ମେଟ୍ରୋ

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ବସିବ। ଏହି ବୈଠକରେ ଜେଟ ଅଧିବେଶନ ରଣନୀତି ନେଇ ବିସ୍ତୃତ ଆଲୋଚନା ହୋଇପାରେ…

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ ଏଭଳି ନିର୍ଦ୍ଦେଶନାମା ଜଣେ ଯନ୍ତ୍ରୀଙ୍କ ସମ୍ମୁଖରେ ଜାରି କରୁଛନ୍ତି ଇଡ୍‌କୋର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ(ଇଡି)।…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ ଓ ମହିଳା। ମଦପିଇ ଝୁମୁଥିଲେ ପ୍ରେମୀଯୁଗଳ। ଖାରବେଳନଗର ଥାନା ଶ୍ରୀୟା ଟକିଜ୍‌ ଛକ…

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୬ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇଥିବାବେଳେ କିଛି…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ ସମନ୍ୱୟ ଯୋଗୁଁ ନିର୍ଦ୍ଧାରିତ ସମୟ ପୂର୍ବରୁ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିଛି। ପୂର୍ବରୁ…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ ଦୁଇଦିନ ତଳେ ମସ୍ତିଷ୍କାଘାତ ଯୋଗୁ ସେ ଅସୁସ୍ଥ ହୋଇପଡ଼ିଥିବାରୁ ତାଙ୍କୁ ଆଇସିୟୁରେ ରଖି…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ୨୬ଟି ସାଂଗଠନିକ ଜିଲା ପାଇଁ ସଭାନେତ୍ରୀ, କାର୍ଯ୍ୟକାରୀ…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର ପ୍ରଶାସନ ଏବଂ କମିଶନରେଟ ପୋଲିସର ପ୍ରସ୍ତୁତି ଶେଷ ହୋଇଛି। ଭୋର ପ୍ରାୟ ୩ଟାରୁ…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ ଦଳ ଭୂମିକା ଠିକ୍‌ ଭାବେ ତୁଲାଉଛି ନା ନାହିଁ ସେଭଳି ଅନେକ ପ୍ରସଙ୍ଗରେ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ ଏବଂ ଶୃଙ୍ଖଳା, ସଚ୍ଚୋଟତା, ସମ୍ମାନ ଓ ଦାୟିତ୍ୱ ଶିଖାଏ। ଏକ ଭଲ ସ୍କୁଲ…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର ଭଲ ସମ୍ପର୍କ ରହିଛି। ନବୀନଙ୍କୁ ଭେଟିବା ନୂଆ କଥା ନୁହେଁ, ଏକୁଟିଆ ନେତୃତ୍ୱ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ ଦରକାର। ଏସବୁକୁ ସଭାପତି ବିଚାରକୁ ନେଲେ ଭଲ ହେବ ବୋଲି ସେ କହିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri