ମେଟ୍ରୋ

ଅନୁଭବଙ୍କ ବିରୋଧରେ ଏତଲା ଦେବା ପରେ ବି ନିଆଯାଉନାହିଁ କାର୍ଯ୍ୟାନୁଷ୍ଠାନ: ମହିଳାଙ୍କ ଥାନା ସମ୍ମୁଖରେ ଧାରଣା

କଟକ ଅଫିସ,୧୪।୭: ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ଭାଇ ଅନୁପ୍ରାସଙ୍କ ବିରୋଧରେ ଏତଲା ଦେବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ଅଭିଯୋଗରେ ରବିବାର ଅଭିଯୋକାରିଣୀ ମହିଳା ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। କଟକ ପୁରୀଘାଟ ଥାନା…

କ୍ୟାପିଟାଲ ହସ୍ପିଟାଲରେ ପୁଣି ତ୍ରୁଟିପୂର୍ଣ୍ଣ ଚିକିତ୍ସା: ଆଖି ଅପରେଶନ ବେଳେ ଜୀବନ ଗଲା; ଭୁଲ୍‌ ଇଞ୍ଜେକ୍ସନ ଦିଆଯାଇଥିବା ଅଭିଯୋଗ

ଭୁବନେଶ୍ୱର, ୧୪।୭(ବ୍ୟୁରୋ)- ରୋଗୀଙ୍କୁ ଅବହେଳା ଓ ତ୍ରୁଟିପୂର୍ଣ୍ଣ ଚିକିତ୍ସାକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥିବା କ୍ୟାପିଟାଲ ହସ୍ପିଟାଲରେ ଶନିବାର ଆଉ ଏକ ଦୁଃଖଦ ଘଟଣା ଘଟିଛି। ଆଖିରେ ମୋତିଆବିନ୍ଦୁ ଅପରେଶନ ଚାଲିଥିବାବେଳେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

ସୂଚନା କେନ୍ଦ୍ରକୁ ଯୋଡ଼ିଲା ହ୍ବାଟ୍‌ସ ଆପ୍‌ ଗ୍ରୁପ୍‌: ହଜିଲା ଲୋକଙ୍କ ସୂଚନା ପାଇଲେ ପରିଜନ

ପୁରୀ ଅଫିସ,୧୪।୭: ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବା ଲାଗି ଦେଶର ବିଭିନ୍ନ ସ୍ଥାନରୁ ଶ୍ରଦ୍ଧାଳୁ ପୁରୀକୁ ଆସିଥାନ୍ତି। ରଥଯାତ୍ରାଠୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ଶ୍ରୀକ୍ଷେତ୍ରରେ ଗହଳି ଚହଳି ଲାଗିଥାଏ। ଏହି ଭିଡ଼ ଭିତରେ ବେଳେବେଳେ ଅନେକେ ନିଜ ସମ୍ପର୍କୀୟଙ୍କଠାରୁ ହାତଛଡ଼ା ହୋଇଯାନ୍ତି। ଗହଳି ଭିତରେ…

ଏମ୍ସରେ ମିଳିବ ଡାଏଲିସିସ୍‌ ସୁବିଧା

ଭୁବନେଶ୍ୱର, ୧୪।୭(ବ୍ୟୁରୋ)/ପାତ୍ରପଡ଼ା(ଡି.ଏନ୍‌.ଏ.): ଭୁବନେଶ୍ବର ଏମ୍ସ ହସ୍ପିଟାଲରେ କିଡ଼ନୀ ରୋଗୀ ଏବେ ଡାଇଲିସିସ୍‌ ସୁବିଧା ପାଇପାରିବେ। ଆସନ୍ତା ୧୫ ତାରିଖରେ ଏମ୍ସର ସପ୍ତମ ଭିତ୍ତିପ୍ରସ୍ତର ସ୍ଥାପନ ଦିବସ ସମାରୋହ ଅନୁଷ୍ଠିତ ହେବ। ଏହି ଅବସରରେ ଅତ୍ୟାଧୁନିକ ଡାଏଲିସିସ ୟୁନିଟ୍‌ ଓ ୧୫ଟି ମଡୁଲାର…

ପାଟକୁରା: ବୁଝାମଣାରୁ ଲଢ଼େଇ ଦୁର୍ବଳ; ଆସିବେନି ମୋଦି-ଶାହ, ଭାଜପାକୁ କେବଳ ରାଜ୍ୟ ନେତୃତ୍ୱ ଭରସା

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ରାଜ୍ୟ ରାଜନୀତି ବର୍ତ୍ତମାନ ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀରେ କେନ୍ଦ୍ରିତ। ୨୦୧୯ ସାଧାରଣ ନିର୍ବାଚନରେ ୧୪୬ ଆସନ ପାଇଁ ଭୋଟ ହୋଇଥିବାବେଳେ କେବଳ ପାଟକୁରା ଆସନ ଏଥିରୁ ବାଦ୍‌ ପଡିଥିଲା। ଏହି ଆସନରୁ ବିଜେଡି ପ୍ରାର୍ଥୀ ହୋଇଥିବା ବେଦପ୍ରକାଶ ଅଗ୍ରଓ୍ବାଲଙ୍କ…

ବିଜୟ ଶର୍ମା ହୋଇପାରନ୍ତି ପୋଲିସ ଡିଜି

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ବର୍ତ୍ତମାନର ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଡା. ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ ଲୋକାୟୁକ୍ତ ସଦସ୍ୟ ଭାବେ ରାଜ୍ୟ ସରକାର ମନୋନୀତ କରିଥିବା ନେଇ ଚର୍ଚ୍ଚା ହେଉଛି। ଡା. ଶର୍ମା ଲୋକାୟୁକ୍ତ ସଦସ୍ୟ ନିଯୁକ୍ତ ହେଲେ ନୂଆ ଡିଜିପି କାହାକୁ ନିଯୁକ୍ତ କରାଯିବ…

ଜିଲା ଚିଠି: ଏବେ ନବକଳେବର ରୂପ ଧାରଣ କରିଛି କଟକ, ହେଲେ କାହାଣୀ ଲାଗୁନି ନୂଆ

ଜିଲାପାଳ ନୂଆ, ସିଏମ୍‌ସି କମିଶନର ନୂଆ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ନୂଆ, ଏହାସାଙ୍ଗକୁ ବିଧାୟକ ମଧ୍ୟ ନୂଆ। ମୋଟାମୋଟି କଟକ ଏବେ ନବକଳେବର ରୂପ ଧାରଣ କରିଛି। କିନ୍ତୁ ପ୍ରାୟତଃ ନୂଆମାନେ ଲୋକଙ୍କୁ ଯେଉଁ କାହାଣୀ ଶୁଣାଉଛନ୍ତି…

ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ପ୍ରକାଶ: ବିଜ୍ଞାନରେ ୮୯.୨%, କଳାରେ ୭୦.୪%, ବାଣିଜ୍ୟରେ ୭୫.୮୩%

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ଯୁକ୍ତ୨ ପ୍ରଥମ ବର୍ଷ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ଶନିବାର ପ୍ରକାଶ ପାଇଛି। ସାମ୍‌ସ ପକ୍ଷରୁ ପ୍ରକାଶିତ ତାଲିକା ଅନୁସାରେ, ବିଜ୍ଞାନରେ ୮୯.୨% କଟ୍‌ ଅଫ୍‌ ମାର୍କ ସହ ରେଭେନ୍‌ଶା ହାୟର ସେକେଣ୍ଡାରୀ ସ୍କୁଲ…

ଅଧରପଣା: ୧୨ରୁ ଏବେ ୯ ହାଣ୍ଡି

ପୁରୀ ଅଫିସ, ୧୪।୭: ନବଦିନାତ୍ମକ ଯାତ୍ରା ଶେଷ କରି ଜନ୍ମବେଦିରୁ ବାହୁଡ଼ାଯାତ୍ରାରେ ଫେରିବା ପରେ ତା’ ପରଦିନ ରଥ ଉପରେ ମହାପ୍ରଭୁଙ୍କର ଅତ୍ୟନ୍ତ ମନୋରମ ସୁନାବେଶ ଅନୁଷ୍ଠିତ ହୋଇଥାଏ। ଏହା ପରଦିନ ସିଂହଦ୍ୱାରଠାରେ ତିନିରଥ ଉପରେ ଅନୁଷ୍ଠିତ ହେଉଛି ପବିତ୍ର ଅଧରପଣା…

ଦେବାଳିଆ ହେଉଛନ୍ତି ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ: ଖାଉଛନ୍ତି ଶିଳ୍ପ, ଗଣୁଛନ୍ତି ସରକାର

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ରାଜ୍ୟରେ ବିଦ୍ୟୁତ୍‌ ବ୍ୟବସ୍ଥା ସାଂଘାତିକ ଅବସ୍ଥା ଦେଇ ଗତି କରୁଛି। ବିଦ୍ୟୁତ୍‌ ନିଅଣ୍ଟିଆ ଏବଂ ଋଣ ବୋଝରେ ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ ଉବୁଟୁବୁ ହେଲେଣି । ଅନ୍ୟପକ୍ଷରେ ରାଜ୍ୟରେ ଥିବା ବଡ ବଡ ଶିଳ୍ପସଂସ୍ଥାଗୁଡିକ ବିଦ୍ୟୁତ୍‌ ଚଳୁ କରି…

ମଦ ବିକ, ପୁରସ୍କାର ନିଅ

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ରାଜ୍ୟରେ ମଦ ବିକ୍ରିକୁ ନେଇ ବିଭିନ୍ନ ସମୟରେ ଆନ୍ଦୋଳନ ହେଉଛି। ବିଷାକ୍ତ ମଦ ପିଇ ବହୁ ଜୀବନ ଚାଲି ଯାଉଛି। ଏହାକୁ ବିରୋଧ କରି ମହିଳାମାନେ ରାସ୍ତାକୁ ଓହ୍ଲାଉଛନ୍ତି। ମଦ ବିକ୍ରି ପ୍ରତିବାଦରେ ବିଭିନ୍ନ ସାମାଜିକ ସଂଗଠନ ମଧ୍ୟ…

ସୁନାବେଶରେ ଦର୍ଶନ ଦେଲେ ମହାବାହୁ

ପୁରୀ ଅଫିସ,୧୩।୭: ଶନିବାର ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିରରେ ଅନ୍ୟାନ୍ୟ ନୀତି ବଢ଼ି ମଧ୍ୟାହ୍ନ ଧୂପ, ମଇଲମ ପରେ ମେକାପ ସର୍ବାଙ୍ଗ ନୀତି ସମ୍ପନ୍ନ ହୋଇଛି। ଏହାପରେ ଅପରାହ୍ନରେ ତିନି ଠାକୁରଙ୍କ ସୁନାବେଶ କରାଯାଇଛି। ମହଣ ମହଣ ସ୍ବର୍ଣ୍ଣାଳଙ୍କାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?