କମିଶନରେଟ ପୋଲିସର ସ୍ବତନ୍ତ୍ର ଚଢ଼ାଉ; ୮ ଥାନା ଅଞ୍ଚଳର ୧୩ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର(ବ୍ୟୁରୋ)/କଟକରୋଡ/ବାରଙ୍ଗ(ଡି.ଏନ୍.ଏ.),୧୧।୭: ରାଜଧାନୀରେ ଚୋରା ନିଶା କାରବାର ବୃଦ୍ଧି ପାଇବା ସଙ୍ଗେ ସଙ୍ଗେ ଲୁଟପାଟ, ଛିନ୍ତାଇ ଘଟଣା ବଢି ଚାଲିବା ପୋଲିସ ପାଇଁ ଚିନ୍ତାର କାରଣ ପାଲଟିଛି। ବ୍ରାଉନସୁଗାର ଓ ଗଞ୍ଜେଇ ନିଶା କବଳରେ ଯୁବପିଢି ପଡି ଅନେକ ଆପରାଧିକ କାର୍ଯ୍ୟକଳାପ ଘଟାଉଛନ୍ତି।…
ରେଲଓ୍ବେ ପାଇଁ ଓଡ଼ିଶାକୁ ୫୯୯୩ କୋଟି
ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଚଳିତବର୍ଷ କେନ୍ଦ୍ର ବଜେଟରେ ଓଡିଶାରେ ରେଲଓ୍ବେ ଭିତ୍ତିଭୂମି ବିକାଶ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟ ପାଇଁ ମୋଟ ୫୯୯୩ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି। ଅନ୍ତରୀଣ ବଜେଟରେ କେନ୍ଦ୍ର ସରକାର ୫୯୪୦ କୋଟି ଟଙ୍କାର ବ୍ୟୟ ବରାଦ କରିଥିଲେ।…
‘ଓଡ଼ିଶା ହେବ ୧ ଟ୍ରିଲିୟନ ଡଲାରର ଅର୍ଥନୀତି’
ଭୁବନେଶ୍ୱର,୧୧ା୭(ବ୍ୟୁରୋ): ୨୦୫୦ ସୁଦ୍ଧା ଓଡ଼ିଶା ୧ ଟ୍ରିଲିୟନ(୧ ଲକ୍ଷ କୋଟି) ଡଲାର ଅର୍ଥନୀତି ହେବ। ଭିଜନ୍ ଡକ୍ୟୁମେଣ୍ଟରେ ରାଜ୍ୟବାସୀଙ୍କୁ ରାଜ୍ୟ ସରକାର ଏମିତି ସ୍ବପ୍ନ ଦେଖାଇଛନ୍ତି। ଜେଏସଡବ୍ଲ୍ୟୁ ଓ ପିଡବ୍ଲ୍ୟୁସି ଇଣ୍ଡିଆ ପକ୍ଷରୁ ଏମିତି ଏକ ଡକ୍ୟୁମେଣ୍ଟ ପ୍ରସ୍ତୁତ କରାଯାଇଛି। ମୁଖ୍ୟମନ୍ତ୍ରୀ…
ଗୁରୁବାର ସନ୍ଧ୍ୟା ୭ଟାରୁ ଦର୍ଶନ ବନ୍ଦ
ପୁରୀ ଅଫିସ,୧୦ା୭: ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ପହଞ୍ଚତ୍ଛନ୍ତି ତିନିରଥ। ମଙ୍ଗଳବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ୱାର ଅଣାଯାଇଥିଲା। ତେବେ ସନ୍ଧ୍ୟା ହୋଇଯିବାରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର…
କେନ୍ଦ୍ର ବଜେଟରେ ଓଡ଼ିଶାକୁ ରେଳ ଅନୁଦାନ: ମିଳିବ ୬ହଜାର କୋଟି
ଭୁବନେଶ୍ୱର, ୧୦।୭(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ୍ରେ ଓଡ଼ିଶାକୁ ରେଳ ଅନୁଦାନ। ରାଜ୍ୟ ପାଇଁ ମୋଟ ୫୮୦୦ ରୁ ୬୦୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଏଥିରେ ବିଭିନ୍ନ ନୂତନ ପ୍ରକଳ୍ପ ସହ ଓଭରବ୍ରିଜ୍ ନିର୍ମାଣ କରାଯିବ। ବଜେଟ୍ରେ…
୧୭ରେ ମୁଖ୍ୟମନ୍ତ୍ରୀଙ୍କ ପାଟକୁରା ଗସ୍ତ: ସାବିତ୍ରୀଙ୍କ ପାଇଁ କରିବେ ପ୍ରଚାର, ରୋଡ୍ ଶୋ’
ଭୁବନେଶ୍ୱର, ୧୦।୭(ବ୍ୟୁରୋ): ଆସନ୍ତା ୨୦ରେ ବହୁ ପ୍ରତିକ୍ଷିତ ପାଟକୁରା ନିର୍ବାଚନ। ଏହାକୁ ମାତ୍ର ଦଶ ଦିନ ଥିବାବେଳେ ରାଜ୍ୟରେ ଶାସନ କ୍ଷମତାରେ ଥିବା ବିଜେଡି, ବିରୋଧୀ ଭାଜପା ଏବଂ କଂଗ୍ରେସ ଏବେଠୁ ଅଣ୍ଟା ଭିଡିସାରିଲେଣି। କିଏ ଏହି ସିଟ୍କୁ ସ୍ବାଭିମାନ ଭାବେ…
ବସ୍ରେ ଲାଗିଲା ବିଦ୍ୟୁତ୍ ତାର, ଅଳ୍ପକେ ବର୍ତ୍ତିଲେ ତୀର୍ଥଯାତ୍ରୀ
ସାକ୍ଷୀଗୋପାଳ,୧୦।୭(ଡି.ଏନ୍.ଏ.)- ସାକ୍ଷୀଗୋପାଳଙ୍କ ଦର୍ଶନ ପାଇଁ ଆନ୍ଧ୍ରପ୍ରଦେଶରୁ ୫୦ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ଆସୁଥିବା ଏକ ବସ୍ ବୁଧବାର ସାକ୍ଷୀଗୋପାଳ ବଜାରରେ ଝୁଲି ରହିଥିବା ବିଦ୍ୟୁତ୍ ତାରରେ ଲାଗିଯାଇଥିଲା। ଫଳରେ ତାରରୁ ନିଆଁ ବାହାରିଥିଲା। ବସ୍ଟି କରେଣ୍ଟ ହୋଇଯିବା ଭୟରେ ସମସ୍ତ ଯାତ୍ରୀ…
ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ସୁନା ଜବତ: ଯାତ୍ରୀଙ୍କଠାରୁ ମିଳିଲା ୧୫୦.୯୨୦ ଗ୍ରାମର ସୁନା, ମୂଲ୍ୟ ୫ଲକ୍ଷରୁ ଅଧିକ
ଭୁବନେଶ୍ୱର, ୧୦।୭(ବ୍ୟୁରୋ): କଟକଣା ସତ୍ତ୍ୱେ କମୁନି ସୁନା ଚୋରା ଚାଲାଣ। ବୁଧବାର ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ସୁନା ଜବତ କରିଛି କଷ୍ଟମ ବିଭାଗ। ବ୍ୟାଙ୍କକ୍ରୁ ଆସିଥିବା ଏଆର ଏସିଆ ବିମାନ(ଏଫ୍ଡି-୧୧୨)ର ଜଣେ ଯାତ୍ରୀଙ୍କ ସାର୍ଟ କଲର୍ରୁ ୧୫୦.୯୨୦ ଗ୍ରାମର ସୁନା ଜବତ…
କର୍ମଚାରୀଙ୍କୁ ଆଇସିୟୁରେ ସିଟ୍ ମିଳିଲାନି: ମୃତ୍ୟୁ ପରେ କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା, ଧାରଣା ଦେଲେ ଆଟେଣ୍ଡାଣ୍ଟ
ଭୁବନେଶ୍ୱର, ୧୦।୭(ବ୍ୟୁରୋ): ଆଇସିୟୁରେ ସିଟ୍ ଥିବା ସତ୍ତ୍ୱେ ନ ଦେବା, ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ପରାମର୍ଶ ଦେବା, ଗୁରୁତର ରୋଗୀଙ୍କ ମୃତ୍ୟୁ ଘଟିବା ପ୍ରତିବାଦରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ବୁଧବାର ଉତ୍ତେଜନା ପ୍ରକାଶ ପାଇଛି। ସୂଚନାନୁଯାୟୀ, ଭଦ୍ରକ ଜିଲା ତିହିଡ଼ି ଦେଉଳି…
ଭିନ୍ନକ୍ଷମ ଯୁବତୀଙ୍କୁ ଅସଦାଚରଣ: ଅଭିଯୁକ୍ତ ଗିରଫ
ଖୋର୍ଦ୍ଧା ଅଫିସ,୧୦।୭: ଖୋର୍ଦ୍ଧା ସଦର ଥାନା ଅଞ୍ଚଳ ତାପଙ୍ଗ କ୍ରଶରରେ କାର୍ଯ୍ୟରତ ଟ୍ରକ୍ ଡ୍ରାଇଭର ଉକ୍ତ ଅଞ୍ଚଳର ଜନୈକା ଭିନ୍ନକ୍ଷମ ଯୁବତୀଙ୍କୁ ଅସଦାଚରଣ କରିଥିବା ମଙ୍ଗଳବାର ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇ ପୋଲିସ ବୁଧବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ…
ହଳଦିପଡ଼ିଆରେ ବ୍ରାଉନ୍ସୁଗାର ବିକ୍ରି ଅଭିଯୋଗ: ଦମ୍ପତି ଗିରଫ
କଟକରୋଡ଼,୧୦।୭(ଡି.ଏନ୍.ଏ.): ବ୍ରାଉନ୍ସୁଗାର ବିକ୍ରି ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ବୁଧବାର ଏକ ଦମ୍ପତିଙ୍କୁ ଗିରଫ କରିଛି। ସେମାନେ ହେଲେ ହଳଦୀପଡ଼ିଆ ବସ୍ତିରେ ରହୁଥିବା ସରିଫ ଖାନ୍ ଓ ତାଙ୍କ ସ୍ତ୍ରୀ ଆୟଶା ବିବି। ସେମାନଙ୍କ ନିକଟରୁ ସାଢ଼େ ୧୦ ଗ୍ରାମ୍ ବ୍ରାଉନ୍ସୁଗାର…
ନାକଚଣା ଦ୍ୱାରରେ ତିନିରଥ
ପୁରୀ ଅଫିସ,୧୦।୭: ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ପ୍ରସ୍ତୁତ ତିନି ରଥ। ମଙ୍ଗଳବାର ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ୱାରରେ ପହଞ୍ଚିଥିଲା। ହେଲେ ସନ୍ଧ୍ୟା ହୋଇ ଯିବାରୁ ମହାପ୍ରଭୁ…

