୧୫ ଯାଏ ହାଲୁକା ବର୍ଷା
ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ମୌସୁମୀ ବାୟୁ ଦୁର୍ବଳ ରହିଛି। କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେଉଥିବା ବେଳେ ଅନ୍ୟ କେତେକ ସ୍ଥାନରେ ଆଦୌ ବର୍ଷା ହେଉ ନାହିଁ। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା…
ବସ୍ରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା: ଡ୍ରାଇଭର, ହେଲ୍ପରଙ୍କ ଲାଇସେନ୍ସ ରଦ୍ଦ
ପୁରୀ ଅଫିସ/କଟକ ଅଫିସ, ୧୧।୭: ପୁରୀ ବସ୍ଷ୍ଟାଣ୍ଡ ପରିସରସ୍ଥ ଏକ ଘରୋଇ ବସ୍ ଭିତରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣାକୁ ବିଭିନ୍ନ ମହଲରେ ଦୃଢ ନିନ୍ଦା କରାଯାଇଛି। ପୁରୀ ଘରୋଇ ବସ୍ ମାଲିକ ସଂଘ ମଧ୍ୟ ଏହି ଘଟଣା ଅତ୍ୟନ୍ତ…
ଓ୍ବାଟର୍ ସ୍ପୋର୍ଟସର ବିକାଶ ପାଇଁ ପ୍ରୟାସ
ଭୁବନେଶ୍ୱର,୧୧।୭(ବ୍ୟୁରୋ) : ରାଜ୍ୟରେ ଓ୍ବାଟର୍ ସ୍ପୋର୍ଟସ ତଥା ଲିଜର୍ ଓ ରିକ୍ରିଏଶନ୍ ଟୁରିଜିମ୍ର ବ୍ୟାପକତା ପାଇଁ ପଦକ୍ଷେପ ନେଇଛି ରାଜ୍ୟ ପର୍ଯ୍ୟଟନ ବିଭାଗ। ସ୍ପୋର୍ଟସ ଟୁରିଜିମ୍ ପରେ ଏବେ ଓଡ଼ିଶାରେ ଓ୍ବାଟର୍ ସ୍ପୋର୍ଟସ ଟୁରିଜିମ୍ର ପ୍ରଚାର ପ୍ରସାର ପାଇଁ ପ୍ରାରମ୍ଭିକ ପ୍ରସ୍ତୁତି…
୧୦ କୃଷି ପାଣିପାଗ ଅଞ୍ଚଳ ପାଇଁ ଆପତ୍କାଳୀନ ଯୋଜନା ପ୍ରସ୍ତୁତ
ପୁରୀ ଅଫିସ/କଟକ ଅଫିସ, ୧୧।୭: ପୁରୀ ବସ୍ଷ୍ଟାଣ୍ଡ ପରିସରସ୍ଥ ଏକ ଘରୋଇ ବସ୍ ଭିତରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣାକୁ ବିଭିନ୍ନ ମହଲରେ ଦୃଢ ନିନ୍ଦା କରାଯାଇଛି। ପୁରୀ ଘରୋଇ ବସ୍ ମାଲିକ ସଂଘ ମଧ୍ୟ ଏହି ଘଟଣା ଅତ୍ୟନ୍ତ…
ମକ୍କା ଯିବେ ରାଜ୍ୟର ୬୫୩ ହଜ୍ଯାତ୍ରୀ
ଭୁବନେଶ୍ୱର,୧୧।୭(ବ୍ୟୁରୋ): ଓଡ଼ିଶା ହଜ୍ କମିଟି ଜରିଆରେ ଚଳିତବର୍ଷ ରାଜ୍ୟରୁ ୬୫୩ଜଣ ହଜ୍ ଯାତ୍ରୀ ତୀର୍ଥ ନିମନ୍ତେ ସୌଦି ଆରବର ମକ୍କା ମଦିନା ଯାତ୍ରା କରିବେ। ଏମାନଙ୍କ ମଧ୍ୟରେ ୩୮୬ ଜଣ ପୁରୁଷ ଓ ୨୬୭ ମହିଳା ଯାତ୍ରୀ ରହିଛନ୍ତି। ଚଳିତବର୍ଷ ଯାତ୍ରୀମାନଙ୍କ…
ଆଜି ମନ୍ତ୍ରୀ ପରିଷଦ ବୈଠକ
ଭୁବନେଶ୍ୱର,୧୧।୭(ବ୍ୟୁରୋ): ଗୁରୁବାର ସଚିବାଳୟ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୧ଟା ୪୫ ମିନିଟରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୨୦୧୯-୨୦ ଆର୍ଥିକବର୍ଷ ପାଇଁ ବଜେଟ ପରିମାଣ ବୃଦ୍ଧି ପ୍ରସ୍ତାବକୁ…
ଅନଫିଟ୍ ଗାଡ଼ିରେ ଛାତ୍ରୀଛାତ୍ର ପରିବହନ; କଟକଣା ମାନୁନାହାନ୍ତି କର୍ତ୍ତୃପକ୍ଷ
କଟକ ଅଫିସ, ୧୧।୭: ଦେଶ ଓ ରାଜ୍ୟର ବିଭିନ୍ନ ସ୍ଥାନରେ ଅନେକ ସମୟରେ ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେଉଛି। ପାଠ ପଢିବାକୁ ଆସିଥିବା ପିଲାଙ୍କ ଜୀବନ ରାସ୍ତାରେ ଅକାଳରେ ଚାଲିଯାଉଛି। ମାତ୍ର ଏଭଳି ଅଘଟଣକୁ ରୋକିବା ପାଇଁ…
ଲୁଟେରା ଗ୍ୟାଙ୍ଗ୍ଠାବ: ୬ ଗିରଫ
କଟକ ଅଫିସ, ୧୧।୭: ସିଡିଏ ଫେଜ-୨ ପୋଲିସ ବୁଧବାର ଏକ ଲୁଟେରା ଗ୍ୟାଙ୍ଗକୁ ଠାବ କରିଛି। ଏଥିସହ ଗ୍ୟାଙ୍ଗର ୬ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ବିଡ଼ାନାସୀ ଥାନା ଅନ୍ତର୍ଗତ ଖ୍ରୀଷ୍ଟିୟାନ ସାହି ଅଞ୍ଚଳର ଜିତେନ୍ଦ୍ର ବସ୍ତିଆ,…
ଭାରତ- ନ୍ୟୁଜିଲାଣ୍ଡ ମ୍ୟାଚକୁ ନେଇ ବେଟିଂ
କଟକ ଅଫିସ, ୧୧।୭: ଇଂଲଣ୍ଡର ମାଞ୍ଚେଷ୍ଟର ଷ୍ଟାଡିୟମରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ବୁଧବାର ଖେଳାଯାଉଥିବା ବିଶ୍ୱକପ୍ କ୍ରିକେଟ୍ର ସେମିଫାଇନାଲ ମ୍ୟାଚ୍କୁ ନେଇ କଟକରେ ବେଟିଂ କାରବାର ଚାଲିଥିଲା। ଏଥିରେ ବହୁ ଲୋକ ଟଙ୍କା ଲଗାଇଥିବା ବେଳେ ଲକ୍ଷାଧିକ ଟଙ୍କାର କାରବାର…
ମିଳିଲାନି ଆଇସିୟୁ, ଚିକିତ୍ସାରେ ଅବହେଳା ଅଭିଯୋଗ; ମହିଳା କର୍ମଚାରୀଙ୍କ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା
ଭୁବନେଶ୍ୱର, ୧୧।୭(ବ୍ୟୁରୋ) କ୍ୟାପିଟାଲ ହସ୍ପିଟାଲରେ କାର୍ଯ୍ୟରତ ଜଣେ ମହିଳା କର୍ମଚାରୀ ଗୁରୁତର ଅସୁସ୍ଥ ହୋଇପଡିଥିଲେ। ହସ୍ପିଟାଲରେ ଆଇସିୟୁ ବେଡ୍ ଫାଙ୍କା ନ ଥିବାରୁ ତାଙ୍କୁ ଓ୍ବାର୍ଡରେ ରଖି ଚିକିତ୍ସା କରାଯାଇଥିଲା। ହେଲେ ଆବଶ୍ୟକ ଚିକିତ୍ସା ନ ମିଳିବାରୁ ମହିଳାଙ୍କର ମୃତ୍ୟୁ ଘଟିଥିଲା।…
ବିଏମ୍ସି ପକ୍ଷରୁ ପଲିଥିନ ଚଢ଼ାଉ; ୯୦ କେଜି ଜବତ
ଭୁବନେଶ୍ୱର,୧୧।୭(ବ୍ୟୁରୋ) ବାରଣ କରାଯାଇଥିବା ପଲିଥିନ୍ ଓ ପ୍ଲାଷ୍ଟିକ୍ ବ୍ୟବହାରକାରୀଙ୍କ ଉପରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଲଗାତାର ଚଢାଉ ଜାରି ରଖିଛି। ଚଳିତ ସପ୍ତାହରେ ୯୦ କେଜି ପଲିଥିନ ଜବତ କରିବା ସହ ୧୧ ହଜାର ୯ ଶହ ଟଙ୍କାର ଜରିମାନା…
ଗୋଟିଏ ରାତିରେ ୨ ଘରୁ ଚୋରି; ଦୁର୍ବୃତ୍ତ ଲୁଟି ନେଲେ ସୁନା, ଟଙ୍କା
ପାତ୍ରପଡା, ୧୧।୭ (ଡି.ଏନ.ଏ.) ତମାଣ୍ଡୋ ଥାନା ବିଜିପୁର ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ୨ ଘର ଗ୍ରୀଲ ତାଡି ସୁନା ଅଳଙ୍କାର ସହ ୩୫ ହଜାର ଟଙ୍କା ଓ ମୂଲ୍ୟବାନ ସାମଗ୍ରୀ ଚୋରି କରି ନେଇଛନ୍ତି। ଏ ନେଇ ବୁଧବାର…

