ମେଟ୍ରୋ

ଘରଭଙ୍ଗା ସହାୟତା: ୮୫୦ କ୍ଷତିଗ୍ରସ୍ତଙ୍କ ଖାତାକୁ ଗଲା ୨୫ ଲକ୍ଷ

ପୁରୀ ଅଫିସ, ୧୫ା୬: ବାତ୍ୟାରେ ପୁରୀ ଜିଲାରେ ବହୁ ଘର ସମ୍ପୂର୍ଣ୍ଣ ଓ ଆଉ କେତେକ ଆଂଶିକ ଭାବେ କ୍ଷତିଗ୍ରସ୍ତ ହୋଇଥିଲା। ପ୍ରଶାସନ ପକ୍ଷରୁ ଘରଭଙ୍ଗା କ୍ଷୟକ୍ଷତି ଆକଳନ କରାଯିବା ପରେ ବିପନ୍ନଙ୍କ ପାଖକୁ ସହାୟତା ରାଶି ପ୍ରଦାନ ଆରମ୍ଭ ହୋଇଛି।…

ଇଣ୍ଡୋନେସିଆରୁ ଓଡ଼ିଆ ଛାତ୍ର ଉଦ୍ଧାର

ବ୍ରହ୍ମଗିରି, ୧୫ା୬(ଡି.ଏନ୍‌.ଏ.):ଚାକିରି ପ୍ରଲୋଭନ ଦେଖାଇ ଜଣେ ଓଡ଼ିଆ ଛାତ୍ରଙ୍କୁ ଇଣ୍ଡୋନେସିଆ ଡାକିନେଇଥିଲେ ଦଲାଲ। ସେଠାରେ ପହଞ୍ଚତ୍ବା ପରେ ଦଲାଲ କେଉଁଆଡେ ଫେରାର ହୋଇଯାଇଥିବା ବେଳେ ସେଠାକାର ପୋଲିସ ଛାତ୍ରଙ୍କୁ ଗିରଫ କରିଥିଲା। ସେଠାରେ ୧୬ଦିନ ସଂଘର୍ଷ କରିବା ପରେ ଶେଷରେ ବ୍ରହ୍ମଗିରି…

ଶ୍ରୀମନ୍ଦିରରେ ଚମ୍ପକ ଦ୍ୱାଦଶୀ ନୀତି

ପୁରୀ ଅଫିସ, ୧୫ା୬: ଶ୍ରୀମନ୍ଦିରରେ ଶୁକ୍ରବାର ମହାପ୍ରଭୁଙ୍କ ଚମ୍ପକ ଦ୍ୱାଦଶୀ ନୀତି ଅର୍ଥାତ ବରକନ୍ୟାଙ୍କ ଗୁଆଲି ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ଶୁକ୍ଳପକ୍ଷ ଦ୍ୱାଦଶୀକୁ ଚମ୍ପକ ଦ୍ୱାଦଶୀ କୁହାଯାଏ। ସକାଳ ଧୂପ ଏବଂ ଭୋଗମଣ୍ଡପ ନୀତି ବଢ଼ିବା ପରେ ମହାପ୍ରଭୁଙ୍କ ଆଲଟ ଲାଗି…

ରଜରେ ହରଚଣ୍ଡୀ ହେଲେ କୁମାରୀ ବେଶ

ବ୍ରହ୍ମଗିରି, ୧୫ା୬(ଡି.ଏନ୍‌.ଏ.): ବ୍ରହ୍ମଗିରିର ପ୍ରସିଦ୍ଧ ବାଲି ହରଚଣ୍ଡୀ ପୀଠରେ ପହିଲି ରଜ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପହିଲି ରଜରେ ମା’ ହରଚଣ୍ଡୀ କୁମାରୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ସକାଳର ସମସ୍ତ ନୀତିକାନ୍ତି ସରିବା ପରେ ଓଡ଼ିଆ ଘରର ରଜସ୍ବଳା…

ବଳକା ରଥକାଠ ପାଇଁ ଜାଗା ନାହିଁ: ଖରା ବର୍ଷାରେ ନଷ୍ଟ ହେଉଛି ରଥଚକ

ପୁରୀ ଅଫିସ, ୧୫ା୬: ପ୍ରତିବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ଲାଗି ତିିନୋଟି ରଥ ନିର୍ମାଣ କରାଯାଉଛି। ଏଥିପାଇଁ ଆବଶ୍ୟକ କାଠ ନୟାଗଡ଼ ଏବଂ ଖୋର୍ଦ୍ଧା ବନମଣ୍ଡଳରୁ ଅଣାଯାଇଥାଏ। ଗତ ଦୁଇବର୍ଷ ହେଲା ବୌଦ୍ଧ ବନମଣ୍ଡଳରୁ କାଠ ଆସୁଛି। ତେବେ ରଥ ନିର୍ମାଣ ପରେ…

ଇଭିଏମ୍‌ ସ୍ବଚ୍ଛତାକୁ ଚ୍ୟାଲେଞ୍ଜ ହାଇକୋର୍ଟରେ ମାମଲା

କଟକ ଅଫିସ,୧୫ା୬: ଇଭିଏମ୍‌ର ସ୍ବଚ୍ଛତାକୁ ନେଇ ବିବାଦ ଥମୁନାହିଁ। ଇଭିଏମ୍‌ରେ ଜାଲିଆତି ହେଉଥିବା ନେଇ ଜାତୀୟ ସ୍ତରରେ କେତେକ ବିରୋଧୀ ଦଳ ବାରମ୍ବାର ଆପତ୍ତି ଅଭିଯୋଗ ଆଣୁଛନ୍ତି। ଏବେ ଇଭିଏମ୍‌କୁ ନେଇ ହାଇକୋର୍ଟରେ ଆଉ ଏକ ମାମଲା ରୁଜୁ ହୋଇଛି। ଭୁବନେଶ୍ୱର…

ଗୁରୁଦ୍ୱାରା ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା:ହତ୍ୟା ମାମଲା ରୁଜୁ, ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ଖାରବେଳନଗର ଥାନା ନିକଟ ଗୁରୁଦ୍ୱାରା ପରିସରରୁ ଗୁରୁବାର ସୁବାସ ନାୟକ ନାମକ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା। ମୃତଦେହ ଉଦ୍ଧାର ସମୟରେ ତାଙ୍କ ଗୁପ୍ତାଙ୍ଗରୁ ରକ୍ତ ବାହାରୁଥିଲା, ଯାହାକୁ ନେଇ ସୁବାସଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ…

୧୯ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ମହିଳା ଗିରଫ

କଟକରୋଡ଼,୧୪।୬(ଡି.ଏନ୍‌.ଏ.): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ପଛପଟେ ଥିବା ହଳଦୀ ପଡ଼ିଆ ବସ୍ତରେ କମିଶନରେଟ ପୋଲିସ କୁଇକ ଆକ୍ସନ ଟିମ୍‌ (କ୍ୟୁଏଟି) ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଚଢ଼ାଉକରି ଜଣେ ମହିଳାଙ୍କୁ ଗିରଫ କରିଛି। ସେ ହେଲେ ସେହି ବସ୍ତିରେ ରହୁଥିବା କୁନି ସେଠୀ।…

ଜମିବାଡ଼ିକୁ କେନ୍ଦ୍ରକରି ୨ ଭାଇଙ୍କ ମଧ୍ୟରେ ବିବାଦ: ସାନ ଭାଇ ଆକ୍ରମଣରେ ବଡ଼ ମୃତ

ପୁରୀ ଅଫିସ,୧୪।୬: ପୁରୀ ଜିଲା ଟାଉନ ଥାନା ଅଧୀନ ଚୁଡ଼ଙ୍ଗ ସାହି ଖୁଣ୍ଟିଆ ବଗିଚାରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ ଉମାକାନ୍ତ ଆଚାର୍ଯ୍ୟ। ପ୍ରକାଶ ଯେ, ୨ ଭାଇ ଉମାକାନ୍ତ(ବଡ଼) ଓ ରମେଶ (ସାନ)ଙ୍କ…

ଫନୀ: ଘରଭଙ୍ଗା ସହାୟତା ୭ କୋଟି ୫୮ ହଜାର ଟଙ୍କା ମଞ୍ଜୁର

ଭୁବନେଶ୍ୱର,୧୪।୬(ବ୍ୟୁରୋ): ସାମୁଦ୍ରିକ ଝଡ଼ ଫନୀ ଦ୍ୱାରା ପୁରୀ ଜିଲାରେ ଘର ହରାଇଥିବା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସହାୟତା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏଥିପାଇଁ ୭ କୋଟି ୫୮ ହଜାର ମଞ୍ଜୁର କରାଯାଇଛି। ବିଶେଷତଃ…

ଓଡ଼ିଶାର ଗଣପର୍ବ

ବନସ୍ତେ ଡାକିଲା ଗଜ ବରଷକେ ଥରେ ଆସିଛି ରଜଲୋ ଘେନି ନୂଆ ସଜବାଜ….।“ଭାରତ ପଲ୍ଲୀପ୍ରଧାନ ରାଷ୍ଟ୍ର। ପଲ୍ଲୀ ହେଉଛି ତା’ର ଜୀବନ। ଏକଦା ପଲ୍ଲୀସଂସ୍କୃତି ଥିଲା ଆମ ମହାନ୍‌ ଭାରତୀୟ ସଂସ୍କୃତି ଓ ପରମ୍ପରାର ପୃଷ୍ଠଭୂମି। ପଲ୍ଲୀ ଜୀବନ ସରଳ ତଥା…

୨୦ରୁ ୫୦୦ ଟଙ୍କା

ରଜରେ ପାନର ମଜା ଯୋଗାଇ ଦେବାକୁ ପ୍ରସ୍ତୁତ ହେଲେଣି ବ୍ୟବସାୟୀ। ଶହୀଦନଗରରୁ ଆରମ୍ଭ କରି ମାଷ୍ଟରକ୍ୟାଣ୍ଟିନ୍‌ ଏବଂ ସିଆରପିଏଫ୍‌ ଛକ, ବନାରସୀ ଓ ଡିଲକ୍ସ ଭଳି ପ୍ରାୟ ୨୦ରୁ ଊଦ୍ଧର୍‌ବ ଭେରାଇଟ୍‌ର ପାନ ଓ ଏହାର ଭଳିକି ଭଳି ମସଲା ଉପଲବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?