ମେଟ୍ରୋ

ରୋଗ ଯନ୍ତ୍ରଣା ସହି ନ ପାରି ଗୃହକର୍ତ୍ତାଙ୍କ ଆତ୍ମହତ୍ୟା

ସାକ୍ଷୀଗୋପାଳ ୧୧।୬(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ଜୟପୁର ସେଠୀ ସାହିର ପ୍ରସନ୍ନ କୁମାର ସେଠୀ(୩୬) ରୋଗ ଯନ୍ତ୍ରଣା ସହି ନ ପାରି ମଙ୍ଗଳବାର ଆତ୍ମହତ୍ୟା କରିଛନ୍ତି। ପ୍ରକାଶ ଯେ, ପ୍ରସନ୍ନ ଏକ ବିବାହ ଉତ୍ସବରେ ଯୋଗଦେବାକୁ ସୋମବାର ସ୍ତ୍ରୀ…

ନେପାଳ ବସ୍‌ ଦୁର୍ଘଟଣା: ମଳିପଡ଼ାର ଜଣେ ତୀର୍ଥଯାତ୍ରୀଙ୍କ ମୃତ୍ୟୁ

ଖୋର୍ଦ୍ଧା ଅଫିସ,୧୧।୬: କାଠମାଣ୍ଡୁ ବୁଲିବାକୁ ଯାଇଥିବାବେଳେ ନେପାଳରେ ଦୁଇ ତୀର୍ଥ ଯାତ୍ରୀଙ୍କର ମଙ୍ଗଳବାର ମୃତ୍ୟୁ ଘଟିଛି । ମୃତକ ଦ୍ୱୟ ଓଡ଼ିଆ ତୀର୍ଥଯାତ୍ରୀ। ଏଥିରୁ ଜଣେ ଖୋର୍ଦ୍ଧା ଜିଲା ଖୋର୍ଦ୍ଧା ବ୍ଲକ କଁପୁର ପଞ୍ଚାୟତ ମଳିପଡ଼ା ଉପରସାହିର ଚରଣ ବିଶ୍ୱାଳ ବୋଲି…

୩ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ: ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୧୧।୬: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ସ୍ବପ୍ନେଶ୍ୱରସାହି ଉପରେ ମଙ୍ଗଳବାର କଟକ ଓ ଖୋର୍ଦ୍ଧା ଫ୍ଲାଇଂ ସ୍କ୍ବାଡ୍‌ ପକ୍ଷରୁ ଚଢ଼ାଉ କରାଯାଇ ୩୦ ଗ୍ର୍ରାମ ବ୍ରାଉନସୁଗାର ଜବତ ହୋଇଛି, ଯାହାର ମୂଲ୍ୟ ପ୍ରାୟ ୩ ଲକ୍ଷ ଟଙ୍କା ହେବ ବୋଲି…

ରଥଯାତ୍ରା ପାଇଁ ସବୁ ଚ୍ୟାନେଲକୁ ସିଧା ପ୍ରସାରଣ ଅନୁମତି

ପୁରୀ ଅଫିସ, ୧୧।୬: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଏକ ନିର୍ଦ୍ଦିଷ୍ଟ ଚ୍ୟାନେଲ ପ୍ରସାରଣ ପାଇଁ ଯେଉଁ କଟକଣା ଲାଗୁ କରିବାକୁ ଯୋଜନା କରାଯାଇଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ସବୁ ଟିଭି ଚ୍ୟାନେଲମାନେ ଏହି ରଥଯାତ୍ରାକୁ ପ୍ରସାରଣ କରିପାରିବେ ବୋଲି ନିଷ୍ପତ୍ତି ହୋଇଛି। ମଙ୍ଗଳବାର…

ଘରଭଙ୍ଗା ସର୍ଭେରେ ଅନିୟମିତତା: କ୍ଷତିଗ୍ରସ୍ତଙ୍କ କଟକ ସଦର ବ୍ଲକ ସମ୍ମୁଖରେ ଧାରଣା

କଟକସଦର, ୧୧।୬(ଡି.ଏନ୍‌.ଏ.): ବାତ୍ୟା ପରିବର୍ତ୍ତୀ ଘରଭଙ୍ଗା ସର୍ଭେରେ ବ୍ୟାପକ ଅନିୟମିତତା ପ୍ରତିବାଦରେ ମଙ୍ଗଳବାର ପରମହଂସ ପଞ୍ଚାୟତ ରଘୁନାଥପୁର ଗ୍ରାମବାସୀ କଟକ ସଦର ବ୍ଲକ ସମ୍ମୁଖରେ ଧାରଣା ଦେଇଛନ୍ତି। ପକ୍କା ଘରଥିବା ଲୋକଙ୍କ ନାମ ଘର ଭଙ୍ଗା ତାଲିକାରେ ଥିବା ବେଳେ ଚାଳଘର…

ବ୍ୟୁଟି ସାଲୁନ ‘ଏନ୍‌ରିଚ୍‌’ ଉଦ୍‌ଘାଟିତ

ଭୁବନେଶ୍ୱର, ୧୧ା୬(ବ୍ୟୁରୋ): ସମାଜରେ ବହୁ ଅସହାୟ ଓ ସୁବିଧାରୁ ବଞ୍ଚତ୍ତ ମହିଳା ରହିଛନ୍ତି, ଯେଉଁମାନଙ୍କୁ ରୋଜଗାର କରିବାକୁ ସୁଯୋଗ ତ ଛାଡ଼ ଖାଦ୍ୟ ବି ମିଳେନା। ଫଳରେ ସେମାନଙ୍କ ପାଇଁ ଜୀବନଧାରଣ କରିବା କଷ୍ଟସାଧ୍ୟ ହୋଇଯାଏ। ଏପରି ସ୍ଥିତିକୁ ଭୁବନେଶ୍ୱର ଲେଡିଜ୍‌…

ପରିଚାଳନା ବୈଠକ ଆରମ୍ଭ

ପୁରୀ ଅଫିସ, ୧୧।୬: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ପରିଚାଳନା କମିଟି ବୈଠକ ଆରମ୍ଭ ହୋଇଯାଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସ୍ନାନଯାତ୍ରା, ରଥଯାତ୍ରା, ବାହୁଡ଼ା, ସୁନାବେଶ, ଅଧରପଣା ଓ ନିଳାଦ୍ରୀବିଜେ ନୀତି ନିର୍ଘଣ୍ଟ…

ଝରକା ତାଡ଼ି ଘରେ ପଶିଲେ ଦୁର୍ବୃତ୍ତ: ଟଙ୍କା, ସୁନା ଅଳଙ୍କାର ଚୋରି

ବାରଙ୍ଗ, ୧୧।୬(ଡି.ଏନ୍‌.ଏ.): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଓସ୍ତପଡ଼ା ଗ୍ରାମରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ମଙ୍ଗଳବାର ଥାନାରେ ଅଭିଯୋଗ ହୋଇଛି। ଗ୍ରାମର ସହଦେବ ସାମଲ ଏବଂ ଭଗବାନ ପୃଷ୍ଟିଙ୍କ ଘରୁ ଚୋରି ହୋଇଛି। ପରିବାର ଲୋକେ ରାତିରେ ଶୋଇଥିବା ବେଳେ…

ଏସ୍‌ସିବି କାଜୁଆଲ୍‌ଟିରେ ନାହିଁ ପ୍ଲାଷ୍ଟର

କଟକ ଅଫିସ, ୧୧।୬: ଯେତେ ବ୍ୟବସ୍ଥା କଲେ ମଧ୍ୟ ଏସ୍‌ସିବି ମେଡ଼ିକାଲ କାଜୁଆଲ୍‌ଟି ଅବସ୍ଥା ସୁଧୁରୁନାହିଁ। ମେଡିକାଲର ମୁଖଶାଳା କୁହାଯାଉଥିବା କାଜୁଆଲ୍‌ଟିକୁ ନେଇ ଆଉ ଏକ ବଡ଼ଧରଣର ଅବ୍ୟବସ୍ଥା ସାମ୍ନାକୁ ଆସିଛି। ଯାହାକୁ ନେଇ ରବିବାର ରାତିରେ ରୋଗୀ ସମ୍ପର୍କୀୟମାନେ ହୋହଲ୍ଲା…

ତତ୍ପରତା ଦେଖାଇ ଶୋଇଗଲା କମିଶନରେଟ ପୋଲିସ: ବ୍ଲାକ୍‌ ସ୍ପଟ୍‌ ସ୍ଥାନରେ ବ୍ୟାରିକେଡ୍‌, ଇଣ୍ଟରସେପ୍ଟର କଥା ଭୁଲିଗଲେ ଅଧିକାରୀ

ଭୁବନେଶ୍ୱର,୧୧।୬(ବ୍ୟୁରୋ) : ରାଜଧାନୀ ଦେଇ ଯାଇଥିବା ୧୬ ନଂ. ଜାତୀୟ ରାଜପଥ ଉପରେ ବାରମ୍ବାର ଦୁର୍ଘଟଣା ଘଟି ଜୀବନ ଯାଉଛି। ମାସକ ମଧ୍ୟରେ ୧୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଥିବାବେଳେ ପୋଲିସ ପ୍ରଶାସନର ଖାମଖିଆଲ ମନୋଭାବ ପାଇଁ ଗୋଟିଏ ପରେ ଗୋଟିଏ…

ପୁରୀକୁ ଗଡ଼ିବ ୨୦୦ ସ୍ବତନ୍ତ୍ର ବସ୍‌

କଟକ ଅଫିସ, ୧୧।୬: ରଥଯାତ୍ରା ପାଇଁ ପୁରୀକୁ ଅଧିକ ସ୍ବତନ୍ତ୍ର ୨୦୦ ବସ୍‌ ଚାଲିବ। ୪ ଦିନ ଏହି ବସ୍‌ ଚାଲିବ। ଜୁଲାଇ ୪ ତାରିଖରେ ରଥଯାତ୍ରା। ରଥଯାତ୍ରା ଦିନ ଓ ତା’ପରଦିନ ଏହି ସ୍ବତନ୍ତ୍ର ବସ୍‌ ପୁରୀକୁ ଗଡ଼ିବ। ସେହିପରି…

୩ ରଥର ୩୩ କଣଗୁଜ ସରିଲା

ପୁରୀ ଅଫିସ, ୧୧।୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ଅକ୍ଷୟତୃତୀୟାଠାରୁ ଆରମ୍ଭ ହୋଇଥିବା ରଥ ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ମହାରଣା, ରୂପକାର, ଭୋଇ, କମାର ଓ କରତି ସେବକମାନେ କାମରେ ବ୍ୟସ୍ତ ରହିଛନ୍ତି। ଶ୍ରୀକ୍ଷେତ୍ର ଭଉଁରିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?