ମେଟ୍ରୋ

ବାଲିପାଟଣାରେ ରଥଯାତ୍ରା

ବାଲିପାଟଣା,୫।୭(ଡି.ଏନ୍‌.ଏ.): ବାଲିପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବାଲିପାଟଣା ହାଟରେ ନିର୍ମିତ ଜଗନ୍ନାଥ ମନ୍ଦିରରୁ ଶ୍ରୀ ବିଗ୍ରହ ପହଣ୍ଡି ହୋଇ ମଧ୍ୟାହ୍ନରେ ରଥକୁ ଆସିଥିଲେ। ମହାରାଜ ସୁକଦେବ ଜେନାମଣି ଛେରାପହଁରା କରିଥିଲେ। ମନ୍ତ୍ରୀ ଗୁରୁପ୍ରସାଦ ମିଶ୍ର ପହଣ୍ଡିରେ ସାମିଲ…

ଜନ୍ମବେଦିରେ ପହଞ୍ଚିଲେ ଶ୍ରୀଜୀଉ

ଖୋର୍ଦ୍ଧା ଅଫିସ,୫।୭: ଖୋର୍ଦ୍ଧା ନିକଟସ୍ଥ ଗୁରୁଜଙ୍ଗ, ମକୁନ୍ଦପ୍ରସାଦ, ଉଇଲକିଶନନଗର ଓ ଦଧିମାଛଗାଡିଆଠାରେ ରଥଯାତ୍ରା ଅନୁରୂପ ଭାବେ ଅନୁଷ୍ଠିତ ହୋଇଯାଇଛି। ଗୁରୁଜଙ୍ଗର ବିଶ୍ୱନାଥ ମନ୍ଦିରରୁ ଏକକ ଜଗନ୍ନାଥ ରଥାରୂଢ ହୋଇ ଟାଙ୍ଗିସାହିସ୍ଥିତ ମାଉସୀ ମା’ ମନ୍ଦିରକୁ ଯାଇଥିଲେ। ଧର୍ମ ପ୍ରକାଶ ମହାନ୍ତି ଛେରା…

ସୁରକ୍ଷା ଦାବିରେ ଆନ୍ଦୋଳନ କରିବ ବିଏଡ୍‌ ଶିକ୍ଷକ ସଂଘ

ଭୁବନେଶ୍ୱର,୫।୭(ବ୍ୟୁରୋ) : ରାଜ୍ୟରେ ଦିନକୁ ଦିନ ଶିକ୍ଷୟିତ୍ରୀ-ଶିକ୍ଷକଙ୍କ ଉପରେ ଆକ୍ରମଣ ବଢ଼ିଚାଲିଛି। କଟକ ଜିଲା ନିଆଳି ବ୍ଲକ ଆମ୍ବାପଡ଼ା ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଚିସ୍ମିତା ମୁଦୁଲିଙ୍କୁ ଆକ୍ରମଣ ହୋଇଛି। ଶିକ୍ଷୟିତ୍ରୀ ଜଣକ ଏବେ ମରଣ ସହ ଲଢେଇ କରୁଛନ୍ତି। ରାଜ୍ୟ ବିଏଡ୍‌…

କଡ଼ା ସୁରକ୍ଷା ସତ୍ତ୍ୱେ ମାତିଲେ ଲୁଟେରା

ଭୁବନେଶ୍ୱର, ୫।୭(ବ୍ୟୁରୋ) : ରଥଯାତ୍ରା ପାଇଁ କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀରେ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ଏହାସତ୍ତ୍ୱେ ରଥଯାତ୍ରା ସମୟରେ ବିଭିନ୍ନ ସ୍ଥାନରେ ଲୁଟେରା ସକ୍ରିୟ ହୋଇଥିଲେ। କେବଳ ଇସ୍କନ ମନ୍ଦିର ରଥଯାତ୍ରାରେ ୨୦ରୁ ଊର୍ଦ୍ଧ୍ୱ ମୋବାଇଲ୍‌ ଫୋନ୍‌, ପର୍ସ, ଭ୍ୟାନିଟି…

ଘରୋଇ କଲେଜ ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ଭୁୁବନେଶ୍ୱର, ୫।୭(ବ୍ୟୁରୋ) : ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଥିବା ଏକ ଘରୋଇ ଯୁକ୍ତ୨ ସାଇନ୍ସ କଲେଜ ହଷ୍ଟେଲରେ ଜଣେ ଛାତ୍ରଙ୍କ ମୃତଦେହ ବୁଧବାର ସନ୍ଦେହଜନକ ଅବସ୍ଥାରେ ମିଳିଥିଲା। ମୃତ ଛାତ୍ର ଜଣକ ହେଲେ ଭଦ୍ରକ ଭଣ୍ଡାରିପୋଖରୀ ଅଞ୍ଚଳର ରଞ୍ଜିତ ରାଉତ(୧୮)। ତାଙ୍କୁ…

ରଥ ଚକାତଳେ ଗଲା ବାଳକଙ୍କ ଜୀବନ

ଖୋର୍ଦ୍ଧା ଅଫିସ,୫।୭ : ଖୋର୍ଦ୍ଧା ଜିଲା ବାଣପୁର ସହରାଞ୍ଚଳର ପଲଟନ ପଡିଆସ୍ଥିତ ବଡହନ୍ତୁଆଡର ଚରଣ ଚକାଦେବଙ୍କ ରଥ ଚକା ତଳେ ପଡି ଗୁରୁବାର ଜଣେ ବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଚିଆଙ୍ଗ ସାହି ଅକ୍ଷୟ ପାତ୍ରଙ୍କ ପୁଅ ସୁନିଲ (୭)।…

ରାଜ୍ୟ ସଭା: ଏମ୍‌ପି ଭାବେ ଅମର, ସସ୍ମିତଙ୍କ ଶପଥଗ୍ରହଣ

ଭୁବନେଶ୍ୱର,୫।୭(ବ୍ୟୁରୋ): ସଦ୍ୟ ସମାପ୍ତ ହୋଇଥିବା ରାଜ୍ୟ ସଭା ନିର୍ବାଚନରେ ବିଜେଡି ଆଇଟି ସେଲ୍‌ ମୁଖ୍ୟ ଅମର ପଟ୍ଟନାୟକ ଏବଂ ମୁଖପାତ୍ର ସସ୍ମିତ ପାତ୍ର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଭେଙ୍କାୟା ନାଇଡୁଙ୍କ ଉପସ୍ଥିତିରେ ଦୁଇ ବିଜେଡି…

ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପ୍ରସଙ୍ଗ : ଓଡ଼ିଶାର ଦାବିକୁ କେନ୍ଦ୍ରର ଅଗ୍ରାହ୍ୟ

ଭୁବନେଶ୍ୱର, ୫।୭(ବ୍ୟୁରୋ) : ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ନେଇ ଶାସକ ବିଜେଡି କରି ଆସୁଥିବା ରାଜନୀତିକୁ ଶକ୍ତ ଆଘାତ ଲାଗିଛି। ଓଡ଼ିଶା କ୍ରମାଗତ ପ୍ରାକୃତିକ ବିପର୍ଯ୍ୟୟର ଶିକାର ହେଉଥିବାରୁ ଏହାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବା…

ଅଗଷ୍ଟ ୮ରୁ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର,୫।୭(ବ୍ୟୁରୋ) : ଆସନ୍ତା ଅଗଷ୍ଟ ୮ ତାରିଖରୁ ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କର ପାଠ ପଢା ଆରମ୍ଭ ହେବ। ଏ ନେଇ ଗୁରୁବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପୁଣି ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ ପ୍ରକାଶିତ ବିଜ୍ଞପ୍ତିରେ…

ଓଲା ଡ୍ରାଇଭରଙ୍କୁ ଆକ୍ରମଣ, କାର, ଅଫିସ ଭଙ୍ଗାରୁଜା ଘଟଣା : ଜେଲଗଲେ ୧୫ ଅଭିଯୁକ୍ତ

ଭୁବନେଶ୍ୱର, ୫।୭(ବ୍ୟୁରୋ) : ପୋଲିସ ଉପସ୍ଥିତିରେ ଓଲା କାର୍ଯ୍ୟାଳୟରେ ଭଙ୍ଗା ରୁଜା, ଓଲା ଡ୍ରାଇଭରଙ୍କୁ ଅଟକାଇ ମାଡ ମାରିବା ସହ ଗାଡି ଭାଙ୍ଗାରୁଜା ଘଟଣାରେ ପୋଲିସ ସଂପୃକ୍ତ ୧୫ଜଣଙ୍କୁ ଗିରଫ କରିଛି। ଶହୀଦନଗର ଥାନା ପୋଲିସ ସେମାନଙ୍କୁ ଗୁରୁବାର କୋର୍ଟଚାଲାଣ କରିଥିବାବେଳେ…

୬ରେ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ

ପୁରୀ ଅଫିସ, ୫।୭: ଆସନ୍ତା ୬ତାରିଖରେ ଗର୍ଭଗୃହ ଯାଞ୍ଚ କରାଯିବ। ଏଥିପାଇଁ ଶୁକ୍ରବାର ଗର୍ଭଗୃହରେ ଭାରା ବନ୍ଧାଯିବ। ଶ୍ରୀଜଗନ୍ନାଥ ମନ୍ଦିର ବୈଷୟିକ କୋର କମିଟି, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ, ଇଞ୍ଜିନିୟର, ପୂର୍ତ୍ତ ବିଭାଗ ଏବଂ ଏଏସ୍‌ଆଇର ବରିଷ୍ଠ ଅଧିକାରୀମାନେ ଗର୍ଭଗୃହ ଅନୁଧ୍ୟାନ…

ରଥଯାତ୍ରା ପାଇଁ ଅର୍କକ୍ଷେତ୍ର ଉତ୍ସବମୁଖର

କୋଣାର୍କ, ୪।୭(ଡି.ଏନ୍‌.ଏ.)-ଅର୍କକ୍ଷେତ୍ର କୋଣାର୍କରେ ଘୋଷଯାତ୍ର ମହାସମାରୋହରେ ପାଳିତ ହୋଇଯାଇଛି। ଜଗନ୍ନାଥ ଟେମ୍ପୁଲ ଟ୍ରଷ୍ଟ ରାଜାରାମ ମଠ ପକ୍ଷରୁ ଆୟୋଜିତ ଘୋଷଯାତ୍ରା ନିମନ୍ତେ ଗୁରୁବାର ପ୍ରତ୍ୟୁଷରୁ ମହାପ୍ରଭୂଙ୍କର ନୀତି ଯଥା ମଙ୍ଗଳ ଆଳତି, ମଇଲମ, ଅବକାଶ, ଖେଚୁଡିଧୂପ, ମନ୍ଦିରହୋମ, ରଥପ୍ରତିଷ୍ଠା ଓ ମନ୍ଦିରଧୂପ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri