଶା ଟୁରିଜମ୍‌’କୁ ଆବଶ୍ୟକ ସେଲିବ୍ରିଟି ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ‘ଖୁସ୍‌ବୁ ଗୁଜରାଟ କି’ କ୍ୟାମ୍ପେନ୍‌ ହେଉ କି ‘ଅସମ୍‌ ଆସାମ୍‌’ କ୍ୟାମ୍ପେନ୍‌। ଅମିତାଭ ବଚ୍ଚନ ଓ ପ୍ରିୟଙ୍କା ଚୋପ୍ରାଙ୍କ ଭଳି ସେଲିବ୍ରିଟି କ୍ୟାମ୍ପେନର୍‌ ଉଭୟ ଗୁଜରାଟ ଓ ଆସାମ ପର୍ଯ୍ୟଟନକୁ ବେଶ୍‌ କିଛିପାଦ ଆଗକୁ ନେବାରେ ପ୍ରମୁଖ ଭୂମିକା ଗ୍ରହଣ…

ବିଡିଓଙ୍କୁ ଅର୍ଥଦଣ୍ଡ ନିର୍ଦ୍ଦେଶ

କଟକ ଅଫିସ,୧୮ା୭: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ଅଞ୍ଚଳର ସହଦେବ ସେଠୀ ନାମକ ଜଣେ ବ୍ୟକ୍ତି ନିଜର ଚାଳଘର ଛପର କରିପାରି ନ ଥିଲେ। ଏହାପରେ ସେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିଜକୁ ଅନ୍ତର୍ଭୁକ୍ତ କରିବା ପାଇଁ ମହାକାଳପଡ଼ା ବ୍ଲକରେ ଦରଖାସ୍ତ ଜରିଆରେ…

ଜାଇକା କାମ ବେଳେ ଘର ଭାଙ୍ଗିଲା

କଟକ ଅଫିସ,୧୮ା୭: ଜାଇକାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି। ଜାଇକା କାର୍ଯ୍ୟ ଚାଲିଥିବା ବେଳେ ଗୋଟିଏ ଘର ଓ ପାଚେରି ଭାଙ୍ଗି ଯାଇଥିବା କଟକ କଲ୍ୟାଣନଗର ଦୁଲାଦେବୀ ରୋଡ ଅଞ୍ଚଳର ନିରଞ୍ଜନ ପ୍ରଧାନ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, କଲ୍ୟାଣନଗର…

କଟକ ସହରରେ ହୃଦୟ ବିଦାରକ ଦୃଶ୍ୟ: ମୃତ ଶିଶୁକୁ ଧରି ଗୋଟିଏ ଦିନ ବୁଲିଲେ ମା’

କଟକ ଅଫିସ, ୧୮ା୭: କଥାରେ ଅଛି ମା’ କୋଳରୁ ଛୁଆକୁ ବାଘ ବି ଝାମ୍ପିନେବା ସହଜ ନୁହେଁ। ତା’ର ଏକ ପ୍ରମାଣ ବୁଧବାର କଟକ ସହରରେ ଦେଖିବାକୁ ମିଳିଛି। ମାନସିକ ବିକାରଗ୍ରସ୍ତ ଜଣେ ମା’ କୋଳରେ ୩ ବର୍ଷର ମୃତ ଶିଶୁକନ୍ୟା।…

ରାଜ୍ୟରେ ମରୁଡ଼ି ଆଶଙ୍କା

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗାଏବ ହୋଇଯାଇଛି। ଗତ ୨ ସପ୍ତାହ ହେବ ନିଅଣ୍ଟିଆ ବର୍ଷା ପରିସ୍ଥିତି ସୃଷ୍ଟି ହୋଇଛି। ଧାନବିଲ ଫାଟି ଆଁ କଲାଣି। ଆସନ୍ତା ସପ୍ତାହକ ମଧ୍ୟରେ ବର୍ଷା ନ ହେଲେ ରାଜ୍ୟରେ ଭୟଙ୍କର ପରିସ୍ଥିତି…

ଏମ୍‌ସିଆଇ ସ୍ଥାନରେ ଜାତୀୟ ମେଡିକାଲ କମିଶନ

ଭୁବନେଶ୍ୱର,୧୮ା୭(ବ୍ୟୁରୋ): କେନ୍ଦ୍ର କ୍ୟାବିନେଟ୍‌ରେ ଜାତୀୟ ମେଡିକାଲ କମିଶନ ବିଲ୍‌ ୨୦୧୯କୁ ବୁଧବାର ଅନୁମୋଦନ ମିଳିଛି। ଏଣିକି ମେଡିକାଲ କାଉନସିଲ ଅଫ୍‌ ଇଣ୍ଡିଆ (ଏମସିଆଇ) ସ୍ଥାନରେ ଜାତୀୟ ମେଡିକାଲ କମିଶନ କାର୍ଯ୍ୟ କରିବ। ସେହିଭଳି ଏହି ବିଲ୍‌ ବର୍ତ୍ତମାନ ପ୍ରଚଳିତ ଇଣ୍ଡିଆନ୍‌ ମେଡିକାଲ…

୧୨ ବର୍ଷରେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି ୧୪୧୭

ଭୁବନେଶ୍ୱର, ୧୮ା୭: ରାଜଧାନୀ ଭୁବନେଶ୍ୱରରେ ହତ୍ୟା, ବଳାତ୍କାର, ଲୁଟ୍‌, ଠକେଇ, ଜମି ହଡପ, ଅପହରଣ ଭଳି ବଡ଼ ବଡ଼ ଅପରାଧ ପ୍ରାୟ ପ୍ରତିଦିନ ଘଟୁଛି। ଏ ସବୁ ଅପରାଧର ତଦନ୍ତ, ପ୍ରମାଣ ଯୋଗାଡ଼ କରିବାରେ କମିଶନରେଟ୍‌ ପୋଲିସକୁ ଦୀର୍ଘ ସମୟ ଲାଗିଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?