ମେଟ୍ରୋ

‘ରାଇଜିଂ ଷ୍ଟାର’ ଟପ୍‌ ୬ରେ ଅନନ୍ୟା

ଭୁବନେଶ୍ୱର, ୧ା୬(ବ୍ୟୁରୋ): ପୁଣି ଜାତୀୟ ସ୍ତରରେ କମାଲ ଦେଖାଇଛନ୍ତି କଣ୍ଠଶିଳ୍ପୀ ଅନନ୍ୟା ଶ୍ରୀତମ ନନ୍ଦ। ୨୦୧୫ରେ ଇଣ୍ଡିଆନ ଆଇଡଲ ଜୁନିୟର ଟାଇଟଲ ଜିତିବା ପରେ ସେ କେବଳ ଓଡ଼ିଶା ନୁହେଁ ସାରା ଭାରତରେ ପ୍ରତିଷ୍ଠିତ ହୋଇପାରିଥିଲେ। ଏହାପରେ ସେ ଅନେକ ଓଡ଼ିଆ…

ବିଭାଗୀୟ କାର୍ଯ୍ୟର ସମୀକ୍ଷା କଲେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ: ଫନୀ ବିପନ୍ନଙ୍କୁ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୬(ବ୍ୟୁରୋ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ନୂତନ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ପଦ୍ମିନୀ ଦିଆନ ଶୁକ୍ରବାର ବିଭାଗ ପରିଦର୍ଶନ କରିବା ସହ ବିଭାଗୀୟ କାର୍ଯ୍ୟାବଳୀର ସମୀକ୍ଷା କରିଛନ୍ତି। ଆଗାମୀ ଦିନରେ ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ ଜୀବନ…

ଶ୍ରୀଲିଙ୍ଗରାଜଙ୍କ ଟ୍ରଷ୍ଟ ବୋର୍ଡରେ ନିଯୁକ୍ତି ପ୍ରସଙ୍ଗ:ଘୁଞ୍ଚୁଛି ଦିନ: ଆଶା ଆଶଙ୍କାରେ ଆବେଦନକାରୀ

ପୁରୁଣା ଭୁବନେଶ୍ୱର,୧ା୬(ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ପରିଚାଳନା ପାଇଁ ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡ଼ ରହିଛି। ତେବେ ଅନେକ ସମୟରେ ବୋର୍ଡ଼ର ବେପରୁଆ କାର୍ଯ୍ୟକଳାପ ପାଇଁ ଠାକୁରଙ୍କ ତହବିଲରୁ ଅଯଥା ଅର୍ଥ ବ୍ୟୟ ହେଉଛି। ଶ୍ରୀଲିଙ୍ଗରାଜଙ୍କ ଟ୍ରଷ୍ଟବୋର୍ଡରେ ନିଯୁକ୍ତି ଲାଗି ଖବରକାଗଜରେ ବିଜ୍ଞାପନ…

ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ୭ଦିନ ମଧ୍ୟରେ ଦାଖଲ ହେବ କଣ୍ଟିଜେଣ୍ଟ ପ୍ଲାନ୍‌

ଖୋର୍ଦ୍ଧା ଅଫିସ,୧ା୬: ବନ୍ୟା ଓ ବାତ୍ୟାର ମୁକାବିଲା ନିମନ୍ତେ ଶୁକ୍ରବାର ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଜିଲାପାଳଙ୍କ ସଦ୍‌ଭାବନା କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂପିନ୍ଦର ସିଂ ପୁନିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ତଥା…

୨୭ ଚକ ନିର୍ମାଣ ଶେଷ

ପୁରୀ ଅଫିସ,୧ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ତୁମ୍ବ କାମ ସରିବା ପରେ ଚକ ନିର୍ମାଣ ଚାଲିଛି। ଶୁକ୍ରବାର ସୁଦ୍ଧା ୨୭ ଚକ ନିର୍ମାଣ ଶେଷ ହୋଇଛି। ତିନିରଥ ଲାଗି ମୋଟ ୪୨ଟି ଚକ ତିଆରି ହେବ। ସେଥିମଧ୍ୟରୁ ନନ୍ଦିଘୋଷ…

ଏସ୍‌ସିବି: ଡାକ୍ତର ଶୂନ୍ୟ ଟ୍ରମା ଆଇସିୟୁ

କଟକ ଅଫିସ,୧ା୬: ଏସ୍‌ସିବି ଟ୍ରମା ଆଇସିୟୁ ଏବେ ଡାକ୍ତର ଶୂନ୍ୟ। ଟ୍ରମା ଆଇସିୟୁ ପାଇଁ ନିଯୁକ୍ତ ୪ ଜଣ ଠିକା ଡାକ୍ତର ଚାକିିରିରୁ ଇସ୍ତଫା ଦେଇ ପଳାଇଛନ୍ତି। ଫଳରେ ଟ୍ରମା ଆଇସିୟୁକୁ ନେଇ ଅଡୁଆ ପରିସ୍ଥିତି ଉପୁଜିଛି। ମେଡିକାଲର ଅନ୍ୟ ଡାକ୍ତରଙ୍କ…

ଅଣ୍ଟା ସଳଖୁଛି ହୋଟେଲ ଶିଳ୍ପ

ପୁରୀ ଅଫିସ, ୧ା୬: ଫନୀ ମାଡ଼ରେ ଦୋହଲିଯାଇଛି ପୁରୀ ହୋଟେଲ ଶିଳ୍ପର ଭିତ୍ତିଭୂମି। ଅଳ୍ପବହୁତେ ପ୍ରାୟ ସବୁ ହୋଟେଲ କ୍ଷତିଗ୍ରସ୍ତ ହୋଇଛି। ଇତିମଧ୍ୟରେ ବାତ୍ୟାକୁ ୨୯ ଦିନ ବିତିଲାଣି। ହେଲେ ଏ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ ଛିଡା ହୋଇପାରି ନାହିଁ ହୋଟେଲ…

ନଭେମ୍ବର ୧ ପୂର୍ବରୁ ଖୋଲିବ ପ୍ରକୃତି ନିବାସ: ପର୍ଯ୍ୟଟକ ଉପଭୋଗ କରିପାରିବେ ପ୍ରାକୃତିକ ଦୃଶ୍ୟ

ପୁରୀ ଅଫିସ, ୩୧।୫: ପ୍ରକୃତି ନିବାସ। ବାଲୁଖଣ୍ଡ ଅଭୟାରଣ୍ୟ ଭିତରେ ପର୍ଯ୍ୟଟକଙ୍କୁ ପ୍ରକୃତିର ମଜ୍ଜା ଦେବା ପାଇଁ ବନ ବିଭାଗ ପକ୍ଷରୁ ଏହାର ପରିକଳ୍ପନା କରାଯାଇଥିଲା। ହେଲେ ବାତ୍ୟାରେ ଉଜୁଡ଼ିଯାଇଛି ଏହାର ସବୁଜିମା। ଏହା ପରିସରରେ ଥିବା କଟେଜ୍‌ରୁ ଆଜ୍‌ବେଷ୍ଟସ ଉଡି…

ବାତ୍ୟା ମାଡ଼ରେ ନଇଁ ପଡିଥିଲା : ସଳଖ କରାଗଲାଣି ୨୦୦୦ ଗଛ

ପୁରୀ ଅଫିସ,୩୧।୫: ବାତ୍ୟା ଫନୀ ପ୍ରଭାବରେ ଉଜୁଡ଼ିଯାଇଛି ବାଲୁଖଣ୍ଡ ଅଭୟାରଣ୍ୟ। ଲକ୍ଷାଧିକ ଗଛ ଭାଙ୍ଗି ଯାଇଥିବା ବେଳେ ବହୁ ଗଛ ଉପୁଡ଼ି ପଡିଛି। ସେହିପରି ପୁରୀ ସହର ମଧ୍ୟରେ ବ୍ୟାପକ ସଂଖ୍ୟାରେ ଗଛ ମଧ୍ୟ ଉପୁଡ଼ି ଯାଇଛି। ରାସ୍ତା ଉପରେ ପଡି…

ଅଣ୍ଟା ସଳଖୁଛି ହୋଟେଲ ଶିଳ୍ପ

ରିପୋର୍ଟ-ହେମନ୍ତ କୁମାର ନାୟକ ପୁରୀ ଅଫିସ, ୩୧।୫: ଫନୀ ମାଡ଼ରେ ଦୋହଲିଯାଇଛି ପୁରୀ ହୋଟେଲ ଶିଳ୍ପର ଭିତ୍ତିଭୂମି। ପ୍ରାୟ ଅଳ୍ପବହୁତେ ସବୁ ହୋଟେଲ କ୍ଷତିଗ୍ରସ୍ତ ହୋଇଛି। ଇତିମଧ୍ୟରେ ବାତ୍ୟାକୁ ୨୯ ଦିନ ବିତିଲାଣି। ହେଲେ ଏ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ ଛିଡା…

ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ମୋଦି ସରକାରଙ୍କ ନୂତନ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି ଦୁଇ ଓଡ଼ିଆ। ଧର୍ମେନ୍ଦ୍ର ପ୍ରଧାନ କ୍ୟାବିନେଟ ମନ୍ତ୍ରୀ ହେବାର ସୁଯୋଗ ପାଇଥିବା ବେଳେ ପ୍ରତାପ ଷଡ଼ଙ୍ଗୀ ରାଷ୍ଟ୍ରମନ୍ତ୍ରୀ ହୋଇଛନ୍ତି। ଉଭୟଙ୍କୁ ଶୁକ୍ରବାର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରମନ୍ତ୍ରୀ ଭାବେ…

୧୨ ଚୋରା ବାଇକ ଜବତ: ୨ ଗିରଫ

କଟକ ରୋଡ଼, ୩୧।୫(ଡି.ଏନ୍‌.ଏ.): ରାଜଧାନୀର ବିଭିନ୍ନ ଥାନା ଅଞ୍ଚଳରୁ ବାଇକ ଚୋରି କରୁଥିବା ଏକ ଗ୍ୟାଙ୍ଗର ୨ ଅଭିଯୁକ୍ତଙ୍କୁ ବଡ଼ଗଡ଼ ପୋଲିସ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ଲକ୍ଷ୍ମୀସାଗର ଥାନା ଅଧୀନ ଝାରପଡ଼ା ଅଞ୍ଚଳର ପିଣ୍ଟୁ ବେହେରା ଓ କଟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri