ମେଟ୍ରୋ

ଅଙ୍ଗାରକାମ୍ଳଠାରୁ ୩୪ ଗୁଣ ଖରାପ ପ୍ରଭାବ ପକାଇଛି ମିଥେନ

କଟକ ଅଫିସ,୫।୬: ପ୍ରାକୃତିକ ବିବର୍ତ୍ତନ ଓ ପରିବେଶ ଅସନ୍ତୁଳନ ଏବେ ଜୀବଜଗତ ପ୍ରତି ଭୟଙ୍କର ବିପଦକୁ ଆମନ୍ତ୍ରଣ କରୁଛି। ସମ୍ପ୍ରତି ଫନୀକୁ ଦେଖିଲେ ଏହି ବାତ୍ୟା ଅନେକ ବାଲି ଓ ବାଲିକଣା ବୋହି ଆଣିଛି। ଏହି ବାଲିକଣାରେ ଅଙ୍ଗାରକାମ୍ଳ, ମିଥେନ ଭଳି…

ନଭେମ୍ବର ୧ ପୂର୍ବରୁ ଖୋଲିବ ପ୍ରକୃତି ନିବାସ

ପୁରୀ ଅଫିସ, ୫।୬: ପ୍ରକୃତି ନିବାସ। ବାଲୁଖଣ୍ଡ ଅଭୟାରଣ୍ୟ ଭିତରେ ପର୍ଯ୍ୟଟକଙ୍କୁ ପ୍ରକୃତିର ମଜା ଦେବା ପାଇଁ ବନ ବିଭାଗ ପକ୍ଷରୁ ଏହାର ପରିକଳ୍ପନା କରାଯାଇଥିଲା। ହେଲେ ବାତ୍ୟାରେ ଉଜୁଡ଼ିଯାଇଛି ଏହାର ସବୁଜିମା। ଏହା ପରିସରରେ ଥିବା କଟେଜ୍‌ରୁ ଆଜ୍‌ବେଷ୍ଟସ ଉଡି…

ପୋଲିସ ପକ୍ଷରୁ ରଥଯାତ୍ରା ପ୍ରସ୍ତୁତି : ବରିଷ୍ଠ ଅଧିକାରୀଙ୍କୁ ବିଭାଗ ବଣ୍ଟନ

କଟକ ଅଫିସ, ୫।୬: ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା ଆସନ୍ତା ଜୁଲାଇ ୪ ତାରିଖରେ ଆରମ୍ଭ ହେବ। ରଥଯାତ୍ରା ପୂର୍ବରୁ ଆସନ୍ତା ୧୭ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା, ଜୁଲାଇ ୨ ତାରିଖରେ ନେତ୍ରୋ ଉତ୍ସବ ଓ ନବଯୌବନ ଦର୍ଶନ, ଜୁଲାଇ ୪…

ଘାତକ ହେଉଛି ସହରାଞ୍ଚଳ ପ୍ରଦୂଷଣ

ଭୁବନେଶ୍ୱର, ୫-୬(ବ୍ୟୁରୋ): ବଡ଼ ବଡ଼ ସହରରେ ଏବେ ନିଃଶ୍ୱାସ ପ୍ରଶ୍ୱାସ ନେବା ପ୍ରାଣଘାତକ ହେଲାଣି। ସହରାଞ୍ଚଳରେ ଆଉ ବିଶୁଦ୍ଧ ବାୟୁ ଟିକେ ମିଳିବ ନାହିଁ। ହୁ ହୁ ହୋଇ ବୃଦ୍ଧି ପାଉଥିବା ମୋଟର ଯାନ ବ୍ୟବହାର ଶ୍ୱାସ ରୁନ୍ଧି ଦେଲାଭଳି ପରିସ୍ଥିତି…

ପ୍ରତି ମାସ ୭ ତାରିଖରେ ମନ୍ତ୍ରୀମାନେ ଦେବେ ରିପୋର୍ଟ

ଭୁବନେଶ୍ୱର,୪।୬(ବ୍ୟୁରୋ): ଏଣିକି ମନ୍ତ୍ରୀମାନେ ପ୍ରତି ମାସ ୭ ତାରିଖ ପୂର୍ବରୁ ଦଳୀୟ ଇସ୍ତାହାରର ପ୍ରସ୍ତାବଗୁଡ଼ିକୁ ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ଭାବେ କାର୍ଯ୍ୟକାରୀ କରିବା ଦିଗରେ ନେଇଥିବା ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରିପୋର୍ଟ ଦେବେ। ଆଗାମୀ ଜୁଲାଇ ୭ ମଧ୍ୟରେ…

ଆଇଏମ୍‌ଡି ନୂତନ ମହାନିର୍ଦ୍ଦେଶକ ହେଲେ ଓଡ଼ିଆ ପାଣିପାଗ ବିଜ୍ଞାନୀ ମୃତ୍ୟୁଞ୍ଜୟ ମହାପାତ୍ର

ଭୁବନେଶ୍ୱର,୪।୬(ବ୍ୟୁରୋ): ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)ର ନୂତନ ମହାନିର୍ଦ୍ଦେଶକ ଭାବେ ମଙ୍ଗଳବାର ଓଡ଼ିଆ ପାଣିପାଗ ବିଜ୍ଞାନୀ ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ନିଯୁକ୍ତି ମିଳିଛି। ସେ ଅଗଷ୍ଟ ପହିଲାରୁ ଏହି ଦାୟିତ୍ୱ ତୁଲାଇବେ। ଏବେ ସେ ଆଇଏମ୍‌ଡିର ଏଡିଜି ଭାବେ କାର୍ଯ୍ୟ କରୁଛନ୍ତି। ମୃତ୍ୟୁଞ୍ଜୟ ଆଗାମୀ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ‘ଆୟୁଷ୍ମାନ୍‌ ଭାରତ’ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଆଲୋଚନା

ଭୁବନେଶ୍ୱର, ୪।୬(ବ୍ୟୁରୋ): ରାଜ୍ୟରେ କେନ୍ଦ୍ର ସରକାରଙ୍କ ‘ଆୟୁଷ୍ମାନ୍‌ ଭାରତ’ ଯୋଜନା କାର୍ଯ୍ୟକାରୀ କରିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏ ନେଇ ମଙ୍ଗଳବାର ସଚିବାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଆୟୁଷ୍ମାନ୍‌ ଭାରତ ଯୋଜନାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଇନ୍ଦୁଭୂଷଣଙ୍କ ନେତୃତ୍ୱରେ…

ପହଁରା ଶିଖିବାକୁ ଯାଇଥିଲେ: ବାତ ଯୋଗୁ ସୁଇମିଂ ପୁଲ୍‌ରେ ଯୁବକଙ୍କ ଜୀବନ କଲା

ଭୁବନେଶ୍ୱର, ୪।୬(ବ୍ୟୁରୋ): ଭୁବନେଶ୍ୱର କ୍ଲବ୍‌ ସୁଇମିଂପୁଲ୍‌ରେ ବୁଡ଼ି ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଡୁମ୍‌ଡ଼ୁମା ଅଞ୍ଚଳର ଦୀପକ ସାହୁ(୧୮)। ପ୍ରକାଶ ଯେ, ଦୀପକ ଡୁମ୍‌ଡୁମା ଅଞ୍ଚଳର ଏକ ଘରୋଇ କଲେଜର ଯୁକ୍ତ ୨ ଛାତ୍ର ଥିଲେ। ଗତ…

ତାତି କମିଲା: ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମପ୍ରବାହ ହ୍ରାସ ପାଇଛି। ତାପମାତ୍ରା ୪୦ ଡିଗ୍ରୀ ତଳକୁ ଖସିଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌ ମୌସୁମୀଜନିତ ବର୍ଷା ଲାଗିରହିଛି। ଆସନ୍ତା ୭ ତାରିଖ ଯାଏ ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା…

କେନ୍ଦ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର, ୪।୬(ବ୍ୟୁରୋ): ବାଲେଶ୍ୱର ଭାଜପା ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏମ୍‌ଏସ୍‌ଏମ୍‌ଇ, ପ୍ରାଣୀ ସମ୍ପଦ, ମତ୍ସ୍ୟ ଓ ଦୁଗ୍ଧ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ସହ କାର୍ଯ୍ୟ ଆରମ୍ଭ କରିଛନ୍ତି। ସେହିପରି…

ଅଟାକଳ କର୍ମଚାରୀଙ୍କୁ ଛୁରି ଭୁସି ହତ୍ୟା ହଟଣା: ଅଧୁରା ରହିଲା ସାବିତ୍ରୀ ବ୍ରତ

ଭୁବନେଶ୍ୱର, ୪।୬(ବ୍ୟୁରୋ): ନୟାପଲ୍ଲୀ ଥାନା ରେଣ୍ଟାଲ କଲୋନୀ ଅଟାକଳ କର୍ମଚାରୀ ଦିଲୀପ ସାହୁ ହତ୍ୟା ମାମଲାର ପୋଲିସ ଅଭିଯୁକ୍ତ ବିରୋଧରେ ପ୍ରମାଣ ଯୋଗାଡରେ ଲାଗିଛି। ସେମବାର ସକାଳେ ମୃତ ଦିଲୀପଙ୍କ ପରିବାର ଲୋକେ ନୟାଗଡରୁ ଆସିବା ପରେ କ୍ୟାପିଟାଲ ହସ୍ପିଟାଲରେ ବ୍ୟବଛେଦ…

ଉଜୁଡ଼ିଛି ଶିକ୍ଷା ଭିତ୍ତିଭୂମି: ବାଧାପ୍ରାପ୍ତ ହେବ ପାଠପଢ଼ା

ପୁରୀ ଅଫିସ,୪।୬: ବାତ୍ୟା ‘ଫନୀ’ ଯୋଗୁ ପୁରୀ ଜିଲାରେ ବ୍ୟାପକ କ୍ଷତି ଘଟିଛି। ଏଥିରୁ ବର୍ତ୍ତିପାରିନି ସ୍କୁଲ, କଲେଜ। ଅଧିକାଂଶ ଶିକ୍ଷାନୁଷ୍ଠାନ କ୍ଷତିଗ୍ରସ୍ତ ହୋଇଛି। କାହାର ଆଜବେଷ୍ଟସ୍‌ ଛାତ ଉଡ଼ିଯାଇଛି ତ କାହାର କାନ୍ଥ, ପାଚେରି ଭୁଶୁଡ଼ି ପଡ଼ିିଛି। ଏପର୍ଯ୍ୟନ୍ତ କ୍ଷତିଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?