ମେଟ୍ରୋ

ପଶ୍ଚିମ, ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି: ୧୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୩।୬(ବ୍ୟୁରୋ): ସୋମବାର ରାଜ୍ୟର ୧୩ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, ବରଗଡ଼, ସୋନପୁର, ବୌଦ୍ଧ,…

୯ଟି କଲେଜରେ ଫଳ ଶୂନ: ପାସ୍‌ ହାର ବାଲେଶ୍ୱରରେ ସର୍ବାଧିକ, ଗଜପତିରେ ସର୍ବନିମ୍ନ

ଭୁବନେଶ୍ୱର, ୩।୬(ବ୍ୟୁରୋ): ସୋମବାର ପ୍ରକାଶ ପାଇଛି ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ। ଏଥର ଛାତ୍ରଙ୍କ ଠାରୁ ଛାତ୍ରୀଙ୍କ ପାସ୍‌ ହାର ଅଧିକ ରହିଛି। ତେବେ ୯ଟି କଲେଜରେ କୌଣସି ଛାତ୍ରୀଛାତ୍ର ପାସ୍‌ କରିନାହାନ୍ତି। ୨୯ଟି କଲେଜରେ ସମସ୍ତ ଛାତ୍ରୀଛାତ୍ର (୧୦୦%)…

ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ: ପାସ୍‌ ହାର ୭୨.୩୩%

ଭୁବନେଶ୍ୱର, ୩।୬(ବ୍ୟୁରୋ): ସୋମବାର ପ୍ରକାଶ ପାଇଛି ବିଜ୍ଞାନ ପରୀକ୍ଷା ଫଳ। ମଧ୍ୟାହ୍ନ ୧୨ଟାରେ ଭୁବନେଶ୍ୱରସ୍ଥିତ ଜୟଦେବ ଭବନର ଗୀତଗୋବିନ୍ଦ ଅଡିଟୋରିୟମ୍‌ରେ ପରୀକ୍ଷା ଫଳ ପ୍ରକାଶ ପାଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳିତ…

ଆଜି ଯୁକ୍ତ୨ ବିଜ୍ଞାନ ପରୀକ୍ଷାଫଳ

ଭୁବନେଶ୍ୱର, ୩ା୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟାରେ ଭୁବନେଶ୍ୱରସ୍ଥିତ ଗୀତଗୋବିନ୍ଦ ଭବନରେ ପରୀକ୍ଷା ଫଳ ପ୍ରକାଶ କରାଯିବ। ଏହି ସମୟଠାରୁ ପରୀକ୍ଷାର୍ଥୀମାନେ www.chseodisha.nic.in ଓ www.orissaresults.nic.in…

‘ଇଣ୍ଡିଆ ଟୁଡେ’ କଭର ଷ୍ଟୋରିରେ ଚନ୍ଦ୍ରାଣୀ

ଭୁବନେଶ୍ୱର, ୩ା୬ (ବ୍ୟୁରୋ) : କେନ୍ଦୁଝର ଲୋକ ସଭା ଆସନରୁ ବିଜୟୀ ହୋଇଥିବା ବିଜେଡିର ଚନ୍ଦ୍ରାଣୀ ମୁର୍ମୁ ଜାତୀୟସ୍ତରୀୟ ପତ୍ରିକା ‘ଇଣ୍ଡିଆ ଟୁଡେ’ର ପ୍ରଚ୍ଛଦପଟ ଷ୍ଟୋରିରେ ସ୍ଥାନ ପାଇଛନ୍ତି। ଚନ୍ଦ୍ରାଣୀ ସପ୍ତଦଶ ଲୋକ ସଭାରେ ସର୍ବକନିଷ୍ଠ ସଦସ୍ୟ। ୨୫ ବର୍ଷୀୟା ଚନ୍ଦ୍ରାଣୀ…

ଅସ୍ତିତ୍ୱ ହରାଇଛି ବ୍ରହ୍ମଗିରି, ଘରକୁ ଫେରିନାହାନ୍ତି ବିପନ୍ନ

ବ୍ରହ୍ମଗିରି,୩ା୬ : ସାମୁଦ୍ରିକ ଝଡ ଫନୀକୁ ଏକମାସ ପୂରିଛି। ଫନୀର ତାଣ୍ଡବ ଲୀଲାରେ ବ୍ରହ୍ମଗିରିର ଅସ୍ଥିତ୍ୱ ହରାଇବା ସହ ବଦଳିଯାଇଛି ରୂପରେଖ। ସବୁଆଡେ ଦେଖାଯାଉଛି ଶ୍ରୀହିନ। ଏକ ମାସ ପରେ ବି ବାତ୍ୟା ବିପନ୍ନମାନେ ନିଜ ବାସସ୍ଥାନକୁ ନ ଫେରି ବିଭିନ୍ନ…

ନୟାପଲ୍ଲୀ ବୋମାମାଡ଼ ଘଟଣା: ୨ ଭାଇ ଗିରଫ

ଭୁବନେଶ୍ୱର,୩ା୬(ବ୍ୟୁରୋ):ନୟାପଲ୍ଲୀ ଥାନା ଅନ୍ତର୍ଗତ ସୁନାମି କ୍ଲବରେ ଗଣ୍ଡଗୋଳକୁ ନେଇ ଗଉଡ଼ପଡିଆ ନିକଟରେ ହୋଇଥିବା ବୋମାମାଡ ଘଟଣାରେ ପୋଲିସ ରବିବାର ଅଭିଯୁକ୍ତ ଦୁଇଭାଇଙ୍କୁ ଗିରଫ କରିଛି। ସେମାନେ ହେଲେ ସାଲିଆ ସାହି ବସ୍ତି ବିକାଶ ପରିଷଦ ଅଞ୍ଚଳର ସନ୍ତୋଷ ରେଡ୍ଡୀ ଓ ବିକ୍ରମ…

ଦୁର୍ଦ୍ଦାନ୍ତ ପଥର ମାଫିଆ ସଞ୍ଜୟ ଗିରଫ

ଭୁବନେଶ୍ୱର,୩ା୬(ବ୍ୟୁରୋ): ଖୋର୍ଦ୍ଧା ଅଞ୍ଚଳରେ ଆତଙ୍କ ଖେଳାଉଥିବା ଦୁର୍ଦ୍ଦାନ୍ତ ପଥର ମାଫିଆ ସଞ୍ଜୟ କୁମାର ପାଇକରାୟଙ୍କୁ ରବିବାର କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ରବିବାର ଗିରଫ କରିଛି। ଏଥିସହ ତାଙ୍କ ଘରୁ ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛି। ଜବତ ବିସ୍ଫୋରକ ସାମଗ୍ରୀ ମଧ୍ୟରେ ୧୦…

ପିନାକୀ ବିଜେଡି ଲୋକ ସଭା ଦଳର ନେତା ମନୋନୀତ

ଭୁବନେଶ୍ୱର, ୨।୬: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ସାଂସଦ ପିନାକୀ ମିଶ୍ରଙ୍କୁ ଲୋକ ସଭାରେ ବିଜେଡି ସଂସଦୀୟ ଦଳ ନେତା ଭାବେ ମନୋନୀତ କରିଛନ୍ତି। ଦଳର ବରିଷ୍ଠ ନେତା ଭର୍ତ୍ତୃହରି ମହତାବଙ୍କୁ ଷ୍ଟାଣ୍ଡିଂ କିମିଟି ଅଧ୍ୟକ୍ଷ ଭାବେ…

ବାତ୍ୟାରେ ଧ୍ୱସ୍ତ ବିଧ୍ୱସ୍ତ ଶିଳ୍ପୀ ବାଟିକା:ଜିବୀକା ହରାଇଛନ୍ତି ୫୦୦ରୁ ଊର୍ଦ୍ଧ୍ୱ କାରିଗର

କୋଣାର୍କ, ୨।୬(ଡି.ଏନ୍‌.ଏ.)-ପ୍ରଳୟଙ୍କରୀ ବାତ୍ୟା ଫନୀରେ ସାମାଜିକ ସଂଗଠନ ଅର୍କଶ୍ରୀ ଦ୍ୱାରା ପ୍ରତିଷ୍ଠିତ ଶିଳ୍ପୀ ବାଟିକା ଧ୍ୱସ୍ତ ବିଧ୍ୱସ୍ତ ହୋଇଯାଇଛି। ଏହା ଉପରେ ନିର୍ଭର କରୁଥିବା ୫୦୦ରୁ ଊର୍ଦ୍ଧ୍ୱ କାରିଗର ଜିବୀକା ହରାଇଛନ୍ତି। ୧୯୯୦ମସିହାରେ ଅର୍କଶ୍ରୀ ଦ୍ୱାରା ଉତ୍କଳୀୟ କଳା, ସଂସ୍କୃତି ଓ…

ବାତ୍ୟାରେ ୩,୨୧୪ ହେକ୍ଟର ଫସଲ କ୍ଷତିଗ୍ରସ୍ତ

କଣାସ, ୨।୬(ଡି.ଏନ୍‌.ଏ.)-ପ୍ରଳୟଙ୍କରୀ ବାତ୍ୟା ଫନୀରେ ପୁରୀ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ହୋଇଥିବାବେଳେ ଚାଷ ଜମି ସବୁ ଉଜୁଡ଼ି ଯାଇଛି। ଡେଲାଙ୍ଗ ବ୍ଲକରେ ୬,୭୫୯ ଚାଷୀଙ୍କର ୩,୨୧୪ହେକ୍ଟର ଖରାଟିଆ ଧାନ, ମୁଗ ଆଦି ଫସଲ କ୍ଷତିଗ୍ରସ୍ତ ହୋଇଥିବା କୃଷି ବିଭାଗ ଆକଳନରୁ…

ବିଜେପୁର ଆସନ ଛାଡିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୬(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ବିଧାନସଭା ଆସନରୁ ରବିବାର ଇସ୍ତଫା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ବିଜେପୁର ବିଧାୟକ ଭାବେ ନିଜ ଇସ୍ତଫା ପତ୍ର ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ପଠାଇଥିଲେ। ଏହା ବାଚସ୍ପତିଙ୍କ ହସ୍ତଗତ ହୋଇ ଗ୍ରହଣୀୟ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?