ମେଟ୍ରୋ

ଇନ୍ଦ୍ରଦ୍ୟୁମ୍ନକୁ ଅଣଦେଖା : ଆସିଲାଣି ବର୍ଷା, ପୁଣି ଭୁଶୁଡ଼ିବା ଆଶଙ୍କା

ପୁରୀ ଅଫିସ, ୧୦।୬: ଶ୍ରୀକ୍ଷେତ୍ରର ପଞ୍ଚତୀର୍ଥ ମଧ୍ୟରୁ ଅନ୍ୟତମ ତୀର୍ଥ ହେଉଛି ଇନ୍ଦ୍ରଦ୍ୟୁମ୍ନ। ପବିତ୍ର ପଞ୍ଚ ତୀର୍ଥରେ ବୁଡ଼ ପକାଇଲେ ପୁରୀକୁ କରିଥିବା ତୀର୍ଥଯାତ୍ରା ସଫଳ ହୁଏ ବୋଲି ବିଶ୍ୱାସ ରହିଛି। ତୀର୍ଥଯାତ୍ରୀ ଏବଂ ଶ୍ରଦ୍ଧାଳୁଙ୍କ ଏଭଳି ଭାବାବେଗ ସହ ଜଡ଼ିତ…

ଜବରଦଖଲରେ ଶ୍ମଶାନ ଜମି

ଖୋର୍ଦ୍ଧା ଅଫିସ, ୧୦।୬ : ପ୍ରଶାସନର ସହଯୋଗ ନ ଥିବାରୁ ଅଧିକାଂଶ ଶ୍ମଶାନ ଜମି ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି। ଏଥିରୁ କିଛି ଜମିରେ ଘର ନିର୍ମାଣ ହୋଇ ସାରିଲାଣି। ଜିଲା ସଦର ମହକୁମା, ଖୋର୍ଦ୍ଧା ତହସିଲରେ ଦିନକୁଦିନ ଶ୍ମଶାନ ଜମି ଜବରଦଖଲ…

ଦଳ ଭିତରେ ଅନ୍ତର୍ଘାତୀ କାର୍ଯ୍ୟ ହୋଇଛି କହିଲେ ରାଧାରାଣୀ

ଭୁବନେଶ୍ୱର, ୧୦।୬(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଭାଜପାର ପ୍ରଦର୍ଶନ କିପରି ଥିଲା ସେ ନେଇ ରବିବାର ଦଳୀୟ କାର୍ଯ୍ୟାଳୟଠାରେ ବିସ୍ତୃତ ଆଲୋଚନା ହୋଇଛି। ବୈଠକ ଶେଷରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ପୂର୍ବତନ ବିଧାୟିକା ରାଧାରାଣ୍ଡୀ ପଣ୍ଡା ଗୁରୁତର ଅଭିଯୋଗ ଆଣିଛନ୍ତି।…

ନାବାଳିକାଙ୍କୁ ବଳାତ୍କାର ଘଟଣା : କ୍ଷତିପୂରଣ ରାଶି ଦେଉନାହାନ୍ତି ସରକାର

କଟକ ଅଫିସ, ୧୦।୬ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ପୀଡ଼ିତାଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ୨୦୧୮ରେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ନିୟମ ଲାଗୁ କରିଥିଲେ। ପୀଡ଼ିତାଙ୍କ ପରିବାରକୁ ୪ରୁ ୭ ଲକ୍ଷ ପର୍ଯ୍ୟନ୍ତ କ୍ଷତିପୂରଣ ରାଶି ପ୍ରଦାନ କରିବାକୁ ନିର୍ଦ୍ଦେଶ ରହିଛି।…

ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ : ସାଢ଼େ ୯ରେ ପହଣ୍ଡି, ୪ଟାରେ ରଥଟଣା

ପୁରୀ ଅଫିସ, ୧୦।୬ : ଆସନ୍ତା ଜୁଲାଇ ୪ ତାରିଖରେ ମହାପ୍ରଭୁଙ୍କ ରଥଯାତ୍ରା। ଏହାକୁ ସୁରୁଖୁରରେ ସମ୍ପନ୍ନ କରିବା ଲାଗି ଚଳିତବର୍ଷ ଶ୍ରୀମନ୍ଦିର ପ୍ରଶାସନ ସଅଳ ନୀତି ନିର୍ଘଣ୍ଟ କରିଛି। ପ୍ରାତଃ ୬ଟାରେ ମଙ୍ଗଳ ଆଳତି କରାଯାଇ ଠାକୁରଙ୍କ ଅନ୍ୟାନ୍ୟ ନୀତି…

ରାଜ୍ୟ ଭାଜପାର ନିର୍ବାଚନୀ ସମୀକ୍ଷା

ଭୁବନେଶ୍ୱର, ୧୦।୬(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଭାଜପା ରାଜ୍ୟରେ ପୂର୍ବାପେକ୍ଷା ଭଲ ପ୍ରଦର୍ଶନ କରିପାରିଛି। ଦଳ ରାଜ୍ୟରେ ସରକାର ଗଠନ କରିବାର ଯେଉଁ ଦମ୍ଭୋକ୍ତି ଦେଖାଇଥିଲା, ସେଥିରେ ବିଫଳ ହୋଇଛି। ପ୍ରଥମଥର ବିରୋଧୀ ଦଳ ମାନ୍ୟତା ପାଇବାରେ ସକ୍ଷମ ହୋଇଛି।…

ପୁଣି ଲେଉଟିଲା ତାତି : ୪୦ ଡିଗ୍ରୀ ଟପିଲା ୯ ସହର

ଭୁବନେଶ୍ୱର,୧୦।୬(ବ୍ୟୁରୋ) : ପୁଣି ତାତି ଲେଉଟିଛି। ଶନିବାର ଅପେକ୍ଷା ରବିବାର ତାପମାତ୍ରା ବୃଦ୍ଧି ପାଇଛି। ପଶ୍ଚିମ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଜନସାଧାରଣଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ଘର ଭିତରେ ମଧ୍ୟ ଗୁଳୁଗୁଳି…

ମହିଳା ବିରୋଧୀ ହିଂସା ରୋକିବାକୁ ପ୍ରୟାସ : ଅନ୍ତର୍ଜାତୀୟ ସ୍ତରରେ ହେବ ‘କନ୍ୟା କିରଣ’

ଭୁବନେଶ୍ୱର,୧୦।୬(ବ୍ୟୁରୋ) : କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସୋସିଆଲ ସାଇନ୍ସେସ୍‌(କିସ୍‌) ପକ୍ଷରୁ ମହିଳା ଓ କନ୍ୟା ସନ୍ତାନଙ୍କୁ ନିର୍ଯାତନା ବିରୋଧରେ ଆୟୋଜିତ ସଚେତନତା ଅଭିଯାନ ‘କନ୍ୟା କିରଣ’ର ୩ୟ ସଂସ୍କରଣ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ…

ଅନ୍ତର୍ଜାତୀୟ ଅଭିଲେଖ ଦିବସ ପାଳିତ : ପ୍ରତି ଜିଲାରେ ପ୍ରତିଷ୍ଠା ହେବ ଶାଖା ଅଭିଲେଖାଗାର

ଭୁବନେଶ୍ୱର,୧୦।୬(ବ୍ୟୁରୋ) : କେବଳ ରାଜଧାନୀ ଭୁବନେଶ୍ୱର ନୁହେଁ, ଏଣିକି ସମଗ୍ର ରାଜ୍ୟରେ ପ୍ରତିଷ୍ଠା ହେବ ଅଭିଲେଖାଗାର। ସମଗ୍ର ରାଜ୍ୟବାସୀ ଅଭିଲେଖାଗାରର ଆବଶ୍ୟକତା, ଏହାର ମହତ୍ତ୍ୱ ଓ କାର୍ଯ୍ୟଧାରା ସମ୍ପର୍କରେ ଅବଗତ ହେବେ। ଅଭିଲେଖାଗାର ମାଧ୍ୟମରେ ରାଜ୍ୟ ତଥା ଦେଶର ଇତିହାସ, ନଥିପତ୍ର…

ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ମାମଲା : ସିସିଟିଭି ଫୁଟେଜରୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୦।୬(ବ୍ୟୁରୋ) : ନୟାପଲ୍ଲୀ ଥାନା ସିଆର୍‌ପି ଏନ୍‌-୧ରେ ରହୁଥିବା ବ୍ୟବସାୟୀ ଶିବସୁନ୍ଦର ଦାଶଙ୍କୁ ଶୁକ୍ରବାର ରାତିରେ ୬ଜଣ ଦୁର୍ବୃତ୍ତ କାରରେ ଅପହରଣ ଉଦ୍ୟମ କରିଥିଲେ। ହେଲେ ବାଣୀବିହାର ଓଭରବ୍ରିଜ୍‌ ଉପରେ ଆର୍‌ଟିଓ ଚେକିଂ ହେଉଥିବାରୁ ଦୁର୍ବୃତ୍ତମାନେ କାର ବୁଲାଇ ଫେରିବା ସମୟରେ…

ନଦୀରେ ବୁଡି ଛାତ୍ର ମୃତ

ବ୍ରହ୍ମଗିରି, ୯ା୬(ଡି.ଏନ୍‌.ଏ.)-ବ୍ରହ୍ମଗିରି ଥାନା ଅନ୍ତର୍ଗତ ଅପିଠି ଗ୍ରାମରେ ରବିବାର ଜଣେ ୬ଷ୍ଠ ଶ୍ରେଣୀର ଛାତ୍ର ନଦୀରେ ଭାସିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ପ୍ରଦୀପ ଜେନା ଏବଂ ତାଙ୍କର ପୁଅ ପ୍ରୀତମ ପ୍ରିୟଦର୍ଶୀ ଜେନା(୧୧) ସାଙ୍ଗହୋଇ…

ନିମାପଡ଼ାରେ ବ୍ୟାପୁଛି ଝାଡ଼ାବାନ୍ତି :୭ ଦିନରେ ୧ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ନିମାପଡ଼ା, ୯।୬(ଡି.ଏନ୍‌.ଏ.)-ପ୍ରଳୟଙ୍କରୀ ବାତ୍ୟା ପରେ ନିମାପଡ଼ା ବ୍ଲକରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ଗତ ୭ଦିନ ମଧ୍ୟରେ ୧ହଜାରରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ହୋଇ ନିମାପଡ଼ା ଓ ଚାରିଛକ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଫଳରେ ଲୋକ ଆତଙ୍କିତ ହୋଇ ପଡ଼ିଛନ୍ତି। ଏଥିରେ ଆକ୍ରାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?