ଆହୁରି ସପ୍ତାହେ କାଳବୈଶାଖୀ ବର୍ଷା
ଭୁବନେଶ୍ୱର, ୧୫ା୪(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ଜାରି ରହିଛି। ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଦେଖିବାକୁ ମିଳୁଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ କାଳବୈଶାଖୀଜନିତ ଝଡ଼ବର୍ଷା…
ପୁଣି ବଦଳିବ ପାଗ: ୨୪ ଘଣ୍ଟାରେ ଏସବୁ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୪।୪: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଇଏମଡି ପୂର୍ବାନୁମାନ କରିଛି। ଏନେଇ ଆଇଏମଡି ପକ୍ଷରୁ ସତର୍କ କରାଯାଇଛି। ମଙ୍ଗଳବାର ରାଜ୍ୟର ୭ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା କୁଆପଥର…
ଓଡ଼ିଆ ନବବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମା’ ତାରିଣୀ ମନ୍ଦିର ପାଇଁ ୨୫୦ କୋଟିର DPR
ଭୁବନେଶ୍ୱର,୧୪ା୪: ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କେନ୍ଦୁଝରର ଘଟଗାଁସ୍ଥିତ ଆରାଧ୍ୟା ଦେବୀ ମା’ ତାରିଣୀଙ୍କ ଦର୍ଶନ ଲାଭ କରିବା ସହ ମନ୍ଦିର ପାଇଁ ୨୧୫ କୋଟିର…
ନବୀନଙ୍କୁ ରାଜାଙ୍କ ଚିଠି, ହାଇଜ୍ୟାକ୍ କଥା କହି ତେରେଛା ବାଣ ମାରିଲେ ଦେବୀ
ଭୁବନେଶ୍ୱର,୧୪ା୪: ବିଜୁ ଜନତା ଦଳରେ ନେତାମାନଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ମତାନ୍ତର ଦେଖିବାକୁ ମିଳୁଛି। ୱାକଫ୍ ବିଲ୍ ପ୍ରସଙ୍ଗରେ ଦଳର ମୁଖିଆ ନବୀନ ପଟ୍ଟନାୟକଙ୍କୁ ବରିଷ୍ଠ ନେତା ତଥା ଆଠଗଡ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଚିଠି ଲେଖି କିଛି…
ଓଡ଼ିଆ ନୂଆବର୍ଷର ସଂକଳ୍ପ
ଆଜି ପବିତ୍ର ଓଡ଼ିଆ ନୂଆବର୍ଷ। ମହାବିଷୁବ ସଂକ୍ରାନ୍ତି। ମହାବୀର ହନୁମାନ ଜୟନ୍ତୀ। ଆଜି ଦିନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିରରୁ ଓଡ଼ିଆ ପାଞ୍ଜିର ହେବ ଶୁଭାରମ୍ଭ। ଆଜି ଭାରତର ସମ୍ବିଧାନ ପ୍ରଣେତା, ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ, ଅବହେଳିତ, ଦଳିତଙ୍କ ସ୍ବାର୍ଥ ଓ…
ବାବୁଙ୍କୁ ‘ଇ-ପାର୍’ ଅଡୁଆ
ଭୁବନେଶ୍ୱର,୧୪ା୪(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଅଧୀନ ଗ୍ରୁପ୍-କ ଏବଂ ଖ ବର୍ଗର ଅଧିକାରୀମାନେ ସେମାନଙ୍କ ପର୍ଫର୍ମାନ୍ସ ଆପ୍ରାଇଜାଲ ରିପୋର୍ଟ(ଇ-ପାର୍) ତଥ୍ୟ ଏଚ୍ଆର୍ଏମ୍ଏସ୍ ପୋର୍ଟାଲରେ ଦେଉନାହାନ୍ତି। ଏପରି କି ମୁଖ୍ୟ ଶାସନ ସଚିବଙ୍କ ଏନେଇ ନିର୍ଦ୍ଦେଶ ରହିଥିଲେ ହେଁ ଠିକଣା…
ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଆବେଦନ
ଭୁବନେଶ୍ୱର,୧୪।୪: ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଛାତ୍ରୀଛାତ୍ର ଆବେଦନ କରିପାରିବେ। NEP-୨୦୨୦ ଆଧାରରେ ୨୦୨୫-୨୬ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ର SAM ପୋର୍ଟାଲରେ ମାଧ୍ୟମରେ +୩ ନାମଲେଖା ପାଇଁ ଆବେଦନ କରିପାରିବେ। ଜୁଲାଇ ୧୦ ତାରିଖ ସୁଦ୍ଧା…
ନବୀନଙ୍କୁ ଚିଠି ଲେଖି ରାଜାଙ୍କ ପ୍ରସ୍ତାବ, ବଢ଼ିଲା ଚର୍ଚ୍ଚା
ଭୁବନେଶ୍ୱର,୧୪ା୪: ବିଜୁ ଜନତା ଦଳରେ ଏବେ ସାଙ୍ଗଠନିକ ନିର୍ବାଚନ ଚାଲିଥିବା ବେଳେ ଆଠଗଡ଼ ବିଧାୟକ ତଥା ଦଳର ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ୱାଇଁ(ରାଜା) ମୁଖିଆ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଏଥିରେ ସେ ଦଳ ସମ୍ପର୍କରେ କିଛି ପ୍ରସ୍ତାବ ବା…
ଟାରିଫ୍ ହ୍ରାସ ଅପେକ୍ଷାରେ ବିଦ୍ୟୁତ୍ ଉପଭୋକ୍ତା
ଭୁବନେଶ୍ୱର,୧୪।୪(ରବିନାରାୟଣ ଜେନା): କେନ୍ଦ୍ରୀୟ କୋଇଲା ଆଇନ ଓ ଅଧିନିୟମକୁ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ(ଓଇଆରସି) ଉଲ୍ଲଂଘନ କରୁଥିବାରୁ ରାଜ୍ୟରେ ବିଦୁତ୍ ଟାରିଫ୍ ଅଧିକ ରହିଛି। ନିୟମ ଅନୁଯାୟୀ ୟୁନିଟ୍ ପିଛା ୩ଟାଙ୍କା ଭିତରେ ରହିବା କଥା, ମାତ୍ର ଏହା ଏବେ ୩.୪୦ଟଙ୍କା…
ପର୍ଯ୍ୟଟନ ବିକାଶରେ ସହାୟକ ଅଞ୍ଜୀ ଖଡ୍ଡ ରେଳ ବ୍ରିଜ୍
ଭୁବନେଶ୍ୱର,୧୪ା୪(ଅନୁରାଧା ମହାରଣା): ଭାରତର ପ୍ରଥମ କେବୁଲ ରେଳ ବ୍ରିଜ ଭାବେ ପରିଚିତ ଅଞ୍ଜୀ ଖଡ୍ଡ ବ୍ରିଜ୍ ଚେନାବ ବ୍ରିଜ୍ର ଦକ୍ଷିଣରେ ଥିବା ଅଞ୍ଜୀନଦୀର ଗଭୀରତାକୁ ବିସ୍ତାର କରିଛି। ଉଦାମପୁର-ଶ୍ରୀନଗର-ବାରମୁଲ୍ଲା ରେଳ ଲାଇନର କାତ୍ରା-ବନିହାଲ ସେକ୍ସନକୁ ସଂଯୋଗ କରୁଥିବା ଏହି କେବୁଲ ଜମ୍ମୁ…
ନବୀନ ପଟ୍ଟନାୟକଙ୍କ ଟୁଇଟ୍ ହାସ୍ୟାସ୍ପଦ: ସମ୍ପଦ ସ୍ବାଇଁ
ଭୁବନେଶ୍ୱର,୧୪ା୪: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଆକ୍ରମଣ ଘଟଣାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସୋସିଆଲ ମିଡିଆରେ ଏକ ଟୁଇଟ୍ କରିଥିଲେ। ଏହାକୁ ନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ ହାସ୍ୟାସ୍ପଦ ବୋଲି କହିଛନ୍ତି। ଇତିଶ୍ରୀ, ବେବିନା ଘଟଣା ବେଳେ ନବୀନ…
କ୍ଷମା ମାଗ, ନଚେତ୍ ନବୀନ ନିବାସ ଘେରିବୁ : ଭକ୍ତ
ଭୁବନେଶ୍ୱର,୧୪ା୪(ରବିନାରାୟଣ ଜେନା): ବିଜେଡି ପକ୍ଷରୁ ପଣ୍ଡିତ ଜବାହର ଲାଲ୍ ନେହେରୁଙ୍କ ସହ ଭି.କେ. ପାଣ୍ଡିଆନଙ୍କୁ ତୁଳନା କରାଯିବାକୁ ନେଇ କଂଗ୍ରେସ ତରଫରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହି ଘଟଣାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କ୍ଷମାପ୍ରାର୍ଥନା ନ କଲେ ନବୀନ…
Archives


