ମେଟ୍ରୋ

‘ନୀଳଚକ୍ରକୁ ପ୍ରଣାମ କରି ଗୁହାରି ଜଣାଇଥିଲି’

ତାଳଧ୍ୱଜ ରଥର ରୂପକାର ସେବକ ରାଜେନ୍ଦ୍ର ମହାପାତ୍ର (୪୬)। ୫ବର୍ଷ ବୟସରେ ବାପା ଶ୍ରୀଧରଙ୍କ ସହିତ ରଥଖଳାକୁ ଆସିଥିଲେ। ଜେଜେ ଗୋପୀନାଥ ତାଙ୍କୁ ନିହଣ ଧରାଇ କାଠରେ ଖୋଦେଇ କାମ ଶିଖାଇଥିଲେ। ଆଜି ରାଜେନ୍ଦ୍ର ଜଣେ ନିଖୁଣ ରୂପକାର ସେବକ। ତାଙ୍କ…

ପାଟକୁରା ପାଇଁ ପାଗଭିଡ଼ା

ଭୁବନେଶ୍ୱର, ୧୧।୬(ବ୍ୟୁରୋ): ରାଜ୍ୟର ୧୪୬ ବିଧାନସଭା ଆସନରେ ନିର୍ବାଚନ ଶେଷ ହୋଇଛି। ପାଟକୁରା ଆସନରେ ଏ ପର୍ଯ୍ୟନ୍ତ ଭୋଟ ହୋଇନାହିଁ। ପାଟକୁରା ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ହୋଇଥିବା ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ ହେବାରୁ ଏହି ଆସନରେ ନିର୍ବାଚନ ପ୍ରଥମେ ମେ…

ରାଷ୍ଟ୍ରପତିଙ୍କୁ ଭେଟିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୧।୬(ବ୍ୟୁରୋ):କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ରାଷ୍ଟ୍ରପତି ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଧର୍ମେନ୍ଦ୍ରଙ୍କ ସହ କେନ୍ଦ୍ର ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଫଗନ ସିଂହ କୁଲସ୍ତେ ମଧ୍ୟ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି ା…

ରଥଯାତ୍ରା ସିଧା ପ୍ରସାରଣ ପାଇଁ ନିଲାମ: ଭାଗନେଇଛନ୍ତି ୭ ଟିଭି ଚ୍ୟାନେଲ, ଆଜି ନିଷ୍ପତ୍ତି

ପୁରୀ ଅଫିସ,୧୧।୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ସିଧା ପ୍ରସାରଣ ଅଧିକାର ପାଇବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏଥର ନିଲାମ ଡକାଯାଇଥିଲା। ନିଲାମ ଜରିଆରେ ଗୋଟିଏ ଟିଭି ଚ୍ୟାନେଲକୁ ହିଁ ସିଧା ପ୍ରସାରଣ ଅଧିକାର ଦିଆଯିବ ବୋଲି ମନ୍ଦିର ପ୍ରଶାସନ…

ରଥଯାତ୍ରା ସିଧା ପ୍ରସାରଣ ବିବାଦ: ହାଇକୋର୍ଟରେ ମାମଲା

କଟକ ଅଫିସ, ୧୧।୬: ରଥଯାତ୍ରା ସିଧା ପ୍ରସାରଣକୁ ନେଇ ଉପୁଜିଥିବା ବିବାଦ ହାଇକୋର୍ଟରେ ପହଞ୍ଚତ୍ଛି। ପୁରୀ ତିଆଡ଼ିସାହିର ପ୍ରସନ୍ନ କୁମାର ଦାସଙ୍କ ପକ୍ଷରୁ ସୋମବାର ଏ ନେଇ ହାଇକୋର୍ଟରେ ମାମଲା ରୁଜୁ କରାଯାଇଛି। ଆବେଦନକାରୀ ଦାସ ପିଟିଶନରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ମଙ୍ଗଳବାର ନବୀନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କ ଭେଟଘାଟ ଉପରେ ସମସ୍ତଙ୍କ ନଜର ରହିଛି। ଉଭୟଙ୍କ…

ରାଶନ କାର୍ଡରେ ମିଳିବ ମାଣ୍ଡିଆ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟ ସରକାର ନିଜସ୍ବ ଖାଦ୍ୟ ନିରାପତ୍ତା ଯୋଜନାରେ ଏଣିକି ରାଶନ କାର୍ଡଧାରୀଙ୍କୁ ମାଣ୍ଡିଆ ଯୋଗାଇ ଦେବେ। ପ୍ରତି କାର୍ଡ ପିଛା ୧ ଟଙ୍କାରେ ୧ କିଲୋ ମାଣ୍ଡିଆ ଯୋଗାଇ ଦିଆଯିବ। ଆସନ୍ତା ଜୁଲାଇରୁ ଗଜପତି, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି,…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକଇ-ଡାକ୍ତରଖାନା ପରିଚାଳନା କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଆସନ୍ତା ଦୁଇମାସ ମଧ୍ୟରେ ରାଜ୍ୟର ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଇ-ଡାକ୍ତରଖାନା ପରିଚାଳନା ବ୍ୟବସ୍ଥା(ଇ-ଏଚ୍‌ଏମ୍‌ଏସ୍‌) କାର୍ଯ୍ୟକାରୀ କରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ସ୍ବାସ୍ଥ୍ୟ ମିଶନ ସମ୍ମିଳନୀ କକ୍ଷରେ ସୋମବାର…

ରଥଯାତ୍ରା ପ୍ରସାରଣ ବ୍ୟବସାୟୀକରଣକୁ ନାଗରିକ ଫୋରମ୍‌ର ବିରୋଧ

ଭୁବନେଶ୍ୱର,୧୧।୬(ବ୍ୟୁରୋ)-: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ସିଧା ପ୍ରସାରଣକୁ ବ୍ୟବସାୟୀକରଣ କରିବା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ଗତ ୪ ତାରିଖରେ ଏକ ଚିଠି ଜରିଆରେ ବିଜ୍ଞପ୍ତି ଜାରି କରାଯାଇଛି। ମନ୍ଦିର ପ୍ରଶାସନର ଏଭଳି ପଦକ୍ଷେପ ଦ୍ୱାରା ବିଶ୍ୱର କୋଟିକୋଟି ଜଗନ୍ନାଥପ୍ରେମୀ…

ଭୁବନେଶ୍ୱରରେ ମିଳିବ ପ୍ରଶାସନିକ ସେବା ଲାଗି କୋଚିଂ- ଜୁନ୍‌ ୨୪ରୁ କ୍ଲାସ୍‌ ଆରମ୍ଭ

ଭୁବନେଶ୍ୱର,୧୧।୬(ବ୍ୟୁରୋ)-ଏଣିକି ପ୍ରଶାସନିକ ସେବା କୋଚିଂ ଲାଗି ବାହାର ରାଜ୍ୟକୁ ଯିବାକୁ ପଡ଼ିବନି। ପ୍ରତିଭାବାନ ଆଶାୟୀଙ୍କୁ ଭୁବନେଶ୍ୱରରେ ଉନ୍ନତମାନର କୋଚିଂ ଦିଆଯିବ। ପ୍ରଶାସନିକ ସେବାରେ ଓଡ଼ିଆଙ୍କ ସଫଳତା ହାର କମୁଥିବାରୁ ଏଥିରେ ସୁଧାର ଆଣିବାକୁ ଉଚ୍ଚ ଶିକ୍ଷା ବିଭାଗ ଅଣ୍ଟା ଭିଡ଼ିଛି। ଜୁନ୍‌…

ଜୁନ୍‌ ୨୫ରୁ ବିଧାନସଭା, ୨୮ରେ ବଜେଟ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ୨୫ରୁ ଆରମ୍ଭ ହେବ। ଏ ନେଇ ସୋମବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ୨୫ ତାରିଖରୁ ବିଧାନସଭା ଆରମ୍ଭ ହୋଇ ଅଗଷ୍ଟ ୮ରେ ଶେଷ ହେବ।…

ପୋତି ହୋଇ ଚିଲିକା ସଙ୍କୁଚିତ

ବାଲୁଗାଁ,୧୦।୬(ଡି.ଏନ୍‌.ଏ.) : ଚିଲିକା ହ୍ରଦ ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ହାସଲ କରିଛି। ତେବେ ଏହାର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ସିଡିଏର ବୈମାତୃକ ମନୋଭାବ ଯୋଗୁଁ ବର୍ତ୍ତମାନ ଏହି ହ୍ରଦଟି କ୍ରମେ ପୋତି ହେବାରେ ଲାଗିଛି। ବିଶେଷକରି ଶୀତଋତୁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?