ମେଟ୍ରୋ

ଜେଟିପିଙ୍କୁ ସେବାୟତଙ୍କ ମାଡ଼ ଘଟଣା: ରଥ ଦକ୍ଷିଣମୋଡ଼ରେ ବିଳମ୍ବ

ପୁରୀ ଅଫିସ,୯ା୭: ହେରାପଞ୍ଚମୀରେ ଶ୍ରୀଦେବୀ(ଲକ୍ଷ୍ମୀ ଠାକୁରାଣୀ) ମହାପ୍ରଭୁଙ୍କୁ ଫେରାଇ ନେବାକୁ ଆସିଥିଲେ। ହେଲେ ଅଭିମାନକରି ଚାଲିଯିବା ପରେ ଶ୍ରୀମନ୍ଦିରକୁ ଫେରିବା ଲାଗି ପ୍ରସ୍ତୁତି ଆରମ୍ଭ କରିଛନ୍ତି ମହାପ୍ରଭୁ। ଆସନ୍ତା ୧୨ ତାରିଖରେ ବାହୁଡା ଯାତ୍ରା। ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ। ଏଥିଲାଗି…

ଶ୍ରୀକ୍ଷେତ୍ରରେ ଲଜ୍ଜା: ବସ୍‌ ଭିତରେ ନାବାଳିକାଙ୍କୁ ବଳାତ୍କାର, ହେଲପର ଅଟକ

ପୁରୀ ଅଫିସ, ୯।୭: ଚାଲିଛି ମହାପ୍ରଭୁଙ୍କ ଗୁଣ୍ଡିଚା ଯାତ୍ରା। ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେଉଛି। ଭକ୍ତଙ୍କ ସୁରକ୍ଷା ଦୃଷ୍ଟିରୁ ୨୪ ଘଣ୍ଟିଆ ପୋଲିସ ଡ୍ୟୁଟି କରୁଛନ୍ତି। ଏହା ସତ୍ତ୍ୱେ ସୋମବାର ବିଳମ୍ବିତ ରାତିରେ ଘଟିଛି ଏକ ଲଜ୍ଜାକର ଘଟଣା। ଗୁଣ୍ଡିଚା…

କୋର୍ଟରେ ଆତ୍ମସମର୍ପଣ କଲେ ବ୍ରାଉନ୍‌ସୁଗାର ବ୍ୟବସାୟୀ, ନିରାଶ ହୋଇ ଫେରିଲେ ଏସ୍‌ଟିଏଫ୍‌ ଟିମ୍‌

ଖୋର୍ଦ୍ଧା ଅଫିସ, ୯।୭: ଖୋର୍ଦ୍ଧା ଜିଲାର ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀ ଶୁଭ୍ରାଂଶୁ ପରିଡ଼ା ଓରଫ ଛୋଟା(୪୫) ମଙ୍ଗଳବାର ମଧ୍ୟାହ୍ନରେ ଖୋର୍ଦ୍ଧା କୋର୍ଟରେ ଆତ୍ମସମର୍ପଣ କରିବାକୁ ଯାଇଥିଲେ। ଏହି ସମୟରେ କ୍ରାଇମ୍‌ବ୍ରାଞ୍ଚର ଏକ ୫ ଜଣିଆ ଟିମ୍‌ ଶୁଭ୍ରାଂଶୁଙ୍କୁ ଗିରଫ କରିବାକୁ ଉଦ୍ୟମ…

କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ବିରୋଧରେ ମାମଲା

କଟକ ଅଫିସ, ୯।୭: ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ବିରୋଧରେ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ନିର୍ବାଚନମଣ୍ଡଳୀର ସହିରୁଲ ହକ୍‌ ନାମକ ଜଣେ ଭୋଟର ଏହି ମାମଲା ରୁଜୁ କରିଛନ୍ତି। ଆବେଦନକାରୀ ହକ୍‌ ପିଟିଶନରେ ଦର୍ଶାଇଛନ୍ତି, ଷଡ଼ଙ୍ଗୀ…

ଧରାପଡ଼ିଲେ ଫେରାର ପ୍ରେମୀଯୁଗଳ, ପ୍ରେମିକ ଗିରଫ

ବାରଙ୍ଗ,୯।୭(ଡି.ଏନ୍‌.ଏ): ନନ୍ଦନକାନନ ଥାନା ପୋଲିସ ଗତ ୨୦ତାରିଖଠାରୁ ଫେରାର ଥିବା ଏକ ପ୍ରେମୀଯୁଗଳଙ୍କୁ ରବିବାର ବିଶାଖାପାଟଣାରୁ ଧରଛି। ଧରାପଡିବା ପରେ ପ୍ରେମିକଙ୍କୁ ପୋଲିସ ଗିରଫ କରିଥିବାବେଳେ ନାବାଳିକା ପ୍ରେମିକାଙ୍କୁ ପରିବାରକୁ ହସ୍ତାନ୍ତର କରିଛି। ଗିରଫ ଜଣକ ହେଲେ ଖୋର୍ଦ୍ଧା ଅଞ୍ଚଳର ବିଜୟ…

ଖୋର୍ଦ୍ଧା ଅଞ୍ଚଳରେ ପଥର ଚୋରା ଚାଲାଣ ଅଭିଯୁକ୍ତ ନିତୁ ମାନସିଂ ଗିରଫ

ଭୁବନେଶ୍ୱର,୯।୭(ବ୍ୟୁରୋ): ଖୋର୍ଦ୍ଧାରେ ଖଣି ମାଫିଆଙ୍କ ରାଜୁତି ଚାଲିଛି। ସେଠାକାର ପଥର ଖାଦାନଗୁଡ଼ିକ ଉପରେ ସେମାନଙ୍କ ଲୋଲୁପ ନଜର ପଡ଼ିଛି। ରାତାରାତି କୋଟି କୋଟି ଟଙ୍କା ରୋଜଗାର କରିବା ଲକ୍ଷ୍ୟରେ ସେମାନେ ଖଣିରୁ ପଥର ଖୋଳି ଚୋରା ଚାଲାଣ କରୁଛନ୍ତି। ଏ କଥା…

ପାର୍ଲାମେଣ୍ଟ,ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ପ୍ରସଙ୍ଗ: କାର୍ଯ୍ୟକାରିତା ନେଇ ପଦକ୍ଷେପ ନିଅନ୍ତୁ କେନ୍ଦ୍ର ସରକାର’

ଭୁବନେଶ୍ୱର,୯।୭(ବ୍ୟୁରୋ):ପାର୍ଲାମେଣ୍ଟ ଏବଂ ରାଜ୍ୟ ବିଧାନସଭାଗୁଡିକରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ପ୍ରଦାନ ନେଇ ସ୍ବତନ୍ତ୍ର ଆଇନ କେନ୍ଦ୍ର ସରକାର ପ୍ରସ୍ତୁତ କରନ୍ତୁ ବୋଲି ସୋମବାର ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର କହିଛନ୍ତି। ସଦ୍ୟ ସମାପ୍ତ ନିର୍ବାଚନରେ ମହିଳା ସଶକ୍ତୀକରଣ…

ନିରଞ୍ଜନ ବ୍ରହ୍ମାଙ୍କୁ ସମ୍ବିଧାନ ବିଶାରଦ ଉପାଧି

ପୁରୀ ଅଫିସ, ୯।୭: ପବିତ୍ର ରଥଯାତ୍ରା ପାଇଁ ଏବେ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଭକ୍ତିଭରା ପରିବେଶରେ ଉଚ୍ଛୁଳୁଛି ବଡ଼ଦାଣ୍ଡ। ସହରର ବିଭିନ୍ନ ସ୍ଥାନରେ ଚାଲିଛି ସାଂସ୍କୃତିକ କାର୍ଯ୍ୟକ୍ରମ। ସାହି, ଗଳିରେ ବି ଆଧ୍ୟାତ୍ମିକ ବାତାବରଣ। ସଞ୍ଜ ନଇଁଲେ ଗୁଞ୍ଜରିତ ହେଉଛି ମହାପ୍ରଭୁଙ୍କ ଭଜନ…

ମହାପ୍ରଭୁଙ୍କ ଲୋକଲୀଳାରୁ ମୁକ୍ତି

ସନାତନ ଧାରାରେ କୁହାଯାଇଛି- ‘ସା ବିଦ୍ୟା ଯା ବିମୁକ୍ତୟେ’। ଏହାର ଅର୍ଥ କ’ଣ? ତାହା ହେଉଛି ପ୍ରକୃତ ବିଦ୍ୟା ଯାହା ମଣିଷକୁ ମୁକ୍ତି କରେ। ମଣିଷ ଜନ୍ମ ହୋଇଛି କର୍ମ ଭୋଗ କରିବାକୁ। ପୁଣି ମୁକ୍ତି କ’ଣ! ଏହି କର୍ମରୁ ମୁକ୍ତି…

ସରିଲା ହେରାପଞ୍ଚମୀ ନୀତି: ନନ୍ଦିଘୋଷ ରଥ ଭାଙ୍ଗିଲେ ଲକ୍ଷ୍ମୀ ସାଆନ୍ତାଣୀ

ପୁରୀ ଅଫିସ, ୯।୭: ଆଡ଼ପ ମଣ୍ଡପରେ ଅବସ୍ଥାନ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଗୁଣ୍ଡିଚା ମନ୍ଦିରରେ ଲାଗୁଛି ଭକ୍ତଙ୍କ ଗହଳି। ଜନ୍ମବେଦିରେ ଲୀଳାଖେଳା କରୁଛନ୍ତି ଦାରୁବିଗ୍ରହ। ମହାପ୍ରଭୁଙ୍କ ମାନବୀୟ ଲୀଳାର ଏକ ଅଂଶ ହେଉଛି ହେରାପଞ୍ଚମୀ ନୀତି। ସୋମବାର ଗୁଣ୍ଡିଚା ମନ୍ଦିରରେ ଏହି ନୀତି…

ଆକର୍ଷଣୀୟ ଐତିହ୍ୟସ୍ଥଳ ତାଲିକା:କୋଣାର୍କ, ପୁରୀକୁ ସ୍ଥାନିତ ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ଦାବି

ଭୁବନେଶ୍ୱର, ୯।୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତୁତ ୧୭ଟି ଆକର୍ଷଣୀୟ ଐତିହ୍ୟସ୍ଥଳ ତାଲିକାରେ ଓଡ଼ିଶାର ପ୍ରସିଦ୍ଧ କୋଣାର୍କ ମନ୍ଦିର ଓ ଶ୍ରୀଜଗନ୍ନାଥ ଧାମ ପୁରୀକୁ ଅନ୍ତର୍ଭୁକ୍ତ କରା ନ ଯିବା ଦୁର୍ଭାଗ୍ୟଜନକ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ…

ନାବାଳିକାଙ୍କୁ ତିନିଦିନ ଧରି ଗଣବଳାତ୍କାର

ଗୋପ,୯।୭(ଡି.ଏନ୍‌.ଏ.): ଗୋପ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତିନିଜଣ ଯୁବକ ଗୋଟିଏ ଘରେ ରଖି ଗଣବଳାତ୍କାର କରିଥିବା ଘଟଣା ଏବେ ପଦାକୁ ଆସିଛି। ପ୍ରାୟ ମାସେ ପରେ ଏହି ଘଟଣା ଜଣାପଡିବାରୁ ଗୋପ ପୋଲିସର କାର୍ଯ୍ୟକାରିତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?