ମେଟ୍ରୋ

ମତଦାନ ଲାଗି ସଚେତନ କଲେ ଛାତ୍ରୀଛାତ୍ର

ଭୁବନେଶ୍ୱର, ୨୧ା୪(ବ୍ୟୁରୋ)- ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୩ ତାରିଖରେ ଭୁବନେଶ୍ୱର ଓ କଟକ ସମେତ ୬ ଲୋକ ସଭା କ୍ଷେତ୍ରରେ ଅନୁଷ୍ଠିତ ହେବ।  ଏହାପୂର୍ବରୁ ଶତପ୍ରତିଶତ ମତଦାନ ଓ ଯୋଗ୍ୟ ପ୍ରାର୍ଥୀଙ୍କୁ ଭୋଟ ଦେଇ ଏକ ଦୃଢ଼…

ନିର୍ବାଚନ ପାଇଁ ପୋଲିସ କମିଶନରଙ୍କ ବୈଠକ: ଟ୍ବିନ୍‌ସିଟିରେ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୨୧ା୪ (ବ୍ୟୁରୋ)- କଟକ ଓ ଭୁବନେଶ୍ୱରରେ ଶୃଙ୍ଖଳିତ ତଥା ସୁରକ୍ଷିତ ନିର୍ବାଚନ ପାଇଁ କମିଶନରେଟ ପୋଲିସ ପକ୍ଷରୁ ପାଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଭୁବନେଶ୍ୱର ପୋଲିସ ଜିଲାରେ ୫୦ ଓ କଟକରେ ୬୦ ମୋବାଇଲ୍‌ ପାର୍ଟି ଗଠନ କରାଯାଇଛି। ଗୋଟିଏ…

ଖସୁଛି ପାରଦ, ୨୨ ଯାଏ ଜାରି ରହିବ କାଳବୈଶାଖୀ: ଆଜି ୬ ଜିଲାରେ କୁଆପଥର ବୃଷ୍ଟି ସମ୍ଭାବନା

ଭୁବନେଶ୍ୱର, ୨୧ା୪(ବ୍ୟୁରୋ)- ରାଜ୍ୟରେ ଦୁଇଦିନ ହେବ ତାତି କମିବାରେ ଲାଗିଛି। ଶନିବାର ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ରହିଥିବାବେଳେ ସୋନପୁରରେ ସର୍ବନିମ୍ନ ୧୭.୪ ଡିଗ୍ରୀ ରେକର୍ଡ କରାଯାଇଛି। ରାଜ୍ୟର ଅନ୍ୟ ସହରରେ ପାରଦ ୩୮ ଡିଗ୍ରୀ ତଳକୁ ରହିଥିଲା। ରବିବାର…

ରାଜଧାନୀରେ ଶିଶୁକନ୍ୟାଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୨୦ା୪(ବ୍ୟୁରୋ)- ରାଜଧାନୀରେ ଲଜ୍ଜା। ବଳାତ୍କାରର ଶିକାର ହୋଇଛନ୍ତି ଜଣେ ୬ ବର୍ଷର ଶିଶୁ କନ୍ୟା। ଶହୀଦନଗର ଥାନାଞ୍ଚଳରେ ଘଟିଛି ଏହି ସ୍ପର୍ଶକାତର ଘଟଣା। ପୀଡିତାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିବା ପରେ ଘଟଣା ପଦାକୁ ଆସିଛି। ପୋଲିସ ଏକ…

ଚୋରା ବନ୍ଧୁକ ରଖିବା ମାମଲା: ରଞ୍ଜିତା, ଆଲୋକଙ୍କ ଜାମିନ ଆବେଦନ ଖାରଜ

କଟକ ଅଫିସ,୨୦।୪: ଚୋରା ବନ୍ଧୁକ ରଖି ପୋଲିସ ହାତରେ ଗିରଫ ହୋଇଥିବା ସିଏମ୍‌ସିର ପୂର୍ବତନ କର୍ପୋରେଟର ରଞ୍ଜିତା ବିଶ୍ୱାଳ ଓ ତାଙ୍କ ସହଯୋଗୀ ଆଲୋକ ପୃଷ୍ଟିଙ୍କ ଜାମିନ ଆବେଦନ ଖାରଜ ହୋଇଛି। କଟକ ସଦର ଏସ୍‌ଡିଜେଏମ୍‌ ଉଭୟଙ୍କ ଜାମିନ ଆବେଦନର ଶୁଣାଣି…

ସ୍କୁଲ ଛୁଟିକୁ ନେଇ ହାଇକୋର୍ଟରେ ମାମଲା: ରାଜ୍ୟ ସରକାରଙ୍କୁ ନୋଟିସ

କଟକ ଅଫିସ,୨୦।୪: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜନିତ ସ୍କୁଲ ଛୁଟି ଘୋଷଣାକୁ ନେଇ ହାଇକୋର୍ଟରେ ଆଡଭୋକେଟ ଶିବନାରାୟଣ ବିଶ୍ୱାଳଙ୍କ ପକ୍ଷରୁ ଏକ ମାମଲା ରୁଜୁ ହୋଇଛି। ଏହି ମାମଲାକୁ ଗ୍ରହଣ କରି ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି। ସୂଚନାଥାଉ କି,…

ଭାଜପାର ବିଜୟ ସଂକଳ୍ପ ସମାବେଶ: କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରୁ ନ ଥିବା ରାଜ୍ୟ ସରକାରଙ୍କୁ ହଟାଅ; ରାଜନାଥ

କଟକ ସଦର, ୨୦।୪ (ଡି.ଏନ୍‌.ଏ.): କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରିପାରୁ ନ ଥିବା ରାଜ୍ୟ ସରକାର ଓଡ଼ିଶାର ପ୍ରଗତିରେ ମୁଖ୍ୟ ପ୍ରତିବନ୍ଧକ ସାଜିଛନ୍ତି। ଆସନ୍ତା ସାଧାରଣ ନିର୍ବାଚନରେ ଅପାରଗ ରାଜ୍ୟ ସରକାରକୁ ହଟାଇ ଭାଜପାକୁ କ୍ଷମତାସୀନ କରିବା ପାଇଁ କେନ୍ଦ୍ର ସ୍ବରାଷ୍ଟ୍ର…

ଖସିଲା ପାରଦ, ତାତିରୁ ତ୍ରାହି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଶେଷରେ ତାତିରୁ ତ୍ରାହି ମିଳିଛି। କିଛିଦିନ ହେବ ୪୦ ଡିଗ୍ରୀ ଉପରେ ରହୁଥିବା ରାଜ୍ୟର ଅନେକ ସହରର ତାପମାତ୍ରା ଶୁକ୍ରବାର ହ୍ରାସ ପାଇଛି। ସବୁ ସହରରେ ୪୦ ଡିଗ୍ରୀରୁ କମ୍‌ ତାପମାତ୍ରା ରହିଛି। ପାରଦ ୩ରୁ ୪ ଡିଗ୍ରୀ ଖସିଛି। ପ୍ରଚଣ୍ଡ…

କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମନୋନୀତ

ଭୁବନେଶ୍ୱର,୨୦।୪(ବ୍ୟୁରୋ): କେନେଲ କ୍ଲବ ଅଫ୍‌ ଇଣ୍ଡିଆ(କେସିଆଇ)ର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମହାନ୍ତି ମନୋନୀତ ହୋଇଛନ୍ତି। ସେ ପ୍ରଥମ ଓଡ଼ିଆ ଭାବେ କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ହୋଇଛନ୍ତି। ଅନ୍ତଃରାଷ୍ଟ୍ରୀୟ ଜଜ୍‌ ସଞ୍ଜିତ ଜର୍ମାନ ସେଫର୍ଡ ଡଗ୍‌…

୧୮ ବର୍ଷରେ ଫିଲ୍ମ ମେକର – ଅନ୍ତର୍ଜାତୀୟ ସ୍ତରରେ ରାଜକିଶୋରଙ୍କ ‘ମାୟା’ ପ୍ରଶଂସିତ

ଭୁବନେଶ୍ୱର,୧୯।୪(ବ୍ୟୁରୋ)- ବୟସ ମାତ୍ର ୧୮ବର୍ଷ। ହେଲେ ପ୍ୟାଶନ ଫିଲ୍ମ ମେକିଂ। ଏତେ କମ୍‌ ବୟସରେ ଏକ ଡକ୍ୟୁମେଣ୍ଟାରୀ ଫିଲ୍ମ ନିର୍ମାଣ କରି ଚର୍ଚ୍ଚା ପରିସରକୁ ଆସିଛନ୍ତି ଓଡ଼ିଶାର ରାଜକିଶୋର ମହାପାତ୍ର। ସମାଜ ପାଇଁ କିଛି କରିବାର ଇଚ୍ଛା ତାଙ୍କୁ ଦେଇଛି ନୂଆ…

ପୋଖରୀ ସଫେଇ ଦାବିରେ ସ୍କୁଲ ସମ୍ମୁଖରେ ଧାରଣା

କଣ୍ଟାପଡା, ୧୮।୪(ଡି.ଏନ୍‌.ଏ.): କଟକର  କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ନାହଳପୁର ଗ୍ରାମପଞ୍ଚାୟତର ଗୁଣାଦୋଳ କେ.ଏନ. ନୋଡାଲ ସ୍କୁଲ ସମ୍ମୁଖରେ ଧାରଣା ଦିଆଯାଇଛି। ସ୍କୁଲ ଅଧିନରେ ଥିବା ଠାକୁରା ପୋଖରୀ ସଫେଇ ଦାବିରେ ଗଁ। ର ଶତାଧିକ ମହିଳା ଓ ପୁରଷମାନେ ଉକ୍ତ ବିଦ୍ୟାଳୟରେ…

ଓଡ଼ଗାଁ ଶ୍ରୀରାମନବମୀ ଯାତ୍ରାର ପଞ୍ଚମ ସନ୍ଧ୍ୟା : ଶ୍ରୀରାମଙ୍କ ଶିବଧନୁ ଭଗ୍ନ, ସୀତା ବିବାହ

ଓଡ଼ଗାଁ,୧୮ା୪(ସ୍ବ.ପ୍ର.): ଓଡ଼ଗାଁରେ ବିଜେ ପ୍ରଭୁ ଶ୍ରୀରଘୁନାଥଜୀଉଙ୍କ ନବ ଦିନ ବ୍ୟାପୀ ଶ୍ରୀରାମନବମୀ ଯାତ୍ରା ଅନୁଷ୍ଠିତ ହେଉଛି। ଉତ୍ସବର ପଞ୍ଚମ ସନ୍ଧ୍ୟା ଅବସରରେ ଚୈତ୍ର ଶୁକ୍ଳ ଅନଙ୍ଗ ତ୍ରୟୋଦଶୀ ତିଥି, ବୁଧବାର ପ୍ରଭୁ ଶ୍ରୀରାମଙ୍କ ଶିବଧନୁ ଭଗ୍ନ, ଜନକନନ୍ଦିନୀ ସୀତାଙ୍କ ସହିତ ବିବାହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri