ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ହେବ ନୋ ପାର୍କିଂ, ନୋ ଭେଣ୍ଡିଂ ଜୋନ୍: ହଟିଲେ ଉଠାଦୋକାନୀ, ୱାନ୍ୱେ ଟ୍ରାଫିକ ବ୍ୟବସ୍ଥା ଲାଗୁ
ପୁରୀ ଅଫିସ, ୧୭ା୭:ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଶ୍ରଦ୍ଧାଳୁଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ସୁବିଧାଜନକ ଯାତାୟାତ ଲାଗି ଜିଲା ପ୍ରଶାସନ ଶ୍ରୀମନ୍ଦିର ଚତୁଃପାର୍ଶ୍ୱକୁ ନୋ ପାର୍କିଂ ଏବଂ ନୋ ଭେଣ୍ଡିଂ ଜୋନ କରିବାକୁ ନିଷ୍ପତ୍ତି…
ରାଜ୍ୟ ରକ୍ତ ସଞ୍ଚାଳନ ପରିଷଦ ପରିଚାଳନା କମିଟି ବୈଠକ: ୨୮ କୋଟି ୭୫ ଲକ୍ଷ ଟଙ୍କାର ବଜେଟ ଅନୁମୋଦିତ
ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ରାଜ୍ୟ ରକ୍ତ ସଞ୍ଚାଳନ ପରିଷଦ ୩୧ତମ ପରିଚାଳନା କମିଟି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ…
ଲକ୍ଷ୍ୟଭ୍ରଷ୍ଟ ବିରୋଧୀ: ମନ୍ତ୍ରୀ, ବିଧାୟକଙ୍କ ଅନୁପସ୍ଥିତିକୁ ନେଇ ବିଧାନସଭାରେ ହଙ୍ଗାମା
ଭୁବନେଶ୍ୱର,୧୭।୭(ବ୍ୟୁରୋ): ୧୬ଶ ବିଧାନସଭାରେ ବିରୋଧୀ ଲକ୍ଷ୍ୟଭ୍ରଷ୍ଟ ହୋଇଛନ୍ତି। ଲୋକମାନଙ୍କ ସମସ୍ୟାକୁ ଉତ୍ଥାପନ କରିବା ବଦଳରେ ଉଭୟ ଭାଜପା ଓ କଂଗ୍ରେସ ପରସ୍ପର ଗୋହି ଖୋଳାଖୋଳି ହେଉଛନ୍ତି। ଚଳିତ ବିଧାନସଭାରେ ଭାଜପାକୁ ମୁଖ୍ୟ ବିରୋଧୀ ଦଳ ମାନ୍ୟତା ମିଳିଛି। କଂଗ୍ରେସ ତୃତୀୟ ସ୍ଥାନକୁ…
ଧାନକୁ ଛାଡ଼ି ସବୁ ଆମଦାନୀ ପଡୋଶୀ ରାଜ୍ୟରୁ; ଆଳୁ ମିଶନ ଫେଲ: ପଶ୍ଚିମବଙ୍ଗ ଭରସା
ଭୁବନେଶ୍ୱର, ୧୭।୭(ବ୍ୟୁରୋ): ରାଜ୍ୟରେ କୃଷକମାନଙ୍କ ଆୟ ୨ଗୁଣା ହୋଇଛି। କୃଷି ଉତ୍ପାଦନ ବଢ଼ିଯାଇଛି। ୫ଥର ରାଜ୍ୟକୁ କୃଷିକର୍ମଣ ପୁରସ୍କାର ମିଳିଲାଣି। ଧାନ ଚାଷରେ ବଡ଼ ବଡ଼ ରାଜ୍ୟକୁ ଓଡ଼ିଶା ପଛରେ ପକାଇ ଦେଇଛି। ବିଧାନସଭାଠାରୁ ଆରମ୍ଭକରି ନିର୍ବାଚନ ପ୍ରଚାରରେ ମଧ୍ୟ ରାଜ୍ୟ…
୧୫ ଗ୍ରାମ୍ ବ୍ରାଉନସୁଗାର ଜବତ : ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ
ଖୋର୍ଦ୍ଧା ଅଫିସ,୧୭।୭: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଭାଲିଆବାଡିରେ ଅବକାରୀ ସ୍କ୍ବାଡ ପକ୍ଷରୁ ବୁଧବାର ଚଢ଼ାଉ କରାଯାଇ ୧୫ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଏଥିରେ ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ନିରାକାରପୁର ଷ୍ଟେଶନବଜାରର ଅବିନାଶ…
ସବୁ ସ୍କୁଲ ପାଠାଗାରକୁ ପୁସ୍ତକ ଯୋଗାଇଦେବାକୁ ଚଳିତବର୍ଷ ଖର୍ଚ୍ଚ ହେବ ୪୫.୬୨ କୋଟି
ଭୁବନେଶ୍ୱର, ୧୭।୭(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ସବୁ ସ୍କୁଲ ପାଠାଗାରକୁ ପୁସ୍ତକ ଯୋଗାଇ ଦିଆଯିବ। ସେଥିପାଇଁ ରାଜ୍ୟ ସରକାର ୪୫ କୋଟି ୬୨ ଲକ୍ଷ ୯୫ ହଜାର ଟଙ୍କାର ବ୍ୟୟବରାଦ କରିଛନ୍ତି। ପ୍ରୋଜେକ୍ଟ ଆପ୍ରୁଭାଲ ବୋର୍ଡ(ପିଏବି) ଅନୁମୋଦନ ପରେ ପୁସ୍ତକ କ୍ରୟ…
ବର୍ଷା ଅଭାବରୁ ରାଜ୍ୟରେ ମରୁଡ଼ି ଆଶଙ୍କା: ୨୪ ଘଣ୍ଟା ମଧ୍ୟରେ ବର୍ଷା ବଢ଼ିବା ନେଇ ପୂର୍ବାନୁମାନ
ଭୁବନେଶ୍ୱର, ୧୭।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗାଏବ ହୋଇଯାଇଛି। ଗତ ୨ ସପ୍ତାହ ହେବ ବର୍ଷା ନିଅଣ୍ଟିଆ ପରିସ୍ଥିତି ସୃଷ୍ଟି ହୋଇଛି। ଜୁଲାଇ ଶେଷହେବାକୁ ବସିଥିବା ବେଳେ ରାଜ୍ୟରେ ସ୍ବାଭାବିକ ବର୍ଷା ହେଉନାହିଁ। ଧାନବିଲ ଫାଟି ଆଁ କଲାଣି।…
ପଦ୍ମଶ୍ରୀ ପ୍ରକାଶ ରାଓ ଅସୁସ୍ଥ: ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ, ମାଗଣାରେ ଆବଶ୍ୟକ ଚିକିତ୍ସା ଯୋଗାଇଦେବାକୁ ନିର୍ଦ୍ଦେଶ
କଟକ ଅଫିସ,୧୭।୭: ବିଶିଷ୍ଟ ସମାଜସେବୀ ତଥା ପଦ୍ମଶ୍ରୀ ଡି. ପ୍ରକାଶ ରାଓ ଅସୁସ୍ଥ। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ ମେଡିକାଲର ମେଡିସିନ ଆଇସିୟୁରେ ରଖାଯାଇ ଚିକିତ୍ସା କରାଯାଉଛି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଓଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।…
ଏଟିଏମ୍ରେ କମ୍ ଟଙ୍କା ଭର୍ତ୍ତି କରି ୧ କୋଟି ୩୯ ଲକ୍ଷ ହଡ଼ପ: କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ
ଜଟଣୀ, ୧୭ା୭(ଡି.ଏନ.ଏ): ଏଟିଏମ୍ରେ ପ୍ରକୃତ ପରିମାଣଠାରୁ କମ୍ ଟଙ୍କା ଭର୍ତ୍ତି କରି ପାଖାପାଖି ୧ କୋଟି ୩୯ ଲକ୍ଷ ଟଙ୍କା ହଡପ କରିଥିବା ଏକ ଘରୋଇ କମ୍ପାନୀର କର୍ମଚାରୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଆତ୍ମହତ୍ୟା ଉଦ୍ୟମ…
ବେଟିଂ ଆଡ୍ଡାରେ ଚଢ଼ାଉ, ୩ ଗିରଫ
କଟକ ଅଫିସ,୧୭।୭: ଏକ ବେଟିଂ ଆଡ୍ଡାରେ ଚଢାଉ କରି ଦରଘାବଜାର ପୋଲିସ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ କ୍ୟାଣ୍ଟନମେଣ୍ଟ ଥାନା ଅନ୍ତର୍ଗତ ନାରୀସେବା ସଦନ ଅଞ୍ଚଳର ଦିନେଶ ରାଓ(୧୮), ଦରଘାବଜାର ଥାନା…
ପରିପୂର୍ଣ୍ଣା ନୃତ୍ୟ ଉତ୍ସବ ‘ନାୟିକା- ୨୦୧୯’: ଆଲୋକା କାନୁନ୍ଗୋଙ୍କୁ ‘ପରିପୂର୍ଣ୍ଣା’ ସମ୍ମାନ
ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଗୁରୁ ଦେବପ୍ରସାଦ ଦାସ ଫାଉଣ୍ଡେଶନ ପକ୍ଷରୁ ତୃତୀୟ ପରିପୂର୍ଣ୍ଣା ନୃତ୍ୟ ଉତ୍ସବ ‘ନାୟିକା-୨୦୧୯’ ମଙ୍ଗଳବାର ସ୍ଥାନୀୟ ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ମୁଖ୍ୟଅତିଥିଭାବେ…
ଆକର୍ଷିତ କରିପାରିଲାନି ବଡ଼ ବଡ଼ ଇଭେଣ୍ଟ: ବିଦେଶୀ ପର୍ଯ୍ୟଟକ ଆଗମନ ହାର କମିଲା
ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଭାରତ ପର୍ଯ୍ୟଟନ ମାନଚିତ୍ରରେ ଓଡ଼ିଶାର ଏକ ବିଶେଷ ସ୍ଥାନ ରହିଛି। ପ୍ରାକୃତିକ ସୌନ୍ଦର୍ଯ୍ୟ ସାଙ୍ଗକୁ ବିସ୍ତୀର୍ଣ୍ଣ ବେଳାଭୂମି ଦେଶ ତଥା ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ବିଗତ କେତେବର୍ଷ ଧରି ରାଜ୍ୟ ସରକାର ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ପାଇଁ…

