ମେଟ୍ରୋ

୫ଭାଷାରେ ଅଭିଭାଷଣ ଦେଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର: ୨୪।୬(ବ୍ୟୁରୋ): ପ୍ରଥମ ଥର କେନ୍ଦ୍ରମନ୍ତ୍ରୀ ହୋଇଥିବା ପ୍ରତାପ ଷଡ଼ଙ୍ଗୀ ସୋମବାର ଲୋକ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ରଖିଛନ୍ତି। ସେ ହିନ୍ଦୀ, ଇଂଲିଶ, ସଂସ୍କୃତ, ବଙ୍ଗଳା ଏବଂ ଓଡ଼ିଆ ଭାଷାରେ ସେ ତାଙ୍କର ଅଭିଭାଷଣ ଦେଇଛନ୍ତି। ଷଡ଼ଙ୍ଗୀ…

ସିଏମ୍‌ସି କମିଶନର ଭାବେ ଯୋଗଦେଲେ ଅନନ୍ୟା ଦାସ

କଟକ ଅଫିସ, ୨୪।୬: କଟକ ମହାନଗର ନିଗମ(ସିଏମ୍‌ସି)ର କମିଶନର ଭାବେ ଅନନ୍ୟା ଦାସ ସୋମବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସହରର ଉନ୍ନତିମୂଳକ କାର୍ଯ୍ୟପ୍ରତି ଗୁରୁତ୍ୱ ଦେବେ ବୋଲି ସେ କହିଛନ୍ତି। ସହରବାସୀ ଯେପରି ଜଳବନ୍ଦୀରୁ ମୁକ୍ତି ପାଇପାରିବେ ସେ ଦିଗରେ ପଦକ୍ଷେପ…

ସ୍ନାନବେଦିରେ ବିଶୃଙ୍ଖଳା ଘଟଣା: ୨ ସେବାୟତ ନିଲମ୍ବିତ

ପୁରୀ ଅଫିସ: ୨୪।୬: ସ୍ନାନପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ନାନନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିର ପ୍ରଶାସନର କଟକଣା ସତ୍ତ୍ୱେ ସ୍ନାନବେଦିରେ ବିଶୃଙ୍ଖଳା ହୋଇଥିଲା। ସଂଖ୍ୟାଧିକ ସେବାୟତ ପ୍ରଶାସନର ନୀତିନିୟମ ମାନି ଦାରୁବିଗ୍ରହଙ୍କ ସ୍ନାନନୀତି ଶୃଙ୍ଖଳିତ କରିଥିବା ବେଳେ ଅଳ୍ପ କେତେଜଣ ବ୍ୟବସ୍ଥାବଳୀକୁ ଉଲ୍ଲଂଘନ କରିଛନ୍ତି।…

ମଦ ପିଇ ୧୧ ମହଲା ଝରକାରୁ ଖସିପଡ଼ି ଯୁବକ ମୃତ

ଭୁବନେଶ୍ୱର: ୨୪।୬(ବ୍ୟୁରୋ): ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳରେ ସୋମବାର ସକାଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକ ଜଣଙ୍କ ମଦ ପିଇ ୧୧ ମହଲାରୁ ଖସିପଡ଼ିବାରୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ହେଲେ ଦୟାନିଧି ସାହାଣୀ। ପ୍ରକାଶ ଯେ, ନୟାପଲ୍ଲୀ କ୍ରିଷ୍ଣା…

ରାଜ୍ୟସଭା ନିର୍ବାଚନ: ଆଜି ନାମାଙ୍କନ ଦାଖଲ କରିବେ ଅଶ୍ୱିନୀ, ଅମର, ସସ୍ମିତ

ଭୁବନେଶ୍ୱର: ୨୪।୬(ବ୍ୟୁରୋ): ରାଜ୍ୟସଭା ଉପନିର୍ବାଚନ ପାଇଁ ସୋମବାର ଓଡ଼ିଶାରୁ ୩ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିବେ। ବିଜେଡ଼ି ପକ୍ଷରୁ ପୂର୍ବତନ ଏଜି ଅମର ପଟ୍ଟନାୟକ ଓ ମୁଖପାତ୍ର ସସ୍ମିତ ପାତ୍ର ନାମାଙ୍କନ ଦାଖଲ କରିବାକୁ ଥିବା ବେଳେ ଭାଜପା ପକ୍ଷରୁ…

୨୫ରୁ ଆରମ୍ଭ ହେବ ଷୋଡଶ ବିଧାନସଭା ଅଧିବେଶନ : ସୁରକ୍ଷା ପାଇଁ ତ୍ରିସ୍ତରୀୟ ବ୍ୟବସ୍ଥା

ଭୁବନେଶ୍ୱର, ୨୪ା୬(ବ୍ୟୁରୋ) : ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ପର୍ଯ୍ୟାୟରେ ୨୫ରୁ ଆରମ୍ଭ ହୋଇ ଜୁଲାଇ ୨ ପର୍ଯ୍ୟନ୍ତ ଚାଲିବ। ପୁଣି ଦ୍ୱିତୀୟ ଅଧିବେଶନ ଜୁଲାଇ ୧୨ରୁ ଅଗଷ୍ଟ ୮ ହେବ।…

ସ୍ନାନବେଦୀରେ ବିଶୃଙ୍ଖଳାରୀ ଚିହ୍ନଟ : ନୋଟିସ୍‌ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ ଅଫିସ,୨୪ା୬: ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ନାନନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିର ପ୍ରଶାସନର କଟକଣା ସତ୍ତ୍ୱେ ସ୍ନାନବେଦୀରେ ହୋଇଛି ବିଶୃଙ୍ଖଳା। ସଂଖ୍ୟାଧିକ ସେବାୟତ ପ୍ରଶାସନର ନୀତିନିୟମ ମାନି ଦାରୁବିଗ୍ରହଙ୍କ ସ୍ନାନନୀତି ଶୃଙ୍ଖଳିତ କରିଥିବା ବେଳେ ଅଳ୍ପ କେତେଜଣ ବ୍ୟବସ୍ଥାବଳୀକୁ ଉଲ୍ଲଂଘନ କରିଛନ୍ତି।…

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା : ନ୍ୟାୟ ପାଇଁ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ

ଭୁବନେଶ୍ୱର, ୨୪ା୬(ବ୍ୟୁରୋ) : କେନ୍ଦ୍ରାପଡା ସଦର ଥାନାଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କର ସମ୍ପର୍କୀୟ ଭାଇ ଅପହରଣ କରିନେବା ସହ ବଳାତ୍କାର କରିଥିଲେ। ଏହି ଘଟଣାରେ ପୋଲିସ ଅଭିଯୁକ୍ତକୁ ଗିରଫ କରିଛି। କିନ୍ତୁ ପୀଡିତାଙ୍କୁ ଆବଶ୍ୟକ ନ୍ୟାୟ ପ୍ରଦାନ ପାଇଁ ଜାତୀୟ ମାନବାଧିକାର…

କୋଚିଂ ସେଣ୍ଟର ବିଜ୍ଞାପନରେ ଜାଲିଆତି: ପିଲା, ର଼୍ୟାଙ୍କ୍‌ ନକଲି : ତଦନ୍ତ କରିବେ ସିପି, ଏଡିଜି

ଭୁବନେଶ୍ୱର, ୨୪ା୬(ବ୍ୟୁରୋ) : ରାଜଧାନୀ ସମେତ ଓଡ଼ିଶାର ବିଭିନ୍ନ ସ୍ଥାନରେ ଛତୁ ଫୁଟିଲା ଭଳି କୋଚିଂ ସେଣ୍ଟର ଖୋଲୁଛି। ତେବେ ଅଧିକାଂଶ କୋଚିଂ ସେଣ୍ଟର ଠକୁଥିବା ନେଇ ଗୁରୁତର ଅଭିଯୋଗ ଆସିଛି। କୋଚିଂ ସେଣ୍ଟରଗୁଡିକ ପକ୍ଷରୁ ଦିଆଯାଉଥିବା ବିଜ୍ଞାପନରେ ନକଲି ର଼୍ୟାଙ୍କ୍‌…

ପ୍ରସ୍ତାବିତ ସୁବର୍ଣ୍ଣରେଖା ବନ୍ଦର ସର୍ବେକ୍ଷଣ କାର୍ଯ୍ୟକୁ ବିରୋଧ : ମନ୍ତ୍ରଣାଳୟ, ପରିବେଶ ପ୍ରଦୂଷଣ ବୋର୍ଡର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କଟକ ଅଫିସ,୨୪ା୬ : ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ ଚଉମୁଖଠାରେ ପ୍ରସ୍ତାବିତ ସୁବର୍ଣ୍ଣରେଖା ବନ୍ଦରକୁ ନେଇ ଦୀର୍ଘଦିନରୁ ବିରୋଧ ଜାରି ରହିଆସିଛି। ଓଡ଼ିଶା ସରକାର ୨୦୦୮ ଜାନୁୟାରୀ ୧୧ରେ କ୍ରିଏଟିଭ ପୋର୍ଟ ଡେଭଲପମେଣ୍ଟ କମ୍ପାନୀ ସହିତ ବନ୍ଦର ତିଆରି ପାଇଁ…

ଲୋକ ସଭା ଉପବାଚସ୍ପତି ପଦ ପାଇଁ ୱାଇଏସ୍‌ଆର ସିପି ଅରାଜି : ଶିବସେନା, ବିଜେଡି ଉପରେ ନଜର

ଭୁବନେଶ୍ୱର,୨୪ା୬(ବ୍ୟୁରୋ) : ଆନ୍ଧ୍ରପ୍ରଦେଶରେ କ୍ଷମତାସୀନ ଥିବା ୱାଇଏସ୍‌ଆର କଂଗ୍ରେସ ପାର୍ଟି ଲୋକ ସଭା ଉପବାଚସ୍ପତି ପଦ ଗ୍ରହଣ କରି ନ ପାରେ। ଅବିଭକ୍ତ ଆନ୍ଧ୍ରର ବିଭାଜନ ପରେ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ନେଇ ରାଜନୀତି ହୋଇଆସୁଛି। ହେଲେ ତାହା ଅଦ୍ୟାବଧି…

ବିଜେଡି ବିଧାୟକ ଦଳ ବୈଠକରେ ବଦଳିଲା ସ୍ବର : ତୁଣ୍ଡରେ କେନ୍ଦ୍ର ଅବହେଳାର ଶବ୍ଦ ନାହିଁ

ଭୁବନେଶ୍ୱର,୨୪ା୬(ବ୍ୟୁରୋ) : ସମୟ ବଦଳିବା ସହ ରାଜନୀତିରେ ସ୍ବର ବଦଳିଥାଏ। ବଦଳୁଥିବା ସ୍ବର ନୂଆ ରଣନୀତିର ରୂପ ନିଏ। ସାମ୍ପ୍ରତିକ ପରିସ୍ଥିତିରେ ରାଜ୍ୟ ରାଜନୀତିରେ ସେପରି କିଛି ଘଟିଛି। କେନ୍ଦ୍ର ଅବହେଳାକୁ ନେଇ ଗଳା ଫଟାଇ ଚିତ୍କାର କରୁଥିବା ବିଜେଡି ନରମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?