ମେଟ୍ରୋ

ଷୋଡ଼ଶ ବିଧାନସଭା: ବିଧାୟକ ଭାବେ ଶପଥ ନେଲେ ନବୀନ

ଭୁବନେଶ୍ୱର,୩୦।୫(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଗୁରୁବାର ଆରମ୍ଭ ହୋଇଛି। ଏଥିରେ ନବ ନିର୍ବାଚିତ ବିଧାୟକମାନେ ଶପଥ ଗ୍ରହଣ କରୁଛନ୍ତି। କାମଚଳା ବାଚସ୍ପତି ଅମର ପ୍ରସାଦ ଶତପଥୀ ବିଧାୟକମାନଙ୍କୁ ଶପଥ ପାଠ କରାଉଛନ୍ତି। ପ୍ରଥମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ ଗ୍ରହଣ…

ଅର୍ବାନ କୋଅପରେଟିଭ୍‌ ବ୍ୟାଙ୍କ୍‌ ଋଣ ଠକେଇ: ୧୭ବର୍ଷ ପରେ ଆଉ ଜଣେ ଗିରଫ, ଜେଲ୍‌ ଗଲେ

ଭୁବନେଶ୍ୱର, ୩୦ା୫(ବ୍ୟୁରୋ): ଜାଲ୍‌ କାଗଜପତ୍ର ମାଧ୍ୟମରେ ବ୍ୟାଙ୍କରୁ ଋଣ ନେଇ ପରବର୍ତ୍ତୀ ସମୟରେ ଫେରାର ଥିବା ଅନ୍ୟତମ ଅଭିଯୁକ୍ତଙ୍କୁ ୧୭ବର୍ଷ ପରେ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ବୁଧବାର ଗିରଫ କରିଛି। ସେ ହେଲେ ଢେଙ୍କାନାଳ ଜିଲା ଗନ୍ଦିଆ ଥାନା…

ଫନୀ ପୁନରୁଦ୍ଧାର କାର୍ଯ୍ୟ ସମୀକ୍ଷା କଲେ ନୂଆ ଶକ୍ତିମନ୍ତ୍ରୀ

ଭୁବନେଶ୍ୱର, ୩୦ା୫(ବ୍ୟୁରୋ) : ବୁଧବାର ଶପଥ ଗ୍ରହଣ ଉତ୍ସବ ପରେ ନୂତନ ଶକ୍ତି ଓ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଶକ୍ତି ବିଭାଗ ପରିଦର୍ଶନ କରି ବାତ୍ୟା ‘ଫନୀ’ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି। କାର୍ଯ୍ୟାଳୟରେ ପହଞ୍ଚତ୍ବା ପରେ ତାଙ୍କୁ ବିଭାଗୀୟ…

ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ: ଉପଶାସ୍ତ୍ରୀ, ଶାସ୍ତ୍ରୀ ପରୀକ୍ଷା ଫଳ ପ୍ରକାଶ

ପୁରୀ ଅଫିସ,୩୦ା୫: ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୧୯ ଉପଶାସ୍ତ୍ରୀ ଓ ଶାସ୍ତ୍ରୀ ତୃତୀୟ ବର୍ଷ ରେଗୁଲାର ଏବଂ ଏକ୍ସ ରେଗୁଲାର ପରୀକ୍ଷା ଫଳାଫଳ ବୁଧବାର ପ୍ରକାଶ ପାଇଛି। କୁଳପତି ପ୍ରଫେସର ରାଧାମାଧବ ଦାଶ ପରୀକ୍ଷା ଫଳ ପ୍ରକାଶ କରିଛନ୍ତି।…

ତାତି: ପଶ୍ଚିମରେ କମିଲା, ଉପକୂଳରେ ବଢ଼ିଲା

ଭୁବନେଶ୍ୱର, ୩୦ା୫(ବ୍ୟୁରୋ): ଗତ କିଛିଦିନ ହେବ ଗରମରେ ଛଟପଟ ହେଉଥିବା ପଶ୍ଚିମ ଓଡ଼ିଶାବାସୀଙ୍କୁ ମିଳିଛି ଆଶ୍ୱସ୍ତି। ଏଠାରେ ଲଗାତର ଭାବେ ତାପମାତ୍ରା ୪୨ରୁ ୪୫ଡିଗ୍ରୀ ମଧ୍ୟରେ ରହୁଥିଲା। କିନ୍ତୁ ବୁଧବାର ପଶ୍ଚିମ ଓଡ଼ିଶାର ସବୁ ସହରରେ ତାପମାତ୍ରା ହ୍ରାସ ପାଇଛି। ସମ୍ବଲପୁର,…

ବେଆଇନ ମଦ କାରବାର ରୋକିବାକୁ ତାତିଲେ ମହିଳା: ପୋଲିସ ବଦଳରେ ମହିଳାଙ୍କ ଚଢ଼ାଉ

ବେଗୁନିଆ,୩୦ା୫ (ଡି.ଏନ.ଏ.)- ସାମାଜିକ ଚଳଣିରେ ଦେଖା ଦେଇଥିବା ପାରିବାରିକ ବିଶୃଙ୍ଖଳା ସୃଷ୍ଟି ପାଇଁ ନିଶା ଦ୍ରବ୍ୟ ସେବନ ହିଁ ପ୍ରମୁଖ କାରଣ ଅଟେ। ତେବେ ଏହି ବେଆଇନ ମଦ କାରବାରକୁ ରୋକ୍‌ ନ ଲଗାଇଲେ ଆମ ସୁନ୍ଦର ଘର ସଂସାର ଉଜୁଡିଯିବ…

ଅଭିଜ୍ଞଙ୍କ ଭିତରେ ଅନେକ ନୂଆ ମୁହଁ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ୧୧୨ ବିଧାନସଭା ଆସନରେ ବିଜୟୀ ହୋଇ ପଞ୍ଚମଥର ଲାଗି ରାଜ୍ୟରେ ସରକାର ଗଠନ କରିଛି। ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତାଙ୍କ ମନ୍ତ୍ରିମଣ୍ଡଳର ୧୧ କ୍ୟାବିନେଟ୍‌ ମନ୍ତ୍ରୀ ଓ…

ଗୋରୁ ମଡ଼କ, କାରଣ ଅସ୍ପଷ୍ଟ

ନିରାକାରପୁର,୩୦ା୫(ଡି.ଏନ୍‌.ଏ.)- ଗୋ ସମ୍ପଦର ବିକାଶ ନିମନ୍ତେ ସରକାର ଅନେକ ଯୋଜନା ପ୍ରଣୟନ କରିଛନ୍ତି। ତେବେ ବାତ୍ୟା ପରେ ଗୋ ବଂଶ ବୃଦ୍ଧି ପ୍ରତି ବିପଦ ସୃଷ୍ଟି ହୋଇଛି। ଏଭଳି ପରିସ୍ଥିତି ଗୋପାଳକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି। ଖୋର୍ଦ୍ଧା ଜିଲା ଡିଆ…

ଜାଲରେ ଫସିଲେ ଦୁଇ ବିଷଧର ସାପ : ଚନ୍ଦନ ବୋଡ଼ାକୁ ଗିଳିଲା ନାଗ

ଭୁବନେଶ୍ୱର, ୩୦ା୫(ବ୍ୟୁରୋ) – ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ କଉଡ଼ିଖଣି ଗ୍ରାମରେ ପଦନି ସାହୁଙ୍କ ଘର ଚାରିପଟେ ଘେରାଯାଇଥିବା ଜାଲରେ ଏକ ବଡ଼ ନାଗ ସାପ ପଡି ଛନ୍ଦି ହୋଇଥିବା ଦେଖିବାକୁ ମିଳିଥିଲା। ଖବର ପାଇ ସାପ ଉଦ୍ଧାର ପାଇଁ…

କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେଲେ ପ୍ରଦୀପ ମହାରଥୀ

ଭୁବନେଶ୍ୱର,୩୦ା୫(ବ୍ୟୁରୋ)- ପିପିିଲିର ନବନିର୍ବାଚିତ ବିଧାୟକ ପ୍ରଦୀପ ମହାରଥୀ ସାମୟିକ ଅସୁସ୍ଥ ହେବା ପରେ ବୁଧବାର ରାତିରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମଧୁମେହ ରୋଗ ଯୋଗୁ ସେ ଚିକିତ୍ସାଧୀନ ଥିଲେ। ହଠାତ୍‌ ସନ୍ଧ୍ୟାବେଳେ ଶରୀରରେ ଯନ୍ତ୍ରଣା ଅନୁଭବ କରିବାରୁ ପ୍ରଥମେ ତାଙ୍କୁ…

କାନ୍‌ସରେ ସ୍ବପ୍ନା ପତିଙ୍କ ‘ଅନ୍ତର୍ଧ୍ୱନି’ : ରେଡ୍‌ କାର୍ପେଟରେ ପୁଣି ଝଲସିଲା ସମ୍ବଲପୁରୀ ଶାଢ଼ି

ଭୁବନେଶ୍ୱର,୩୦ା୫(ବ୍ୟୁରୋ)- ଚଳିତବର୍ଷର କାନ୍‌ସ ଫିଲ୍ମ ଫେଷ୍ଟିଭାଲ ସହ ଯୋଡ଼ି ହୋଇଯାଇଛି ଆଉ ଏକ ଓଡ଼ିଆ ଲିଙ୍କ୍‌। ଓଡ଼ିଶା ଜନ୍ମିତ ଅଭିନେତ୍ରୀ ତଥା ମଡେଲ ସ୍ବପ୍ନା ପତିଙ୍କ ଅଭିନୀତ ଏବଂ ରାଜେଶ କୁମାର ମହାନ୍ତିଙ୍କ ପ୍ରଯୋଜିତ ହିନ୍ଦୀ ଫିଲ୍ମ ‘ଅନ୍ତର୍ଧ୍ୱନି’ ସମ୍ମାନଜନକ କାନ୍‌ସ…

ରଥଖଳାରେ କୁନି କାରିଗର

ପୁରୀ ଅଫିସ,୩୦ା୫ – ଶ୍ରୀନଅର ସମ୍ମୁଖ ରଥଖଳାରେ ଆଗେଇ ଚାଲିଛି ରଥ ନିର୍ମାଣ କାର୍ଯ୍ୟ। ଅକ୍ଷୟ ତୃତୀୟା ଦିନ ରଥ କାମ ଅନୁକୂଳ ହୋଇଥିଲା। ତୁମ୍ବ କାମ ସରିବା ପରେ ଏବେ ଚକା ନିର୍ମାଣ ଚାଲିଛି। ନୃସିଂହ ଚତୁର୍ଦ୍ଦଶୀରେ ରୂପକାର ସେବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?