ମେଟ୍ରୋ

ଫନୀ ପ୍ରଭାବିତ ଅଞ୍ଚଳରେ କ୍ରିୟାଶୀଳ ହେବାକୁ ‘ଓରେଡ଼ା’କୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ବାତ୍ୟା ‘ଫନୀ’ ପ୍ରଭାବିତ ଅଞ୍ଚଳରେ ଅଧିକ କ୍ରିୟାଶୀଳ ହେବାକୁ ଓଡ଼ିଶା ଅକ୍ଷୟ ଶକ୍ତି ବିକାଶ ସଂସ୍ଥା ‘ଓରେଡା’କୁ ନିର୍ଦ୍ଦେଶ ଦେଇଛନ୍ତି ବିଜ୍ଞାନ ଓ ବୈଷୟିକ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା।…

ବଂଶଧାରା ଜଳ ବିବାଦର ଯୁଗ୍ମ ସର୍ଭେକୁ ଓଡ଼ିଶାର ନା: ୩ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ କେନ୍ଦ୍ର, ଆନ୍ଧ୍ରକୁ ଟ୍ରିବ୍ୟୁନାଲଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ଦ୍ୱାରା ବଂଶଧାରା ନଦୀ ଉପରେ ନିର୍ମାଣ ହେଉଥିବା ନେରାଡି ବ୍ୟାରେଜର ମିଳିତ ସର୍ଭେ ନ କରିବାକୁ ଓଡ଼ିଶା ସରକାର କରିଥିବା ଆବେଦନର ଶୁଣାଣି କରିଛନ୍ତି ବଂଶଧାରା ଜଳ ବିବାଦ ଟ୍ରିବ୍ୟୁନାଲ୍‌। ମଙ୍ଗଳବାର ଜଷ୍ଟିସ ଏମ.କେ ଶର୍ମା, ଜଷ୍ଟିସ ବି.ଏନ…

କସ୍‌ମୋପଲିଟାନ୍‌’ କଭର୍‌ଷ୍ଟୋରିରେ ଦୂତୀ

ଭୁବନେଶ୍ୱର, ୧୦।୭ (ବ୍ୟୁରୋ): ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅର୍ଜନ କରିଥିବା ଓଡ଼ିଆ କ୍ରୀଡାବିତ୍‌ ଦୂତୀ ଚାନ୍ଦ ବିଶ୍ୱର ସର୍ବାଧିକ ପ୍ରସାରିତ ଫ୍ୟାଶନ ମାଗାଜିନ୍‌ ‘କସ୍‌ମୋପଲିଟାନ୍‌’ର କଭର୍‌ ଷ୍ଟୋରିରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି। ବିଶ୍ୱରେ ସର୍ବାଧିକ ବିକ୍ରି ହେଉଥିବା ଏହି ଫ୍ୟାଶନ ଓ…

ପୁରୀ: ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା: ରାଜ୍ୟ ସରକାରଙ୍କୁ ବିରୋଧୀଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୧୦।୭(ବ୍ୟୁରୋ): ପୁରୀରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଚାଲିଥିବା ସମୟରେ ବସ୍‌ଷ୍ଟାଣ୍ଡ ଭଳି ଜନଗହଳି ସ୍ଥାନରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର କରାଯାଇଛି ା ଏହା ପୁରୀ ତଥା ସମଗ୍ର ରାଜ୍ୟକୁ ବିଶ୍ୱ ଦରବାରରେ ନିନ୍ଦିତ କରିଛି। ଏହି ଘଟଣାରେ ବିରୋଧୀ ଦଳଗୁଡିକ…

ରାଜ୍ୟ ସରକାରଙ୍କୁ କେନ୍ଦ୍ରର ଚିଠି: ଉପାନ୍ତ ଅଞ୍ଚଳର ଡାକ୍ତରଙ୍କୁ ସ୍ବତନ୍ତ୍ର ସୁବିଧା ଦେବାକୁ ପରାମର୍ଶ

ଭୁବନେଶ୍ୱର, ୧୦ା୭(ବ୍ୟୁରୋ): ଉପାନ୍ତ ଅଞ୍ଚଳରେ କାର୍ଯ୍ୟରତ ଡାକ୍ତରମାନଙ୍କୁ ସ୍ବତନ୍ତ୍ର ସୁବିଧା ସୁଯୋଗ ଦେବା ପାଇଁ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ କହିଛନ୍ତି। ଉପାନ୍ତ ଅଞ୍ଚଳକୁ ଯାଉଥିବା ଡାକ୍ତରମାନେ ଦୁଇତିନି ବର୍ଷ କାର୍ଯ୍ୟ କରିବା ପରେ ସେମାନଙ୍କୁ ତାଙ୍କ ମନ ପସନ୍ଦର ସ୍ଥାନକୁ…

ନିଅଣ୍ଟିଆ ବର୍ଷା: ଚିନ୍ତାରେ ଚାଷୀ

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟରେ ବର୍ଷା ସ୍ଥିତି ବେଳକୁ ବେଳ ସଙ୍ଗିନ ହେବାରେ ଲାଗିଛି। କେଉଁଠି ଅସରାଏ ବର୍ଷା ହେଉଛି ତ କେଉଁଠି ଟାଇଁ ଟାଇଁ ଖରା। ଯେତିକି ବର୍ଷିବା କଥା ତାହା ହେଉ ନାହିଁ। ରାଜ୍ୟର ହାତଗଣତି କେତୋଟି ଜିଲାକୁ ବାଦ୍‌ ଦେଲେ…

ବସ୍‌ରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା: ଅଭିଯୁକ୍ତ ହେଲ୍‌ପର ଗିରଫ

ପୁରୀ ଅଫିସ, ୯ା୭ : ମହାପ୍ରଭୁଙ୍କ ରଥଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇପଡ଼ିଥିବାବେଳେ ଘଟିଛି ଲଜ୍ଜାଜନକ ଘଟଣା। ସୋମବାର ରାତିରେ ପୁରୀ ବସ୍‌ଷ୍ଟାଣ୍ଡ ପରିସରସ୍ଥ ଏକ ବସ୍‌ ଭିତରେ ଜଣେ ଆଦିବାସୀ ନାବାଳିକାଙ୍କୁ ବସ୍‌ ହେଲ୍‌ପର ବଳାତ୍କାର କରିଛନ୍ତି। ଏହି ଘଟଣାରେ…

ରାଜ୍ୟରେ ୪୦୭୩ ବି.ଟେକ୍‌ ସିଟ୍‌ ହ୍ରାସ

ଭୁବନେଶ୍ୱର, ୯ା୭(ବ୍ୟୁରୋ)- ପ୍ରତିବର୍ଷ ରାଜ୍ୟରେ ବିଭିନ୍ନ ଇଞ୍ଜିନିୟରିଂ କଲେଜରେ ବି.ଟେକ୍‌ ସିଟ୍‌ ଖାଲି ପଡ଼ୁଛି। କେବଳ ଘରୋଇ ନୁହେଁ, ସରକାରୀ କଲେଜରେ ମଧ୍ୟ ସିଟ୍‌ ପୂରଣ ହୋଇପାରୁ ନାହିଁ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଙ୍ଗଳବାର ୪୦୭୩ଟି ବି.ଟେକ୍‌ ସିଟ୍‌…

‘କସ୍‌ମୋପଲିଟାନ୍‌’ କଭର୍‌ଷ୍ଟୋରୀରେ ଦୂତି

ଭୁବନେଶ୍ୱର,୯ା୭(ବ୍ୟୁରୋ)- ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅର୍ଜନ କରିଥିବା ଓଡ଼ିଆ କ୍ରୀଡାବିତ୍‌ ଦୂତି ଚାନ୍ଦ ବିଶ୍ୱର ସର୍ବାଧିକ ପ୍ରସାରିତ ଫ୍ୟାଶନ ମାଗାଜିନ୍‌ ‘କସ୍‌ମୋପଲିଟାନ୍‌’ର କଭର୍‌ ଷ୍ଟୋରୀରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି। ବିଶ୍ୱରେ ସର୍ବାଧିକ ବିକ୍ରି ହେଉଥିବା ଏହି ଫ୍ୟାଶନ ଓ ଏଣ୍ଟରଟେନ୍‌ମେଣ୍ଟ ମାଗାଜିନ୍‌ର…

ଆହୁରି ସପ୍ତାହେ ବର୍ଷା ନାହିଁ, ନିଅଣ୍ଟିଆ ବର୍ଷାକୁ ନେଇ ଚିନ୍ତାରେ ଚାଷୀ

ଭୁବନେଶ୍ୱର,୮ା୭(ବ୍ୟୁରୋ)-ରାଜ୍ୟରେ ବର୍ଷା ସ୍ଥିତି ବେଳକୁ ବେଳ ସଙ୍ଗୀନ ହେବାରେ ଲାଗିଛି । କେଉଁଠି ଅସରାଏ ଦି ଅସରା ବର୍ଷା ହେଉଛି ତ ଅନ୍ୟ କେଉଁଠି ଟାଁଏ ଟାଏଁ ଖରା। ଯେତିକି ବର୍ଷିବା କଥା ତାହା ହେଉ ନାହିଁ। ରାଜ୍ୟର ହାତ ଗଣତି…

ସାଧବ ବୋହୂ ସହ ସେଲ୍‌ଫି

କାକଟପୁର, ୯।୭(ଡି.ଏନ୍‌.ଏ.): ବର୍ଷା ଦିନ ଆରମ୍ଭ ହେଲେ ସବୁଜ ଘାସ ଗାଲିଚା ଉପରେ ସାଧବ ବୋହୁ ଦେଖାଯିବା ସ୍ବାଭାବିକ କଥା। ମାତ୍ର ପରିବେଶ ପରିବର୍ତ୍ତନ ଯୋଗୁ ଏହା କ୍ୱଚିତ ଦେଖିବାକୁ ମିଳୁଛି। ତେବେ କାକଟପୁର ମଙ୍ଗଳା କଲେଜ ପରିସରରେ ଥିବା ଘାସ…

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଫନୀ ମୁକାବିଲା ଡକ୍ୟୁମେଣ୍ଟାରୀ ଉନ୍ମୋଚିତ

ଭୁବନେଶ୍ୱର, ୯।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ବାତ୍ୟା ‘ଫନୀ’ ମୁକାବିଲା ଡକ୍ୟୁମଣ୍ଟାରୀ ଉନ୍ମୋଚିତ ହୋଇଯାଇଛି। ମଙ୍ଗଳବାର ସଚିବାଳୟରେ ଅନୁଷ୍ଠିତ ଉତ୍ସବରେ ପୋଲିସ ବିଭାଗ ଦ୍ୱାରା ପ୍ରସ୍ତୁତ ପ୍ରାମାଣିକ ଚିତ୍ର ‘ଭୟଙ୍କର ବାତ୍ୟା ଫନୀ ୨୦୧୯- ମୁକାବିଲାରେ ଓଡ଼ିଶା ପୋଲିସର ଭୂମିକା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?