ମଦ ବିକ, ପୁରସ୍କାର ନିଅ
ଭୁବନେଶ୍ୱର, ୧୪।୭(ବ୍ୟୁରୋ): ରାଜ୍ୟରେ ମଦ ବିକ୍ରିକୁ ନେଇ ବିଭିନ୍ନ ସମୟରେ ଆନ୍ଦୋଳନ ହେଉଛି। ବିଷାକ୍ତ ମଦ ପିଇ ବହୁ ଜୀବନ ଚାଲି ଯାଉଛି। ଏହାକୁ ବିରୋଧ କରି ମହିଳାମାନେ ରାସ୍ତାକୁ ଓହ୍ଲାଉଛନ୍ତି। ମଦ ବିକ୍ରି ପ୍ରତିବାଦରେ ବିଭିନ୍ନ ସାମାଜିକ ସଂଗଠନ ମଧ୍ୟ…
ସୁନାବେଶରେ ଦର୍ଶନ ଦେଲେ ମହାବାହୁ
ପୁରୀ ଅଫିସ,୧୩।୭: ଶନିବାର ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିରରେ ଅନ୍ୟାନ୍ୟ ନୀତି ବଢ଼ି ମଧ୍ୟାହ୍ନ ଧୂପ, ମଇଲମ ପରେ ମେକାପ ସର୍ବାଙ୍ଗ ନୀତି ସମ୍ପନ୍ନ ହୋଇଛି। ଏହାପରେ ଅପରାହ୍ନରେ ତିନି ଠାକୁରଙ୍କ ସୁନାବେଶ କରାଯାଇଛି। ମହଣ ମହଣ ସ୍ବର୍ଣ୍ଣାଳଙ୍କାରରେ…
ଗରୁଡ଼ ଶୟନ ଦ୍ୱାଦଶୀ ତିଥିରେ ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ
ପୁରୀ ଅଫିସ, ୧୩।୭: ଶନିବାର ହେଉଛି ମହାପ୍ରଭୁଙ୍କର ପବିତ୍ର ସୁନାବେଶ। ମହଣ ମହଣ ସ୍ବର୍ଣ୍ଣାଳଙ୍କାରରେ ସଜ୍ଜିତ ହୋଇ ଶ୍ରୀଜୀଉମାନେ ରଥ ଉପରୁ ଭକ୍ତଙ୍କୁ ଦର୍ଶନ ଦେବେ। ପ୍ରତିବର୍ଷ ହରିଶୟନ ଏକାଦଶୀରେ ମହାପ୍ରଭୁ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଥିବା ବେଳେ ଆଜି କିନ୍ତୁ…
ପାଟକୁରା ନିର୍ବାଚନ: ରବିବାର ଧର୍ମେନ୍ଦ୍ର କରିବେ ପ୍ରଚାର, ୧୮ ଜାଗାରେ ରୋଡ ଶୋ’
ଭୁବନେଶ୍ୱର,୧୩।୭(ବ୍ୟୁରୋ): ଆସନ୍ତା ୨୦ରେ ପାଟକୁରା ନିର୍ବାଚନ। ଏହାକୁ ନେଇ ରାଜ୍ୟର ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ରଣନୀତି ପ୍ରସ୍ତୁତ କରିସାରିଛନ୍ତି। ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲଙ୍କ ପାଇଁ ପ୍ରଚାର କରିବାକୁ ମୁଖ୍ୟମନ୍ତ୍ରୀ ୧୭ରେ ପାଟକୁରା ଗସ୍ତ କରିବେ ବୋଲି ଜଣାପଡ଼ିଥିବା ବେଳେ ଭାଜପା…
ବିରୋଧୀ ଦଳ ନେତା ଚୟନ ପ୍ରସଙ୍ଗ; ଜୟନାରାୟଣ କ୍ଷୋଭ ପ୍ରକାଶ କରିବା ଉଚିତ ନୁହେଁ: ପ୍ରଦୀପ୍ତ
ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟ ରାଜନୀତିରେ ପୂର୍ବାପେକ୍ଷା ଶକ୍ତି ବୃଦ୍ଧି କରି ମୁଖ୍ୟ ବିରୋଧୀ ଦଳ ମାନ୍ୟତା ହାସଲ କରିବାରେ ସଫଳ ହୋଇଛି ଭାଜପା। ଏବେ କିନ୍ତୁ ଦଳରେ ଦାୟିତ୍ୱ ବଣ୍ଟନକୁ ନେଇ ଉପୁଜିଛି ଦ୍ୱନ୍ଦ୍ୱ। ବିରୋଧୀ ଦଳ ଆସନକୁ ନେଇ ଦଳର ଦୁଇ…
ଦୁଇଦିନରେ ୨୮ ନିଶା ବେପାରୀ ଗିରଫ
ଭୁବନେଶ୍ୱର,୧୩।୭(ବ୍ୟୁରୋ)/ ଜଟଣୀ/ ଯାଁଳା/ ବାରଙ୍ଗ (ଡି.ଏନ୍.ଏ.): ରାଜଧାନୀ ଓ ଉପକଣ୍ଠରେ ନିଶାମାଫିଆ ଆଡ୍ଡା ଜମାଇ ବଡ଼ ବଡ଼ ଅପରାଧ ଘଟାଇଚାଲିଛନ୍ତି। ବିଳମ୍ବରେ ହେଲେ ମଧ୍ୟ ପୋଲିସର ନିଦ ଭାଙ୍ଗିଛି। ନିଶା ମାଫିଆମାନଙ୍କୁ ସାବାଡ୍ କରିବା ଲାଗି କମିଶନରେଟ୍ ପୋଲିସ ପକ୍ଷରୁ ସ୍ପେଶାଲ୍…
କେନ୍ଦ୍ରମନ୍ତ୍ରୀଙ୍କୁ ନବୀନଙ୍କ ଚିଠି: ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ ପାଇଁ ଦାବି
ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାବି କରିଛନ୍ତି। ଏ ନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ଓ ସହର ବ୍ୟାପାର ମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ଲେଖିଛନ୍ତି…
ଏଣିକି ଅନ୍ଲାଇନ୍ରେ ହେବ ଓଟିଇଟି: ୧୫ରୁ ଫର୍ମ ପୂରଣ
ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଏଣିକି ଅନ୍ଲାଇନ୍ରେ ହେବ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି)। ପଶ୍ନପତ୍ର ଲିକ୍ ଯୋଗୁ ଓଟିଇଟି ବାତିଲ ହେବା ପରେ ବୋର୍ଡ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଥିବା ମାଧ୍ୟମିକ ଶିକ୍ଷା ବୋର୍ଡ ସମ୍ପାଦକ ରାମାଶିଷ ହାଜରା ସୂଚନା ଦେଇଛନ୍ତି। ଗତ…
ଭିଜିଲାନ୍ସ ଜାଲରେ ପୁରୀ ଡିଇଓ: ୧ ଲକ୍ଷ ୧୧ ହଜାର ଟଙ୍କା, ବୋଲେରୋ ଜବତ
ପୁରୀ ଅଫିସ,୧୩ା୭: ପୁରୀ ଜିଲା ଶିକ୍ଷାଧିକାରୀ (ଡିଇଓ) ହୃଷୀକେଶ କାଣ୍ଡି ପୁରୀ ଭିଜିଲାନ୍ସ ଦ୍ୱାରା ଶନିବାର ଗିରଫ ହୋଇଛନ୍ତି। ଭିଜିଲାନ୍ସ ତାଙ୍କ ନିକଟରୁ ୧ ଲକ୍ଷ ୧୧ ହଜାର ଟଙ୍କା ଓ ଏକ ବୋଲେରୋ ଗାଡ଼ି ଜବତ କରିଛି। ପୁରୀସ୍ଥିତ ସରକାରୀ…
ଅଗଷ୍ଟ ୩କୁ ଘୁଞ୍ଚିଲା ମହାନଦୀ ଶୁଣାଣି
ଭୁବନେଶ୍ୱର,୧୩।୭(ବ୍ୟୁରୋ): ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ଶନିବାର ହୋଇଛି। ଓଡ଼ିଶା ପକ୍ଷରୁ ହୋଇଥିବା ମଧ୍ୟବର୍ତ୍ତିକାଳୀନ ଆବେଦନ ଉପରେ ଏହି ଶୁଣାଣି ହୋଇଛି। ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୩ରେ ହେବ ବୋଲି ଦିନ ଧାର୍ଯ୍ୟ ହୋଇଛି। ମୂଳ ମାମଲାରେ ମଧ୍ୟ…
ଜାତିସଂଘ ମୁଖ୍ୟାଳୟରେ ପ୍ରଦର୍ଶିତ ହେଲା ‘ଦି ଲାଷ୍ଟ କଲର’
ଭୁବନେଶ୍ୱର,୧୩।୭(ବ୍ୟୁରୋ): ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମ ପ୍ରଯୋଜକ ଓ ପ୍ରମୋଟର ଜିତେନ୍ଦ୍ର ମିଶ୍ର ପୁଣିଥରେ ଓଡ଼ିଶାକୁ ବିଶ୍ୱସ୍ତରରେ ଗୌରବାନ୍ବିତ କରିଛନ୍ତି। ନିକଟରେ ତାଙ୍କ ଦ୍ୱାରା ପ୍ରଯୋଜିତ ଫିଚର ଫିଲ୍ମ ‘ଦି ଲାଷ୍ଟ କଲର’ ଶୁକ୍ରବାର ଜାତିସଂଘ ମୁଖ୍ୟାଳୟଠାରେ…
ମାଉସୀ ମା’ ପୋଡ଼ପିଠା ଖାଇଲେ ମହାପ୍ରଭୁ
ପୁରୀ ଅଫିସ, ୧୩।୭: ମହାପ୍ରଭୁ ଶ୍ରୀଜଗନ୍ନାଥ ଭୋଜନ ପ୍ରିୟ। ସେଥିପାଇଁ ତାଙ୍କ ନିକଟରେ ପ୍ରତିଦିନ ୬୦ ପଉଟି ଭୋଗ ଓ ୫୬ ପ୍ରକାର ବ୍ୟଞ୍ଜନର ବ୍ୟବସ୍ଥା ରହିଛି। ତଥାପି ପିଠା ଖାଇବା ପାଇଁ ତାଙ୍କର ଥାଏ ବିଶେଷ ରୁଚି। ପ୍ରତିଦିନ ତାଙ୍କ…

