ମେଟ୍ରୋ

ମାଉଜର ଦେଖାଇ ସ୍କୁଟି ସହ ୧ ଲକ୍ଷ ୮୯ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଖୋର୍ଦ୍ଧା ଅଫିସ/ ବାଲୁଗାଁ,୭।୭ (ଡି.ଏନ୍‌.ଏ.) : ଖୋର୍ଦ୍ଧା ଜିଲା ବାଣପୁର ଥାନା କୁମାରଙ୍ଗ ରୋଡ୍‌ର ବଡ଼ଶଙ୍ଖଠାରେ ରବିବାର ପୂର୍ବାହ୍ନରେ ମାଉଜର ଦେଖାଇ ଦୁର୍ବୃତ୍ତମାନେ ସ୍କୁଟି ସହ ୧ ଲକ୍ଷ ୮୯ ହଜାର ୮୦୮ ଟଙ୍କା ଲୁଟ୍‌ କରିନେଇଛନ୍ତି। ବାଣପୁର ଅଞ୍ଚଳର ଘରୋଇ…

ତାରାଙ୍କୁ ବିଜୟଙ୍କ ଜବାବ : ପାଟକୁରାରେ ହେବ ସ୍ବାଭିମାନର ଲଢ଼େଇ

ଭୁବନେଶ୍ୱର,୭।୭(ବ୍ୟୁରୋ): ପାଟକୁରା ବିଧାନସଭା ନିର୍ବାଚନକୁ ନେଇ ବିଜେଡି-ଭାଜପା ମଧ୍ୟରେ ମ୍ୟାଚ୍‌ ଫିକ୍ସିଂ ହୋଇଛି ବୋଲି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଦେଇଥିବା ମନ୍ତବ୍ୟର ଜବାବ ରଖିଛନ୍ତି ଭାଜପାର ବରିଷ୍ଠ ନେତା ବିଜୟ ମହାପାତ୍ର। ପାଟକୁରାରେ ସ୍ବାଭିମାନର ଲଢ଼େଇ ହେଉଛି ବୋଲି…

ପାଟକୁରା ସ୍ବାଭିମାନର ପ୍ରଶ୍ନ, ଏଠାରେ ଟେବୁଲ ତଳ କାରବାର ଚଳିବ ନାହିଁ: ଦାମ

ଭୁବନେଶ୍ୱର,୭।୭(ବ୍ୟୁରୋ): ଆସନ୍ତା ଜୁଲାଇ ୨୦ରେ ପାଟକୁରା ବିଧାନସଭା ନିର୍ବାଚନ। ଏହା ପୂର୍ବରୁ ରାଜନୈତିକ ବାକ୍‌ ବିତଣ୍ଡା ଆରମ୍ଭ ହୋଇସାରିଛି। କଂଗ୍ରେସ ଭାଜପା ଓ ବିଜେଡିକୁ କଟାକ୍ଷ କରୁଥିବା ବେଳେ ଭାଜପା ନେତାମାନେ ବିଜେଡିକୁ ସମାଲୋଚନା କରିବାକୁ ପଛାଉନାହାନ୍ତି। ଏହି କ୍ରମରେ ଭାଜପାର…

ପାଟକୁରା ନିର୍ବାଚନ; ବିଜେଡି-ଭାଜପା ଫ୍ରେଣ୍ଡଲି ଲଢୁଛନ୍ତି : ତାରା

ଭୁବନେଶ୍ୱର,୭।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନ ତାରିଖ ଘୋଷଣା ପରେ ପୁଣି ଓଡ଼ିଶା ରାଜନୀତି ପାଣିପାଗ ସରଗରମ ହୋଇଉଠିଛି। ଅପରପକ୍ଷେ ରାଜ୍ୟ ସଭା ଆସନ ଲାଗି ବିଜେଡି-ଭାଜପା ବୁଝାମଣା ପରେ ଉଭୟ ଦଳକୁ କଟାକ୍ଷ କରିବାକୁ ପଛାଉ ନାହାନ୍ତି କଂଗ୍ରେସ ନେତା।…

ଲଗାଣ ବର୍ଷା: ସ୍କୁଲରେ ଉପସ୍ଥାନ ଶୂନ

କଟକ ଅଫିସ,୭।୭- ଲଗାଣ ବର୍ଷା ଯୋଗୁ କଟକ ସହର ଜଳାର୍ଣ୍ଣବ ହୋଇଛି। ବିଶେଷକରି ଏହାର ପ୍ରଭାବ ପାଠପଢା ଉପରେ ପଡିଛି। ଶନିବାର ବର୍ଷାଯୋଗୁ ସହରର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲରେ ପିଲାଙ୍କ ଉପସ୍ଥାନ କମ୍‌ ରହିଥିବାବେଳେ କେତେକ ସ୍କୁଲରେ ଉପସ୍ଥାନ…

ସ୍ବଚ୍ଛ ଭାରତ ମିଶନର ଅଳିଆ ରୂପ: ବାହାରକୁ ପାଇଖାନା, ଭିତରେ ଜାଳ ଭାଡି

କଟକ ଅଫିସ, ୭।୭: ଆସନ୍ତା ଅକ୍ଟୋବର ସୁଦ୍ଧା ଓଡ଼ିଶା ବାହ୍ୟ ମଳତ୍ୟାଗ ମୁକ୍ତ ରାଜ୍ୟ ହେବ ବୋଲି ରାଜ୍ୟ ସରକାର କେନ୍ଦ୍ରକୁ ପ୍ରତିଶ୍ରୁତି ଦେଇଛନ୍ତି। ଆସନ୍ତା ୩ମାସ ମଧ୍ୟରେ ଏହି ଲକ୍ଷ୍ୟ ପୂରଣ କରିବା ପାଇଁ ରାଜ୍ୟରେ ୧୦.୫ ଲକ୍ଷ ପାଇଖାନା…

ଲଗାଣ ବର୍ଷାରେ ବେହାଲ କଟକ: ଘରେ ପଶିଲା ପାଣି, ଜନଜୀବନ ଅସ୍ତବ୍ୟସ୍ତ

କଟକ ଅଫିସ,୭।୭: ଗତ ଦୁଇଦିନ ଲଗାଣ ବର୍ଷା ଯୋଗୁ କଟକର ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇଛି। ସହରର ସମସ୍ତ ଗଳିକନ୍ଦି ଓ ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚର ବର୍ଷାଜଳ ଲହଡି ମାରୁଛି। ଏପରି କି କେତେକ ଲୋକଙ୍କ ଘରେ ପାଣି ପଶିଥିବା…

ରାଜଧାନୀରେ ବିପଦସଙ୍କୁଳ ଅବସ୍ଥାରେ ରହୁଛନ୍ତି ପୋଲିସ ଫୋର୍ସ

ଭୁବନେଶ୍ୱର,୭।୭(ବ୍ୟୁରୋ): ଲୋକଙ୍କ ସୁରକ୍ଷା ଓ ଆଇନ ଶୃଙ୍ଖଳା ପାଇଁ ସବୁବେଳେ ସଜାଗ ରହୁଥିବା ପୋଲିସ ଫୋର୍ସ ଆଜି ନିଜେ ଅସୁରକ୍ଷିତ। ସେମାନଙ୍କୁ ମୁଣ୍ଡ ଗୁଞ୍ଜିବା ପାଇଁ ଜାଗା ନ ଥିବାବେଳେ ଖାଇବା ପିଇବା ପାଇଁ ପାଣି ମଧ୍ୟ ଠିକ ଭାବେ ମିଳୁନାହିଁ।…

ନକଲି ସୁନାଗହଣା ପିନ୍ଧି ରେଲଓ୍ବେ ଷ୍ଟେଶନରେ ପଇଁତରା: ଯାତ୍ରୀଙ୍କୁ ଭୁଆଁ ବୁଲାଇ କରୁଥିଲେ ଲୁଟ

ଭୁବନେଶ୍ୱର,୭।୭(ବ୍ୟୁରୋ): ବେଶଭୂଷା, କଥାବାର୍ତ୍ତା ପୂରା କୋଟିପତି ଭଳି। ବେକ, ହାତ ଓ ଆଙ୍ଗୁଠିରେ ଏକାଧିକ ନକଲି ସୁନା ଗହଣାରେ ଭର୍ତ୍ତି। ଷ୍ଟେଶନରେ ପଇଁତରା ମାରି ଯାତ୍ର୍ରୀଙ୍କୁ ଭୁଆଁ ବୁଲାଇ କରୁଥିଲେ ଲୁଟ। ହେଲେ କେହି ତାଙ୍କୁ ସନ୍ଦେହ କରୁ ନ ଥିଲେ।…

ଜେଡି ବାର୍ଷିକ ଡିଜାଇନ୍‌ ପୁରସ୍କାର-୨୦୧୯: ପୋଷାକରେ ସଂସ୍କୃତିର ଫ୍ୟୁଜନ୍‌

ଭୁବନେଶ୍ୱର,୭।୭(ବ୍ୟୁରୋ): ଫ୍ୟାଶନର କୌଣସି ପରିସୀମା ନାହିଁ। ଏହା ସର୍ବଦା ପରିବର୍ତ୍ତନଧର୍ମୀ। ଦେଶ, ରାଷ୍ଟ୍ରର ପ୍ରତିବନ୍ଧକ ନ ମାନି ଏହା ସବୁବେଳେ କିଛି ନୂଆ ରୂପ ଓ ନୂଆ ବାର୍ତ୍ତା ନେଇ ଆମ ନିକଟକୁ ଆସିଥାଏ। କେତେବେଳେ ପାଶ୍ଚାତ୍ୟ ସହ ପାରମ୍ପରିକର ଫ୍ୟୁଜନ୍‌…

ଅର୍ଦ୍ଧାହାରରେ ରହିଲେ ୮ଶହ ହରିଣ ଜାତୀୟ ପ୍ରାଣୀ

ବାରଙ୍ଗ,୭।୭(ଡି.ଏନ୍‌.ଏ.):ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଶନିବାର ତୃଣଭୋଜି ସଫାରିରେ ଥିବା ହରିଣଜାତୀୟ ପ୍ରାଣୀମାନେ ଅର୍ଦ୍ଧାହାରରେ ରହିଥିବାର ଜଣାପଡିଛି। ଆବଶ୍ୟକତାଠାରୁ କମ୍‌ ପରିମାଣର ଦାନା ଷ୍ଟୋରରେ ଥିବା ଯୋଗୁ ଏଭଳି ପରିସ୍ଥିତି ଉପୁଜିଥିଲା। ଫଳରେ ଏନ୍‌କ୍ଲୋଜରରେ ଥିବା ହରିଣଜାତୀୟ ପ୍ରାଣୀମାନେ ଦାନା ପାଇଥିବାବେଳେ ତୃଣଭୋଜି…

ମୁଖ୍ୟମନ୍ତ୍ରୀଙ୍କୁ ସମୀକ୍ଷା ରିପୋର୍ଟ ଦେଲେ ସବୁ ମନ୍ତ୍ରୀ

ଭୁବନେଶ୍ୱର, ୭।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ମାସରେ ସମସ୍ତ ମନ୍ତ୍ରୀଙ୍କୁ ପ୍ରତ୍ୟେକ ମାସ ୭ ତାରିଖ ପୂର୍ବରୁ ନିଜ ବିଭାଗର ସମୀକ୍ଷା ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ନିର୍ଦ୍ଦେଶ ପାଳନ କରିବାକୁ ମନ୍ତ୍ରୀମାନେ ଭୁଲି ନାହାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?