ମେଟ୍ରୋ

ଜୁଲାଇ ୪ରେ ରଥଯାତ୍ରା: ଚାଲିଛି ଦୁଆର ବେଢ଼ା କାମ

ପୁରୀ ଅଫିସ, ୩୦ା୬: ଜୁଲାଇ ୪ରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିଲାଗି ଚଳଚଞ୍ଚଳ ରଥଖଳା। ଅକ୍ଷୟତୃତୀୟଠାରୁ ଆରମ୍ଭ ହୋଇଥିବା ରଥକାମ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ମହାରଣା, ଭୋଇ, କମାର, ରୂପକାର ଏବଂ ଚିତ୍ରକର ସେବକମାନେ କାମରେ ବ୍ୟସ୍ତ ରହିଛନ୍ତି। ତିନିରଥର…

ଧଳାବାଘ ସମ୍ରାଟ ହାଡ଼ଜନିତ ରୋଗରେ ଆକ୍ରାନ୍ତ

ବାରଙ୍ଗ,୩୦ା୬(ଡି.ଏନ୍‌.ଏ.): ନନ୍ଦନକାନନର ଅନ୍ୟତମ ଆକର୍ଷଣୀୟ ଧଳାମହାବଳ ବାଘ ସମ୍ରାଟକୁ ଏବେ ଆଉ ଦର୍ଶକ ଦେଖିପାରିବେ ନାହିଁ। ଅସୁସ୍ଥ ଥିବା କାରଣରୁ ତାକୁ କିଛିଦିନ ପାଇଁ ବିଶ୍ରାମ ଦିଆଯିବ। ଏନକ୍ଲୋଜରର ପଛପଟ ବ୍ୟାକକ୍ରଲରେ ତାକୁ ରଖାଯିବାକୁ ନନ୍ଦନକାନନ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି। ସ୍ବାସ୍ଥ୍ୟରେ…

ଜାତୀୟ କ୍ୟାମେରା ଦିବସରେ ସ୍ବତନ୍ତ୍ର ପ୍ରଦର୍ଶନୀ: ବହୁ ବିରଳ କ୍ୟାମେରା ପ୍ରଦର୍ଶିତ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ପୋଲାରଏଡ୍‌ କ୍ୟାମେରାରୁ ଆରମ୍ଭକରି ଷ୍ଟୁଡିଓ ପ୍ଲେଟ୍‌ କ୍ୟାମେରା, ୟାଶିକାରୁ ହାଇମାକ୍ସ ପର୍ଯ୍ୟନ୍ତ। କ୍ୟାମେରା ଉଦ୍ଭାବନ ହେବା ଦିନଠାରୁ ଆଜିପର୍ଯ୍ୟନ୍ତ ଶତାଧିକ ଡିଜାଇନ୍‌ର ପୁରାତନ କ୍ୟାମେରା ଦେଖିବାକୁ ମିଳିଥିଲା ଗୋଟିଏ ସ୍ଥାନରେ। ଜୁନ୍‌ ୨୯ ଜାତୀୟ କ୍ୟାମେରା ଦିବସ ଉପଲକ୍ଷେ ଶନିବାର…

କଟକ ଶିଶୁଭବନରେ ନବଜାତକଙ୍କୁ ଚିକିତ୍ସାରେ ଅବହେଳା: ବାପାଙ୍କ ଫେସ୍‌ବୁକ ପୋଷ୍ଟ ପରେ ସ୍ଥିତି ବଦଳିଲା

କଟକ ଅଫିସ,୩୦ା୬: ପୁଣି ଚର୍ଚ୍ଚାର ପରିସରକୁ ଆସିଛି କଟକ ଶିଶୁଭବନ। ୨ଦିନ ତଳେ ଜନ୍ମ ହୋଇଥିବା ଏକ ନବଜାତ ଶିଶୁପୁତ୍ରଙ୍କ ଚିକିତ୍ସାରେ ଅବହେଳା କରାଯାଉଥିଲା। ଡାକ୍ତର, କର୍ମଚାରୀଙ୍କୁ ଯେତେ ଗୁହାରି କଲେ ମଧ୍ୟ କେହି କିଛି ଶୁଣି ନ ଥିଲେ। ଶେଷରେ…

ଆଉ ଠକିପାରିବେନି ଅଧ୍ୟାପକ: ୭ଘଣ୍ଟା କଲେଜରେ ରହିବେ, ୫ ଘଣ୍ଟା ପାଠ ପଢ଼ାଇବେ; ଉପସ୍ଥାନ ୭୫%ରୁ କମିଲେ ପରୀକ୍ଷା ମନା

ଭୁବନେଶ୍ୱର,୩୦ା୬(ବ୍ୟୁରୋ): କଲେଜରେ ଛାତ୍ରୀଛାତ୍ର ଓ ଅଧ୍ୟାପକମାନଙ୍କ ଭଲ ଉପସ୍ଥାନ ଓ ପାଠପଢ଼ାକୁ ଗୁରୁତ୍ୱ ଦେଇଛି ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜ ଛାତ୍ରୀଛାତ୍ରମାନଙ୍କ ପାଇଁ ଶ୍ରେଣୀରେ ୭୫% ଉପସ୍ଥାନ ବାଧ୍ୟତାମୂଳକ। ନଚେତ୍‌ ପରୀକ୍ଷା ଦେବାରୁ ବଞ୍ଚତ୍ତ ହେବେ। ସେହିପରି ଅଧ୍ୟାପକଙ୍କର ଓ୍ବାର୍କିଂ ଆଓ୍ବାର…

ନାଇଜେରିଆରୁ ମୁକୁଳିଲେ ପଣବନ୍ଦୀ ଥିବା ଓଡ଼ିଆ ନାବିକ ସୁଦୀପ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ନାଇଜେରିଆରେ ପଣବନ୍ଦୀ ଥିବା ୫ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟ ସହଯୋଗରେ ମୁକ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୁଦୀପ ଚୌଧୁରୀ ନାମକ ଜଣେ ଓଡ଼ିଆ ନାବିକ ଅଛନ୍ତି। ସେମାନେ ସୁରକ୍ଷିତଭାବେ ମୁକ୍ତ ହୋଇଥିବାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌.…

ପ୍ରଶାସନିକସ୍ତରରେ ଅଦଳବଦଳ: ବଦଳିଲେ ସୁନ୍ଦରଗଡ଼, ଢେଙ୍କାନାଳ, ସୁବର୍ଣ୍ଣପୁର ଜିଲାପାଳ; ବିବାଦୀୟ ରଶ୍ମିତାଙ୍କୁ ଗୁରୁଦାୟିତ୍ୱ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ରାଜ୍ୟ ସରକାର ଶନିବାର ପ୍ରଶାସନିକସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ୨୦୦୫ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ରାଜେଶ ପ୍ରଭାକର ପାଟିଲଙ୍କୁ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ନୂତନ ଦାୟିତ୍ୱ ଦିଆଯାଇଛି। ରାଜେଶ ପୂର୍ବରୁ ନିଯୁକ୍ତି…

ଓଡ଼ିଆ ଆଇପିଏସ୍‌ ଅଫିସର ତାମିଲନାଡୁ ଡିଜିପି

ଭୁବନେଶ୍ୱର, ୩୦ା୬(ବ୍ୟୁରୋ): ଓଡ଼ିଆ ଆଇପିଏସ୍‌ ଅଫିସର ଜଳଦ କୁମାର ତ୍ରିପାଠୀ ତାମିଲନାଡୁର ନୂତନ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ହୋଇଛନ୍ତି। ତାମିଲନାଡୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଏହି ନିଯୁକ୍ତି ଦେଇଥିବାନେଇ ଔପଚାରିକଭାବେ ଘୋଷଣା କରାଯାଇଛି। ପୂର୍ବରୁ ସେ ଚେନ୍ନାଇର ପୋଲିସ କମିଶନର ଭାବେ କାର୍ଯ୍ୟ…

୫ ଦିନ ପରେ ବାଜିବ ରେଭେନ୍‌ଶା ରେଡ଼ିଓ: କଟକ ଶୁଣୁଥିଲା, ଏବେ ଭୁବନେଶ୍ୱର ଶୁଣିବ

କଟକ ଅଫିସ,୩୦ା୬: ଆଉ ୫ ଦିନ ପରେ ବାଜିବ ରେଭେନ୍‌ଶା ରେଡିଓ। ୪ବର୍ଷ ଧରି ଖତ ହୋଇ ପଡ଼ିବା ପରେ ଏବେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୁନଃକାର୍ଯ୍ୟକ୍ଷମ କରିବାର ସଫଳ ପଦକ୍ଷେପ ଗ୍ରହଣ କରିଛନ୍ତି। କେବଳ କଟକବାସୀ ନୁହେଁ ଏଥର ରେଭେନ୍‌ଶା ରେଡିଓର…

ରଥଯାତ୍ରାକୁ ଆଉ ୪ଦିନ ବାକି: ଅଶାନ୍ତ ହେଲା ପୁରୀ ସହର; ତେଜରାତି ଦୋକାନୀଙ୍କୁ ଗୁଳିମାଡ଼

ପୁରୀ ଅଫିସ,୩୦ା୬: ରଥଯାତ୍ରାକୁ ଆଉ ମାତ୍ର ୪ଦିନ ବାକି ଥିବାବେଳେ ଅଶାନ୍ତ ହୋଇପଡ଼ିିଛି ପୁରୀ ସହର। ଗୋଟିଏ ପଟେ ଭକ୍ତ ଓ ପର୍ଯ୍ୟଟକଙ୍କ ସୁରକ୍ଷା ଉପରେ ପୋଲିସ ଗୁରୁତ୍ୱ ଦେଉଥିବା କହୁଛି। ଅନ୍ୟପଟେ ଶ୍ରୀକ୍ଷେତ୍ରରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିିବାରେ ଲାଗିଛି। ଧୀରେ…

୨୬ ଜିଲାରେ ସ୍ଥିତି ସଙ୍ଗିନ

ଭୁବନେଶ୍ୱର, ୩୦।୬(ବ୍ୟୁରୋ): ରାଜ୍ୟରେ ନିଅଣ୍ଟିଆ ବର୍ଷା ଏବଂ ଚାଷ ଖର୍ଚ୍ଚ ବୃଦ୍ଧିକୁ ନେଇ ମହାସଙ୍କଟରେ ପଡିଛନ୍ତି ଚାଷୀ। ଏପରି କି ଅନେକ ଚାଷୀ ଚାଷ କାର୍ଯ୍ୟରୁ ନିଜକୁ ଦୂରେଇ ନେଲେଣି। ଗୋଟିଏପଟେ ପ୍ରାକୃତିକ ବିପର୍ଯ୍ୟୟ, ଅନ୍ୟପଟେ ଚାଷ କାର୍ଯ୍ୟରେ ହେଉଥିବା ଖର୍ଚ୍ଚ…

ଓଡ଼ିଶାରେ ମଧ୍ୟ ଜଗା-କାଳିଆଙ୍କ ଚିକିତ୍ସା ଖର୍ଚ୍ଚ ଉଠାଇବେ ରାଜ୍ୟ ସରକାର: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୬(ବ୍ୟୁରୋ): ଓଡ଼ିଶା ଫେରିବା ପରେ ଜଗା-କାଳିଆଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏହା କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ଜଗା-କାଳିଆ ଓଡ଼ିଶା ଫେରିବା ନେଇ କଥା ଉଠିବା ପରେ ଶନିବାର ମନ୍ତ୍ରୀ କହିଛନ୍ତି, ସେମାନେ ଆସିଲେ ଭୁବନେଶ୍ୱରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?