ମେଟ୍ରୋ

ଅହଂକାର ରଖନି, ଗ୍ରୁପିଜମ୍‌ କରନାହିଁ: ନଡ୍ଡା

ଭୁବନେଶ୍ୱର (ସୁନିତ୍‌ ମିଶ୍ର)/ପୁରୀ (ଅଜିତ କୁମାର ମହାନ୍ତି), ୧୩ା୪: ପୁରୀ ସ୍ଥିତ ସ୍ବାମୀ ନାରାୟଣ ମୁଖ୍ୟ ମନ୍ଦିର ପରିସରରେ ଆୟୋଜିତ ଭାଜପାର ୨ ଦିନିଆ ପ୍ରଶିକ୍ଷଣ ଶିବିରକୁ ଉଦ୍‌ଘାଟନ କରି ନଡ୍ଡା ଦଳର ବିଧାୟକ, ମନ୍ତ୍ରୀ ଏବଂ ଏମ୍‌ପିମାନଙ୍କୁ ଏକାଧିକ ପଏଣ୍ଟ…

Kalabaisakhi in Odisha: ଆଲର୍ଟ, ଏସବୁ ଜିଲାରେ ଆଜି କାଳବୈଶାଖୀ ବର୍ଷା

ଭୁବନେଶ୍ୱର,୧୩ା୪(ଅନୁରାଧା ମହାରଣା): କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ଜାରି ରହିଛି। ଶନିବାର ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର ସମେତ ରାୟଗଡା, କନ୍ଧମାଳ, ଗଞ୍ଜାମ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା ଜିଲାର କିଛି ଅଞ୍ଚଳରେ…

ଜୟନାରାୟଣଙ୍କ ପୁଣି ବିସ୍ଫୋରକ ବୟାନ: ଗୋଟିଏ ହୁଇସିଲରେ ଭାଙ୍ଗିଯିବ ବିଜେଡି

ଭୁବନେଶ୍ୱର,୧୨।୪: ରାଜ୍ୟରେ ୱକ୍‌ଫ ଝଡ଼ ଥମିବାର ନାଁ ନେଉନାହିଁ। ବିଜେଡିର ଗୋଟିଏ ପରେ ଗୋଟିଏ ନେତା ମୁହଁ ଖୋଲିବା ଆରମ୍ଭ କରି ଦେଇଛନ୍ତି। ଏଭଳି ସ୍ଥିତିରେ ବିଜେଡି ଚର୍ଚ୍ଚାରେ ଏଣ୍ଟ୍ରି ମାରିଛନ୍ତି ଭାଜପାର ବରିଷ୍ଠ ନେତା ଜୟ ନାରାୟଣ ମିଶ୍ର। ଗୋଟିଏ…

Heavy Rainfall: ହଠାତ୍‌ ଅନ୍ଧାର ହୋଇଗଲା ଭୁବନେଶ୍ୱର, ମାଡ଼ି ଆସିଲା ଝଡବର୍ଷା

ଭୁବନେଶ୍ୱର,୧୨।୪: ଅଚାନକ ଅନ୍ଧାର ହୋଇଗଲା ଭୁବନେଶ୍ବର। ଆକାଶରେ ଘୋଟି ଆସିଲା କଳାହାଣ୍ଡିଆ ମେଘ। କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ଗର୍ଜନ କରୁଛି ମେଘ। ତେବେ ବିଜୁଳି ଘଡଘଡି ସହ ୩ ଘଣ୍ଟା ପାଇଁ ଟ୍ବିନ ସିଟିକୁ ବର୍ଷା ଆଲର୍ଟ କରିଛି ପାଣିପାଗ ବିଭାଗ।…

୧୯ରେ ବିଜେଡି ସଭାପତି  ନିର୍ବାଚନ: ୩ ବରିଷ୍ଠ ନେତାଙ୍କ ନାଁକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୧୨।୪: ଆସନ୍ତା ୧୯ରେ ବିଜେଡି ସଭାପତି  ନିର୍ବାଚନ ହେବ ଏଥର ନୂଆ ଢାଞ୍ଚାରେ ସଂଗଠନ ଗଢ଼ିବ ବିଜେଡି । ପୁଣି ନବୀନ ସଭାପତି ନିର୍ବାଚିତ ହେବେ କି ଆଉ କିଏ ଏହାକୁ ନେଇ  ଚର୍ଚ୍ଚା ବଢ଼ୁଛି। ଅନ୍ୟପକ୍ଷେ  ୧୯ ତାରିଖ ପରେ…

ପ୍ରତାପ ଦେବଙ୍କ ଘରେ ବୈଠକକୁ ନେଇ ବଡ଼ ବୟାନ ଦେଲେ ଦେବୀ, କହିଲେ ସଭାପତି ବଛାଯିବ…

ଭୁବନେଶ୍ୱର,୧୨।୪: ବଡ଼ ଖବର। ନିର୍ବାଚନ ଅଧିକାରୀ ତଥା ବିଜେଡି ନେତା ପ୍ରତାପ ଦେବଙ୍କ ଘରେ ବସିଛି ବଡ଼ ବୈଠକ। ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ଦେବୀ ପ୍ରସାଦ ମିଶ୍ର। ଦେବୀ କହିଛନ୍ତି, ଏପ୍ରିଲ ତୃତୀୟ ସପ୍ତାହ ଭିତରେ ସରିବ ସାଂଗଠନିକ ନିର୍ବାଚନ।…

ପ୍ରସନ୍ନଙ୍କୁ କଡ଼ା ଜବାବ ଦେଲେ ଦେବୀ ମିଶ୍ର, କହିଲେ ବାବା ବିଜେଡିରେ ଥିବାବେଳେ ଦଣ୍ଡ ଧରି…

ଭୁବନେଶ୍ୱର,୧୨ା୪: ଭାଜପା ନେତା ପ୍ରସନ୍ନ ପାଟ୍ଟଶାଣୀଙ୍କ ଆକ୍ଷେପର କଡ଼ା ଜବାବ ଦେଇଛନ୍ତି ବିଜେଡି ନେତା ଦେବୀ ମିଶ୍ର। ସେ କହିଛନ୍ତି, ରାଜନୀତିରେ ଆକ୍ଷେପ ପ୍ରତି ଆକ୍ଷେପ ରହିଥାଏ। ବାବା ବିଜେଡିରେ ଥିବାବେଳେ ଦଣ୍ଡଧରି ଦଳର ଦଉଡ଼ିକୁ ସମ୍ଭାଳି ଥିଲେ। ଯୁଆଡ଼େ ଗଲେ…

ତୁଣ୍ଡ ଖୋଲିଲେ ପ୍ରସନ୍ନ ପାଟ୍ଟଶାଣୀ: କହିଲେ ନବୀନ ମିଛ କହୁଛନ୍ତି, ମୋ ବିରୋଧରେ ବି ପାଣ୍ଡିଆନ…

ଭୁବନେଶ୍ୱର,୧୨ା୪: ଦିନ ଥିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଯାହା କହୁଥିଲେ ଏହା ଉପରେ କେହି ପଦାରେ ମଧ୍ୟ ଆଲୋଚନା କରିବାକୁ ସାହସ ଜୁଟାଇପାରୁ ନ ଥିଲେ। ଯଦି ଦଳର କୌଣସି ବିଷୟରେ କେହି ପଚାରୁଥିଲେ ତେବେ…

ଖାଲି ପଡ଼ିଥିବା ୧୧୩୪ ପଞ୍ଚାୟତସ୍ତରର ପଦବୀ ପୂରଣ ହେବ

ଭୁବନେଶ୍ୱର,୧୨ା୪(ସୁନିତ୍‌ ମିଶ୍ର): ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଆରମ୍ଭ କରାଯାଇଛି। ସେଥି ମଧ୍ୟରୁ ୫ଟି ଜିଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି…

୩୦ ଓଏଏସ୍‌ଙ୍କୁ ପଦୋନ୍ନତି

ଭୁବନେଶ୍ୱର,୧୨।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶୁକ୍ରବାର ୩୦ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀ(ଏସ୍‌ଏଜି)ଙ୍କୁ ସ୍ବତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସେଥିମଧ୍ୟରୁ ୨୮ଜଣ ଅଧିକାରୀଙ୍କୁ ନିଜ ସ୍ଥାନରେ ପୁନଃ ଅବସ୍ଥାପିତ କରାଯାଇଥିବା ବେଳେ ଖାଦ୍ୟ ଯୋଗାଣ ଓ…

Heavy Rainfall: ଆଉ ୨୪ଘଣ୍ଟାରେ ପ୍ରବଳ ଝଡବର୍ଷା! ୬ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୧।୪: ଆଉ ୨୪ ଘଣ୍ଟାରେ ହେବ ପ୍ରବଳ ଝଡ଼ ବର୍ଷା। ଏନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଦକ୍ଷିଣ ଓଡ଼ିଶାର ୬ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବାବେଳେ ବାକି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରାଜ୍ୟରେ ପୁଣି ହେବ ଉପନିର୍ବାଚନ!

ଭୁବନେଶ୍ୱର, ୧୧ା୪: ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଆରମ୍ଭ କରାଯାଇଛି। ସେଥି ମଧ୍ୟରୁ ୫ଟି ଜିଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri