ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ଉପରେ ସୁଧ ଛାଡ଼
ଭୁବନେଶ୍ୱର, ୧୫।୪(ସୁନିତ ମିଶ୍ର): ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ…
ଭାଜପା ଉପରେ ବର୍ଷିଲେ ପ୍ରମିଳା: କହିଲେ…
ଭୁବନେଶ୍ୱର,୧୫।୪: ଭାଜପା ଉପରେ ବର୍ଷିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ସେ କହିଛନ୍ତି, ଭାଜପା ସରକାର ମହାପୁରୁଷଙ୍କୁ ଉଚିତ୍ ସମ୍ମାନ ଦେଉନାହିଁ। ବିଜୁ ବାବୁଙ୍କ ମୂର୍ତ୍ତି ଭାଙ୍ଗିବା ସହ ଜାଳି ଦେଉଛନ୍ତି। ଏହା ଏକ ନିନ୍ଦନୀୟ ଘଟଣା। ଅନ୍ୟପକ୍ଷେ…
ଶିଶୁପୁତ୍ରକୁ ଅପହରଣ ନୁହେଁ ପାଳିବାକୁ ନେଇଥିବା କହିଲେ ଅଭିଯୁକ୍ତ , ହେଲେ କହିଲେନି…
ଭୁବନେଶ୍ୱର,୧୫।୪: ଭୁନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଛି। ପୋଲିସର ଏକ ସ୍ବତନ୍ତ୍ର ଟିମ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି। ଏହି ଘଟଣାରେ ଅପହରଣକାରୀ କେଦାର ସେଠ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ପିଲାଟିକୁ…
ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ମା’ କୋଳକୁ ଫେରିଲା ଶିଶୁପୁତ୍ର
ଭୁବନେଶ୍ୱର,୧୫।୪(ସୁନିତ ମିଶ୍ର): ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ପରେ ମଙ୍ଗଳବାର କ୍ୟାପିଟାଲ ହସ୍ପଟାଲରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ମା’ କୋଳକୁ ଫେରେଇ ଦିଆଯାଇଛି। ଛୁଆକୁ ଫେରି ପାଇବା ପରେ ଭାବବିହ୍ବଲ ହୋଇ କୋହ ସମ୍ଭଳି ପାରି ନ ଥିଲେ ମା’…
KIIT ବିଶ୍ବବିଦ୍ୟାଳୟ ବସ୍ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ
ଭୁବନେଶ୍ୱର,୧୫।୪: KIIT ବିଶ୍ବବିଦ୍ୟାଳୟ ବସ୍ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ପରିଚୟ ମିଳିପାରି ନାହିଁ। ଉତ୍କଳ ହସ୍ପିଟାଲ ନିକଟରେ ମହିଳାଙ୍କୁ ବସ୍ ଧକ୍କାଦେଇଥିଲା। ଘଟଣାସ୍ଥଳରେ ଚାପାଉତ୍ତେଜନା ଦେଖାଦେଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଦୁର୍ଘଟଣା…
ବଢିଲା ହୋମଗାର୍ଡ ପଦବୀ: ଘୋଷଣା କଲେ ରାଜ୍ୟ ସରକାର
ଭୁବନେଶ୍ୱର,୧୫।୪(ସୁନିତ ମିଶ୍ର): ରାଜ୍ୟରେ ଏବେ ଗୃହରକ୍ଷୀ(ହୋମଗାର୍ଡ) ନିଯୁକ୍ତି ଚାଲିଥିବା ବେଳେ ସୃଷ୍ଟି ହୋଇଛି ଅତିରିକ୍ତ ୨,୫୦୦ ପଦବୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫…
୧୭ରେ ଓଡ଼ିଶା ଆସିବେ ଗଡ଼କରି: କରିବେ ବଡ଼ ଘୋଷଣା..
ଭୁବନେଶ୍ୱର,୧୫।୪: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରି ୧୭ ତାରିଖରେ ଓଡ଼ିଶା ଆସିବେ। ସେ କଟକରେ ମହତାବଙ୍କ ଜୟନ୍ତୀ ଉତ୍ସବରେ ଯୋଗଦେବେ। ପରେ ବିଭିନ୍ନ NHAI ପ୍ରକଳ୍ପର ସମୀକ୍ଷା କରବା ସହ ୫ ହଜାର କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ…
ଅଙ୍ଗ ତସ୍କରୀ ପାଇଁ ପିଲା ଚୋରି: ମହିଳାଙ୍କ ସହ ଅପହରଣ କରିଥିବା ଯୁବକ ଗିରଫ
ଭୁବନେଶ୍ୱର,୧୫।୪: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଛି। ପୋଲିସର ଏକ ସ୍ବତନ୍ତ୍ର ଟିମ୍ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି। ଅନ୍ୟପକ୍ଷେ ଏହି ଘଟଣାରେ ଏକ ବଡ଼ ରାକେଟ୍ କାମ କରୁଥିବା ସନ୍ଦେହ କରାଯାଉଛି। ଏପରି…
ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର, ଅପହରଣକାରୀ ଗିରଫ
ଭୁବନେଶ୍ୱର,୧୫।୪: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଛି। ପୋଲିସର ଏକ ସ୍ବତନ୍ତ୍ର ଟିମ୍ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି। ଅନ୍ୟପକ୍ଷେ ପୋଲିସ ଅପହରଣକାରୀଙ୍କୁ ଗିରଫ କରି ଅଧିକ ପଚରାଉଚରା କରୁଛି। ସୂଚନା ଯୋଗ୍ୟ, ଶନିବାର…
କଂଗ୍ରେସ ଏବେ ଲୋକଙ୍କ ଆସ୍ଥାଭାଜନ ହେଉଛି: ଭକ୍ତ
ଭୁବନେଶ୍ୱର/ଗୁଡ଼ାରି, ୧୫।୪ (ରବିନାରାୟଣ ଜେନା/ପ୍ରମୋଦ କୁମାର ପତି): ରାଜ୍ୟରେ ଦୁର୍ନୀତି, ନାରୀ ନିର୍ଯାତନା ଓ ଆଇନଶୃଙ୍ଖଳା ସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି। ରାଜ୍ୟର ପ୍ରମୁଖ ବିରୋଧୀଦଳ ବିଜେଡିର ସାଲିସ୍ ନୀତି ଯୋଗୁ ଏବେ କଂଗ୍ରେସ…
ଜୟ ଶ୍ରୀରାମ ଧ୍ବନିରେ କମ୍ପିଲା ସହର
ବାଲୁଗଁା/ବାଣପୁର,୧୫।୪(ସଂଗ୍ରାମ ପାଇକରାୟ/ଦିଲୀପ ସ୍ବାଇଁ): ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀ ଉପଲକ୍ଷେ ସୋମବାର ବଜରଙ୍ଗ ଦଳ ଚିଲିକା ପ୍ରଖଣ୍ଡ ପକ୍ଷରୁ ଏକ ବିଶାଳ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଶୋଭାଯାତ୍ରା ମାମୁ-ଭଣଜା ପାହାଡ଼ସ୍ଥିତ ହନୁମାନ ମନ୍ଦିରରୁ ବାହାରି…
୮ ମାସ ପରେ ବି ମିଳୁନି ରାଜ୍ୟ ସ୍ବତନ୍ତ୍ର କାର୍ଯ୍ୟ ଖସଡ଼ା, ସମନ୍ୱୟ କିଏ ରକ୍ଷା କରୁଛି: ଅନୁ
ଭୁବନେଶ୍ୱର,୧୫।୪ (ରବିନାରାୟଣ ଜେନା): ସମନ୍ବୟ ରକ୍ଷା କରୁଛି କିଏ? ବିଭାଗୀୟ ଅଧିକାରୀଙ୍କ ଅବହେଳାକୁ ନେଇ ଏହିଭଳି ମନ୍ତବ୍ୟ ଦେଇଛନ୍ତି ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ ତଥା ଉନ୍ନୟନ ଆୟୁକ୍ତ ଅନୁ ଗର୍ଗ। ୮ ମାସ ପରେ ବି ଜଳସମ୍ପଦ ବିଭାଗ…
Archives


