ମେଟ୍ରୋ

କିରୋସିନ କୋଟା: ଅଗଷ୍ଟରୁ କଟିବ ୨୩%, ଫାଇଦା ଉଠାଇବେ କଳାବଜାରକାରୀ

କଟକ ଅଫିସ, ୯।୭: କଟକରେ କିରୋସିନ ଲିଟର ୧୦୦ ଟଙ୍କା। ଚୋରାରେ ବିକ୍ରି କରୁଥିବା ତେଜରାତି ଦୋକାନୀମାନେ କିରୋସିନ ଦେବା ପାଇଁ ଆଗରୁ ଅଗ୍ରିମ ନେଉଛନ୍ତି। ତେଜରାତି ଦୋକାନକୁ ଏହି ତେଲ କେଉଁଠୁ ଆସୁଛି, ତାହାକୁ ନେଇ ଲୋକେ ମଧ୍ୟ ଅନ୍ଧାରରେ…

ଝିଆରୀଙ୍କୁ ଦାଦା ଗର୍ଭବତୀ କରିବା ଘଟଣା: ପୀଡ଼ିତାଙ୍କୁ ନ୍ୟାୟ ପାଇଁ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ

ଭୁବନେଶ୍ୱର, ୯।୭ (ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳରେ ଝିଆରୀଙ୍କୁ ଦାଦା ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରି ଗତ ମାସରେ ଫେରାର ହୋଇଯାଇଥିଲେ। ଏ ନେଇ ଥାନାରେ ପୀଡ଼ିତାଙ୍କ ଅଭିଯୋଗ କ୍ରମେ ପୋଲିସ କେସ୍‌ (ନଂ. ୧୫୯/୧୯) ରୁଜୁ…

ଗରିବ ପଦ୍ମଶ୍ରୀଙ୍କୁ ଆର୍ଥିକ ସହାୟତା

ଭୁବନେଶ୍ୱର, ୯।୭ (ବ୍ୟୁରୋ): ପଦ୍ମଶ୍ରୀ ସମ୍ମାନ ପାଇଥିବା ରାଜ୍ୟର ଗରିବ ବ୍ୟକ୍ତିମାନଙ୍କୁ ମାସିକ ୧୦ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବେ ରାଜ୍ୟ ସରକାର। ସଂସ୍କୃତି ବିଭାଗର ଏଭଳି ମହତ୍ତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି। ଏହି ସହାୟତା…

ପ୍ରାକୃତିକ ବିପର୍ଯ୍ୟୟଠାରୁ ବଳିଯାଉଛି ସଡ଼କ ଦୁର୍ଘଟଣା

ଭୁବନେଶ୍ୱର, ୯।୭ (ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତାର କାରଣ ହୋଇଛି। ପ୍ରତିବର୍ଷ ଦୁର୍ଘଟଣାଜନିତ ମୃତ୍ୟୁସଂଖ୍ୟା ବଢ଼ି ବଢ଼ି ଚାଲିଛି। ଏପରି କି ଏହା ପ୍ରାକୃତିକ ବିପର୍ଯ୍ୟୟ ମୃତ୍ୟୁଠାରୁ ମଧ୍ୟ ଢେର ଅଧିକ। ଗତ ୩ ବର୍ଷରେ ରାଜ୍ୟରେ ହୋଇଥିବା ବିଭିନ୍ନ…

ସ୍କିଲ୍‌ ଗ୍ୟାପ୍‌ ହ୍ରାସ କରିବା ଉପରେ ଗୁରୁତ୍ୱ’

ଭୁବନେଶ୍ୱର,୯।୭(ବ୍ୟୁରୋ): ସ୍କିଲ ଗ୍ୟାପ ହ୍ରାସ ସହ ଦକ୍ଷତା ସମ୍ପନ୍ନ ଏବଂ ଉତ୍ପାଦକ କାର୍ଯ୍ୟବଳ ତିଆରି ହେଲେ ଏହା ଭାରତକୁ ୫ ଟ୍ରିଲିୟନ ଅର୍ଥନୀତି କରିବାରେ ସହାୟକ ହେବ। ନୂଆଦିଲ୍ଲୀଠାରେ ଆୟୋଜିତ ବିଶ୍ୱ ଆର୍ଥିକ ଫୋରମ୍‌ ଦ୍ୱାରା ଆୟୋଜିତ ଦକ୍ଷତା ବ୍ୟବଧାନ ଟ୍ୟାକ୍ସଫୋର୍ସ…

ଆୟକର ଫାଙ୍କି ଅଭିଯୋଗ: ଜେଡ୍‌ ଇଷ୍ଟେଟ ସଂସ୍ଥା ଉପରେ ଚଢ଼ାଉ

ଭୁବନେଶ୍ୱର, ୯।୭(ବ୍ୟୁରୋ): ଆୟକର ଫାଙ୍କିବା ଅଭିଯୋଗରେ ଜେଡ୍‌ ଇଷ୍ଟେଟ ବିଲ୍ଡର ସଂସ୍ଥା ଉପରେ ସୋମବାର ସନ୍ଧ୍ୟାରେ ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। କଟକ ଓ ଭୁବନେଶ୍ୱରର ୭ଟି ସ୍ଥାନରେ ଏକକାଳୀନ ଚଢାଉ ହେଇଛି। ଆୟକର ବିଭାଗର ଏକ ୭ଜଣିଆ ଟିମ୍‌…

ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ମାନସମନ୍ଥନ କାର୍ଯ୍ୟକ୍ରମ:ନାଗରିକ କୈନ୍ଦ୍ରିକ ପ୍ରଶାସନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟର ଜନସାଧାରଣଙ୍କ ନିକଟରେ ପ୍ରଶାସନ ଉତ୍ତରଦାୟୀ। ନାଗରିକ କେନ୍ଦ୍ରିକ ପ୍ରଶାସନ ପାଇଁ ସମସ୍ତ ଉଦ୍ୟମ କରିବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କହିଛନ୍ତି। ସଚିବାଳୟରେ ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ଅତିରିକ୍ତ ମୁଖ୍ୟ ଶାସନ ସଚିବ,…

ଓଏଏସ୍‌ ସ୍ତରରେ ଅଦଳବଦଳ: ୪୧ ଜଣଙ୍କୁ ବଦଳି

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ସ୍ବତନ୍ତ୍ର ସଚିବ, ଅତିରିକ୍ତ ସଚିବ, ଯୁଗ୍ମ ସଚିବ, ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଏବଂ ଉପଜିଲାପାଳ ସ୍ତରରେ ମୋଟ ୪୧ ଜଣ ଅଫିସରଙ୍କୁ ବଦଳି କରାଯାଇଛି। ଏ ନେଇ…

ଆଜି ୯ ଜିଲାରେ ବର୍ଷା

ଭୁବନେଶ୍ୱର, ୯।୭(ବ୍ୟୁରୋ): ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଝାଡ଼ଖଣ୍ଡ ଉପରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ସୋମବାର ଉତ୍ତର ଓଡ଼ିଶା ଜିଲାଗୁଡ଼ିକରେ ଭଲ ବର୍ଷା ହୋଇଛି। ୧୧ ତାରିଖଠାରୁ ଉପକୂଳ ଓ ଉତ୍ତର ପଶ୍ଚିମ…

ଆଧାର ନ ଥିଲେ ଚାଉଳ ନାହିଁ

ଭୁବନେଶ୍ୱର,୯ା୭(ବ୍ୟୁରୋ): ବ୍ୟକ୍ତିର ସମସ୍ତ ବ୍ୟକ୍ତିଗତ ପଞ୍ଜିକା ଆଧାର କାର୍ଡରେ ଲିପିବଦ୍ଧ ହୋଇ ରହିଛି। ଏହାକୁ କୌଣସି ପରିସ୍ଥିତିରେ କୌଣସି ଜନକଲ୍ୟାଣକାରୀ ଯୋଜନାରେ ଦେବାକୁ ବାଧ୍ୟତାମୂଳକ କରାଯାଇପାରିବ ନାହିଁ। ଏ କଥା ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି। ଏହା ସତ୍ତ୍ୱେ ଆଧାର କାର୍ଡକୁ ପରୋକ୍ଷରେ…

ମଙ୍ଗଳବାରଠାରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ରାସଲୀଳା

ପୁରୀ ଅଫିସ, ୮ା୭: ନବଦିନାତ୍ମକ ଯାତ୍ରାରେ ଆସି ଚତୁର୍ଦ୍ଧାବିଗ୍ରହ ଆଡପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଗହଳି ଲାଗୁଛି ଶରଧାବାଲିରେ। ତେବେ ମଙ୍ଗଳବାରଠାରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଆରମ୍ଭ ହେବ ତିନିଦିଆ ରାସଲୀଳା। ଗୋପୀମାନଙ୍କ ସହିତ ରାସଲୀଳା କରିବେ ମହାପ୍ରଭୁ ଶ୍ରୀଜଗନ୍ନାଥ। ଏ…

ସବୁଜିମା ଫେରିବା ନେଇ ଆଶଙ୍କା: ଚାରା ନେବାକୁ ଆଗ୍ରହ ଦେଖାଉନାହାନ୍ତି ସହରୀ ଲୋକ

ପୁରୀ ଅଫିସ, ୮ା୭: ପୁରୀ ଜିଲାକୁ ଏକପ୍ରକାର ଗଛ ଶୂନ୍ୟ କରିଦେଇଛି ପ୍ରଳୟଙ୍କରୀ ସାମୁଦ୍ରିକ ଝଡ଼ ଫନୀ। ବାତ୍ୟାରେ ଜିଲାରେ ଲକ୍ଷ ଲକ୍ଷ ଗଛ ଭାଙ୍ଗିଯିବାରୁ ସବୁଜିମା ନଷ୍ଟ ହୋଇଛି। ବନ ବିଭାଗ ପୁଣି ସବୁଜିମା ଫେରାଇ ଆଣିବାକୁ ଉଦ୍ୟମ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?