ମେଟ୍ରୋ

ରଥ ରଙ୍ଗକାମ ଆରମ୍ଭ

ପୁରୀ ଅଫିସ,୨୫।୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ରଥଖଳାରେ ପ୍ରଥମ ପର୍ଯ୍ୟାୟ ଭୂଇଁ ଖଞ୍ଜା ସରିବା ପରେ ରଥରେ ଛ’କାଠ ଉଠିଥିଲା। ଏବେ ଦ୍ୱିତୀୟ ଭୂଇଁ ଖଞ୍ଜା କାମ ଚାଲିଛି। ସୋମବାର ସୁଦ୍ଧା ତିନିରଥର ୩୬ ନାହାକ କାଠ ଚଉପଟ…

ଇଣ୍ଡିଆ ଇଣ୍ଟରନ୍ୟାଶନାଲ୍‌ ଡ୍ୟାନ୍ସ ଫେଷ୍ଟିଭାଲ ଉଦ୍‌ଯାପିତ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଭଞ୍ଜକଳା ମଣ୍ଡପରେ ଅନୁଷ୍ଠିତ ହେଉଥିବା ଇଣ୍ଡିଆ ଇଣ୍ଟରନ୍ୟାଶନାଲ୍‌ ଡ୍ୟାନ୍ସ ଫେଷ୍ଟିଭାଲ୍‌-୨୦୧୯ (ଆଇଆଇଡିଏଫ୍‌) ସୋମବାର ଉଦ୍‌ଯାପିତ ହୋଇଯାଇଛି। ତିନିଦିନ ଧରି ଚାଲିଥିବା ଏହାର ଉଦ୍‌ଯାପନୀ ଦିବସର ପ୍ରାରମ୍ଭରେ ଫ୍ୟୁଚର ଫେସେସ୍‌ ଟ୍ୟାଲେଣ୍ଟ ଟେଷ୍ଟ ଅନୁଷ୍ଠିତ ହୋଇଥିଲା। ପୁରୀର ସୌମେନ୍ଦ୍ର ପି. ଚମ୍ପତିରାୟ,…

ଖଣ୍ଡଗିରିରୁ ଇନୋଭା ଲୁଟ ଘଟଣା ଯଦୁପୁରରୁ ଗାଡି ଜବତ, ୨ଜଣଙ୍କୁ ଧରିଲା ପୋଲିସ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଗତ ସପ୍ତାହରେ ଖଣ୍ଡଗିରି ଅଞ୍ଚଳରୁ ଲୁଟ୍‌ ହୋଇଥିବା ଏକ ଇନୋଭା ଗାଡ଼ିକୁ ସ୍ପେଶାଲ ସ୍କ୍ବାଡ ପୋଲିସ ଯଦୁପୁରରୁ ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ ୨ ବ୍ୟକ୍ତିଙ୍କୁ ପୋଲିସ କାବୁ କରିଛି। ସେମାନେ ଗାଡ଼ିର ନମ୍ବର ପ୍ଲେଟ୍‌ ବଦଳାଇ ଯଦୁପୁରରେ…

ରାଜଧାନୀ ରାତିରେ ଲୁଟେରାଙ୍କ ରାଜ୍‌: ଶୋଇଯାଉଛି ପୋଲିସ, ମାତୁଛନ୍ତି ଅପରାଧୀ

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଦିନକୁ ଦିନ ଅସୁରକ୍ଷିତ ହୋଇପଡୁଛି ରାଜଧାନୀ ରାତି। ୧୦ଟା ଟପିଲେ ଉତ୍ପାତ ଆରମ୍ଭ କରୁଛନ୍ତି ଅପରାଧୀ। ଜାତୀୟ ରାଜପଥଠାରୁ ଆରମ୍ଭ କରି ସହରର ମୁଖ୍ୟ ରାସ୍ତା ଓ ଗଳିକନ୍ଦିରେ କରୁଛନ୍ତି ରାଜୁତି। ବନ୍ଧୁକ, ଖଣ୍ଡା, ଭୁଜାଲି ବୁଲୁଛି। ଜାତୀୟ…

ନରସିଂହ କଂଗ୍ରେସ ବିଧାୟକ ଦଳ ନେତା

ଭୁବନେଶ୍ୱର, ୨୪।୬(ବ୍ୟୁରୋ): କଂଗ୍ରେସ ନିକଟରେ ଶେଷ ହୋଇଥିବା ନିର୍ବାଚନରେ ମାତ୍ର ୯ଟି ଆସନ ପାଇଁ ତୃତୀୟ ସ୍ଥାନକୁ ଖସିଯାଇଛି। ତେବେ ଦଳ ପକ୍ଷରୁ କାହାରିକୁ ବିଧାୟକ ଦଳ ନେତାଭାବେ ନିଷ୍ପତ୍ତି ହୋଇ ନ ଥିଲା। ୨୫ରେ ବିଧାନସଭାର ବଜେଟ୍‌ ଅଧିବେଶନ ଆରମ୍ଭ…

ଆସନ୍ତା ୧ରୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଗ୍ରୀଷ୍ମ ପ୍ରବାହରେ ଜନସାଧାରଣଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କିଛିଦିନ ହେବ ବନ୍ଦ ରହିଥିଲା। ଏହାସହ ଜିଲାପାଳମାନଙ୍କ ଅଭିଯୋଗ ପ୍ରକୋଷ୍ଠ ମଧ୍ୟ ବନ୍ଦ ରହିଥିଲା। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହଜନିତ ପରିସ୍ଥିତି ଦୂର ହୋଇଯାଇଥିବାରୁ ଜୁଲାଇ ୧ରୁ…

ଫନୀ ପ୍ରଭାବିତ ୫ ଜିଲାର ହିତାଧିକାରୀ ପାଇବେ ଅତିରିକ୍ତ ଭତ୍ତା

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବିତ ଅଞ୍ଚଳ ପାଇଁ ସରକାରଙ୍କ ନୂଆ ଘୋଷଣା। ଫନୀ ଦ୍ୱାରା ବିଶେଷ ପ୍ରଭାବିତ ହୋଇଥିବା ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଏବଂ ଖୋର୍ଦ୍ଧା ଜିଲା ପାଇଁ ହିତାଧିକାରୀଙ୍କୁ ମିଳିବ ଅତିରିକ୍ତ ଭତ୍ତା। ମଧୁବାବୁ ପେନ୍‌ସନ ପାଉଥିବା…

ସରକାରଙ୍କୁ ଘେରିବାକୁ ବିରୋଧୀ ପ୍ରସ୍ତୁତ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ମଙ୍ଗଳବାର ଠାରୁ ଆରମ୍ଭ ହେଉଛି। ଉଭୟ ବିରୋଧୀ ଓ ଶାସକ ପରସ୍ପରକୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛନ୍ତି। ଏଥର କଂଗ୍ରେସକୁ ହଟାଇ ଭାଜପା ମୁଖ୍ୟ ବିରୋଧୀ ଦଳ ଆସନରେ ବସିଛି। ଗତ ବିଧାନସଭା ଅଧିବେଶନଗୁଡିକରେ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ମିଳିଲା ୯କୋଟି ୨୪ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଫନୀ ବାତ୍ୟା ଦୁର୍ଗତଙ୍କ ପୁନରୁଦ୍ଧାର ପାଇଁ ସୋମବାର ଅନେକ ସଂସ୍ଥା ଓ ବ୍ୟକ୍ତିବିଶେଷଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କରାଯାଇଛି। କୋଟାକ୍‌ ମହିନ୍ଦ୍ରା ବ୍ୟାଙ୍କ ପକ୍ଷରୁ ୫ କୋଟି ଟଙ୍କା ଦିଆଯାଇଥିବା ବେଳେ ସେଣ୍ଟ୍ରାଲ ବ୍ୟାଙ୍କ…

ରବି ଧାନ ସଂଗ୍ରହଣ ସମ୍ପର୍କିତ ଉଚ୍ଚସ୍ତରୀୟ ବୈଠକ: ୧୩ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ

ଭୁବନେଶ୍ୱର,୨୫।୬(ବ୍ୟୁରୋ)ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ରବି ଧାନ ସଂଗ୍ରହଣ ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ସୋମବାର ସଚିବାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ୨୦୧୮-୧୯ ରବି ସଂଗ୍ରହଣ ଋତୁରେ ଚାଷୀମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସେମାନେ…

ଚୌଦ୍ୱାର ଜେଲରେ କଏଦୀଙ୍କୁ ହତ୍ୟା

କଟକ ଅଫିସ୍‌/ ଚୌଦ୍ୱାର, (ଡି.ଏନ.ଏ.),୨୫।୬: ଚୌଦ୍ୱାର ଜେଲ ଭିତରେ ସୋମବାର ଜଣେ କଏଦୀଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ କଟକ ବିଡାନାସୀ ଥାନା ଅନ୍ତର୍ଗତ ତୁଳସୀପୁର ମଠସାହିର ଅଞ୍ଚଳର ରମେଶ ପ୍ରଧାନ(୫୫)। ତାଙ୍କ ସହ ଆଜୀବନ ସଜା କାଟୁଥିବା ଜଗତ୍‌ସିଂହପୁର ଜିଲା…

ଦେବଗଡ଼ରୁ ବାଘ ଛାଲ ଜବତ ଘଟଣା: ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା ଏନ୍‌ଟିସିଏ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦେବଗଡ଼ ଜିଲାରୁ ଜବତ ହୋଇଥିବା କଲରାପତରିଆ ବାଘ ଛାଲ ଜବତ ଘଟଣାରେ ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ(ଏନ୍‌ଟିସିଏ) ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଛନ୍ତି। ଏହି ଘଟଣାରେ କ’ଣ ପଦକ୍ଷେପ ନିଆଯାଇଛି, ତା’ର ଏକ ବିସ୍ତୃତ ରିପୋର୍ଟ ଦେବାକୁ ସୋମବାର ଏନ୍‌ଟିସିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?