ମେଟ୍ରୋ

ସିଂହଦ୍ୱାରରେ ସ୍ଥାପନ ହେଲା ଜୟ, ବିଜୟ ମୂର୍ତ୍ତି

ପୁରୀ ଅଫିସ, ୧୭।୬: ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ସୋମବାର ଶ୍ରୀମନ୍ଦିର ସିଂହଦ୍ୱାରରେ ଦ୍ୱାରପାଳ ଜୟ ଓ ବିଜୟଙ୍କ ନବନିର୍ମିତ ମୂର୍ତ୍ତି ସ୍ଥାପନ କରାଯାଇଛି। ମେ’ ୩ ତାରିଖରେ ବାତ୍ୟା ‘ଫନୀ’ରେ ସିଂହଦ୍ୱାରରେ ଥିବା ଉକ୍ତ ମୂର୍ତ୍ତି ଭାଙ୍ଗିଯାଇଥିଲା। ରବିବାର ଭୂର୍ତ୍ତି…

ସଂସ୍କୃତରେ ଶପଥ ନେଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହୋଇଛି ସପ୍ତଦଶ ଲୋକସଭାର ପ୍ରଥମ ଅଧିବେଶନ। ନୂଆ ସଦସ୍ୟଙ୍କୁ ଶପଥ ପାଠ କରାଉଛନ୍ତି ଅନ୍ତରୀଣ ବାଚସ୍ପତି ବୀରେନ୍ଦ୍ର କୁମାର। ପ୍ରଥମେ ଶପଥ ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପରେ ସଂସ୍କୃତ ଭାଷାରେ ଶପଥ ନେଇଛନ୍ତି ଏମ୍‌ପି…

ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୩ ସାଇବର ଥାନା

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୩ଟି ସାଇବର ଥାନା। ଭୁବନେଶ୍ୱର, ବାଲେଶ୍ୱର ଏବଂ ଜୟପୁରରେ ଏହି ସାଇବର ଥାନା ପ୍ରତିଷ୍ଠା କରାଯିବ। ନୂଆ ସାଇବର ଥାନା ସମ୍ପର୍କରେ ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମା ସୂଚନା ଦେଇଛନ୍ତି। ସେ କହିଛନ୍ତି…

ସିଂହଦ୍ୱାରରେ ଲାଗିଲା ଜୟ ବିଜୟ ମୂର୍ତ୍ତିି

ପୁରୀ ଅଫିସ,୧୭ା୬: ସିଂହଦ୍ୱାର ପ୍ରବେଶ ପଥରେ ଲାଗିଲା ଜୟ ବିଜୟ ମୂର୍ତ୍ତି। ବାତ୍ୟାରେ ଜୟ ବିଜୟ ମୂର୍ତ୍ତି ଭାଙ୍ଗି ଯାଇଥିଲା। ଏହା ପରେ ମୂର୍ତ୍ତି ସ୍ଥାପନ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ସ୍ନାନଯାତ୍ରା ପୂର୍ବରୁ ଅର୍ଥାତ୍‌ ଜୁନ୍‌ ୧୬ରେ ଏସଏସଆଇ ନୂଆ…

ରଜ ରେକର୍ଡ: ୭ଲକ୍ଷ ଟପିଲା ପିଠା ବିକ୍ରି

ଭୁବନେଶ୍ୱର,୧୭ା୬(ବ୍ୟୁରୋ) : ପୁଣିଥରେ ରଜ ପିଠାକୁ ନେଇ ଚର୍ଚ୍ଚାକୁ ଆସିଛି ପାନ୍ଥନିବାସ। ମାତ୍ର ୪ଦିନ ମଧ୍ୟରେ ୭ ଲକ୍ଷରୁ ଅଧିକ ଟଙ୍କାର ପିଠା ବିକ୍ରି କରିବାର ରେକର୍ଡ କରିଛି ଓଟିଡିସି ଦ୍ୱାରା ପରିଚାଳିତ ପାନ୍ଥନିବାସ। ବିଶେଷକରି ପ୍ରତିଥର ଭଳି ଏଥର ମଧ୍ୟ…

ବସ୍ତି ମହିଳାଙ୍କ ରଜ ମହୋତ୍ସବ : ବଛାହେଲେ ୩ ରଜ କୁଇନ୍‌

ଭୁବନେଶ୍ୱର,୧୭ା୬(ବ୍ୟୁରୋ) : ସ୍ବେଚ୍ଛାସେବୀ ଅନୁଷ୍ଠାନ ସୋସାଇଟି ଫର୍‌ ନେଚର, ଏଜୁକେଶନ ଆଣ୍ଡ ହେଲଥ୍‌(ସ୍ନେହ) ଆନୁକୂଲ୍ୟରେ ସ୍ଥାନୀୟ ସାଲିଆସାହି ବସ୍ତିର ମହିଳା ଏବଂ ଶିଶୁଙ୍କୁ ନେଇ ରଜ ମହୋତ୍ସବ ଆୟୋଜିତ ହୋଇଯାଇଛି। ସାଲିଆସାହିର ବିଭିନ୍ନ ବସ୍ତିରେ ରହୁଥିବା ମହିଳାଙ୍କ ପାଇଁ ରଜ ପୂର୍ବରୁ…

ବିଜେଡି ଛାତ୍ର, ଯୁବ, ମହିଳା ସଙ୍ଗଠନର ପୁନର୍ଗଠନ

ଭୁବନେଶ୍ୱର,୧୭ା୬(ବ୍ୟୁରୋ) : ସାଧାରଣ ନିର୍ବାଚନ ପରେ ବିଜେଡି ଛାତ୍ର, ଯୁବ ଏବଂ ମହିଳା ସଙ୍ଗଠନର ପୁନର୍ଗଠନ ନେଇ ଆଲୋଚନା ଜୋର ଧରିଛି। ୨୦୧୭ ପଞ୍ଚାୟତ ନିର୍ବାଚନ ବିପର୍ଯ୍ୟୟ ପରେ ଛାତ୍ର ଓ ଯୁବ ସଙ୍ଗଠନର ଆମୂଳଚୂଳ ପରିବର୍ତ୍ତନ ହୋଇଥିଲା। ହେଲେ ସାଙ୍ଗଠନିକ…

ରଥଖଳାରୁ : ଆଜି ଉଠିବ ୪ ନାହାକା

ପୁରୀ ଅଫିସ, ୧୭ା୬ : ଅକ୍ଷୟ ତୃତୀୟାଠାରୁ ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ତିନି ମୁଖ୍ୟ ବିଶ୍ୱକର୍ମାଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଚାଲିଛି ରଥକାମ। ଗତକାଲି ତିନି ରଥର ତଳେ ଖଞ୍ଜାଯାଇଥିବା ଦଣ୍ଡା ନମ୍ବର କରାଯାଇ ଅଖ ଉପରେ ଉଠିଥିଲା। ପରେ…

ବଳାତ୍କାର, ବ୍ଲାକମେଲିଂ ଘଟଣା : ଅଭିଯୁକ୍ତଙ୍କ ବିରୋଧରେ ପ୍ରମାଣ ନ ଥିବା ରିପୋର୍ଟ ଦେଲେ ଡିସିପି

ଭୁବନେଶ୍ୱର, ୧୭ା୬(ବ୍ୟୁରୋ) : ଖଣ୍ଡଗିରି ଥାନା ଅଞ୍ଚଳରେ ପୁରୀର ଜଣେ ମହିଳାଙ୍କୁ ନିଶା ଦେଇ ବଳାତ୍କାର କରାଯିବା ସହ ସେହି ସମୟର ଦୃଶ୍ୟକୁ ଭିଡିଓ ଉତ୍ତୋଳନ କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ଖଣ୍ଡଗିରି ଥାନାରେ ମାମଲା ରୁଜୁ ହୋଇଥିଲା। ହେଲେ…

୨୪ ଘଣ୍ଟା ବନ୍ଦ ରହିବ ଏସ୍‌ସିବି ଆଉଟଡୋର

କଟକ ଅଫିସ, ୧୭ା୬ : ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମ୍‌ଏ)ର ଆହ୍ବାନକ୍ରମେ ରାଜ୍ୟରେ ଚିକିତ୍ସା ସେବା ୨୪ ଘଣ୍ଟିଆ ବନ୍ଦ ରହିବ । ଏହି ପରିପ୍ରେକ୍ଷୀରେ ଏସ୍‌ସିବି ମେଡିକାଲର ଆଉଟଡୋର ସୋମବାର ସକାଳ ୬ଟାରୁ ମଙ୍ଗଳବାର ସକାଳ ୬ଟା ପର୍ଯ୍ୟନ୍ତ ବନ୍ଦ…

ସୁନା ବଦଳରେ ଇମିଟେଶନ୍‌ ହାର ଦେଇ ଠକେଇ : ୫ ଲକ୍ଷ ଟଙ୍କା ଜବତ, ୩ ଗିରଫ

କଟକ ଅଫିସ,୧୭ା୬ : ସୁନା ଦେବା ବଦଳରେ ଇମିଟେଶନ୍‌ ଦେଇ ୫ ଲକ୍ଷ ଟଙ୍କାର ଠକେଇ କରିଥିବା ଅଭିଯୋଗରେ ମଧୁପାଟଣା ଥାନା ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଉତ୍ତରପ୍ରଦେଶ ଗାଜିଆବାଗ ଅଞ୍ଚଳର…

ବ୍ୟାଙ୍କ୍‌ କର୍ମଚାରୀଙ୍କଠାରୁ ୩୫ଲକ୍ଷ ଲୁଟ୍‌ ଘଟଣା : ୩ ଟିମ୍‌ର ଖୋଳତାଡ଼, ମିଳିଛି ସୁରାକ

ଭୁବନେଶ୍ୱର,୧୭ା୬(ବ୍ୟୁରୋ) : ନିଆଳିସ୍ଥିତ ଇଣ୍ଡିିଆନ୍‌ ବ୍ୟାଙ୍କ୍‌ କର୍ମଚାରୀଙ୍କଠାରୁ ବନ୍ଧୁକ ଦେଖାଇ ୩୫ ଲକ୍ଷ ଟଙ୍କା ଲୁଟ୍‌ ଘଟଣାରେ ଅତିରିକ୍ତ ପୋଲିସ କମିଶନରଙ୍କ ନେତୃତ୍ୱରେ ୩ଟି ଟିମ୍‌ ଗଠନ କରାଯାଇ ଖୋଳତାଡ଼ ଆରମ୍ଭ ହୋଇଛି। ଏହି ଟିମ୍‌ରେ ସ୍ପେଶାଲ ସ୍କ୍ବାଡ୍‌ ଏବଂ କ୍ୟୁଏଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?