ମେଟ୍ରୋ

ନବୀନଙ୍କୁ ରୋକଠୋକ ଜବାବ ଦେଲେ ବିଜେଡି ନେତା, ‘ଆମେ କେହି ଚାକିରି କରୁନୁ, ନାଲି ଆଖି ଦେଖାଇ ପାରିବେନି’

ଭୁବନେଶ୍ୱର,୧୧।୪: “ୱାକଫ ବିଲ୍ ଭୋଟ୍ ବିବାଦ ଏବଂ ପରବର୍ତ୍ତୀ ସମୟରେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ବୟାନକୁ ନେଇ ବିଜେଡିରେ ଦେଖାଦେଇଥିବା ଆଭ୍ୟନ୍ତରୀଣ ଅଶାନ୍ତି ବଢିଚାଲିଛି। ଏହାରି ମଧ୍ୟରେ ଆମେ କେହି ଚାକିରି କରୁନୁ କିମ୍ବା କେହି ଆମକୁ ଭୟଭୀତ କରିବାକୁ…

ରାଜସ୍ବ ବିଭାଗର ବଡ଼ ଆକ୍ସନ; ୧୮ ଅଧିକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୧।୪: ରାଜ୍ୟରେ ଦୁର୍ନୀତିଗ୍ରସ୍ଥ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବେ ସରକାର। ଶତାଧିକ ପାର୍ଟ ପ୍ଲଟ୍ ବା ସବ୍‌ ପ୍ଲଟ୍ ପଞ୍ଜୀକୃତ କରାଇଥିବା ଅଧିକାରୀଙ୍କ ଉପରେ ଆକ୍ସନ ନେବା ଲାଗି ସରକାର ପ୍ରସ୍ତୁତି କରୁଛନ୍ତି। ବେଆଇନ୍ ଭାବେ ପଞ୍ଜୀକୃତ କରାଇଥିବାରୁ ବିଭାଗୀୟ କାର୍ଯ୍ୟାନୁଷ୍ଠାନ…

ଶ୍ରେଣୀଗୃହରେ ତାଲା,ବାରଣ୍ଡାରେ ପିଲା

ଭୁବନେଶ୍ବର,୧୧ା୪(ସୁଚିସ୍ମିତା ସାହୁ): କୌଣସି ଉପାନ୍ତ କି ଗ୍ରାମାଞ୍ଚଳ ନୁହେଁ, ଖୋଦ୍‌ ରାଜଧାନୀରେ ବିଦ୍ୟାଳୟର ଦୟନୀୟ ଅବସ୍ଥା ଦେଖିବାକୁ ମିଳିଛି। ଶିକ୍ଷକ ଅଭାବରୁ ବିଦ୍ୟାଳୟରେ ତାଲା ଝୁଲୁଥିବାବେଳେ ପିଲାଙ୍କ ପାଠପଢ଼ା ଗୁରୁତର ବାଧାପ୍ରାପ୍ତ ହୋଇଛି। ମଞ୍ଚେଶ୍ୱରସ୍ଥିତ ରେଲୱେ କଲୋନୀ ସରକାରୀ ପ୍ରାଥମିକ ଓ…

ବିଧାୟକଙ୍କୁ ପାଠ ପଢ଼ାଇବେ ନଡ୍ଡା, ଅଭିଜ୍ଞ ସମ୍ପନ୍ନ ନେତାଙ୍କଠାରୁ ଶିଖିବେ ନବାଗତ

ଭୁବନେଶ୍ୱର,୧୧ା୪: ବିଜେପି କର୍ମଶାଳାରେ ବିଧାୟକଙ୍କୁ ତାଲିମ ଦେବେ ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ଶନିବାରଠାରୁ ଅନୁଷ୍ଠିତ ହେବ ବିଜେପିର ୨ ଦିନିଆ କର୍ମଶାଳାନୂଆ ବିଧାୟକଙ୍କୁ ସରକାର କେମିତି ଚାଲେ ବୁଝାଇବେ। ଏଥିସହିତ…

ଖୁବଶୀଘ୍ର ଶେଷ ହେବ ଭୁବନେଶ୍ୱର ରେଳ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଅକ୍ଟୋବରରେ ଉଦଘାଟନ

ଭୁବନେଶ୍ୱର,୧୧ା୪: ଭୁବନେଶ୍ୱର ରେଳ ଷ୍ଟେସନର ପୁନଃବିକାଶର ପ୍ରଥମ ପର୍ଯ୍ୟାୟ ଅକ୍ଟୋବର ୨୦୨୫ ରେ ସମାପ୍ତ ହେବାର ଯୋଜନା ରହିଛି। ରେଳ ମନ୍ତ୍ରଣାଳୟ ଅନୁଯାୟୀ, ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ଏହାର ନିର୍ଧାରିତ ସମୟସୀମାରେ ପୂରଣ କରିବା ପାଇଁ ଟ୍ରାକରେ ରହିଛି। ପୂର୍ବ ପାର୍ଶ୍ୱରେ,…

ଭୁବନେଶ୍ୱରରେ ଏନକାଉଣ୍ଟର ପରେ ଏନକାଉଣ୍ଟର: କୁଖ୍ୟାତ ବ୍ରାଉନସୁଗାର ବ୍ୟବସାୟୀ ଶେଖ ଜାମସେଦକୁ ଗୁଳି

ଭୁବନେଶ୍ୱର,୧୧।୪: ଗୁରୁବାର ବିଳମ୍ବିତ ରାତିରେ ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳରେ ପୋଲିସ ଏନକାଉଣ୍ଟରରେ ଜଣେ କୁଖ୍ୟାତ ବ୍ରାଉନସୁଗାର ବ୍ୟବସାୟୀ ଶେଖ ଜାମସେଦ ଆହତ ହୋଇଛନ୍ତି। କମିଶନରେଟ ପୋଲିସର ସ୍ୱତନ୍ତ୍ର ଅପରାଧ ୟୁନିଟ୍ ଦ୍ୱାରା ଏହି ଅପରେସନ କରାଯାଇଥିଲା। ସୂତ୍ର ଅନୁଯାୟୀ, ଅଞ୍ଚଳରେ ବେଆଇନ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଉପବାଚସ୍ପତି

ଭୁବନେଶ୍ୱର, ୧୧ା୪(ସୁନିତ୍‌ ମିଶ୍ର): ବର୍ତ୍ତମାନ ସମୟରେ ଓଡ଼ିଶାର ସୁନ୍ଦରଗଡ ଜିଲା ହେମଗିର ବ୍ଲକ ଓ କୋଇଡା ଅଞ୍ଚଳରେ ବ୍ୟାପକ ଭାବେ ଅବୈଧ କୋଇଲା, ଆଇରନ ଏବଂ ମାଙ୍ଗାନିଜ ଖନନ ଚାଲିଛି। ଉପରୋକ୍ତ ଜଙ୍ଗଲ ଅଞ୍ଚଳରେ ଏହି କାର୍ଯ୍ୟକଳାପ ହେଉଥିବାରୁ ପରିବେଶ, ଜନଜୀବନ…

ଏମ୍‌ଓୟୁକୁ ଆଉ ଥରେ କରି ବାହାବା ନେଉଛନ୍ତି: ବିଜେଡି

ଭୁବନେଶ୍ୱର, ୧୧ା୪(ସୁନିତ୍‌ ମିଶ୍ର): ନିକଟରେ ରାଜ୍ୟ ସରକାରଙ୍କ ଦ୍ୱାରା ଦିଲ୍ଲୀରେ ସ୍ବାକ୍ଷର ହୋଇଥିବା ଏମ୍‌ଓୟୁ ମଧ୍ୟରୁ ପାରାଦୀପସ୍ଥିତ ଇଣ୍ଡିଆନ ଅଏଲର ସମ୍ପ୍ରସାରଣ ସହ ସେଠାରେ ଇଣ୍ଟିଗ୍ରେଟେଡ୍‌ ନାପଥା କ୍ରାକର ପ୍ରକଳ୍ପ ସ୍ଥାପନ ପାଇଁ ହୋଇଥିବା ଚୁକ୍ତି ପୂର୍ବ ସରକାରଙ୍କ ସମୟରେ ଅନୁମୋଦିତ…

ବିଜେଡି ମୁଖିଆଙ୍କ ମୁଠା ହୁଗୁଳା: ତାରା

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ବିଜେଡିରେ ସଂପ୍ରତି ଓ୍ବକ୍‌ଫ ବିଲ୍‌କୁ ନେଇ ଯେଉଁ ରାଜନୈତିକ ଆରୋପ ପ୍ରତ୍ୟାରୋପ ଦେଖାଦେଇଛି, ସେଥିରୁ ଦଳର ନେତା ଓ କର୍ମୀଙ୍କ ଅସନ୍ତୋଷ ସ୍ପଷ୍ଟ ବାରି ହୋଇ ପଡ଼ୁଛିି ବୋଲି କଂଗ୍ରେସର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିିନୀପତି କହିଛନ୍ତି।…

‘ପରିବେଶକୁ ଯୁବପିଢ଼ି ଅଧିକ ଗୁରୁତ୍ୱ ଦେବା ଆବଶ୍ୟକ’

ଭୁବନେଶ୍ୱର,୧୧ା୪: ଜଳବାୟୁ ପରିବର୍ତ୍ତନ ଏବେ ସମଗ୍ର ଦେଶ ପାଇଁ ଏକ ଆହ୍ବାନ ସୃଷ୍ଟି କରିଛି। ପରିବେଶର ସୁରକ୍ଷା ପାଇଁ ଅନେକ କ୍ଷେତ୍ରରେ ପଦକ୍ଷେପ ନିଆଯାଉଥିବାବେଳେ, ‘ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ’ ପକ୍ଷରୁ ପରିବେଶକୁ ନେଇ ସଚେତନତା ସୃଷ୍ଟି କରାଯାଉଛି। ଯୁବ ପରିବେଶବିତ୍‌ ଜଳେନ୍ଦ୍ର…

IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୦।୪: ଗୁରୁବାର ଓଡ଼ିଶା ସରକାର ଭାରତୀୟ ପ୍ରଶାସନିକ ସେବା (IAS) କ୍ୟାଡରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ତଦନୁସାରେ, ବର୍ତ୍ତମାନ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆରାଧନା ଦାସଙ୍କୁ ବିଭାଗର ଯୁଗ୍ମ ସଚିବ ଭାବରେ ନିଯୁକ୍ତ କରାଯାଇଛି।ଧରମ ହାଂସଦା ଜଙ୍ଗଲ…

କାଲିଠାରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ନଡ୍ଡା

ଭୁବନେଶ୍ୱର,୧୦।୪: କାଲିଠାରୁ ଅର୍ଥାତ ଏପ୍ରିଲ ୧୧ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଅପରାହ୍ନ ୧ଟାରେ ନଡ୍ଡା ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri