ମେଟ୍ରୋ

ପାଣ୍ଡିଆନଙ୍କୁ ବଞ୍ଚାଇବାକୁ ଉଦ୍ୟମ: ମଞ୍ଚରୁ ନବୀନ ଉଭାନ

ଭୁବନେଶ୍ୱର,୯ା୪(ସୁନିତ୍‌ ମିଶ୍ର):ଓ୍ବକ୍‌ଫ ବିଲ୍‌କୁ ନେଇ ବିଜେଡିରେ ଦେଖାଦେଇଥିବା ଦ୍ୱନ୍ଦ୍ୱ ଭିତରେ ଛନ୍ଦିହୋଇପଡ଼ିଥିବା ଭି.କେ. ପାଣ୍ଡିଆନ୍‌ଙ୍କୁ ବଞ୍ଚାଇବାକୁ ଦଳ ଭିତରେ ଜୋର୍‌ଦାର ଉଦ୍ୟମ ଆରମ୍ଭ ହୋଇଯାଇଛି। ଏହାକୁ ସମ୍ଭାଳିିବାକୁ ପାଣ୍ଡିଆନ୍‌ଙ୍କ ଜଣେ ସହଯୋଗୀ ସବୁ ପ୍ରକାର ଉଦ୍ୟମ ଚଳାଇଛନ୍ତି। ଗତ ୫ ଦିନ…

ଖୁସି ଖବର: ଓଡ଼ିଶାରେ ସୃଷ୍ଟି ହେବ ୯୫,୯୧୫ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯାଇ ଦେଶର ବହୁ ଶିଳ୍ପ ନେତୃତ୍ୱଙ୍କ ସହ ଆଲୋଚନା କରିଛନ୍ତି। ମଙ୍ଗଳବାର ରାଜ୍ୟରେ ପୁଞ୍ଜିନିବେଶ ନେଇ ୧୩ କମ୍ପାନୀ ସହ ମୁଖ୍ୟମନ୍ତ୍ରୀ ଚୁକ୍ତି ସ୍ବାକ୍ଷର କରିଛନ୍ତି। ବିଭିନ୍ନ କମ୍ପାନୀ ସହ…

ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପଡେଟ୍‌, ପରବର୍ତ୍ତୀ କିସ୍ତିରେ ଏମାନଙ୍କୁ ମିଳିବନି ଟଙ୍କା!

ଭୁବନେଶ୍ୱର,୮।୪: ସୁଭଦ୍ରା ଯୋଜନାକୁ ନେଇ ଆସିଛି ବଡ଼ ଅପଡେଟ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଦେଇଛନ୍ତି ବଡ଼ ସୂଚନା । ପରବର୍ତ୍ତୀ କିସ୍ତି ଟଙ୍କା ପାଇଁ ହିତାଧିକାରୀମାନେ ଅପେକ୍ଷା କରିଥିବା ବେଳେ ଆସିିଛି ଜରୁରୀ ସୂଚନା । ଏଭଳି ଏକ ଘୋଷଣା ପରେ…

ନବୀନଙ୍କୁ ଟାର୍ଗେଟ କଲେ ବାବୁ: କହିଲେ ନାୟକ ନବୀନ, ଖଳନାୟକ ବି ନବୀନ

ଭୁବନେଶ୍ୱର,୮।୪: ୱକ୍‌  ବିଲ ଭୋଟିଂକୁ ନେଇ ରାଜନୀତି ସରଗରମ ହୋଇଛି।   ତେବେ ଏହି ଘଟଣାକୁ ନେଇ ଭାଜପା ବିଧାୟକ ବାବୁ ସିଂ ନବୀନଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି  ଓଡ଼ିଶାବାସୀଙ୍କ ସହ ଡ୍ରାମା କରୁଛନ୍ତି ନବୀନ ବାବୁ। ସମସ୍ତ ଏପିସୋଡର ନାୟକ…

ସ୍ପଷ୍ଟ ଚିହ୍ନିତ ହେଲା ଲଘୁଚାପ କ୍ଷେତ୍ର: ଏସବୁ ଜିଲାରେ ବର୍ଷା 

ଭୁବନେଶ୍ୱର,୮।୪: ସ୍ପଷ୍ଟ ଚିହ୍ନିତ ହେଲା ଲଘୁଚାପ କ୍ଷେତ୍ର । ଏହା  ଲଘୁଚାପ  କ୍ଷେତ୍ରରେ ପରିଣତ ହୋଇଛି। ଦକ୍ଷିଣପଶ୍ଚିମ ପାଶର୍‌ବବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା  ସ୍ପଷ୍ଟଚିହ୍ନିତ ହୋଇଛି।  ଆଗାମୀ ୨୪ ଘଣ୍ଟା ଯାଏ ନିଜର ତୀବ୍ରତା ବଜାୟ ରଖିବ। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର-ଉତ୍ତରପଶ୍ଚିମ…

ବିଜେଡି ନେତା ସମ୍ବିତ ରାଉତରାୟଙ୍କ ବଡ଼ ବୟାନ: ପାଣ୍ଡିଆନଙ୍କୁ ଅତୀତ କହି…

ଭୁବନେଶ୍ୱର,୪।୮: ୱାକଫ୍‌ ବିଲ ଭୋଟିଂ ନେଇ ରାଜନୀତି ସରଗରମ  ରହିଥିବା ବେଳେ ନବୀନ ନିବାସରେ ହେବିଓ୍ବେଟଙ୍କୁ ନେଇ ଚାଲିଛି ମାନସ ମନ୍ଥନ। ଏପଟେ  ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ ଦେବାଶିଷଙ୍କୁ ସପୋର୍ଟ କରି  କହିଛନ୍ତି, ଦେବାଶିଷ…

ମାନସ ମଙ୍ଗରାଜ ଭାଜପାର ଦଲାଲ: ଅଭିଯୋଗକୁ ଖଣ୍ଡନ କରି ନୀଳମାଧବଙ୍କୁ  ଚିହ୍ନିନି କହିଲେ ….

ଭୁବନେଶ୍ୱର,୮।୪: ମାନସ ମଙ୍ଗରାଜଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଥିଲେ ବିଜୁ ଯୁବ ଜନତା ଦଳ ନେତା ନୀଳ ମାଧବ ମହାନ୍ତି। ତେବେ ଏହି  ଅଭିଯୋଗକୁ  ଖଣ୍ଡନ କରିଛନ୍ତି  ମାନସ। ମାନସ କହିଛନ୍ତି, ସସ୍ମିତ ପାତ୍ର ତାଙ୍କୁ ଏପରି କହିଥିବା ମୋର ବିଶ୍ବାସ…

ଆସୁଛି ଲଘୁଚାପ: ଆଜିଠୁ ଛେଚିବ ବର୍ଷା

ଭୁବନେଶ୍ୱର,୮।୪: ଆଜିଠୁ ବର୍ଷା ତାତିରୁ ମିଳିବ ସାମାନ୍ୟ ଆସ୍ବସ୍ତି। ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ତାର ପାର୍ଶବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୫.୮କିମି ଉଚ୍ଚତା ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି ଘୂର୍ଣ୍ଣିବଳୟ…

ରାଜନୀତିରେ ହଇଚଇ, ଅରୁଣ କହିଦେଲେ ନବୀନ ଥିବା ଯାଏ…

ଭୁବନେଶ୍ୱର,୮।୪:  ୱାକଫ୍‌ ବିଲ ଭୋଟିଂ ନେଇ ରାଜନୀତି ସରଗରମ ହୋଇଛି। ମଙ୍ଗଳବାର ପ୍ରସନ୍ନ ଆଚାର୍ଯ୍ୟ, କଳିକେଶ ସିଂଦେଓ, ପ୍ରତାପ ଦେବ ଓ ଅନଙ୍ଗ ଉଦୟ ସିଂହଦେଓ  ନବୀନ ନିବାସରେ ପହଞ୍ଚି ଥିଲେ। ପରେ  ଅରୁଣ ସାହୁ, ପ୍ରଣବ ବଳବନ୍ତ ରାୟ, ଅତନୁ,…

ରାଜ୍ୟ ରାଜନୀତିରେ ଝଡ଼: କାହା ହାତରେ ବିଜେଡି ଭବିଷ୍ୟତ ?

ଭୁବନେଶ୍ୱର,୮।୪: ୱାକଫ ବିଲ ଭୋଟିଂ ନେଇ ରାଜନୀତି ସରଗରମ ହୋଇଛି। ରାଜ୍ୟ ରାଜନୀତିରେ ଝଡ଼ ସୃଷ୍ଟି ହୋଇଥିବା ବେଳେ କାହା ହାତରେ ବିଜେଡି ଭବିଷ୍ୟତ ତାହାକୁ ନେଇ ଏବେ ପ୍ରଶ୍ନ ଉଠୁଛି। ମଙ୍ଗଳବାର ପ୍ରସନ୍ନ ଆଚାର୍ଯ୍ୟ, କଳିକେଶ ସିଂଦେଓ, ପ୍ରତାପ ଦେବ…

ଦୁଇଦିନରେ ସରିବ ଖାତା ଦେଖା; ଜାଣନ୍ତୁ କେଉଁଦିନ ବାହାରିବ ମାଟ୍ରିକ୍ ରେଜଲ୍ଟ

କଟକ, ୮।୪: ବର୍ତମାନ ଦଶମ ଶ୍ରେଣୀ ଖାତା ଦେଖା ଚାଲିଥିବା ବେଳେ ଆଗାମୀ ଦୁଇଦିନ ଏହା ସରିଯିବ। ଏହାପରେ ବାକି ସମସ୍ତ ପ୍ରକ୍ରିୟା ସାରିବା ପରେ ଆସନ୍ତା ମାସ ଅର୍ଥାତ ମେ’ ମାସ ଦ୍ୱିତୀୟ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ।…

୩୦ହଜାର କୋଟିର ନିବେଶ, ୪୮ହଜାର ନିଯୁକ୍ତି ଆଶା, ୧୧ ଚୁକ୍ତି ଚୂଡ଼ାନ୍ତ

ଭୁବନେଶ୍ୱର,୮।୪(ଅନୁରାଧା ମହାରଣା): ରାଜ୍ୟରେ ପୁଞ୍ଜିନିବେଶ ପାଇଁ ନିବେଶକଙ୍କୁ ଆକୃଷ୍ଟ କରିବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଶିଳ୍ପମନ୍ତ୍ରୀ ସମ୍ପଦ ଚରଣ ସ୍ବାଇଁ ରବିବାର ଦିଲ୍ଲୀ ଗସ୍ତ କରିଛନ୍ତି। ସୋମବାର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ୧୪ କମ୍ପାନୀ ସହ ୩ହଜାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri