ମେଟ୍ରୋ

ରଥଯାତ୍ରା ଦ୍ୱିତୀୟ ସମନ୍ବୟ ବୈଠକ ଜୁନ୍‌ ୨୫ ସୁଦ୍ଧା ସରିବ ସବୁ କାମ

ପୁରୀ ଅଫିସ, ୩୦ା୫- ଜୁନ୍‌ ୨୫ତାରିଖ ପୂର୍ବରୁ ସବୁ କାମ ଶେଷ ହୋଇଯିବ। ରଥଯାତ୍ରା ବେଳକୁ କୌଣସି ଅସୁବିଧା ହେବନାହିଁ। ଯାତ୍ରୀ, ପର୍ଯ୍ୟଟକଙ୍କ ସୁବିଧାକୁ ପ୍ରାଧାନ୍ୟ ଦିଆଯାଇ ଯୁଦ୍ଧକାଳୀନ ଭିତ୍ତିରେ କାମ ଚାଲିଛି ବୋଲି ରଥଯାତ୍ରା ଦ୍ୱିତୀୟ ସମନ୍ବୟ ବୈଠକରେ ବିଭିନ୍ନ…

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେନି ନବୀନ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ନରେନ୍ଦ୍ର ମୋଦି ଲଗାତ।ର ଦ୍ୱିତୀୟଥର ପାଇଁ ଗୁରୁବାର ପ୍ରଧାନମନ୍ତ୍ରୀ ପଦର ଶପଥ ନେବେ। ଏହି ଶପଥ ଗ୍ରହଣ ଉତ୍ସବକୁ ଦେଶବିଦେଶର ବହୁ ବିଶିଷ୍ଟ ବ୍ୟକ୍ତିଙ୍କୁ ନିମନ୍ତ୍ରଣ କରାଯାଇଛି। ଅନୁରୂପଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଥିଲା। ହେଲେ ଏହି…

ମୁଖ୍ୟମନ୍ତ୍ରୀଙ୍କୁ ଉତ୍କଳ ସମ୍ମିଳନୀର ଅଭିନନ୍ଦନ: ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ଦାବି

ଭୁବନେଶ୍ୱର, ୨୯ା୫(ବ୍ୟୁରୋ): ଗତ ସାଧାରଣ ନିର୍ବାଚନରେ ବିପୁଳ ଜନସର୍ଥନ ଲାଭ କରିବା ସହ ଲଗାତର ପଞ୍ଚମଥର ପାଇଁ ଓଡ଼ିଶାରେ ସରକାର ଗଠନ କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧିବାର ନୂତନ ମନ୍ତ୍ରୀ ମଣ୍ଡଳର ଶପଥ ଗ୍ରହଣ ଅବସରରେ…

ଯାଞ୍ଚବେଳେ ଧରାପଡ଼ିଲା ବାଇକ୍‌ ଚୋରି ର଼୍ୟାକେଟ: ୫ ଚୋରା ବାଇକ ଜବତ, ଦୁଇ ଗିରଫ

ଭୁବନେଶ୍ୱର, ୨୯ା୫(ବ୍ୟୁରୋ): ନୟାପଲ୍ଲୀ ଥାନା ପୋଲିସ ଗାଡ଼ି ଚେକିଂ କରୁଥିବାବେଳେ ବାଇକ ଚୋରି ରାକେଟକୁ ଧରିଛି। ଏହି ର଼୍ୟାକେଟରେ ସମ୍ପୃକ୍ତ ଦୁଇ ଜଣଙ୍କୁ ଗରଫ କରିବା ସହ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୫ ଚୋରା ବାଇକ ଜବତ କରିଛି। ଗିରଫ…

ରାଜ୍ୟ ସ୍କାଉଟ୍‌ ଗାଇଡ୍‌ର ମୁଖ୍ୟ ଆୟୁକ୍ତଙ୍କୁ ‘ଏସିଆ ତାରକା’ ସମ୍ମାନ

ଭୁବନେଶ୍ୱର, ୨୯ା୫(ବ୍ୟୁରୋ): ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ୍‌ସ ଏବଂ ଗାଇଡ଼ସର ରାଜ୍ୟ ମୁଖ୍ୟ ଆୟୁକ୍ତ ତଥା ଜାତୀୟ ପରିଷଦର ଉପସଭାପତି ଡ. କାଳିପ୍ରସାଦ ମିଶ୍ରଙ୍କୁ ‘ଏସିଆ ତାରକା’ ସମ୍ମାନ ମିଳିଛି। ଏସିଆ ପାସିଫିକ୍‌ ଅଞ୍ଚଳରେ ସ୍କାଉଟ୍‌ ଗାଇଡ୍‌ର ବିକାଶ ଦିଗରେ ତାଙ୍କର…

ଅଂଶୁଘାତରେ ଚାଷୀଙ୍କ ମୃତ୍ୟୁ ଅଭିଯୋଗ, କ୍ଷତିପୂରଣ ଦାବି

କାକଟପୁର,୨୯।୫(ଡି.ଏନ୍‌.ଏ.): ଗତ କିଛିଦିନ ଧରି ଉପକୂଳବର୍ତ୍ତୀ ଅସ୍ତରଙ୍ଗ, କାକଟପୁର, ନୟାହାଟ, ତୁଳସୀପୁର, ବାଙ୍ଗୁରିଙ୍ଗା ଆଦି ଅଞ୍ଚଳରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୭ଟାରୁ ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଅସହ୍ୟ ଗୁଳଗୁଳି ଅନୁଭୂତ ହେଉଥିବା ବେଳେ ପ୍ରବଳ ଖରାରେ ଜନଜୀବନ ଅସ୍ତବ୍ୟସ୍ତ…

ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ..

ଭୁବନେଶ୍ୱର,୨୯।୫(ବ୍ୟୁରୋ): ପଞ୍ଚମ ପାଳିରେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବୁଧବାର ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ପଞ୍ଚମ ଥର ଲାଗି ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହାପରେ ନବୀନ ନୂତନ ମନ୍ତ୍ରୀମଣ୍ଡଳର ୨୦ ମନ୍ତ୍ରୀଙ୍କୁ…

୧୦ବର୍ଷ ପରେ କାକଟପୁରକୁ ମନ୍ତ୍ରୀପଦ:ପ୍ରଥମ ଥର ବିଜୟୀ ହୋଇ ତୁଷାରକାନ୍ତି ହେଲେ ମନ୍ତ୍ରୀ, କର୍ମୀ ମନାଇଲେ ଉତ୍ସବ

କାକଟପୁର,୨୯।୫(ଡି.ଏନ୍‌.ଏ.): କାକଟପୁର ନିର୍ବାଚନମଣ୍ଡଳୀର ବିଧାୟକ ଭାବେ ପ୍ରଥମ ଥର ଲାଗି ଇଂ ତୁଷାରକାନ୍ତି ବେହେରା ନିର୍ବାଚିତ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ ଭାବେ ବୁଧବାର ଶପଥ ଗ୍ରହଣ କରିଛନ୍ତି। ନିର୍ବାଚନ ପୂର୍ବର ଘଟଣାକ୍ରମକୁ ଯଦି ଦେଖାଯାଏ, ତେବେ…

ନବୀନଙ୍କ ୫ମ ପାଳିରେ ‘ବନ୍ଦେ ଉତ୍କଳ ଜନନୀ’କୁ ମିଳିବ ରାଜ୍ୟ ସଙ୍ଗୀତ ମାନ୍ୟତା: ଦିଲୀପ ଦାଶଶର୍ମା

ଭୁବନେଶ୍ୱର,୨୯।୫(ବ୍ୟୁରୋ): ୫ମ ଥର ଲାଗି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ଉତ୍କଳ ସମ୍ମିଳନୀ ପକ୍ଷରୁ ତାଙ୍କୁ ଅଭିନନ୍ଦନ ଜଣାଯାଇଛି। ସମ୍ମିଳନୀର ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ଶାଖା ସଭାପତି ଦିଲୀପ ଦାଶଶର୍ମା ଏକ ପ୍ରେସ୍‌ ବିଜ୍ଞପ୍ତିରେ ସୂଚନାଦେଇ କହିଛନ୍ତି ଯେ, ନବୀନବାବୁଙ୍କ…

ବିଦ୍ୟୁତ୍‌ ସଂଯୋଗ ଲାଗି ଅଠରନଳାରେ ଟାୟରଜାଳି ରାସ୍ତାରୋକୋ

ପୁରୀ ଅଫିସ,୨୯।୫: ବାତ୍ୟା ‘ଫନୀ’ ପ୍ରଭାବରେ ପୁରୀ ସହରର ବିଶେଷ କ୍ଷତି ଘଟିଛି । ଶତାଧିକ ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ପଡିଛି। ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନଭିତ୍ତିରେ ବିଦ୍ୟୁତ୍‌ ସଜାଡିବା ଆରମ୍ଭ କରିଛି। ବାତ୍ୟାକୁ ୨୫ ଦିନ ବିତିଥିଲେ ମଧ୍ୟ ପୁରୀ ସହରର…

ସଚିବାଳୟରେ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ କର୍ମଚାରୀ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ବିଜେଡି ସଭାପତି ନବୀନ ପଟ୍ଟନାୟକ ପଞ୍ଚମ ଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ସଚିବାଳୟରେ ପହଞ୍ଚିଥିଲେ। ସେଠାରେ ମୁଖ୍ୟମନ୍ତ୍ରୀଙ୍କୁ ସମସ୍ତ କର୍ମଚାରୀ ସ୍ବାଗତ କରିବା ସହ ଶୁଭେଚ୍ଛା ଜଣାଇଛନ୍ତି। ପ୍ରକାଶଯୋଗ୍ୟ, ୨୦୧୯ ସାଧାରଣ ନିର୍ବାଚନରେ…

ନବୀନଙ୍କ ପରେ ଶପଥ ନେଲେ ୧୧ କ୍ୟାବିନେଟ୍‌, ୯ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ୫ମ ଥର ଲାଗି ମୁଖ୍ୟମନ୍ତ୍ରୀଭାବେ ଶପଥ ନେଇଛନ୍ତି ନବୀନ। ନବୀନ ଶପଥ ନେବା ପରେ ୨୦ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୧୧ କ୍ୟାବିନେଟ ଏବଂ ୯ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି। ରାଜ୍ୟପାଳ ଗଣେଶୀ ଲାଲ ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?