ମେଟ୍ରୋ

ବିଧାନସଭାରେ କାର୍ଯ୍ୟକାରୀ ହେବ ଜାତୀୟ ଇ-ବିଧାନ ଆପ୍ଲିକେସନ୍‌

ଭୁବନେଶ୍ୱର,୧୩।୬(ବ୍ୟୁରୋ)- ଓଡ଼ିଶା ବିଧାନସଭାରେ ଜାତୀୟ ଇ-ବିଧାନ ଆପ୍ଲେକେସନ କାର୍ଯ୍ୟକାରୀ କରାଯିବ। ଗତ ୧୧ ତାରିଖରେ ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ରରେ ଯେପରି ଇ-ବିଧାନ ପରିଚାଳନା କମିଟି କାର୍ଯ୍ୟକାରୀ କରୁଛି, ରାଜ୍ୟରେ ଅନୁରୂପଭାବେ ଏକ…

ଛେଳିଗଡ଼ ଜଳସେଚନ ପ୍ରକଳ୍ପ ଅଗ୍ରଗତି ନେଇ ବାଚସ୍ପତିଙ୍କ ସମୀକ୍ଷା ବୈଠକ

ଭୁବନେଶ୍ୱର,୧୩।୬(ବ୍ୟୁରୋ)- ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଛେଳିଗଡ଼ ଜଳସେଚନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କିତ ସମୀକ୍ଷା ବୈଠକ ବିଧାନସଭା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ପ୍ରକଳ୍ପ ଦ୍ୱାରା ପ୍ରଭାବିତ ଜନତାଙ୍କୁ କ୍ଷତିପୂରଣ ପ୍ରଦାନ, ପୁନର୍ବାସ ଓ ଥଇଥାନ ଏବଂ ପ୍ରକଳ୍ପର ଶୀଘ୍ର…

ଟ୍ରକ୍‌ ଦୁର୍ଘଟଣାରେ ସ୍ତ୍ରୀ ମୃତ; ସ୍ବାମୀ-ଝିଅ ଗୁରୁତର: ରାଜପଥ ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ସାକ୍ଷୀଗୋପାଳ,୧୩।୬(ଡି.ଏନ୍‌.ଏ.): ସତ୍ୟବାଦୀ ବ୍ଲକ ଛକରେ ଗୁରୁବାର ଏକ ମର୍ମନ୍ତୁଦ ଟ୍ରକ୍‌ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ପୁରୀ ନବକଳେବର ରୋଡରେ ରହୁଥିବା ସସ୍ମିତା ମିଶ୍ର(୩୯)। ସେହିପରି ମହିଳାଙ୍କ ସ୍ବାମୀ ଶିବ ପ୍ରସାଦ ମିଶ୍ର ଓ କନ୍ୟା ସ୍ଥିତି…

ନିରଞ୍ଜନ-ନରସିଂହ ଆଲୋଚନା

ଭୁବନେଶ୍ୱର,୧୩।୬(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ରାଜ୍ୟରେ କଂଗ୍ରେସ ଶୋଚନୀୟ ଭାବେ ପରାଜିତ ହୋଇଛି। ତେବେ ଏହା ପଛରେ କାରଣ କ’ଣ, ଦଳର କେଉଁ ଆଭିମୁଖ୍ୟ ଫିକା ପଡ଼ିଲା, କ’ଣ କଲେ ଦଳ ଆଗାମୀ ଦିନରେ ନିଜର ପତିଆରା ଫେରିପାଇବ, ରାଜ୍ୟବାସୀଙ୍କ ଆସ୍ଥା…

ଗୋପ ବ୍ଲକରେ ଘରଭଙ୍ଗା ସର୍ଭେରେ ସ୍ବଚ୍ଛତା ଆଣିବା ଦାବି: ବିଜେଡି ପକ୍ଷରୁ ତହସିଲଦାରଙ୍କୁ ଦାବିପତ୍ର

ଗୋପ,୧୩।୬(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ରେ ଗୋପ ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଏସବୁ ତର୍ଜମା କରାଯିବା ପରେ ଘରଭଙ୍ଗା କ୍ଷତିପୂରଣ ଦିଆଯିବ। ତେବେ ଏହି ସର୍ଭେରେ ଅନିୟମିତତା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ଗୁରୁବାର ପୂର୍ବାହ୍ନରେ ଗୋପ ବ୍ଲକ ବିଜେଡି ସଭାପତି…

ଜୁଲାଇ ୪ରେ ରଥଯାତ୍ରା: ବସିଲା ତୃତୀୟ ସମନ୍ବୟ ବୈଠକ

ପୁରୀ ଅଫିସ,୧୩।୬: ଚଳିତବର୍ଷ ରଥଯାତ୍ରାର ତୃତୀୟ ସମନ୍ବୟ ବୈଠକ ନୀଳାଦ୍ରି ଭକ୍ତ ନିବାସରେ ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଛି। ଏଥିରେ ଦେବସ୍ନାନ ପୂର୍ଣ୍ଣିମା, ରଥଯାତ୍ରା, ବାହଡ଼ା ଯାତ୍ରା, ସୁନାବେଶ,…

ରଥଖଳାରେ କାମ ପାଇଁ ଶ୍ରଦ୍ଧାଭାବ ଆବଶ୍ୟକ

ନନ୍ଦିଘୋଷ ରଥର ଅନ୍ୟତମ ବରିଷ୍ଠ ରୂପକାର ଲିଙ୍ଗରାଜ ମହାପାତ୍ର। ୫ବର୍ଷ ବୟସରେ ସେ ବାପା ଶ୍ରୀଧରଙ୍କ ସହିତ ରଥଖଳାକୁ ଆସିଥିଲେ। ଜେଜେ ବାପା ଆର୍ତ୍ତତ୍ରାଣଙ୍କଠାରୁ ସେ ବାରିସୀ, ନିହଣ ଧରିବା ଶିଖିଥିଲେ। ଲିଙ୍ଗରାଜ କହିଛନ୍ତି, ସ୍କୁଲ ଛୁଟି ହେଲେ ବହିବସ୍ତାନି ସହ…

ଗୁହାଳ ଖୋଜା

କଟକରେ ଏବେ ଗୁହାଳ ଖୋଜା ଚାଲିଛି। ସାଧାରଣତଃ ଗଁ।ଗହଳିରେ ବର୍ଷାଦିନ ପୂର୍ବରୁ ଜାଳକାଠକୁ ସାଇତି ରଖିବା ପାଇଁ ଲୋକେ ଭାଡ଼ି (ଅସ୍ଥାୟୀ କୁଡ଼ିଆ) ନିର୍ମାଣ କରିଥାନ୍ତି। ସେଥିରେ ଜାଳକୁ ବର୍ଷାଦାଉରୁ ରକ୍ଷା କରିଥାନ୍ତି। ଏହାବାଦ୍‌ ମୁଗ ବୋତି (ମୁଗ ଶୁଖିଲା ପତ୍ର)କୁ…

ବିଦ୍ୟୁତ୍‌ ସଂଯୋଗ ଦାବିରେ ରାସ୍ତାରୋକୋ

ନିମାପଡ଼ା,୧୩ା୬(ଡି.ଏନ୍‌.ଏ.): ବାତ୍ୟାକୁ ୪୦ଦିନ ବିତିଯାଇଥିଲେ ହେଁ ନିମାପଡ଼ା ବ୍ଲକ ଅନ୍ତର୍ଗତ ଶଗଡା, ଆଙ୍କୁଶୁପୁର, ଶଗଡ଼ା ହେଉଳି ଆଦି ଅଞ୍ଚଳକୁ ବିଦ୍ୟୁତ୍‌ ସଂଯୋଗ କି ପୁନରୁଦ୍ଧାର କାର୍ଯ୍ୟ ହୋଇପାରିନାହିଁ। ଗୋଟିଏ ପଟେ ଦିନକୁ ଦିନ ଖରାର ପ୍ରକୋପ ବଢ଼ୁଥିବାବେଳେ ଅନ୍ୟପଟେ ପୁନରୁଦ୍ଧାର କାର୍ଯ୍ୟରେ…

ଅଣସରରେ ପାଇବେ ପୂଜା

ପୁରୀ ଅଫିସ, ୧୩ା୬: ଶୀତଳ ଷଷ୍ଠୀଠାରୁ ଚାଲିଛି ତିନିଠାକୁରଙ୍କ ପଟିଦିଅଁ ନିର୍ମାଣ। ଚିତ୍ରକର ସାହିରେ ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ବାସେଳୀ ସାହିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପଟିଦିଅଁ କାମ ଚାଲିଛି। ଚିତ୍ରକର ସାହିରେ ବୁଢା ମହାରଣାଙ୍କ ଦେହାନ୍ତ ପରେ ତାଙ୍କ…

ଏସ୍‌ସିବି ମେଡିକାଲରେ ବିଦ୍ୟୁତ୍‌ ବିଭ୍ରାଟ ସାଢ଼େ ୯ ଘଣ୍ଟା କଲବଲ ହେଲେ ରୋଗୀ

କଟକ ଅଫିସ, ୧୩ା୬: ବୁଧବାର ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ସାଢେ ୭ଟା ପର୍ଯ୍ୟନ୍ତ ଏସ୍‌ସିବି ମେଡିକାଲ ସର୍ଜରୀ ୱାର୍ଡର ଦୃଶ୍ୟ ଅତ୍ୟନ୍ତ ଦୁଃଖଦାୟକ ଥିଲା। କାହା ହାତରେ ବରଡ଼ାପତ୍ର ବିଞ୍ଚଣା ତ କାହା ହାତରେ ପ୍ଲାଷ୍ଟିକ୍‌ ବିଞ୍ଚଣା ପୁଣି କିଏ ଖବରକାଗଜ…

ଦୋଳି ପାଇଁ ଗଛ ନାହିଁ

ପୁରୀ ଅଫିସ, ୧୩ା୬: ଗୁରୁବାର ସଜବାଜ ଓ ଶୁକ୍ରବାର ପହିଲି ରଜ। ଓଡ଼ିଶାର ମହାନ ଗଣପର୍ବ ‘ରଜ’କୁ ନେଇ ସବୁଠି ଏବେ ଚଳଚଞ୍ଚଳ। ବର୍ଷକରେ ଥରେ ଆସୁଥିବା ତିନିଦିନିଆ ରଜପର୍ବକୁ ସ୍ବାଗତ ଜଣାଇବା ପାଇଁ ସମସ୍ତେ ପ୍ରସ୍ତୁତ। ଏହି ପର୍ବର ଖାସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?