ପୁଣି କ୍ଷମତାକୁ ଫେରିବୁ: ବିଜେଡି
ଭୁବନେଶ୍ୱର,୨୧।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ନେତାମାନଙ୍କ ମନରେ ହାରିବା କିମ୍ବା ଜିତିବା ନେଇ ଛନକା ପଶିଯାଇଛି। କ’ଣ ହେବ ନିଜର ରାଜନୈତିକ ଭାଗ୍ୟ, ଏନେଇ ଛାତି ଧଡ଼ ଧଡ଼। ଜନମତ ସପକ୍ଷରେ ଯିବ ନା ବିପକ୍ଷରେ ଯିବ। ଏମିତି…
ରାଜ୍ୟରେ ସ୍ବପ୍ନ ଦେଖୁଛି ଭାଜପା
ଭୁବନେଶ୍ୱର,୨୧।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନ ଶେଷ ହୋଇଛି। ଏବେ ନିର୍ବାଚନ ଫଳାଫଳକୁ ନେଇ ଚାଲିଛି ଅଙ୍କକଷା। ଫଳାଫଳ କ’ଣ ହେବ ସେକଥା ଚିନ୍ତା କରି ରାଜ୍ୟଠାରୁ ଆରମ୍ଭ କରି ଜାତୀୟସ୍ତର ନେତାଙ୍କ ନିଦ ହଜିଗଲାଣି। ବିଶେଷକରି ବିଭିନ୍ନ ଜାତୀୟ ଗଣମାଧ୍ୟମ ପକ୍ଷରୁ…
ପୁନରୁଦ୍ଧାରରେ ବିଏମ୍ସି ଖର୍ଚ୍ଚ କରିବ ୨୩୦ କୋଟି
ଭୁବନେଶ୍ୱର,୨୧।୫(ବ୍ୟୁରୋ): ବାତ୍ୟା ‘ଫନୀ’ର ତାଣ୍ଡବରେ ସ୍ମାର୍ଟ ସିଟି ଭୁବନେଶ୍ୱର ଏକପ୍ରକାର ଶ୍ରୀହୀନ ହୋଇପଡ଼ିଛି। ରାଜଧାନୀର ସବୁଜିମାଠାରୁ ଆରମ୍ଭ କରି ସୌନ୍ଦର୍ଯ୍ୟକରଣ, ସବୁକିଛି ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି। ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଦ୍ୱାରା ସହରର ସମସ୍ତ ପୁନରୁଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଏଥିନିମନ୍ତେ…
ବିଶ୍ୱର ଶ୍ରେଷ୍ଠ ଏନ୍ଜିଓ ତାଲିକାରେ କିସ୍
ଭୁବନେଶ୍ୱର,୨୧।୫(ବ୍ୟୁରୋ): ବିଶ୍ୱର ସର୍ବବୃହତ ଆବାସିକ ଜନଜାତି ଅନୁଷ୍ଠାନ କଳିଙ୍ଗ ଇନ୍ଷ୍ଟିଚ୍ୟୁଟ ଅଫ୍ ସୋସିଆଲ ସାଇନ୍ସେସ୍(କିସ୍) ଲଗାତାର ଚତୁର୍ଥ ଥର ପାଇଁ ନନ୍-ପ୍ରଫିଟ୍ ଆଇଭି ଲିଗ୍ରେ ସ୍ଥାନ ପାଇଛି। ବିଶ୍ୱର ଶ୍ରେଷ୍ଠ ୫ଶହ ଏନ୍ଜିଓ ମଧ୍ୟରେ କିସ୍ ୧୮୯ତମ ସ୍ଥାନରେ ରହିଛି। ନିକଟରେ…
ପରଲୋକରେ ଅର୍ଥନୀତିଜ୍ଞ ବାସୁଦେବ ସାହୁ
ଭୁବନେଶ୍ୱର,୨୧।୫(ବ୍ୟୁରୋ): ବରିଷ୍ଠ ଅର୍ଥନୀତିଜ୍ଞ, ଶିକ୍ଷାବିତ୍ ତଥା ଅବସରପ୍ରାପ୍ତ ଅର୍ଥନୀତି ପ୍ରଫେସର ବାସୁଦେବ ସାହୁଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ବାସଭବନରେ ସେ ରବିବାର ରାତିରେ ଇହଧାମ ତ୍ୟାଗ କରିଛନ୍ତି। ତାଙ୍କୁ ୮୫ବର୍ଷ ବୟସ ହୋଇଥିଲା। ୧୯୩୪ ମସିହାରେ ଭଦ୍ରକ ଜିଲା ସାହାସପୁର ଗଁାରେ…
ସରିଲା ନିଟ୍ବାହାରେ ରବର ବ୍ୟାଣ୍ଡ, କ୍ଲିପ୍ ରଖିଲେ ଛାତ୍ରୀ
ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟ ତଥା ଦେଶର ପ୍ରମୁଖ ମେଡିକାଲ କଲେଜରେ ଏମ୍ବିବିଏସ୍ ଓ ବିଡିଏସ୍ ପାଠ୍ୟକ୍ରମରେ ନାମଲେଖା ପାଇଁ ନ୍ୟାଶନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ(ନିଟ୍) ସୋମବାର ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ନ ୧ଟାରେ ଶେଷ ହୋଇଥିଲା।…
ମଙ୍ଗଳବାର ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ
କଟକ ଅଫିସ, ୨୦।୫: ମଙ୍ଗଳବାର ସକାଳ ୯ଟାରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଦିନ ୧୧ଟାରେ ଓ୍ବେବ୍ସାଇଟ୍ରେ ରେଜଲ୍ଟ ଉପଲବ୍ଧ ହେବ। ଏ ନେଇ ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ସଭାପତି ଜାହାନ ଆରା ବେଗମ। ଏହି…
ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ନିଯୁକ୍ତି ପରୀକ୍ଷା ଘୁଞ୍ଚାଇବାକୁ ଦାବି
ପୁରୀ ଅଫିସ,୨୦।୫ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଆନୁକୂଲ୍ୟରେ ମେ’ ୩୦ ଓ ୩୧ ତାରିଖ ଦୁଇ ଦିନ ଧରି ରାଜ୍ୟରେ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ନିଯୁକ୍ତି ପରୀକ୍ଷା ଅନୁଷ୍ଠିତ ହେବ। ପ୍ରଥମ ଥର ଲାଗି କମ୍ପ୍ୟୁଟର ବେସ୍ ଟେଷ୍ଟ(ସିବିଟି)…
ଏକ୍ଜିଟ୍ ପୋଲ୍କୁ ନେଇ ଭାଜପା ଉତ୍ସାହିତ
ଭୁବନେଶ୍ୱର, ୨୦ା୫(ବ୍ୟୁରୋ): ସାଧାରଣ ନିର୍ବାଚନ-୨୦୧୯ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଉ ୩ ଦିନ ପରେ ଭୋଟ ଗଣତି ହେବ। ପୂର୍ବ ୩ ଥର ଭଳି ଏଥର ମଧ୍ୟ ରାଜ୍ୟରେ ଏକ ସଙ୍ଗରେ ବିଧାନସଭା ଓ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା।…
ଉଡ଼ିଗଲେ ଗେଣ୍ଡାଳିଆ, ଭାଙ୍ଗିଗଲା ବସା
ନରାଜ,୨୦ା୫(ଡି.ଏନ୍.ଏ.): ଫନୀ ପ୍ରଭାବରେ ନନ୍ଦନକାନନର ସବୁଜିମା ଏକ ପ୍ରକାର ଧଂସ୍ବ ହୋଇପଡିଛି। ଏଥିରେ କୌଣସି ଜୀବଜନ୍ତୁଙ୍କର କ୍ଷତି ହୋଇ ନ ଥିବା କର୍ତ୍ତୃପକ୍ଷ କହୁଥିବା ବେଳେ କେତେକ ମୁକ୍ତ ଜଙ୍ଗଲି ପଶୁପକ୍ଷୀ ଆଗଭଳି ଆଉ ଦେଖିବାକୁ ମିଳୁନି। ଏମାନଙ୍କ ମଧ୍ୟରେ ଗେଣ୍ଡାଳିଆ…
୪୪.୫ ଡିଗ୍ରୀରେ ଟିଟିଲାଗଡ଼ : ୮ ଜିଲାରେ ଜାରି ରହିବ ହିଟ୍ ଓ୍ବେଭ୍
ଭୁବନେଶ୍ୱର,୨୦।୫(ବ୍ୟୁରୋ) : ରାଜ୍ୟରେ ଅସମ୍ଭାଳ ହୋଇପଡ଼ିଛି ତାତି। ଅଧିକାଂଶ ସହରରେ ପାରଦ ୪୦ଡିଗ୍ରୀ ଉପରେ ରହୁଛି। ତାତି ଯେତିକି କଷ୍ଟ ଦେଉଛି, ତା’ଠୁ ବଳିପଡ଼ୁଛି ଗୁଳୁଗୁଳି। ଶନିବାର ଅପେକ୍ଷା ରବିବାର ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବା ବେଳେ ୧୩ ସହରରେ ତାପମାତ୍ରା…
ଆଜି ନିଟ୍ ପରୀକ୍ଷା
ଭୁବନେଶ୍ୱର,୨୦।୫(ବ୍ୟୁରୋ) : ଦି ନ୍ୟାଶନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ(ନିଟ୍) ସୋମବାର ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ନ ୧ଟାରେ ସରିବ। ଛାତ୍ରୀଛାତ୍ର ସକାଳ ୯ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ। ସୂଚନାଯୋଗ୍ୟ, ଚଳିତମାସ ୫ତାରିଖରେ ଏହି…
Archives


