ମେଟ୍ରୋ

ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପ୍ରସଙ୍ଗ : ଓଡ଼ିଶାର ଦାବିକୁ କେନ୍ଦ୍ରର ଅଗ୍ରାହ୍ୟ

ଭୁବନେଶ୍ୱର, ୫।୭(ବ୍ୟୁରୋ) : ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ନେଇ ଶାସକ ବିଜେଡି କରି ଆସୁଥିବା ରାଜନୀତିକୁ ଶକ୍ତ ଆଘାତ ଲାଗିଛି। ଓଡ଼ିଶା କ୍ରମାଗତ ପ୍ରାକୃତିକ ବିପର୍ଯ୍ୟୟର ଶିକାର ହେଉଥିବାରୁ ଏହାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବା…

ଅଗଷ୍ଟ ୮ରୁ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର,୫।୭(ବ୍ୟୁରୋ) : ଆସନ୍ତା ଅଗଷ୍ଟ ୮ ତାରିଖରୁ ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କର ପାଠ ପଢା ଆରମ୍ଭ ହେବ। ଏ ନେଇ ଗୁରୁବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପୁଣି ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ ପ୍ରକାଶିତ ବିଜ୍ଞପ୍ତିରେ…

ଓଲା ଡ୍ରାଇଭରଙ୍କୁ ଆକ୍ରମଣ, କାର, ଅଫିସ ଭଙ୍ଗାରୁଜା ଘଟଣା : ଜେଲଗଲେ ୧୫ ଅଭିଯୁକ୍ତ

ଭୁବନେଶ୍ୱର, ୫।୭(ବ୍ୟୁରୋ) : ପୋଲିସ ଉପସ୍ଥିତିରେ ଓଲା କାର୍ଯ୍ୟାଳୟରେ ଭଙ୍ଗା ରୁଜା, ଓଲା ଡ୍ରାଇଭରଙ୍କୁ ଅଟକାଇ ମାଡ ମାରିବା ସହ ଗାଡି ଭାଙ୍ଗାରୁଜା ଘଟଣାରେ ପୋଲିସ ସଂପୃକ୍ତ ୧୫ଜଣଙ୍କୁ ଗିରଫ କରିଛି। ଶହୀଦନଗର ଥାନା ପୋଲିସ ସେମାନଙ୍କୁ ଗୁରୁବାର କୋର୍ଟଚାଲାଣ କରିଥିବାବେଳେ…

୬ରେ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ

ପୁରୀ ଅଫିସ, ୫।୭: ଆସନ୍ତା ୬ତାରିଖରେ ଗର୍ଭଗୃହ ଯାଞ୍ଚ କରାଯିବ। ଏଥିପାଇଁ ଶୁକ୍ରବାର ଗର୍ଭଗୃହରେ ଭାରା ବନ୍ଧାଯିବ। ଶ୍ରୀଜଗନ୍ନାଥ ମନ୍ଦିର ବୈଷୟିକ କୋର କମିଟି, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ, ଇଞ୍ଜିନିୟର, ପୂର୍ତ୍ତ ବିଭାଗ ଏବଂ ଏଏସ୍‌ଆଇର ବରିଷ୍ଠ ଅଧିକାରୀମାନେ ଗର୍ଭଗୃହ ଅନୁଧ୍ୟାନ…

ରଥଯାତ୍ରା ପାଇଁ ଅର୍କକ୍ଷେତ୍ର ଉତ୍ସବମୁଖର

କୋଣାର୍କ, ୪।୭(ଡି.ଏନ୍‌.ଏ.)-ଅର୍କକ୍ଷେତ୍ର କୋଣାର୍କରେ ଘୋଷଯାତ୍ର ମହାସମାରୋହରେ ପାଳିତ ହୋଇଯାଇଛି। ଜଗନ୍ନାଥ ଟେମ୍ପୁଲ ଟ୍ରଷ୍ଟ ରାଜାରାମ ମଠ ପକ୍ଷରୁ ଆୟୋଜିତ ଘୋଷଯାତ୍ରା ନିମନ୍ତେ ଗୁରୁବାର ପ୍ରତ୍ୟୁଷରୁ ମହାପ୍ରଭୂଙ୍କର ନୀତି ଯଥା ମଙ୍ଗଳ ଆଳତି, ମଇଲମ, ଅବକାଶ, ଖେଚୁଡିଧୂପ, ମନ୍ଦିରହୋମ, ରଥପ୍ରତିଷ୍ଠା ଓ ମନ୍ଦିରଧୂପ…

ପ୍ରାଚୀ ଉପତ୍ୟକାରେ ରଥଯାତ୍ରା

କାକଟପୁର, ୪।୭(ଡି.ଏନ୍‌.ଏ.)-ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ପୁରଠାରୁପଲ୍ଲୀ ଉତ୍ସବମୁଖର ହୋଇପଡ଼ିଛି। ଅସ୍ତରଙ୍ଗ ବ୍ଲକର ବରଡିହି, କଣମଣ, କାକଟପୁର ବ୍ଲକର ଆନନ୍ଦ ବଜାର, ପ୍ରାଚୀ ଉପତ୍ୟକାର ତୁଳସୀପୁର ପ୍ରଭୃତି ଗ୍ରାମରେ ରଥଯାତ୍ରା ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି। ଠାକୁରମାନଙ୍କୁ ରଥାରୁଢ଼ କରି ଗ୍ରାମବାସୀ…

ଶରଧାବାଲିରେ ୩ ରଥ: ରତ୍ନବେଦୀରୁ ଜନ୍ମବେଦୀକୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଯାତ୍ରା

ଭୁବନେଶ୍ୱର, ୪।୭(ବ୍ୟୁରୋ): ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଲା ତିନି ରଥ। ବଳଦେବଙ୍କ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିବା ପରେ ଶେଷରେ ବଡ଼ଠାକୁର ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଶରଧାବାଲିରେ ପହଞ୍ଚିଛି। ଭାବମୟ ପରିବେଶରେ ଘଣ୍ଟ, କାହାଳୀ…

ଗୁଣ୍ଡିଚା ଆଗରେ ୨ ରଥ, ଗଡ଼ିଚାଲିଛି ନନ୍ଦିଘୋଷ

ଭୁବନେଶ୍ୱର, ୪।୭(ବ୍ୟୁରୋ): ନବଦିନାତ୍ମକ ଯାତ୍ରାରେ ଚତୁର୍ଦ୍ଧାମୂର୍ତ୍ତି। ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଇତିମଧ୍ୟରେ ଶ୍ରୀଗୁଣ୍ଡିଚା ମନ୍ଦିର ମଣ୍ଡପ ନିକଟରେ ଲାଗିଯାଇଛି ବଳଦେବଙ୍କ ତାଳଧ୍ୱଜ ରଥ। ପରେ ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ବି ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚି ଯାଇଛି। ପଛରେ ଗହଳି ଲଗାଇ…

ଗଡ଼ିଲା ନନ୍ଦିଘୋଷ, ଗହଳି ଲଗାଇ ଆସୁଛନ୍ତି ‘ସାଆନ୍ତେ’

ପୁରୀ ଅଫିସ,୪।୭: ବଡ଼ ଭାଇ ପ୍ରଭୁ ବଳଭଦ୍ରଙ୍କ ‘ତାଳଧ୍ୱଜ’, ଦେବୀ ସୁଭଦ୍ରାଙ୍କ ‘ଦର୍ପଦଳନ’ ରଥ ଗଡ଼ିବା ପରେ ଗଡ଼ିଛି କାଳିଆ ସାଆନ୍ତଙ୍କ ‘ନନ୍ଦିଘୋଷ। ଘଣ୍ଟ, କାହାଳୀ, ମୃର୍ଦ୍ଦଳର ତାଳେତାଳେ ଭକ୍ତଙ୍କ ଗହଳରେ ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ। ଦୂରରୁ ଦେଖିଲେ ବଡ଼ଦାଣ୍ଡ…

ଆରମ୍ଭ ହେଲା ରଥଟଣା: ଆଗରେ ବଡ଼ ଭାଇ ବଳଭଦ୍ର, ମଝିରେ ଦେବୀ ସୁଭଦ୍ରା; ଗହଳି ଲଗାଇ ଆସିବେ କଳାଠାକୁର

ପୁରୀ ଅଫିସ,୪।୭: ରଥରେ ଚାରମାଳ ଫିଟାଯାଇ ଘୋଡ଼ା ଯୋଚାଯିବା ପରେ ଆରମ୍ଭ ହୋଇଛି ରଥ ଟଣା। ନିର୍ଦ୍ଧାରିତ ସମୟ ପୂର୍ବରୁ ଅର୍ଥାତ ୨ଟା ୧୫ ମିନିଟ୍‌ରୁ ରଥଟଣା ଆରମ୍ଭ ହୋଇଛି। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ ରଥକୁ ଭକ୍ତ ତଥା ଶ୍ରଦ୍ଧାଳୁମାନେ ଉତ୍ସାହର…

ଶେଷ ହେଲା ଛେରାପହଁରା, ଆରମ୍ଭ ହେବ ରଥଟଣା

ପୁରୀ ଅଫିସ,୪।୭: ପ୍ରଥମେ ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତି ରଥରେ ବିଜେ କରିବା ପରେ ଶେଷ ହୋଇଛି ମଦନମୋହନ ବିଜେ ନୀତି। ଏବେ ଗଜପତି ମହାରାଜ ଦିବ୍ୟସିଂହ ଦେବ ରଥରେ ଛେରାପହଁରା ନୀତି ସମ୍ପନ୍ନ କରିଛନ୍ତି। ପ୍ରଥମେ ବଳଭଦ୍ରଙ୍କ ରଥରେ ଛେରାପହଁରା କରିବା…

୨୦ରେ ପାଟକୁରା ନିର୍ବାଚନ: ୨୪ରେ ଭୋଟଗଣତି

ଭୁବନେଶ୍ୱର,୪।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନ ଲାଗି ଗୁରୁବାର ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ଆସନ୍ତା ୨୦ ତାରିଖରେ ଏହି ଆସନ ଲାଗି ଭୋଟ ଗ୍ରହଣ କରାଯିବ। ସେହିଭଳି ଜୁଲାଇ ୨୪ରେ ଭୋଟଗଣତି, ୨୬ ସୁଦ୍ଧା ନିର୍ବାଚନର ସମସ୍ତ ପ୍ରକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?