ମେଟ୍ରୋ

ବଙ୍ଗଳା ଫିଲ୍ମରେ ‘ରଙ୍ଗବତୀ’

ଭୁବନେଶ୍ୱର,୧୬।୭(ବ୍ୟୁରୋ): ହିନ୍ଦୀ ପରେ ବଙ୍ଗଳା ସିନେମାରେ ସ୍ଥାନ ପାଇଛି ଲୋକପ୍ରିୟ ସମ୍ବଲପୁରୀ ଗୀତ ରଙ୍ଗବତୀ। ୭୦ ଦଶକର ପ୍ରସିଦ୍ଧ ଏହି ଗୀତକୁ ଶ୍ରୋତାମାନେ ତେଲୁଗୁ ଓ ହିନ୍ଦୀ ଭାଷାରେ ଶୁଣିବା ପରେ ଏବେ ବଙ୍ଗଳା ଭାଷାରେ ଶୁଣିବାର ଅବସର ପାଇବେ। ଅକ୍ଷୟ…

ଭିଜିଲାନ୍ସ ଜାଲରେ ୯ ଆଇଏଏସ୍‌, ୨୨୭ ଓଏଏସ୍‌

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟରେ ତଳୁ ଉପର ଯାଏ ଦୁର୍ନୀତି ଖୁନ୍ଦି ହୋଇ ରହିଛି। କେବଳ ତଳିଆ କର୍ମଚାରୀ ଯେ ହାତଗୁଞ୍ଜା ନେଉଛନ୍ତି ତାହା ନୁହେଁ, ବଡ଼ ବାବୁମାନେ ମଧ୍ୟ ଦୁର୍ନୀତିରୁ ଦୂରରେ ନାହାନ୍ତି। ବିଜେଡି ସରକାର ପ୍ରଶାସନିକ ସ୍ବଚ୍ଛତା ଉପରେ ଗୁରୁତ୍ୱ ଦେଇଆସୁଥିବା…

ବିଧାନସଭା ପ୍ରଶ୍ନୋତ୍ତର: ସରକାରୀ କର୍ମଚାରୀଙ୍କ ଦରମା, ପେନ୍‌ସନ ୩୮,୮୦୦ କୋଟି

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷରେ ସରକାରୀ କର୍ମଚାରୀଙ୍କ ଦରମା ଓ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ୩୮ ହଜାର ୮୦୦ କୋଟି ଟଙ୍କା ଖର୍ଚ୍ଚ କରିବେ। ସରକାରୀ କର୍ମଚାରୀଙ୍କ ଦରମା ବାବଦରେ ୨୫ ହଜାର ୫୦୦ କୋଟି ଏବଂ…

ଖର୍ଚ୍ଚ ଦାବି ଆଲୋଚନାରେ ସରକାରଙ୍କୁ ବିରୋଧ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ଗୃହରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ଏବଂ ଅବକାରୀ ବିଭାଗର ଖର୍ଚ୍ଚ ଦାବି ଉପରେ ସୋମବାର ଅପରାହ୍ନରେ ଆଲୋଚନା ହୋଇଥିଲା। ଏହି ଆଲୋଚନାରେ ଉଭୟ ବିରୋଧୀ ଏବଂ ଶାସକ ଦଳର ସଦସ୍ୟ ଭାଗ ନେଇଥିଲେ। ବିରୋଧୀ ସଦସ୍ୟମାନେ ରାଜ୍ୟ…

ବ୍ୟାଘ୍ର ସଂରକ୍ଷିତ ଅଞ୍ଚଳକୁ ନେଇ ଅଡୁଆ ପରିସ୍ଥିତି:କାର୍ଯ୍ୟକାରୀ ହେଲାନି ହାଇକୋର୍ଟ ଆଦେଶ

କଟକ ଅଫିସ,୧୬।୭: ସାତକୋଶିଆ ବ୍ୟାଘ୍ର ସଂରକ୍ଷିତ ଅଞ୍ଚଳକୁ ନେଇ ସ୍ଥାନୀୟ ଅଞ୍ଚଳବାସୀ ପୁଣି ଥରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବେ। ୨୦୧୩ ଜାନୁୟାରୀ ୨୧ରେ ସାତକୋଶିଆ ବ୍ୟାଘ୍ର ସଂରକ୍ଷିତ ଅଞ୍ଚଳ ନିମନ୍ତେ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ତଦନୁଯାୟୀ ସଂରକ୍ଷିତ ଅଞ୍ଚଳ…

କଟକ ସଭାରେ ଭାଜପାର ଗଣ୍ଡଗୋଳ ପ୍ରସଙ୍ଗ: ଜ୍ୟୋତିରଞ୍ଜନ, ଦେବାଶିଷ ଦଳରୁ ନିଲମ୍ବିତ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): କଟକ ନଗର ଭାଜପାର ଦୁଇଗୋଷ୍ଠୀ ମଧ୍ୟରେ ଗତ ରବିବାର ବିବାଦ ଦେଖିବାକୁ ମିଳିଥିଲା। ସ୍ଥାନୀୟ ଟାଉନ ହଲଠାରେ ନଗର ଭାଜପାର ସଭ୍ୟ ସଂଗ୍ରହ ଅଭିଯାନ ପାଇଁ ଏକ ବୈଠକ ଚାଲିଥିଲା ବେଳେ ହଠାତ୍‌ ଦୁଇ ଗୋଷ୍ଠୀ ଧସ୍ତାଧସ୍ତି ହୋଇଥିଲେ।…

ଆଜି ୧୧ ଜିଲାରେ ଝଡ଼ତୋଫାନ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ମଙ୍ଗଳବାର ୧୧ ଜିଲାକୁ ଝଡ଼ତୋଫାନ ସତର୍କ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ମୁତାବକ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, କନ୍ଧମାଳ, ଗଞ୍ଜାମ ଓ…

ବିଧାନସଭା ଷ୍ଟାଣ୍ଡିଂ କମିଟି ରିପୋଟ: ବୃକ୍ଷରୋପଣ ପାଇଁ ଆଉ ୩୨୯.୧୭ କୋଟି ଆବଶ୍ୟକ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ରାଜ୍ୟରେ ଜଳବାୟୁ ପରିବର୍ତ୍ତନ ଜନିତ ସ୍ଥିତିର ମୁକାବିଲା ତଥା ସବୁଜୀକରଣ ପାଇଁ ବହୁ ମାତ୍ରାରେ ବୃକ୍ଷରୋପଣର ଆବଶ୍ୟକତା ରହିଛି। ତେଣୁ ରାଜ୍ୟ ସରକାର ବର୍ତ୍ତମାନ ବୃକ୍ଷରୋପଣକୁ ଅଧିକ ଗୁରୁତ୍ୱ ଦେଉଛନ୍ତି। ଜଙ୍ଗଲ ଓ ପରିବେଶ ବିଭାଗ ଏ ନେଇ…

କେନ୍ଦ୍ର ବଜେଟ ବିରୋଧରେ ଏଆଇଟିୟୁସିର ବିକ୍ଷୋଭ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): କେନ୍ଦ୍ର ସରକାର ତାଙ୍କ ବଜେଟରେ ଘରୋଇକରଣ ଓ କର୍ପୋରେଟଙ୍କ ଉପରେ ଗୁରୁତ୍ୱ ଦେଇଛନ୍ତି। ହେଲେ ୪୪ଟି ଶ୍ରମ ଆଇନ୍‌କୁ ୪ଟି କୋଡ୍‌ରେ ପରିବର୍ତ୍ତନ କରି ଶ୍ରମିକଙ୍କ ଅଧିକାରକୁ ଖର୍ବ କରିଛନ୍ତି। ଶ୍ରମିକଙ୍କ ପାଇଁ ବଜେଟରେ ସେପରି କିଛି ବ୍ୟବସ୍ଥା…

ଗୃହରେ ମନ୍ତ୍ରୀ,ଶାସକ ବିଧାୟକଙ୍କ ଅନୁପସ୍ଥିତି ନେଇ ପ୍ରଶ୍ନ ଉଠାଇଲେ ତାରା: ‘ପାଟକୁରା ନିର୍ବାଚନ ପର୍ଯ୍ୟନ୍ତ ଗୃହ ବନ୍ଦ କରିଦିଆଯାଉ’

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ବିଧାନସଭାରେ ସୋମବାର ଅପରାହ୍ନରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଏବଂ ଅବକାରୀ ବିଭାଗ ବ୍ୟୟ ବରାଦ ବିଲ୍‌କୁ ମଞ୍ଜୁରୀ ଦେବା ନେଇ ଆଲୋଚନା ଚାଲିଥିଲା। ଏହି ସମୟରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ପଏଣ୍ଟ ଅଫ୍‌…

ଚୋରାମଦ ରୋକିବାକୁ କଡ଼ା ପଦକ୍ଷେପ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନରେ ଗୃହରେ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହୋଇଯାଇଛି। ସୋମବାର ଗୃହରେ ଅବକାରୀ ବିଭାଗ ପାଇଁ ୨୦୨୦ ମାର୍ଚ୍ଚ ଶେଷ ସୁଦ୍ଧା ୧୩୧,୨୪,୭୪,୦୦୦ ଟଙ୍କାର ଖର୍ଚ୍ଚ ଦାବିକୁ ମଞ୍ଜୁରୀ ମିଳିଛି। ବିଭାଗୀୟ ମନ୍ତ୍ରୀ…

ରାଜସ୍ବ, ଅବକାରୀ ବିଭାଗର ଖର୍ଚ୍ଚଦାବି ମଞ୍ଜୁର

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନରେ ଗୃହରେ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହୋଇଯାଇଛି। ସୋମବାର ଗୃହରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଏବଂ ଅବକାରୀ ବିଭାଗର ବ୍ୟୟ ବରାଦ ବିଲ୍‌କୁ ମଞ୍ଜୁରୀ ମିଳିଛି। ଆର୍ଥିକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?