ମେଟ୍ରୋ

ନୂଆଗଁ। ରାସ୍ତାରେ ଡ୍ରେନ ନିର୍ମାଣକୁ ବିରୋଧ

ପୁରୁଣା ଭୁବନେଶ୍ୱର,୨୧।୬ (ଡି.ଏନ.ଏ.) : ବର୍ଷ ବର୍ଷ ଧରି ନୂଆଗଁ। ମ୍ୟୁନିସିପାଲିଟି ରାସ୍ତା ବର୍ଷା ଦିନେ ଶୋଚନୀୟ ହୋଇପଡୁଛି। ବିଭାଗୀୟ କର୍ତ୍ତୃପକ୍ଷ ଏଥିରେ ସୁଧାର ଆଣି ପାରି ନ ଥିବାବେଳେ ରାସ୍ତା ଖୋଳି ଏବେ ଡ୍ରେନ ନିର୍ମାଣ କରି ବର୍ଷା ଜଳ…

୪ ହାଇଓ୍ବେ ଲୁଟେରା ଗିରଫ

ଭୁବନେଶ୍ୱର, ୨୧।୬(ବ୍ୟୁରୋ) : ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଟ୍ରକ୍‌ ଡ୍ରାଇଭର ଓ ହେଲପରଙ୍କୁ ମାଡ଼ ମାରି ଟଙ୍କା ଓ ସାମଗ୍ରୀ ଲୁଟପାଟ କରୁଥିବା ୪ ହାଇଓ୍ବେ ଲୁଟେରାଙ୍କୁ ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ କଟକ…

ଖୋଲା ଆକାଶ ତଳେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି

ବାଲିଅନ୍ତା,୨୧।୬(ଡି.ଏନ୍‌.ଏ.) : ବାତ୍ୟା ‘ଫନୀ’ରେ ବାଲିଅନ୍ତାସ୍ଥିତ ମହାତ୍ମା ସେତୁ ସଂଲଗ୍ନ ରାସ୍ତା ପାର୍ଶ୍ୱରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉପରେ ନିର୍ମିତ ସେଡ୍‌ର ଟିଣ ଚଦର ଉଡିଯାଇଛି। ଫଳରେ ଖୋଲା ଆକାଶ ତଳେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ରହିଛି। ବର୍ଷାରେ ପ୍ରତିମୂର୍ତ୍ତି ନଷ୍ଟ…

ଖୁବ୍‌ଶୀଘ୍ର ଭୁବନେଶ୍ୱରରେ ଦ୍ୱିତୀୟ ବିମାନବନ୍ଦର : ଖୋର୍ଦ୍ଧାରୁ ଭୁବନେଶ୍ୱର ମଧ୍ୟରେ ଜମି ଚିହ୍ନଟ

ଭୁବନେଶ୍ୱର,୨୧।୬(ବ୍ୟୁରୋ : ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ଚାହିଦା ଦିନକୁ ଦିନ ବୃଦ୍ଧି ପାଉଛି। ଭୁବନେଶ୍ୱରରୁ ଏବେ ଦୈନିକ ୭୦ରୁ ୮୦ ବିମାନ ଚଳାଚଳ କରୁଛି। ବ୍ୟାଙ୍କକ୍‌ ଓ କୁଆଲାଲମ୍ପୁରକୁ ଦୁଇ ଇଣ୍ଟରନ୍ୟାଶନାଲ ଫ୍ଲାଇଟ୍‌ ଚାଲୁଛି। ଧୀରେ ଧୀରେ ଯାତ୍ରୀ…

୨୩ରେ ଭାଜପାର ବିରୋଧୀ ଦଳ ନେତା ଚୟନ

ଭୁବନେଶ୍ୱର,୨୧।୬(ବ୍ୟୁରୋ) : ବିଧାନସଭାର ବଜେଟ୍‌ ଅଧିବେଶନ ଆସନ୍ତା ୨୫ରୁ ଆରମ୍ଭ ହେବ। ଏହାର ଦିନକ ଆଗରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସର୍ବଦଳୀୟ ବୈଠକ ଡାକିଛନ୍ତି। ତେବେ ସର୍ବଦଳୀୟ ବୈଠକ ପୂର୍ବରୁ ବିରୋଧୀ କଂଗ୍ରେସ ଓ ଭାଜପା ନିଜ ଦଳୀୟ ବିଧାୟକଙ୍କୁ ନେଇ…

ନିଟ୍‌କୁ ନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିଭାବକ

ଭୁବନେଶ୍ୱର,୨୧।୬(ବ୍ୟୁରୋ) : ଜାତୀୟ ଯୋଗ୍ୟତା ଓ ପ୍ରବେଶିକା ପରୀକ୍ଷା (ଏନଟିଏ) ତରଫରୁ ମେଡିକାଲ କଲେଜରେ ନାମଲେଖା ପାଇଁ ଅନୁଷ୍ଠିତ ଜାତୀୟ ଯୋଗ୍ୟତା ଓ ପ୍ରବେଶିକା ପରୀକ୍ଷା (ନିଟ୍‌)-୨୦୧୯ରେ ଓଡିଶାରେ ପରୀକ୍ଷା ଦେଇଥିବା ଛାତ୍ରୀଛାତ୍ରଙ୍କ ପ୍ରତି ଅନ୍ୟାୟ କରାଯାଇଛି। ଫଳରେ ରାଜ୍ୟରେ ପାସ୍‌ହାର…

ରିସର୍ଚ୍ଚ ସେଣ୍ଟର କରିବ ସ୍ୟାକ୍‌ ରୋବଟିକ୍ସ ସ୍କୁଲ

ଭୁବନେଶ୍ୱର, ୨୧।୬(ବ୍ୟୁରୋ) : ସ୍ଥାନୀୟ ସ୍ଟାର୍ଟଅପ୍‌ କମ୍ପାନୀ ସ୍ୟାକ୍‌ ରୋବଟିକ୍ସ ସ୍କୁଲ ରିସର୍ଚ୍ଚ ସେଣ୍ଟର ଆରମ୍ଭ କରିବା ନେଇ ଘୋଷଣା କରିଛି। ସ୍ୟାକ ରୋବଟିକ୍ସ ରୋବଟିକ୍‌ ଶିକ୍ଷା ପ୍ରଦାନ କ୍ଷେତ୍ରରେ କାର୍ଯ୍ୟ କରିବା ସହ ରୋବର୍ଟ ଖେଳନା, ରୋବର୍ଟ ଡିଆଇୱାଇ କିକ୍‌…

ବିଶ୍ୱ ସଙ୍ଗୀତ ଦିବସ : ହକ୍‌ ପାଇପାରୁନି ଓଡ଼ିଶୀ ସଙ୍ଗୀତ, ଶାସ୍ତ୍ରୀୟତାର ସମସ୍ତ ଗୁଣ ଥାଇ ବି ପାଉନି ମାନ୍ୟତା

ଭୁବନେଶ୍ୱର,୨୧।୬ : ଶାସ୍ତ୍ରୀୟତାର ସମସ୍ତ ଗୁଣ ଓ ଉପାଦାନ ଓଡ଼ିଶୀ ସଙ୍ଗୀତ ପାଖରେ ରହିଛି। ଶାସ୍ତ୍ରୀୟ ମାନ୍ୟତା ପାଇଁ ଆବଶ୍ୟକ ମୂଳଗୁଣ ଏହାର ପରମ୍ପରା, ନିର୍ଦ୍ଦିଷ୍ଟ ଶାସ୍ତ୍ର, ନିଜସ୍ବ ରାଗ ଓ ତାଳକୁ ନେଇ ସ୍ବତନ୍ତ୍ର ବ୍ୟାକରଣ ଓଡ଼ିଶୀ ସଙ୍ଗୀତର ରହିଛି।…

ଫନୀ କ୍ଷୟକ୍ଷତି ଆକଳନ: ଓଡ଼ିଶାରେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୨୧।୬ (ବ୍ୟୁରୋ): ବାତ୍ୟା ‘ଫନୀ’ କ୍ଷୟକ୍ଷତି ଆକଳନ କରିବାକୁ ଏକ ୪ ଜଣିଆ କେନ୍ଦ୍ରୀୟ ଟିମ୍‌ ୩ ଦିନିଆ ଓଡିଶା ଗସ୍ତରେ ଆସି ଗୁରୁବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହିି ଟିମ୍‌ ଶୁକ୍ରବାର ପୁରୀ ଜିଲା ଗସ୍ତ କରି କ୍ଷୟକ୍ଷତି ଆକଳନ କରିବେ।…

ଘୁଞ୍ଚିଲା ଯୁକ୍ତ୨ ନାମଲେଖା ଅବଧି

ଭୁବନେଶ୍ୱର,୨୧।୬(ବ୍ୟୁରୋ) : ଯୁକ୍ତ୨ ନାମଲେଖା ଅବଧିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ଅବଧି ୫ ଦିନ ବୃଦ୍ଧି କରାଯାଇଛି। ପୂର୍ବରୁ ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ ଜୁନ୍‌ ୨୦…

ଦିଲ୍ଲୀ ଗସ୍ତରୁ ଫେରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬ (ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦୁଇଦିନିଆ ନୂଆଦିଲ୍ଲୀ ଗସ୍ତରୁ ଫେରିଛନ୍ତି। ଏକ ଦେଶ, ଏକ ନିର୍ବାଚନ ପ୍ରସଙ୍ଗରେ ହୋଇଥିବା ବୈଠକରେ ଯୋଗ ଦେବା ପାଇଁ ନବୀନ ବୁଧବାର ଦିଲ୍ଲୀ ଗସ୍ତ କରିଥିଲେ। କେନ୍ଦ୍ର ସରକାରଙ୍କ ଏହି ପ୍ରସ୍ତାବକୁ…

ମନ୍ତ୍ରୀ ପରିଷଦ ବୈଠକରେ ଅନୁମୋଦନ : କାଳିଆ, ଜଳସେଚନ, ଏସ୍‌ଏଚ୍‌ଜିକୁ ଗୁରୁତ୍ୱ

ଭୁବନେଶ୍ୱର,୨୧।୬(ବ୍ୟୁରୋ) : ଆସନ୍ତା ୨୮ ତାରିଖରେ ବିଧାନସଭାରେ ୨୦୧୯-୨୦ ଆର୍ଥିକବର୍ଷ ଲାଗି ୧ ଲକ୍ଷ ୩୯ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯିବ। ଏ ନେଇ ଚିଠା ବଜେଟ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ଗୁରୁବାର ଅପରାହ୍ନରେ ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?