ମେଟ୍ରୋ

ଶ୍ରୀମନ୍ଦିରର ନୂତନ ୱେବ୍‌ସାଇଟ୍‌ ଉନ୍ମୋଚିତ : ଇଣ୍ଟରନେଟ୍‌ରେ ମହାପ୍ରଭୁଙ୍କ କଥା

ପୁରୀ ଅଫିସ,୩ା୭: ମହାପ୍ରଭୁଙ୍କ ସମ୍ପର୍କରେ ଏଣିକି ଟିକିନିକି କଥା ସହଜରେ ଜାଣି ହେବ। ମାଉସ୍‌ କ୍ଲିକ କରିବା ମାତ୍ରେ ବାହାରିବ ସବୁକିଛି ତଥ୍ୟ। ଏଥିପାଇଁ ମଙ୍ଗଳବାର ଶ୍ରୀମନ୍ଦିରର ନୂତନ ଅଫିସିଆଲ ୱେବ୍‌ସାଇଟ୍‌ www.shreejagannatha.in ଉନ୍ମୋଚିତ ହୋଇଛି। ଶ୍ରୀନହର ପରିସରରେ ଗଜପତି ମହାରାଜା…

ବାଘଛାଲ ର଼୍ୟାକେଟରେ ପୋଲିସ

ଭୁୁବନେଶ୍ୱର, ୩ା୭(ବ୍ୟୁରୋ): ଦେବଗଡ଼ ଜିଲା ବାରକୋଟ ଅଞ୍ଚଳରୁ କଲରାପତରିଆ ବାଘଛାଲ ଜବତ ଘଟଣାରେ ସମ୍ପୃକ୍ତ ର଼୍ୟାକେଟର ପର୍ଦ୍ଦାଫାଶ ହେବାରେ ଲାଗିଛି। ଏହି ର଼୍ୟାକେଟରେ କେତେଜଣ ପୋଲିସ ସମ୍ପୃକ୍ତ ଥିବା କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌ ତଦନ୍ତରୁ ଜାଣିବା ପରେ ପଦକ୍ଷେପ ଆରମ୍ଭ କରିଛି।…

କାଳିନ୍ଦୀଚରଣ ପାଣିଗ୍ରାହୀଙ୍କ ଜୟନ୍ତୀ ସମାରୋହ: ଓଡ଼ିଆରେ ‘ପଠନ ଆନ୍ଦୋଳନ’ ଆଜିର ଆବଶ୍ୟକତା

ଭୁବନେଶ୍ୱର,୩ା୭(ବ୍ୟୁରୋ): ‘ହ୍ୟାରି ପଟର୍‌’ ସିରିଜର ଲେଖିକା ଜେ.କେ. ରାଓଲିଂ ନିଜ ଲେଖା ମାଧ୍ୟମରେ ଯୁବ ପାଠକମାନଙ୍କୁ ଆକୃଷ୍ଟ କରି ସେମାନଙ୍କ ମଧ୍ୟରେ ପୁଣିଥରେ ବହି ପଢିବା ପାଇଁ ଯେପରି ଆଗ୍ରହ ସୃଷ୍ଟି କରିପାରିଛନ୍ତି, ଓଡ଼ିଆ ଭାଷାରେ ମଧ୍ୟ ସେହିପରି ପାଠକ ସୃଷ୍ଟିର…

ଦୁର୍ବିପାକ ସତ୍ତ୍ୱେ କୃଷି ଉତ୍ପାଦନ ବଢିଛି: ମନ୍ତ୍ରୀ

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟ ସରକାର କୃଷି ଓ କୃଷକର ଉନ୍ନତି ପାଇଁ ଦୃଢ ପ୍ରତିବଦ୍ଧ। କୃଷକମାନଙ୍କର କଲ୍ୟାଣ ପାଇଁ ସରକାର ଅନେକ ପଦକ୍ଷେପ ନେଇଛନ୍ତି। ପ୍ରାକୃତିକ ବିପର୍ଯ୍ୟୟ ଆମର ଚିର ସହଚର। ୨୦୦୦-୦୧ରୁ ୨୦୧୮ ମଧ୍ୟରେ ରାଜ୍ୟରେ ୮ଥର ମରୁଡି, ୯ଥର ବନ୍ୟା,…

‘କାଳିଆ’କୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ: ଓଡ଼ିଶା ସରକାରଙ୍କୁ ନୋଟିସ

ନୂଆଦିଲ୍ଲୀ,୩ା୭(ପି.ଟି.) : ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ ‘କାଳିଆ’ ଯୋଜନାକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟ ଓଡ଼ିଶା ସରକାରଙ୍କୁ ନୋଟିସ କରିଛନ୍ତି। ଏହାସହ ନିର୍ବାଚନ ପୂର୍ବରୁ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଲାଗି କାହିଁକି ପ୍ରତ୍ୟକ୍ଷ ନଗଦ ସୁବିଧା ପ୍ରଦାନ ଯୋଜନା ଘୋଷଣା କରାଯାଇଛି…

ତିନିମାସ ସତର୍କ ରହିବାକୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୩ା୭(ବ୍ୟୁରୋ): ବର୍ଷାଋତୁ ଆରମ୍ଭ ହୋଇଯାଇଥିବାରୁ ରାଜ୍ୟରେ ଭେକ୍ଟରବାହିତ ରୋଗ ସଂକ୍ରମଣ ଆଶଙ୍କା ଦେଖାଦେଇଛି। ରୋଗ ସଂକ୍ରମଣ ରୋକିବା ସହ ଆଗାମୀ ଦୁଇତିନି ମାସ ପାଇଁ ସତର୍କ ରହି ପଦକ୍ଷେପ ଗ୍ରହଣ କରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ…

ବଜେଟ ଆଲୋଚନା: ଅର୍ଥ ମନ୍ତ୍ରୀଙ୍କ ଉତ୍ତର: ଗଠନଧର୍ମୀ ମତାମତକୁ ପରୀକ୍ଷାମୂଳକ ଭାବେ କାର୍ଯ୍ୟକାରୀ କରାଯିବ

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟ ସରକାର ବିରୋଧୀ ଦଳର ଗଠନଧର୍ମୀ ପ୍ରସ୍ତାବକୁ ଗ୍ରହଣ କରିବେ। ଉତ୍ତମ ପ୍ରସ୍ତାବକୁ ପରୀକ୍ଷାମୂଳକ ଭାବେ କାର୍ଯ୍ୟକାରୀ କରାଯିବ। ସରକାର ସୀମା ଭିତରେ ରହି ଋଣ କରୁଛନ୍ତି। ଏପରି କି ନିୟମିତ ବ୍ୟବଧାନରେ ପରିଶୋଧ ମଧ୍ୟ କରାଯାଉଛି। ତେଣୁ ରାଜ୍ୟର…

୩ ବିଶ୍ୱବିଦ୍ୟାଳୟକୁ ଉଚ୍ଚଶିକ୍ଷା ବିଭାଗର ନୋଟିସ

ଭୁବନେଶ୍ୱର, ୩ା୭(ବ୍ୟୁରୋ): ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ (ରୁସା) ଅନୁଦାନ ଅର୍ଥକୁ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ତିନିଟି ବିଶ୍ୱବିଦ୍ୟାଳୟକୁ ନୋଟିସ୍‌ ଜାରି କରାଯାଇଛି। ଉତ୍କଳ, ରମାଦେବୀ ଏବଂ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର କୁଳ ସଚିବଙ୍କୁ ଏହି ନୋଟିସ୍‌ ହୋଇଛି। ରୁସା…

ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ପୁରୀ ଅଫିସ, ୩ା୭: ୧୪ଦିନର ଅଣସର ବିଧି ପରେ ମଙ୍ଗଳବାର ନବଯୌବନ ରୂପରେ ଦର୍ଶନ ଦେଇଛନ୍ତି ଦରୁଦିଅଁ। ହଜାର ହଜାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ନବଯୌବନ ରୂପ ଦର୍ଶନ କରି କୃତାର୍ଥ ହୋଇଛନ୍ତି। ଅନୁକୂଳ ପାଗ ଯୋଗୁ ଭକ୍ତଙ୍କ ଭିଡ଼ ହୋଇଥିଲା। ଏହାକୁ…

ସେସୁ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଯାଞ୍ଚ: ଜାତୀୟ ଷ୍ଟକ୍‌ ଏକ୍ସଚେଞ୍ଜରେ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜମା

କଟକ ଅଫିସ, ୩।୭: ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ)ର ପାରାଦୀପ ଡିଭିଜନ ଦାୟିତ୍ୱରେ ଥିବା କନିଷ୍ଠ ପରିଚାଳକ (ଅର୍ଥ) ଧନେଶ୍ୱର ସାହୁଙ୍କ ଘରେ ଭିଜିଲାନ୍ସ ଯାଞ୍ଚ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ସେଲ୍‌ ପକ୍ଷରୁ ସାହୁଙ୍କ…

ଲଘୁଚାପ ଦୁର୍ବଳ: ୬ ଯାଏ ବର୍ଷା ନାହିଁ

ଭୁବନେଶ୍ୱର,୩।୭(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟିହୋଇଥିବା ଲଘୁଚାପ ମଙ୍ଗଳବାର ଓ୍ବେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହା ଝାଡଖଣ୍ଡ ଏବଂ ଓଡିଶାର କିଛି ଅଂଶରେ ରହିଛି। ଆସନ୍ତା ୬ ତାରିଖ ଯାଏ ଆଉ ବର୍ଷା ହେବାର ସମ୍ଭାବନା ନାହିଁ। କାଁ…

ମହାପ୍ରଭୁଙ୍କ ନବଯୌବନ ଦର୍ଶନ: ଅନୁକୂଳ ପାଗ ଯୋଗୁ ଭକ୍ତଙ୍କ ଭିଡ଼, ଭିତରକାଠ ନିକଟରେ ମହିଳାଙ୍କୁ ମାଡ଼ ଅଭିଯୋଗ

ପୁରୀ ଅଫିସ,୨ା୭: ୧୪ଦିନର ଅଣସର ବିଧି ପରେ ମଙ୍ଗଳବାର ନବଯୌବନ ରୂପରେ ଦର୍ଶନ ଦେଇଛନ୍ତି ଦରୁଦିଅଁ। ହଜାର ହଜାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ନବଯୌବନ ରୂପ ଦର୍ଶନ କରି କୃତାର୍ଥ ହୋଇଛନ୍ତି। ଅନୁକୂଳ ପାଗ ଯୋଗୁ ଭକ୍ତଙ୍କ ଭିଡ଼ ହୋଇଥିଲା। ଏହାକୁ ଦୃଷ୍ଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?