KIIT University Girl Student’s Death: ପ୍ରଥମେ ତଡ଼ିଦେଲେ, ପରେ ଟଙ୍କା ଦେଇ ସ୍ୱର ଚାପି ଦେବାକୁ ଉଦ୍ୟମ
ଭୁବନେଶ୍ୱର,୧୮।୨: କିଟ୍ ବିଶ୍ବବିଦ୍ୟାଳୟରେ ବି.ଟେକ୍ ଛାତ୍ରୀ ମୃତ୍ୟୁ ଘଟଣାରେ ହଷ୍ଟେଲରେ ଥିବା ସମସ୍ତ ନେପାଳୀ ଛାତ୍ରୀଛାତ୍ରଙ୍କୁ ସୋମବାର ହଷ୍ଟେଲ ଖାଲି କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ପରେ ଜୋରଜବରଦସ୍ତି ସମସ୍ତ ଛାତ୍ରୀଛାତ୍ରଙ୍କୁ କଟକ ରେଳ ଷ୍ଟେଶନକୁ ବିଶ୍ବବିଦ୍ୟାଳୟର ବସ୍ ଯୋଗେ...
ବଜେଟରୁ ଅଧା ଖର୍ଚ୍ଚ କରିପାରିନାହାନ୍ତି ୧୭ ବିଭାଗ, ପଛରେ ପଡିଛନ୍ତି ବିପର୍ଯ୍ୟୟ, କ୍ରୀଡ଼ା
ଭୁବନେଶ୍ୱର,୧୮।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ୨୦୨୫-୨୬ ଆର୍ଥିକବର୍ଷ ପାଇଁ ୨.୯୦ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି, ଯାହାକି ୨୦୨୪-୨୫ ଆର୍ଥିକବର୍ଷର ବଜେଟ ପରିମାଣ ୨.୬୫ ଲକ୍ଷ କୋଟି ଟଙ୍କା ତୁଳନାରେ ୯% ଅଧିକ। ତେବେ ୨୦୨୪-...
ବଜେଟରେ ସୁନେଲି ସ୍ୱପ୍ନ: ବଢ଼ିଲା ମୁଣ୍ଡପିଛା ଋଣବୋଝ
ଭୁବନେଶ୍ୱର,୧୮।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ୨୦୨୫-୨୬ ଆର୍ଥିକବର୍ଷ ପାଇଁ ୨.୯୦ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି, ଯାହାକି ୨୦୨୪-୨୫ ଆର୍ଥିକବର୍ଷର ବଜେଟ ପରିମାଣ ୨.୬୫ ଲକ୍ଷ କୋଟି ଟଙ୍କା ତୁଳନାରେ ୯% ଅଧିକ। ୨୦୨୩-୨୪ରେ ରାଜ୍ୟର...
କାର୍ଯ୍ୟକାରୀ ହେବ ‘ସୁଭଦ୍ରା ପ୍ଲସ୍’: ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮।୨: ରାଜ୍ୟରେ ଭାଜପା ସରକାର କ୍ଷମତାସୀନ ହେବା ପରଠୁ ଓଡ଼ିଶାର ମହିଳାମାନଙ୍କର ଉନ୍ନତୀକରଣ ଓ ସଶକରଣ ଦିରରେ ଗୁରୁତ୍ୱାରୋପ କରି ଆସୁଛନ୍ତି। ଏହି କ୍ରମରେ ରାଜା ସରକାର ମହିଳାମାନଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୧୦ ହଜାର ଟଙ୍କା ଲେଖାଏ ସହାୟତା...
KIIT ବିଶ୍ବବିଦ୍ୟାଳୟର ଲାଇସେନ୍ସ ରଦ୍ଦ ପାଇଁ ଶିଳ୍ପମନ୍ତ୍ରୀଙ୍କୁ ଦାବିପତ୍ର
ଭୁବନେଶ୍ୱର,୧୮।୨: KIIT ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲମସାଲ ମୃତ୍ୟୁ ମାମଲାରେ ସାରା ବିଶ୍ୱରେ ନିନ୍ଦିତ ହୋଇଛି ଓଡିଶା। ଏହି ଘଟଣାରେ ଶିକ୍ଷାନୁଷ୍ଠାନରେ ଅଶାନ୍ତ ବାତାବରଣ ସୃଷ୍ଟି ହେବା ପରେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ଅନୁଷ୍ଠାନକୁ ତୁରନ୍ତ ସାଇନ୍ ଏ ଡାଏ...
ଗ୍ରୀଷ୍ମ ପ୍ରବାହ ପାଇଁ ସକାଳୁଆ ପାଠପଢ଼ା ସହ ପରୀକ୍ଷା କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ଖରା ତାତି ଅସହ୍ୟ ହେଉଥିବାରୁ ଏହା ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ପ୍ରଭାବିତ କରୁଛି। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ସକାଳୁଆ ପାଠପଢ଼ା ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନେଇଛି। ଏନେଇ...
ଆଜିଠାରୁ ଯୁକ୍ତ୨ ପରୀକ୍ଷା
ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମଥର କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ପ୍ରାୟ ଏକା ସମୟରେ ଚାଲିବ। ତେବେ ପ୍ରଥମ ଦିନ ବିଜ୍ଞାନ...
ମୋ ବସ୍ ଦୁର୍ଘଟଣା ମାମଲା : ଝିଅ ପରେ ଚାଲିଗଲା ମା’ଙ୍କ ଜୀବନ
ଭୁବନେଶ୍ୱର,୧୭ା୨(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ତମାଣ୍ଡୋ ଥାନା ଅନ୍ତର୍ଗତ ପାତ୍ରପଡ଼ା ଡିଏନ୍ ରେଗାଲିଆ ନିକଟରେ ଶୁକ୍ରବାର ରାତିର ଘଟିଥିବା ମୋ ବସ୍ ଦୁର୍ଘଟଣାରେ ଆହତ ଆଉ ଜଣଙ୍କ ସୋମବାର ମୃତ୍ୟୁ ଘଟିଛି। ଘଟଣା ଦିନ ଝିଅ ନନ୍ଦିନୀଙ୍କ ମୃତ୍ୟୁ ଘଟିଥିବାବେଳେ ଏବେ...
କିଟ୍ର ୨ ସିକ୍ୟୁରିଟି ଗାର୍ଡ ଅଟକ
ଭୁବନେଶ୍ୱର,୧୭।୨:ଓଡ଼ିଶାର ଭୁବନେଶ୍ୱରସ୍ଥିତ KIIT ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। କ୍ୟାମ୍ପସ ଭିତରେ ଛାତ୍ରଙ୍କୁ ମାଡ଼ ଘଟଣାରେ ୨ ସିକ୍ୟୁରିଟି ଗାର୍ଡ ଅଟକ ଅଛନ୍ତି। ଏବିଭିପି ଛାତ୍ର ସଂଘର ଅଭିଯୋଗ ପରେ ଥାନାରେ ଅଟକ...
କ୍ୟାମ୍ପସ ଛାଡିଥିବା ଛାତ୍ରୀଛାତ୍ରଙ୍କୁ ଫେରିଆସିବାକୁ ଅନୁରୋଧ କଲା KIIT
ଭୁବନେଶ୍ୱର,୧୭।୨: କିଟ୍ କ୍ୟାମ୍ପସରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ପରେ ୫୦୦ରୁ ଅଧିକ ନେପାଳୀ ଛାତ୍ରୀଛାତ୍ରଙ୍କୁ ଘରକୁ ପଠାଇ ଦିଆଯାଇଛି। ଏହା ପରେ KIIT ବିଶ୍ୱବିଦ୍ୟାଳୟ ନେପାଳୀ ଛାତ୍ରମାନଙ୍କୁ କ୍ୟାମ୍ପସକୁ ଫେରିବାକୁ ଅନୁରୋଧ କରିଛି।...
ଖରାକୁ ନେଇ ଉଚ୍ଚ ଶିକ୍ଷା ବିଭାଗର ଚିଠି: ସମସ୍ତ ଡିଗ୍ରୀ କଲେଜ, ବିଶ୍ବବିଦ୍ୟାଳୟ…
ଭୁବନେଶ୍ଶ୍ୱର,୧୭।୨: ତାତି ଆକଳନ କରି ଆଗୁଆ ସତର୍କ କରାଇଲା ଉଚ୍ଚ ଶିକ୍ଷା ବିଭାଗ । ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ବବିଦ୍ୟାଳୟମାନଙ୍କୁ ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି। କିପରି ହିଟୱେଭକୁ ସାମ୍ନା କରିବେ ସେନେଇ ସୂଚନା ଜାରି ହୋଇଛି।...
ଅଙ୍ଗନବାଡ଼ି ପିଲାଙ୍କ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ଭୁବନେଶ୍ୱର,୧୭।୨: ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋଟ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି । ଯାହାକି ଗତ ବର୍ଷ ତୁଳନାରେ ୧୨ ପ୍ରତିଶତ...
Archives


