ମେଟ୍ରୋ

ପଲିଥିନ ବଣ୍ଟନରେ ଅନିୟମିତତା ଅଭିଯୋଗ: ତହସିଲଦାରଙ୍କୁ ନ ପାଇ ବିଡିଓଙ୍କୁ ଘେରିଲେ ଗ୍ରାମବାସୀ

କଣ୍ଟାପଡା,୧୫।୫(ଡି.ଏନ୍‌.ଏ.): ସାମୁଦ୍ରିକ ବାତ୍ୟା ଫନୀରେ କ୍ଷତିଗ୍ରସ୍ତ କଣ୍ଟାପଡା ବ୍ଲକ ଅନ୍ତର୍ଗତ ପାଟସୁନ୍ଦରପୁର ପଞ୍ଚାୟତରେ ବାତ୍ୟା ବିପନ୍ନଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ହୋଇଥିବା ପାଟସୁନ୍ଦରପୁର ଗ୍ରାମବାସୀଙ୍କ ପକ୍ଷରୁ ବୁଧବାର କଣ୍ଟାପଡା ତହସିଲଦାରଙ୍କ ନିକଟରେ ଅଭିଯୋଗ ହୋଇଛି। ତେବେ ଅଭିଯୋଗ କରିବାକୁ ଆସିଥିବା ଗ୍ରାମବାସୀମାନେ…

ଅସରଳା ଗ୍ରାମରେ ୫ ଘରେ ପଶିଲେ ଚୋର: ୬ ଲକ୍ଷ ଟଙ୍କା ସହ ନେଇଗଲେ ସୁନା, ରୁପା, ପିତଳ, କଂସା ବାସନ

ବୋଲଗଡ଼,୧୪।୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ଅସରଳା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ବଡ଼ଧରଣର ଚୋରି ହୋଇଛି। ଚୋରମାନେ ଗ୍ରାମର ୫ ଜଣଙ୍କ ଘରେ ପଶିଥିବା ଜଣାପଡ଼ିଛି। ତେବେ ଗ୍ରାମର ଶ୍ରୀନିବାସ ସ୍ବାଇଁ ଏବଂ ତାଙ୍କ ଭାଇଙ୍କ ଘରୁ ପ୍ରାୟ…

ପ୍ରତିଶ୍ରୁତି ଦେଇଥିବା ଅଧିକାରୀଙ୍କୁ ପାଇଲେନି: ଲୋକେକାର୍ଯ୍ୟ ବନ୍ଦକରି ବିଦ୍ୟୁତ୍‌ ଅଫିସ ଘେରିଲେ

ଭୁବନେଶ୍ୱର, ୧୪ା୫(ବ୍ୟୁରୋ)- ତାରିଖ ପରେ ତାରିଖ ଘୁଞ୍ଚୁଛି। ହେଲେ ମିଳିପାରୁନି ବିଦ୍ୟୁତ୍‌ ସେବା। ବାତ୍ୟା ପରଠାରୁ ବିନା ବିଦ୍ୟୁତ୍‌ରେ ଛଟପଟ ହେଉଥିବା ବିପନ୍ନମାନେ ଧୈର୍ଯ୍ୟହରାଇ ଆନ୍ଦୋଳନାତ୍ମକ ପନ୍ଥାକୁ ଆପଣାଉଛନ୍ତି। ପ୍ରତିଶ୍ରୁତି ଦେଇ ଅଧିକାରୀମାନେ ଲୁଚି ରହୁଥିବାବେଳେ କାର୍ଯ୍ୟରତ କର୍ମଚାରୀ ଓ ଶ୍ରମିକମାନେ…

ନିଶାରେ ଭାସିଥିଲା ନିର୍ବାଚନ

କଟକ ଅଫିସ, ୧୩।୫:  ନିଶାରେ ଭାସିଥିଲା ଓଡ଼ିଶାର ସଦ୍ୟ ସମାପ୍ତ ସାଧାରଣ ନିର୍ବାଚନ। ଭଦ୍ରକରେ ନିର୍ବାଚନ ସମୟରେ ବିଷାକ୍ତ ମଦ ପିଇ ୧୦ ଜଣ ପ୍ରାଣ ହରାଇଥିଲେ। କିନ୍ତୁ ନିର୍ବାଚନ ପରବର୍ତ୍ତୀ ସମୟରେ ଫନୀ ବିଭୀଷିକା ଏହି ବୃହତ୍‌ ଘଟଣାକୁ ଚାପି…

୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ: ବଜ୍ରପାତରେ ୨ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,(ବ୍ୟୁରୋ)/କୁନ୍ଦୁରା,୧୩।୫(ଡି.ଏନ୍‌.ଏ.)-ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ହନ୍ତସନ୍ତ କରିଦେଲାଣି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଏହିଭଳି ତାତି ଅନୁଭୂତ ହେବ। ଏହି ସମୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବା ସମ୍ଭାବନା ରହିଛି…

ପୁରୀ ଜିଲାରେ ବାତ୍ୟା ପରବର୍ତ୍ତୀ ସ୍ଥିତି ପରଖିବେ ସ୍ବାସ୍ଥ୍ୟ ସଚିବ : ବାତ୍ୟା କ୍ଷତିଗ୍ରସ୍ତ ପୁରୀ, ଖୋର୍ଦ୍ଧା ଜିଲାରେ କାର୍ଯ୍ୟ କରିବେ ୨୦ ଡାକ୍ତର

ଭୁବନେଶ୍ୱର,୧୩।୫(ବ୍ୟୁରୋ)- ବାତ୍ୟା ପରବର୍ତ୍ତୀ ସ୍ବାସ୍ଥ୍ୟସେବା ତଦାରଖ ଲାଗି ବିଭାଗୀୟ ଶାସନ ସଚିବଙ୍କ ସହ ଅନ୍ୟ ଆଇଏଏସ୍‌ ଓ ଓଏଏସ୍‌ ଅଧିକାରୀମାନେ ସୋମବାର ପୁରୀ ଜିଲାର ବିଭିନ୍ନ ବ୍ଲକ ଗସ୍ତ କରିବେ। ବାତ୍ୟାରେ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିବା କୃଷ୍ଣପ୍ରସାଦ ବ୍ଲକକୁ ସ୍ବାସ୍ଥ୍ୟ ବିଭାଗ…

ଚାଲିଲା ୧୮ ଏକ୍ସପ୍ରେସ୍‌ ଟ୍ରେନ୍‌ : ପୁରୀରୁ ସମସ୍ତ ଏକ୍ସପ୍ରେସ୍‌ ଟ୍ରେନ୍‌ ସେବା ଆରମ୍ଭ

ଭୁବନେଶ୍ୱର,୧୩।୫(ବ୍ୟୁରୋ)-ବାତ୍ୟା ପାଇଁ ବାତିଲ ହୋଇଥିବା ସମସ୍ତ ଏକ୍ସପ୍ରେସ୍‌ ଟ୍ରେନ୍‌ ପୁଣିଥରେ ଚଳାଚଳ ଆରମ୍ଭ କରିଛି। ରବିବାରଠାରୁ ଦେଶର ବିଭିନ୍ନ ପ୍ରାନ୍ତକୁ ମୋଟ ୧୮ ଏକ୍ସପ୍ରେସ୍‌ ଟ୍ରେନ୍‌ ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ଚଳାଚଳ ଆରମ୍ଭ କରିଛି। ଏହାମଧ୍ୟରୁ କେବଳ ପୁରୀରୁ ୧୫…

ଚିଲିକାରେ ୪ ନୂଆ ମୁହାଣ : ବଢ଼ିଛି ଲବଣ ମାତ୍ରା

ଭୁବନେଶ୍ୱର,୧୩।୫(ବ୍ୟୁରୋ)- ବାତ୍ୟା ‘ଫନୀ’ ପ୍ରଭାବରେ ଚିଲିକାରେ ୪ ନୂଆ ମୁହାଣ ସୃଷ୍ଟି ହୋଇଛି। ପୂର୍ବରୁ ଥିବା ଦୁଇଟି ମୁହାଣ ମଝିରେ ଆଉ ତିନୋଟି ଏବଂ ଉତ୍ତରପଟକୁ ଆଉ ଗୋଟିଏ ମୁହାଣ ଖୋଲିଛି। ନୂଆ ମୁହାଣ ଖୋଲିବା ଦ୍ୱାରା ଚିଲିକାରେ ଲବଣର ମାତ୍ରା…

ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ରେ ମଦର୍ସ ଡେ’

ଭୁବନେଶ୍ୱର,୧୩।୫(ବ୍ୟୁରୋ)- ମଦର୍ସ ଡେ’ ତଥା ମାତୃ ଦିବସ ଉପଲକ୍ଷେ ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ ମଲ୍‌ ଏବଂ ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ୍‌’ର ମିଳିତ ସହଯୋଗରେ ରବିବାର ରସୁଲଗଡ଼ସ୍ଥିତ ମଲ୍‌ ପରିସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମା’ମାନଙ୍କୁ ସ୍ବତନ୍ତ୍ର ଅନୁଭୂତି…

ବାତ୍ୟାରେ କ୍ଷତିଗ୍ରସ୍ତ ପୋଲିସ ବାରାକ୍‌ : ଚିନ୍ତାରେ କର୍ମଚାରୀ

କଟକରୋଡ୍‌,୧୨ା୫(ଡି.ଏନ୍‌.ଏ.) : ଫନୀ ବାତ୍ୟାରେ ବ୍ୟାପକ କ୍ଷତି ହୋଇଛି ରାଜଧାନୀରେ। ବିଭିନ୍ନ ଅଞ୍ଚଳର ବାସଗୃହ ଭାଙ୍ଗିବା ସହ ପାଣି ଓ ବିଦ୍ୟୁତ ସମସ୍ୟାରେ ଲୋକେ ଅତିଷ୍ଠ ହୋଇ ପଡୁଛନ୍ତି। ଯଦିଓ ଏଥିରେ କିଛି ସୁଧାର ଆସିଛି ତଥାପି ପୂରାମାତ୍ରାରେ ସମସ୍ୟା ଦୂର…

ସଡ଼କ ଦୁର୍ଘଟଣାରେ ହାସ୍ୟ ଅଭିନେତା ସଲୀଲ ମିତ୍ର ଗୁରୁତର

ଭୁବନେଶ୍ୱର,୧୨।୫(ବ୍ୟୁରୋ): ହାସ୍ୟ ଅଭିନେତା ସଲୀଲ ମିତ୍ର ରବିବାର ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଛନ୍ତି। ସଲୀଲଙ୍କ ଗୋଡ ଭାଙ୍ଗି ଯାଇଥିବା ସୂଚନା ମିଳିଛି। କେନ୍ଦୁଝର ଜିିଲା ଘଟଗାଁ କଲେଜ ଛକ ନିକଟରେ ତାଙ୍କ କାର ଦୁର୍ଘଟଣାଗ୍ରସ୍ଥ ହୋଇଥିବା ଜଣାପଡିଛି। ତାଙ୍କୁ…

ଆନ୍ଧ୍ରରୁ ଉଦ୍ଧାର ହେଲେ ୧୭ ଓଡ଼ିଆ ଯୁବତୀ, ନାବାଳିକା

ଭୁବନେଶ୍ୱର, ୧ା୫ (ବ୍ୟୁରୋ)- ଓଡିଶାରୁ ମୁମ୍ବାଇ ଚାଲାଣବେଳେ ୧୭ଜଣ ନାବାଳିକା, ଯୁବତୀ ଓ ମହିଳାଙ୍କୁ ଆନ୍ଧ୍ରପ୍ରଦେଶ ପୋଲିସ ଏବଂ ଚାଇଲ୍ଡ ଲାଇନ  ଉଦ୍ଧାର କରିଛି। ପ୍ରାଥମିକ ତଦନ୍ତ ପରେ ମଙ୍ଗଳବାର ସେମାନଙ୍କୁ ଆନ୍ଧ୍ରପ୍ରଦେଶ ପୋଲିସ ଭୁବନେଶ୍ୱରସ୍ଥିତ ରାଜ୍ୟ ମହିଳା କମିଶନଙ୍କୁ ହସ୍ତାନ୍ତର କରିଛି। ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri