ମେଟ୍ରୋ

ନନ୍ଦିଘୋଷ ରଥରେ ଚଢ଼ିଲେ ଅଣସେବକ

ପୁରୀ ଅଫିସ, ୧୬।୭: ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଭକ୍ତଙ୍କ ଲାଗି କେତେକ କଟକଣା ଜାରି କରିଥିଲା। ହେଲେ ଏହାକୁ ଅନେକେ ମାନି ନ ଥିଲେ। ସୋମବାର ନୀଳାଦ୍ରିବିଜେ ପହଣ୍ଡି ସମୟରେ ସବୁ କଟକଣାକୁ ଉଲ୍ଲଂଘନ କରି ଜଣେ…

କେନ୍ଦ୍ର ବୈଦେଶିକ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଦୁବାଇରେ ଫସିଥିବା ୧୮ ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଅନୁରୋଧ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ଦୁବାଇରେ ଫସିଥିବା ୧୮ ଓଡ଼ିଆ ଶ୍ରମିକଙ୍କ ଉଦ୍ଧାର ଲାଗି ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌.ଜୟଶଙ୍କରଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ଧର୍ମେନ୍ଦ୍ର ଏକ ଚିଠି ଲେଖି କହିଛନ୍ତି ଯେ, ଏହି…

ତଦନ୍ତରେ ସୀମିତ ନ୍ୟାୟିକ କମିଶନ

ଭୁବନେଶ୍ୱର,୧୬।୭(ବ୍ୟୁରୋ) ଗଣ୍ଡଗୋଳ, ବଳାତ୍କାର, ପୋଲିସ ଗୁଳିକାଣ୍ଡ, ଦଳାଚକଟା ଭଳି ଅନେକ ଘଟଣାକୁ ଶାନ୍ତ କରିବାକୁ ରାଜ୍ୟ ସରକାର ବିିଭିନ୍ନ ସମୟରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥାଆନ୍ତି। ଏଥିପାଇଁ ତଦନ୍ତ କମିଶନ ଗଠନ କରାଯାଇଥାଏ। ଘଟଣାର ତଦନ୍ତ ୩ ମାସ ମଧ୍ୟରେ…

ଆଜି ଚନ୍ଦ୍ରଗ୍ରହଣ: ଅପରାହ୍ନ ୪ଟା ୩୨ରେ ପାକତ୍ୟାଗ

ଭୁବନେଶ୍ୱର(ବ୍ୟୁରୋ)/ପୁରୀ ଅଫିସ୍‌, ୧୬ା୭: କେତୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ମଙ୍ଗଳବାର ଆଷାଢ଼ ପୂର୍ଣ୍ଣିମାରେ ସଂଘଟିତ ହେବ। ସାମନ୍ତ ଚନ୍ଦ୍ରଶେଖର ପଞ୍ଜିକା ଅନୁସାରେ ପୁରୀକୁ ଭାରତୀୟ ସମୟ ଅନୁସାରେ- ରାତ୍ରି ୦୧ା୩୨ରେ ଗ୍ରହଣ ସ୍ପର୍ଶ, ରାତ୍ରି ୦୩ା୦୧ରେ ଗ୍ରହଣ ମଧ୍ୟ ଏବଂ ରାତ୍ରି ୦୪ା୩୦ରେ…

ରତ୍ନସିଂହାସନରେ ଚତୁର୍ଦ୍ଧାବିଗ୍ରହ

ପୁରୀ ଅଫିସ,୧୬ା୭: ଶେଷ ହୋଇଛି ଘୋଷଯାତ୍ରା। ବଡ଼ଦାଣ୍ଡ ଓ ଜନ୍ମବେଦିରେ ଲୀଳାଖେଳା ସାରି ସୋମବାର ରତ୍ନସିଂହାସନକୁ ବିଜେ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଦେବସ୍ନାନ ପୂର୍ଣ୍ଣିମାଠାରୁ ଶୂନ୍ୟ ପଡ଼ିଥିବା ରତ୍ନବେଦି କୋଳ ପୂର୍ଣ୍ଣ ହୋଇଛି। ମହାପ୍ରଭୁଙ୍କ ଆଗମନ ପରେ ମଙ୍ଗଳବାର ଠାରୁ ପୁଣି ଚଳଚଞ୍ଚଳ…

ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟରେ ଅରାଜକତା ଦେଖାଦେଇଛି। ଆଇନ କାନୁନ ବୋଲି କିଛି ନାହିଁ। ଦିନ ଦ୍ୱିପ୍ରହରରେ ଅପରାଧୀମାନେ ଗୋଡ଼ାଇ ଗୋଡ଼ାଇ ହତ୍ୟା କରୁଛନ୍ତି। ବଳାତ୍କାର, ଚୋରି, ଡକାୟତି ସୀମା ସରହଦ ପାର କଲାଣି। ରବିବାର ୩୧୬ ନମ୍ବର ଜାତୀୟ ରାଜପଥ ପଟ୍ଟନାୟିକିଆ ଛକରେ…

ପୋଲିସର ନିଷ୍କ୍ରିୟତା ପ୍ରତିବାଦରେ ସାମାଜିକ କର୍ମୀଙ୍କ ଧାରଣା

କୃଷ୍ଣପ୍ରସାଦ,୧୬।୭(ଡି.ଏନ.ଏ.)- ପୋଲିସର ନିଷ୍କ୍ରିୟତା ବିରୋଧରେ କୃଷ୍ଣପ୍ରସାଦ ଅଞ୍ଚଳର ସାମାଜିକ କର୍ମୀ ତଥା ପୁରୀ ଜିଲା ୯ ନମ୍ବର ଜୋନ୍‌ ଜିଲା ପରିଷଦ ସଭ୍ୟା ପ୍ରଭାତି ପ୍ରଧାନ ସୋମବାର କୃଷ୍ଣପ୍ରସାଦ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। କହ୍ନେଇପୁର ଗଁା ଗୋଷ୍ଠୀ ସଂଘର୍ଷର ଅଭିଯୁକ୍ତମାନଙ୍କୁ…

ଦାଦାବଟିକୁ ନେଇ ସୋ’ରୁମ୍‌ରେ ଭଙ୍ଗାରୁଜା: ଇଟାମାଡ଼ରେ ସୋ’ରୁମ୍‌ ମାଲିକଙ୍କ ସମ୍ପର୍କୀୟ ଆହତ

ପୁରୀ ଅଫିସ,୧୫ା୭: ଦାଦାବଟିକୁ ନେଇ ପୁରୀ ଟାଉନ ଥାନା ଅଧୀନ ନରେନ୍ଦ୍ରକୋଣସ୍ଥିତ ଏକ ଗଦି ସୋ’ ରୁମ୍‌ରେ ସୋମବାର କେତେଜଣ ଦୃର୍ବୃତ୍ତ ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ସେମାନେ ସୋ’ରୁମ୍‌ ଭିତରେ ପଶି ବିଭିନ୍ନ ଆସବାବପତ୍ର ନଷ୍ଟ କରିବା ସହ କାଚ ଝରକାକୁ…

ଦାଦାବଟିକୁ କେନ୍ଦ୍ର କରି ଆକ୍ରମଣ: ଦୁର୍ବୃତ୍ତମାନଙ୍କ ଇଟା ମାଡ଼ରେ ଜଣେ ଆହତ, ସିସିଟିଭି ଯାଞ୍ଚ କରୁଛି ପୋଲିସ

ପୁରୀ ଅଫିସ,୧୫।୭: ଦାଦାବଟିକୁ କେନ୍ଦ୍ର କରି ଟାଉନ୍‌ ଥାନା ଅନ୍ତର୍ଗତ ନରେନ୍ଦ୍ରକୋଣସ୍ଥିତ ଏକ ଶୋ’ରୁମ୍‌ରେ ଦୁର୍ବୃତ୍ତମାନେ ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ମାରଣାସ୍ତ୍ରରେ ଶୋ’ରୁମ୍‌ର ଝରକା କାଚ ଭାଙ୍ଗିବା ସହ କର୍ମଚାରୀଙ୍କୁ ଧମକଚମକ ଦେଇଛନ୍ତି। ଏଥିସହ ରାସ୍ତା ଉପରୁ ଇଟା ମାଡ଼ କରିବା…

ଆଇନ ଶୃଙ୍ଖଳାକୁ ନେଇ ବିଧାନସଭାରେ ହଙ୍ଗାମା: ସରକାରଙ୍କୁ ହରଡ଼ଘଣାରେ ପକାଇଲେ ବିରୋଧୀ; ମୁଖ୍ୟମନ୍ତ୍ରୀଙ୍କ ବିବୃତି ଦାବି

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ଅରାଜକତା ଦେଖାଦେଇଛି। ଆଇନ କାନୁନ ବୋଲି କିଛି ନାହିଁ। ଦିନ ଦ୍ୱିପ୍ରହରରେ ଲୋକଙ୍କୁ ଅପରାଧୀମାନେ ଗୋଡ଼ାଇ ଗୋଡ଼ାଇ ହତ୍ୟା କରୁଛନ୍ତି। ବଳାତ୍କାର, ଚୋରି, ଡକାୟତି ସୀମା ସରହଦ ପାର କଲାଣି। ରବିବାର ୩୧୬ ନଂ ଜାତୀୟ ରାଜପଥ ପଟ୍ଟନାୟିକିଆ…

ଘରୋଇ କଳହକୁ ନେଇ ମା’ଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକଲେ ପୁଅ

ଚୌଦ୍ୱାର, ୧୫।୭(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ କଖଡ଼ି ବଜାର ସାହି ପାଖ ଗୋପୀନାଥ ପଡ଼ାରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ମା’ଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ମହିଳା ହେଲେ…

ବ୍ରାଉନସୁଗାର ବ୍ୟବସାୟୀ ଛୋଟାଙ୍କ ବେଆଇନ ଘର ଉଚ୍ଛେଦ: ମାଟିରେ ମିଶିଲା ୧୪ ବଖରା, ପୋତା ହେଲା ସୁଇମିଂ ପୁଲ୍‌

ଖୋର୍ଦ୍ଧା ଅଫିସ,୧୫।୭: ନିଶା ସୌଦାଗର ସୁଧାଂଶୁ ପରିଡ଼ା ଓରଫ ଛୋଟାଙ୍କ ଜବରଦଖଲରେ ଥିବା ଗୁରୁଜଙ୍ଗ ଜବରଦସ୍ତପୁର ଦ୍ୱାରିକାନଗରର ଘରକୁ ସୋମବାର ଉଚ୍ଛେଦ କରାଯାଉଛି। ତହସିଲଦାର ଶୁଭେନ୍ଦ୍ର ସାମଲଙ୍କ ନେତୃତ୍ୱରେ ପୋଲିସ ଫୋର୍ସ ଉପସ୍ଥିତିରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଛୋଟା ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?