ମେଟ୍ରୋ

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବଡ଼ ସୂଚନା: ଆସନ୍ତା ମାସରୁ ଓଡ଼ିଶାରେ ଆରମ୍ଭ ହେବ SIR

ଭୁବନେଶ୍ୱର,୧୮।୮: ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌ ଗୋପାଳନ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ମାସରୁ ଓଡ଼ିଶାରେ ସ୍ପେଶାଲ ଇଣ୍ଟେନସିଭ ରିଭିଜନ (SIR) ଆରମ୍ଭ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି। ୨୪ ବର୍ଷ ପରେ ଓଡ଼ିଶାରେ SIR…

”ଯେଉଁମାନେ ଦେଖା କରିବାକୁ ଚାହୁଁଛନ୍ତି ଆସନ୍ତୁ…”, ପୁଣି ମେଡିକାଲ ବେଡରୁ ବାର୍ତ୍ତା ଦେଲେ ନବୀନ

ଭୁବନେଶ୍ୱର,୧୮।୮: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମେଡିକାଲ ବେଡରୁ ଏକ ଭିଡିଓ ବାର୍ତ୍ତାରେ ସମସ୍ତଙ୍କୁ ନମସ୍କାର ଜଣାଇଛନ୍ତି। ଡିହାଇଡ୍ରେସନ୍‌ ଯୋଗୁଁ ରବିବାର ଅପରାହ୍ନ ୫ଟା ୧୫ରେ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।…

ମାଇନିଂ କମ୍ପାନୀ ସହ ମାଓବାଦୀ ଲିଙ୍କ: ମିଳିଛି ସାଙ୍ଘାତିକ ସୁରାଗ

ଭୁବନେଶ୍ୱର,୧୮।୮: ADG ଅପରେସନ ସଞ୍ଜୀବ ପଣ୍ଡା ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମାଇନିଂ କମ୍ପାନୀ ସହ ମାଓବାଦୀଙ୍କ ଲିଙ୍କ ରହିଥିବା ADG ପଣ୍ଡା କହିଛନ୍ତି। ୧୦ ଟନ୍‌ ବିସ୍ଫୋରକ ଜବତ ପରେ ଗୁଇନ୍ଦା ହାତରେ ସାଙ୍ଘାତିକ ସୁରାଗ ଲାଗିଛି। ଜିଲୋଟିନ୍‌ରୁ…

ପିସିସି ସଭାପତି ଭକ୍ତଙ୍କ ବଡ଼ ଘୋଷଣା: ଆସନ୍ତା ୪ରେ…

ଭୁବନେଶ୍ୱର,୧୮।୮: ଆସନ୍ତା ୪ରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ। ଭୋଟ ଚୋରି ଅଭିଯୋଗରେ କଂଗ୍ରେସର PAC ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। କଂଗ୍ରେସ ଭବନରୁ ବାହାରି ନିର୍ବାଚନ କମିଶନ ଯାଏଁ ପଦଯାତ୍ରାରେ ଯିବେ। ରାଜ୍ୟ ପ୍ରଭାରୀ ଅଜୟ…

‘ମୁଁ ନବୀନଙ୍କୁ ଦେଖା କରିବାକୁ ଚାହୁଁଥିଲି, ହେଲେ…’ ସାକ୍ଷାତ ପ୍ରସଙ୍ଗରେ ଭକ୍ତଙ୍କ ବଡ଼ ବୟାନ

ଭୁବନେଶ୍ୱର,୧୮।୮: ନବୀନଙ୍କୁ ସାକ୍ଷାତ ପ୍ରସଙ୍ଗରେ ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି ଭକ୍ତଚରଣ ଦାସ। ଭକ୍ତ କହିଛନ୍ତି, ମୁଁ ନବୀନଙ୍କୁ ଦେଖା କରିବାକୁ ଚାହୁଁଥିଲି । ନବୀନଙ୍କୁ ଦେଖା କରିବାକୁ ପାଣ୍ଡିଆନ ମନା କରିନାହାନ୍ତି। ଡାକ୍ତର ମନା କରିବାରୁ ବାହାରୁ ଫେରିଆସିଲି।…

ସ୍ମୃତିରଞ୍ଜନଙ୍କୁ ଦଳରୁ ବିଦା କଲେ ମନମୋହନ

ଭୁବନେଶ୍ୱର,୧୮ା୮: ଭୁବନେଶ୍ୱର ସାଙ୍ଗଠନିକ ଜିଲା ଅନ୍ତର୍ଗତ ଶ୍ରୀକୃଷ୍ଣ ମଣ୍ଡଳ ସଭାପତି ସ୍ମୃତିରଞ୍ଜନ ଦାସଙ୍କର ବେଆଇନ କାର୍ଯ୍ୟକଳାପରେ ସଂପୃକ୍ତି ଅଭିଯୋଗ କାରଣରୁ ଦଳର ଭାବମୂର୍ତ୍ତି କ୍ଷୁଣ୍ଣ ହୋଇଛି। ତେଣୁ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ସ୍ମୃତି ରଞ୍ଜନ ଦାସଙ୍କୁ ଦଳରୁ ନିଲମ୍ବନ…

ସୁସ୍ଥ ହେଉଛନ୍ତି ନବୀନ, ଆଜି ହୋଇପାରନ୍ତି ଡିସ୍‌ଚାର୍ଜ

ଭୁବନେଶ୍ୱର,୧୮ା୮: ସୁସ୍ଥ ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଆଜି ଅର୍ଥାତ୍‌ ସୋମବାର ସେ ମେଡିକାଲରୁ ଡିସଚାର୍ଜ ହୋଇପାରନ୍ତି। ସୂଚନାନୁଯାୟୀ, ବାର୍ଦ୍ଧକ୍ୟ ଏବଂ ଡିହାଇଡ୍ରେଶନଜନିତ ଅସୁସ୍ଥତା ପାଇଁ ତାଙ୍କୁ ସମ୍‌ ଅଲ୍‌ଟିମେଟ୍‌ରେ ସନ୍ଧ୍ୟା ପ୍ରାୟ ୫ଟା…

ଗୋଟିଏ ମିନିଟ୍‌ରେ ସସ୍‌ପେଣ୍ଡ୍‌ କରିଦେବି କହିଲେ ପାଣ୍ଡିଆନ, କାହାକୁ କାହିଁକି ଏମିତି କହିଲେ…

ଭୁବନେଶ୍ୱର, ୧୮ା୮(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ସେ ରବିବାର ସନ୍ଧ୍ୟାରୁ ସ୍ଥାନୀୟ ସମ୍‌ ଅଲ୍ଟିମେଟ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ନବୀନଙ୍କ ଅସୁସ୍ଥତା ସମ୍ପର୍କରେ ଖବର ପାଇ ଉକ୍ତ ଘରୋଇ…

ଆଜି ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ୧୯ ତାରିଖରୁ ଆହୁରି ବଢ଼ିବ

ଭୁବନେଶ୍ୱର,୧୮ା୮: ସୋମବାର କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ଗଜପତି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ବଜ୍ରପାତ ପାଇଁ…

Video: ମେଡିକାଲ ବେଡରୁ ଆସିଲା ନବୀନଙ୍କ ଭିଡିଓ, ଦେଖନ୍ତୁ କଣ କହୁଛନ୍ତି

ଭୁବନେଶ୍ୱର,୧୭ା୮: ବିରୋଧୀଦଳ ନେତା ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମେଡିକାଲ ବେଡରୁ ଏକ ଭିଡିଓ ଏବେ ସାମ୍ନାକୁ ଆସିଛି। ଡିହାଇଡ୍ରେସନ୍‌ ଯୋଗୁଁ ସେ ରବିବାର ଅପରାହ୍ନ ୫ଟା ୧୫ରେ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସୁସ୍ଥ ହେବା ପରେ…

ନବୀନଙ୍କୁ ଦେଖା କରିବାକୁ ହସ୍ପିଟାଲ୍‌ରେ ପହଞ୍ଚିଲେ ସ୍ୱାସ୍ଥ୍ୟମନ୍ତ୍ରୀ, କହିଲେ-‘ସେ ICU’ରେ …’

ଭୁବନେଶ୍ୱର,୧୭ା୮: ବିରୋଧୀଦଳ ନେତା ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବାକୁ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ହସ୍ପିଟାଲ୍‌ରେ ପହଞ୍ଚିଥିଲେ। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ବିଧାୟକ ବାବୁ ସିଂ ମଧ୍ୟ ତାଙ୍କ ସହିତ ଉପସ୍ଥିତ ଥିଲେ। ଡିହାଇଡ୍ରେସନ୍‌ ଯୋଗୁଁ…

ଏହି କାରଣରୁ ହସପିଟାଲରେ ଭର୍ତ୍ତି ହୋଇଥିଲେ ନବୀନ, ବଡ଼ ସୂଚନା ଦେଲେ ଡାକ୍ତର

ଭୁବନେଶ୍ୱର,୧୭।୮: ବିରୋଧୀଦଳ ନେତା ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ହୋଇ ରବିବାର ଅପରାହ୍ନ ୫ଟା ୧୫ରେ ଭୁବନେଶ୍ବରର ଏସୟୁଏମ୍ ଅଲଟିମେଡିକେୟାରରେ ଭର୍ତ୍ତି ହୋଇଛନ୍ତି। ଡିହାଇଡ୍ରେସନ୍‌ ଯୋଗୁଁ ସେ ହସ୍ପିଟାଲ୍‌ରେ ଚିକିତ୍ସା ଅଧୀନରେ ରହିଛନ୍ତି। ଏହି ଖବର ପ୍ରକାଶ ପାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?