ମେଟ୍ରୋ

ରଥରେ ଦ୍ୱାରପାଳ

ପୁରୀ ଅଫିସ, ୨୧।୬: ମହାପ୍ରଭୁ ଶ୍ରୀଗୁଣ୍ଡିଚା ଯାତ୍ରା କରିବା ପାଇଁ ଇନ୍ଦ୍ରଦ୍ୟୁମ୍ନ ମହାରାଜାଙ୍କୁ ସ୍ବମୁଖରେ ନିର୍ଦ୍ଦେଶ ଦେଇଥିଲେ। ସେହି କାଳରୁ ଶ୍ରୀଗୁଣ୍ଡିଚା ଯାତ୍ରା ବା ରଥଯାତ୍ରା ପାରମ୍ପରିକ ରୀତିରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଆସୁଛି। ଠାକୁରମାନେ ପତିତଉଦ୍ଧାର କରିବା ପାଇଁ ଏହି ଯାତ୍ରା…

ସରିଲା ଶ୍ରୀଅଙ୍ଗ ଫିଟା ନୀତି: ମହାପ୍ରଭୁଙ୍କୁ ଆଜି ଫୁଲୁରୀ ତେଲ ଲାଗି

ପୁରୀ ଅଫିସ, ୨୧।୬: ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ଚତୁର୍ଦ୍ଧାବିଗ୍ରହ। ଅଣସର ଘରେ ଚାଲିଛି ଗୁପ୍ତ ସେବା। ମହାପ୍ରଭୁଙ୍କ ସେବାରେ ଲାଗିଛନ୍ତି ଦଇତାପତି ସେବକ। ଚାଲିଛି ଉପଚାର। ତେବେ ଅଣସର ସମୟରେ ଠାକୁରଙ୍କ…

ମରାମତି ହେଲାନି ରତ୍ନଭଣ୍ଡାର: ମହାପ୍ରଭୁଙ୍କ ରତ୍ନଅଳଙ୍କାରକୁ ଅଣଦେଖା

ପୁରୀ ଅଫିସ, ୨୧।୬: ମହାପ୍ରଭୁଙ୍କ ଦୁର୍ମୁଲ୍ୟ ରତ୍ନଅଳଙ୍କାର ରହିଛି ରତ୍ନଭଣ୍ଡାରରେ। ଶେଷ ଥର ପାଇଁ ୧୯୮୫ ମସିହାରେ ଖୋଲାଯାଇଥିଲା ଭିତର ରତ୍ନଭଣ୍ଡାର। ଦୀର୍ଘବର୍ଷ ହେଲାଣି ରତ୍ନଭଣ୍ଡାର ଗୃହର ସ୍ଥିତି ଯାଞ୍ଚ ହୋଇନାହିଁି। ତେଣୁ ରତ୍ନଭଣ୍ଡାର ଖୋଲାଯାଇ ଗୃହର ସ୍ଥିତି ଯାଞ୍ଚ କରାଯିବ।…

୭ ଫୁଟର କଲରାପତରିଆ ବାଘ ଛାଲ ଜବତ, ୩ ଗିରଫ

ଭୁବନେଶ୍ୱର, ୨୧।୬(ବ୍ୟୁରୋ): କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ଏକ ୭ ଫୁଟ ଲମ୍ବର କଲରାପତରିଆ ବାଘ ଛାଲ ଶୁକ୍ରବାର ଜବତ କରିଛି। ଏଥିରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଦେବଗଡ଼ର ରମଣୀସେନ ବେହେରା, ଯଜ୍ଞଦତ୍ତ ବେହେରା…

ପ୍ରକାଶ ପାଇଲା ଯୁକ୍ତ ୨ କଳା, ବାଣିଜ୍ୟ ପରୀକ୍ଷାଫଳ: କଳାରେ ୬୫.୮୯%, ବାଣିଜ୍ୟରେ ୭୦.୨୬% ପାସ୍‌ ହାର; www.chseodisha.nic.in ରେ ଜାଣନ୍ତୁ ରେଜଲ୍ଟ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ସୂଚନା ଭବନ ପରିସରସ୍ଥ ଗୀତଗୋବିନ୍ଦ ସଦନରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପୁସ୍ତିକା…

ବେକରେ ଓଢ଼ଣୀ ଲଗାଇ ଛାତ୍ରୀଙ୍କ ଆମତ୍ହତ୍ୟା: ବାପା ଆଣିଲେ ହତ୍ୟା ଅଭିଯୋଗ

କଣ୍ଟାପଡା,୨୧।୬(ଡି.ଏନ୍‌.ଏ.): ଓଲଟପୁର ଥାନା ଅନ୍ତର୍ଗତ ଅଡଶପୁରସ୍ଥିତ ଏକ ମହାବିଦ୍ୟାଳୟର ଛାତ୍ରୀନିବାସରେ ଜଣେ +3 ପ୍ରଥମବର୍ଷ ବାଣିଜ୍ୟ ଛାତ୍ରୀ ବେକରେ ଓଢ଼ଣୀ ଲଗାଇ ଶୁକ୍ରବାର ଆମତ୍ହତ୍ୟା କରିଛନ୍ତି। ଖବରପାଇ ଓଲଟପୁର ପୋଲିସ ତାଙ୍କ ମୃତଦେହ ବନ୍ଦ କୋଠରୀରୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ…

ନିଯୁକ୍ତି ପାଇଲେ ୧୦୨ ପ୍ରଶାସନିକ ଅଧିକାରୀ, ମୁଖ୍ୟମନ୍ତ୍ରୀ ଦେଲେ ୫-T ଗୁରୁମନ୍ତ୍ର

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଅନୁଷ୍ଠିତ ଓଡ଼ିଶା ସିଭିଲ୍‌ ସର୍ଭିସ୍‌ ପରୀକ୍ଷା-୨୦୧୭ର କୃତି ପ୍ରତିଯୋଗୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ଶୁକ୍ରବାର ଜୟଦେବ ଭବନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୧୦୨ଜଣଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତି ପତ୍ର ଦେଇଛନ୍ତି। ଏହି…

ବାତ୍ୟା କ୍ଷତିଗ୍ରସ୍ତ ଆକଳନ: ପୁରୀରେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର, ୨୧।୬(ବ୍ୟୁରୋ): ବାତ୍ୟା ଫନୀ କ୍ଷୟକ୍ଷତି ଆକଳନ କରିବା ପାଇଁ ୪ ଜଣିଆ କେନ୍ଦ୍ରୀୟ ଟିମ୍‌ ଶୁକ୍ରବାର ପୁରୀ ଗସ୍ତ କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଅତିରିକ୍ତ ସଚିବ ବିବେକ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ ଏହି ଟିମ୍‌ ପୁରୀ ଜିଲାର ବିଭିନ୍ନ କ୍ଷୟକ୍ଷତି ଅଞ୍ଚଳ…

ଓଡ଼ିଶା ଛୁଇଁଲା ମୌସୁମୀ: ଉପକୂଳ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୧।୬(ବ୍ୟୁରୋ): ଦୀର୍ଘ ପ୍ରତିକ୍ଷା ପରେ ଶୁକ୍ରବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଆସନ୍ତା ୭୨ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ସମଗ୍ର ଓଡ଼ିଶାକୁ ଆଚ୍ଛାଦିନ କରିବ। ତେବେ…

ବାଲୁକାକଳାରେ ‘ବିଶ୍ୱ ଯୋଗ ଦିବସ’

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଅନ୍ତର୍ଜାତୀୟ ଯୋଗ ଦିବସ ଉପଲକ୍ଷେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ସମୁଦ୍ର ବେଳାଭୂମିରେ ନିଜ ଉତ୍କୃଷ୍ଟ ବାଲୁକାକଳା ପ୍ରଦର୍ଶନ କରିଛନ୍ତି। ଏହି ଦିବସର ଆବଶ୍ୟକତାକୁ ମନେ ପକାଇ ସୁଦର୍ଶନ ସୂର୍ଯ୍ୟ ନମସ୍କାର ସମ୍ବନ୍ଧିତ ସମସ୍ତ ଆସନଗୁଡ଼ିକୁ ନିଜ ବାଲୁକାକଳାରେ ସ୍ଥାନ…

୭୭ ବର୍ଷରେ ଯୋଗ: ପାଣିରେ ପଦ୍ମାସନ-ଶବାସନ କରି ଚର୍ଚ୍ଚାରେ ଶିବାଜୀ

କଟକ ଅଫିସ,୨୧।୬: ଶୁକ୍ରବାର ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ କଟକ ଚାନ୍ଦିନିଚୌକ ବ୍ରାହ୍ମଣସାହିର ଜଣେ ବୃଦ୍ଧ ପାଣିରେ ଯୋଗ କରିଛନ୍ତି। ସେ ହେଲେ ଶିବାଜୀ ସିଂହ। ତାଙ୍କୁ ଏବେ ୭୭ବର୍ଷ।…

କଟକରେ ବଢୁଛି କ୍ରେଜ : ପସନ୍ଦରେ ଯୋଗଡ୍ୟାନ୍ସ

କଟକ ଅଫିସ, ୨୧।୬ : ନୀରୋଗ ଜୀବନଯାପନ କରିବାର ମାଧ୍ୟମ ହେଉଛି ଯୋଗ। ଯୋଗ ଦ୍ୱାରା କେବଳ ଶାରୀରିକ ନୁହେଁ ମାନସିକ ଭାବେ ମଧ୍ୟ ଲୋକମାନେ ନୀରୋଗ ହେଉଛନ୍ତି। ଶୁକ୍ରବାର ଅନ୍ତର୍ଜାତୀୟ ଯୋଗ ଦିବସ। ତେବେ କଟକ ସହରରେ ଏବେ ଯୋଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?