ମେଟ୍ରୋ

ବିଜେଡି ପାଇଁ ବୋଝ ନୁହେଁ ଆସେଟ୍‌ ଥିଲେ ପ୍ରଭାତ; ଅମରଙ୍କ ବୟାନଙ୍କୁ ନେଇ…

ଭୁବନେଶ୍ୱର,୧୦।୪: ୱକଫ୍‌ ବିଲ୍‌ରେ ଦ୍ୱିମତକୁ ନେଇ ବିଜେଡିରେ ଅନ୍ତଃକନ୍ଦଳ ସୃଷ୍ଟି ହୋଇଥିବା ବେଳେ ସୁପ୍ରିମ ନବୀନ ପଟ୍ଟନାୟକଙ୍କ ବୟାନ ନିଆଁରେ ଘିଅ ଢ଼ାଳିବା ଭଳି ହୋଇଛି। ଏବେ ଏନେଇ ମୁହଁ ଖୋଲିଛନ୍ତି ବରିଷ୍ଠ ନେତା ଅମର ଶତପଥୀ। ସେ ସମ୍ପୂର୍ଣ୍ଣ ଭୋଟିଂ…

ବିବାଦ ବଢୁଥିଲେ ବି ମୁହଁ ଖୋଲିଲେନି ସସ୍ମିତ, କହିଲେ ଦଳ ଦେବ ସ୍ପଷ୍ଟୀକରଣ

ଭୁବନେଶ୍ୱର,୧୦ା୪: ଓ୍ବକ୍‌ଫ ବିଲ୍‌କୁ ନେଇ ରାଜ୍ୟ ବିଜେଡିରେ ସୃଷ୍ଟି ହୋଇଥିବା ବିବାଦ ଥମିବାର ନାଁ ନେଉନି। ଇତିମଧ୍ୟରେ ବିଦେଶ ଗସ୍ତରୁ ଫେରିଛନ୍ତି ଏମ୍‌ପି ସସ୍ମିତ ପାତ୍ର। ସେ ଦିଲ୍ଲୀରେ ପହଞ୍ଚିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବାକୁ ମନା କରିଦେଇଛନ୍ତି। ଅନ୍ୟପଟେ ଓ୍ବକ୍‌ଫ…

ନବୀନଙ୍କ ବୟାନ, ପୁଣି ପାଣ୍ଡିଆନଙ୍କ ବଢାଇଲା ଚର୍ଚ୍ଚା, ଏବେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୦।୪: ଓ୍ବକଫ୍‌ ପ୍ରସଙ୍ଗ ପରେ ଏବେ ବିଜେଡିକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଓ୍ବକଫ୍‌ ବିଲ୍‌କୁ ନେଇ ବିଜେଡି ଏମପିଙ୍କ ମଧ୍ୟରେ ଯେଉଁ ମତଭେଦ ଦେଖାଦେଇଥିଲା ତାହା ଏବେ ଉଗ୍ରରୂପ ନେଇଛି। ପ୍ରଥମେ ସସ୍ମିତଙ୍କୁ ନେଇ ଯେତିକି ଜୋର୍‌ରେ ଚର୍ଚ୍ଚା…

ଭୁବନେଶ୍ୱରରେ ହେବ ୧୦,୦୦୦ ଆସନ ବିଶିଷ୍ଟ ମେଗା କନଭେନସନ୍ ସେଣ୍ଟର, ଏହି ଅଞ୍ଚଳରେ ନିର୍ମାଣ କରିବ OBCC

ଭୁବନେଶ୍ୱର,୧୦।୪: ରାଜଧାନୀ ଭୁବନେଶ୍ୱରକୁ ଖୁବଶୀଘ୍ର ୧୦,୦୦୦ ଆସନ ବିଶିଷ୍ଟ ମେଗା କନଭେନସନ ସେଣ୍ଟର ମିଳିବ। ଓଡ଼ିଶା ସେତୁ ନିର୍ମାଣ ନିଗମ(OBCC) ଏହାକୁ ECoR ମୁଖ୍ୟାଳୟ ନିକଟରେ ନିର୍ମାଣ କରିବ। ଭୁବନେଶ୍ୱର ସହରକୁ ବିଶ୍ୱ ବ୍ୟବସାୟ ଏବଂ ପର୍ଯ୍ୟଟନର ଏକ କେନ୍ଦ୍ର ଭାବରେ…

ପାଣ୍ଡିଆନଙ୍କ ଗୁମର ଖୋଲିଦେଲେ ପ୍ରଭାତ, କହିଲେ ଭୟଙ୍କର ଷଡଯନ୍ତ୍ର

ଭୁବନେଶ୍ୱର,୧୦।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବୟାନ ପରେ ଏବେ ରାଜ୍ୟ ରାଜନୀତି ଉଠୁଛି ପଡୁଛି। ଓ୍ବକଫ ବିଲ ପ୍ରସଙ୍ଗରେ ଭି.କେ. ପାଣ୍ଡିଆନଙ୍କୁ ନେଇ ଆକ୍ଷେପ କରିବା ପୂର୍ବତନ ବିଜେଡି ବିଧାୟକ ପ୍ରଭାତ ତ୍ରିପାଠୀଙ୍କୁ ମହଙ୍ଗା ପଡ଼ିଛି। ବିଜେଡି ସୁପ୍ରିମୋ ନବୀନ…

ଭାଇରାଲ ହେଉଛି ପାଣ୍ଡିଆନଙ୍କ ଭିଡିଓ, ସେଦିନ ପ୍ରଭାତଙ୍କୁ କହିଥିଲେ…

ଭୁବନେଶ୍ୱର,୧୦।୪: ସଂସଦର ଉଭୟ ସଦନରେ ଓ୍ବକଫ ବିଲ ପାରିତ ହୋଇ ବିଜ୍ଞପ୍ତି ହୋଇସାରିଲାଣି। ହେଲେ ରାଜ୍ୟ ସଭାରେ ବିଜେଡିର ବିବେକାନୁମୋଦିତ ମତଦାନ ପ୍ରସଙ୍ଗକୁ ନେଇ ସୃଷ୍ଟି ହୋଇଥିବା ଝଡ଼ ଥମିବାର ନାଁ ଧରୁନାହିଁ। ଗତ ୪ ଦିନ ଧରି ବିଜେଡିର ରାଜ୍ୟ…

ନବୀନଙ୍କ ଉପରେ ବର୍ଷିଲେ ପ୍ରଭାତ, ସିଧା ଶୁଣାଇଦେଲେ…

ଭୁବନେଶ୍ୱର,୧୦।୪: ଓ୍ବକଫ୍‌ ବିଲ ପ୍ରସଙ୍ଗରେ ଭି.କେ. ପାଣ୍ଡିଆନଙ୍କୁ ନେଇ ଆକ୍ଷେପ କରିବା ପୂର୍ବତନ ବିଜେଡି ବିଧାୟକ ପ୍ରଭାତ ତ୍ରିପାଠୀଙ୍କୁ ମହଙ୍ଗା ପଡ଼ିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଖୋଲାଖୋଲିି ଭାବେ ଗଣମାଧ୍ୟମ ସମ୍ମୁଖରେ ପ୍ରଭାତ ଦଳର କେହି ନୁହନ୍ତି ବୋଲି କହିବା…

ବର୍ଷାକୁ ନେଇ ଆସିଲା ବଡ଼ ଅପଡେଟ୍‌: ୩ଦିନ ଯାଏ ପ୍ରବଳ ବର୍ଷିବ!

ଭୁବନେଶ୍ୱର,୧୦।୪: ଦୁର୍ବଳ ହେଉଛି ବଙ୍ଗୋପସାଗରେ ସକ୍ରିୟ ରହିଥିବା ସଦୃଶ ଲଘୁଚାପ । ତଥାପି ଆସନ୍ତା ୩ ଦିନ ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ଆର୍ଲଟ କରିଛି ପାଣିପାଗ ବିଭାଗ। ଆଭ୍ୟନ୍ତରୀଣ ଓଡ଼ିଶାର ୧୭ ଜିଲାକୁ ଆଲର୍ଟ…

ବିଜେଡି: ବୈଠକ ପରେ ବୈଠକ

ଭୁବନେଶ୍ୱର,୧୦ା୪(ରବିନାରାୟଣ ଜେନା): ସଂସଦର ଉଭୟ ସଦନରେ ଓ୍ବକ୍‌ଫ ବିଲ୍‌ ପାରିତ ହୋଇ ବିଜ୍ଞପ୍ତି ହୋଇସାରିଲାଣି। ହେଲେ ରାଜ୍ୟ ସଭାରେ ବିଜେଡିର ବିବେକାନୁମୋଦିତ ମତଦାନ ପ୍ରସଙ୍ଗକୁ ନେଇ ସୃଷ୍ଟି ହୋଇଥିବା ଝଡ଼ ଥମିବାର ନାଁ ଧରୁନାହିଁ। ଗତ ୪ ଦିନ ଧରି ବିଜେଡିର…

ଗୃହ ବିଭାଗର ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ: ଫରେନ୍‌ସିକ୍‌ ସେବାରେ ୨୪୭, ପବ୍ଲିକ୍‌ ପ୍ରସିକ୍ୟୁଶନରେ ୨୬୭ ପଦ ସୃଷ୍ଟି

ଭୁବନେଶ୍ୱର,୯ା୪: ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ମଙ୍ଗଳବାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଫରେନ୍‌ସିକ୍‌ ସାଇନ୍ସ ସର୍ଭିସ୍‌ରେ ୨୪୭ ପଦ ସୃଷ୍ଟି କରାଯାଇଥିବାବେଳେ ପବ୍ଲିକ ପ୍ରସିକ୍ୟୁଶନ ନିର୍ଦ୍ଦେଶାଳୟରେ ୨୬୭ ପଦ ସୃଷ୍ଟି ହୋଇଛି। ଏ ସଂକ୍ରାନ୍ତରେ ଗୃହ ବିଭାଗ…

OISF-OSSF ରେ ଖୁବ୍‌ଶୀଘ୍ର ୧୨୦୦୦ ପୋଲିସ ପଦବୀ ପୂରଣ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ପ୍ରାୟ ୧୨,୦୦୦ ଖାଲି ପୋଲିସ ପଦବୀ ପୂରଣ ପାଇଁ ଏକ ଯୋଜନା ଉନ୍ମୋଚନ କରିଛନ୍ତି। ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ତାଙ୍କର ସାକ୍ଷାତ ପରେ ଏହି ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ…

ପୁଣି ପାଣ୍ଡିଆନଙ୍କ ପାଇଁ ଓକିଲାତି କଲେ ନବୀନ, କହିଲେ ‘ତାଙ୍କୁ ବଦନାମ କରିବା ଉଚିତ ନୁହେଁ’

ଭୁବନେଶ୍ୱର,୯।୪: ପୁଣିଥରେ ଭିକେ. ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲେ ନବୀନ ପଟ୍ଟନାୟକ। ବୁଧବାର ନବୀନ ଗଣମାଧ୍ୟମ ଆଗରେ ନିଜର ପ୍ରତିକ୍ରୀୟା ରଖି ଘଟଣା ସମ୍ପର୍କରେ ଏବଂ ପାଣ୍ଡିଆନଙ୍କ ସପକ୍ଷରେ ବୟାନ ଦେଇଛନ୍ତି। ନବୀନ କହିଛନ୍ତି, “ମୁଁ ଏଠାରେ କହିବାକୁ ଚାହୁଁଛି ଯେ ଦଳୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri